ଖେଳ

କ୍ରୀଡ଼ା ପ୍ରୋତ୍ସାହନ ପାଇଁ ଓଡ଼ିଶା ପୁରସ୍କୃତ

ଭୁବନେଶ୍ୱର, ୧୫।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାରେ କ୍ରୀଡ଼ା ଭିତ୍ତିଭୂମୀ ବଢ଼ିବା ସହ ବଡ଼ ଟୁର୍ନାମେଣ୍ଟମାନ ଆୟୋଜନ ହେଉଛି। ଏହାର ପୁରସ୍କାର ମଧ୍ୟ ରାଜ୍ୟକୁ ମିଳିବାରେ ଲାଗିଛି। କ୍ରୀଡ଼ା ପ୍ରୋତ୍ସାହନ ପାଇଁ ଦ୍ୱିତୀୟ ଥରପାଇଁ ଓଡ଼ିଶା ପୁରସ୍କୃତ ହୋଇଛି। ମୁମ୍ବାଇରେ ସୋମବାର ଅନୁଷ୍ଠିତ ସ୍ପୋଟର୍‌ସଷ୍ଟାର…

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ: ସ୍ବସ୍ତିଙ୍କୁ ସ୍ବର୍ଣ୍ଣିମ ସଫଳତା

ଭୁବନେଶ୍ୱର, ୧୫ା୧ (କ୍ରୀଡ଼ା ପ୍ରତିନିଧି)- ସୋମବାର ରୌପ୍ୟ ପଦକ, ମଙ୍ଗଳବାର ସ୍ବର୍ଣ୍ଣ। ଏମିତି ସଫଳତା ସାଉଁଟିଛନ୍ତି ଓଡ଼ିଶାର ପ୍ରତିଭାସମ୍ପନ୍ନ ସାଇକ୍ଲିଷ୍ଟ ସ୍ବସ୍ତି ସିଂ। ଆସାମର ଗୁଆହାଟୀଠାରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌୍‌ ଗେମ୍ସର ମଙ୍ଗଳବାର ଅନୁଷ୍ଠିତ ୨୧ ବର୍ଷରୁ କମ୍‌ ସାଇକ୍ଲିଂ…

ରଣ୍‌ଜୀ ଟ୍ରଫି: ଓଡ଼ିଶାର ରୋମାଞ୍ଚକ ବିଜୟ

କଟକ ଅଫିସ,୧୫ା୧- ରୋହତକର ଚୌଧୁରୀ ବଂଶୀଲାଲ କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ଚଳିତ ରଣଜୀ ଟ୍ରଫିର ଏକ ମ୍ୟାଚ୍‌ରେ ଓଡ଼ିଶା ରୋମାଞ୍ଚକ ବିଜୟ ହାସଲ କରିଛି। ପେସ୍‌ ବୋଲରଙ୍କ ପ୍ରାଧାନ୍ୟ ଥିବା ଏହି ପିଚ୍‌ରେ ନିମ୍ନକ୍ରମର ବ୍ୟାଟ୍ସମ୍ୟାନଙ୍କ ସହାୟତାରେ ଓଡ଼ିଶା ୧ ଉଇକେଟରେ…

ଯଶପ୍ରୀତ ବୁମରାହଙ୍କ ପ୍ରେମରେ ପଡିଛନ୍ତି ଏହି ଅଭିନେତ୍ରୀ

ବଲିଉଡ ଅଭିନେତ୍ରୀ ଏବଂ କ୍ରିକେଟରଙ୍କ ପ୍ରେମ କାହାଣୀ ପୁରୁଣା। ଏମିତି ଅନେକ ଅଭିନେତ୍ରୀ ଅଛନ୍ତି ଯେଉଁମାନେ କ୍ରିକେଟରଙ୍କ ପ୍ରେମରେ ପଡିଛନ୍ତି। କିଛି ଅଭିନେତ୍ରୀ ପ୍ରେମ ପରେ ବିବାହ ବନ୍ଧନରେ ମଧ୍ୟ ବାନ୍ଧି ହୋଇଛନ୍ତି। ଏବେ ଆଉ ଜଣେ ଅଭିନେତ୍ରୀ ଭାରତର ଦ୍ରୁତ…

ଡୋପିଂ ମାମଲା: ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ବିଜୟିନୀ ୨ବର୍ଷ ବାସନ୍ଦ

ଲଣ୍ଡନ, ୧୪ା୧ (ଏପି)- ରାଜ୍ୟଗୋଷ୍ଠୀ କ୍ରୀଡ଼ା ୨୦୧୮ରେ ମହିଳା ୧୦୦ମିଟର ସ୍ବର୍ଣ୍ଣ ପଦକ ବିଜୟିନୀଙ୍କୁ ୨ବର୍ଷ ବାସନ୍ଦ କରାଯାଇଛି। ଡୋପ୍‌ ପରୀକ୍ଷକମାନଙ୍କୁ ସେ ତାଙ୍କର ଅବସ୍ଥିତି ସମ୍ପର୍କରେ ଅବଗତ କରାଇ ନ ଥିବାରୁ ଏହି ଦଣ୍ଡ ବିଧାନ କରାଯାଇଛି। ୨୦୧୮ରୁ ୨୦୧୯…

୬୦ବର୍ଷ ହେଲେ ଖେଳ ଛାଡ଼ିବେ ମିଉରା

ଟୋକିଓ, ୧୪ା୧ (ଏଏଫ୍‌ପି)- ଜାପାନର ପୂର୍ବତନ ଷ୍ଟ୍ରାଇକର କାଜୁୟୋଶି ମିଉରା ଆସନ୍ତା ମାସରେ ୫୩ ବର୍ଷରେ ପଦାର୍ପଣ କରିବେ। ବିଶ୍ୱର ଏହି ସବୁଠାରୁ ବୟସ୍କ ପ୍ରଫେସନାଲ ଖେଳାଳି ଏବେ ମଧ୍ୟ ତାଙ୍କ ଖେଳ ଜାରି ରଖିଛନ୍ତି। ୟୋକୋହାମା ଏଫ୍‌ସି ଟିମ୍‌ ସହିତ…

ଓ୍ବାର୍ନର, ଫିଞ୍ଚ୍‌ଙ୍କ ଶତକ: ଅଷ୍ଟ୍ରେଲିଆ ୧୦ ଉଇକେଟରେ ବିଜୟୀ

ମୁମ୍ବାଇ, ୧୪।୧- ସ୍ଥାନୀୟ ଓ୍ବାଙ୍ଖେଡେ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ବିପକ୍ଷରେ ଦମ୍‌ଦାର ବିଜୟ ହାସଲ କରିଛି ଅଷ୍ଟ୍ରେଲିଆ। ଓପନର ଡେଭିଡ ଓ୍ବାର୍ନର ଓ ଅଧିନାୟକ ଆରନ ଫିଞ୍ଚ୍‌ଙ୍କ ଅପରାଜିତ ଶତକ ବଳରେ ଅଷ୍ଟ୍ରେଲିଆ ୧୦ ଉଇକେଟରେ…

ଅଷ୍ଟ୍ରେଲିଆ ସାମ୍ନାରେ ୨୫୬ ରନ ଲକ୍ଷ୍ୟ

ମୁମ୍ବାଇ, ୧୪।୧- ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭ୍ରମଣକାରୀ ଅଷ୍ଟ୍ରେଲିଆ ସାମ୍ନାରେ ଭାରତ ୨୫୬ ରନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ୪୯.୧ ଓଭରରେ ୨୫୫…

ଦୁଇ ମାସ ବ୍ୟାଡ୍‌ମିଣ୍ଟନରୁ ଦୂରେଇ ରହିବେ ମୋମୋତା

ଟୋକିଓ, ୧୪।୧ (ଏଏଫ୍‌ପି)- ଦୁର୍ଘଟଣାର ସମ୍ମୁଖୀନ ହୋଇ ଆଘାତପ୍ରାପ୍ତ ହୋଇଥିବା ବିଶ୍ୱର ଏକ ନମ୍ବର ପୁରୁଷ ବ୍ୟାଡ୍‌ମିଣ୍ଟନ ଖେଳାଳି ଜାପାନର କେଣ୍ଟୋ ମୋମୋତା ୨ ମାସ ଲାଗି କୋର୍ଟରୁ ଦୂରେଇ ରହିବେ। ସମ୍ଭବତଃ ମାର୍ଚ୍ଚରେ ହେବାକୁ ଥିବା ଅଲ୍‌ ଇଂଲଣ୍ଡ ଚାମ୍ପିୟନଶିପ୍‌ବେଳକୁ…

ଇଣ୍ଡୋନେସିଆ ମାଷ୍ଟର୍ସ: ଯୋଗ୍ୟତା ପର୍ଯ୍ୟାୟରେ ହାରିଲେ ଲକ୍ଷ୍ୟ

ଜାକର୍ତ୍ତା, ୧୪।୧ (ପି.ଟି.)- ଯୁବ ଭାରତୀୟ ଶଟ୍‌ଲର ଲକ୍ଷ୍ୟ ସେନ୍‌ ଓ ଶୁଭଙ୍କର ଦେ ଇଣ୍ଡୋନେସିଆ ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ମୁଖ୍ୟ ପର୍ଯ୍ୟାୟକୁ ପ୍ରବେଶ କରିବାରେ ବିଫଳ ହୋଇଛନ୍ତି। ଯୋଗ୍ୟତା ପର୍ଯ୍ୟାୟରେ ପରାଜୟବରଣ କରିବା ସହ ଉଭୟ ଲକ୍ଷ୍ୟ ଓ ଶୁଭଙ୍କର…

ଭାରତକୁ ଭଲ ପ୍ରାରମ୍ଭ ଦେଲେ ଧାଓ୍ବନ

ମୁମ୍ବାଇ, ୧୪।୧- ଭ୍ରମଣକାରୀ ଅଷ୍ଟ୍ରେଲିଆ ବିପକ୍ଷରେ ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତକୁ ପ୍ରାରମ୍ଭିକ ଝଟକା ଲାଗିଛି। ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତ ଶେଷ ଖବବ ସୁଦ୍ଧା ୨୮.୫ ଓଭରରେ…

ଦୁଇବର୍ଷ ପରେ ସାନିଆଙ୍କ ବିଜୟ ପ୍ରତ୍ୟାବର୍ତ୍ତନ

ହୋବାର୍ଟ, ୧୪।୧ (ପି.ଟି.)- ଭାରତୀୟ ମହିଳା ଟେନିସ ତାରକା ସାନିଆ ମିର୍ଜା ଦମ୍‌ଦାର ବିଜୟ ସହ ଟେନିସକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏଠାରେ ଅନୁଷ୍ଠିତ ହୋବାର୍ଟ ଇଣ୍ଟରନ୍ୟାଶନାଲ ପ୍ରତିଯୋଗିତାର ମହିଳା ଡବଲ୍ସରେ ସାନିଆ ଓ ତାଙ୍କ ୟୁକ୍ରେନ ସାଥୀ ନାଡିଆ କିଚେନୋକ ବିଜୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri