ଖେଳ

ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ: ଟସ୍‌ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ ବ୍ୟାଟିଂ କରିବ ଭାରତ

ମୁମ୍ବାଇ,୧୪।୧: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମୁମ୍ବାଇର ୱାଙ୍ଖେଡ ଷ୍ଟାଡିୟମରେ ୩ଟିକିଆ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଆରମ୍ଭ ହୋଇଛି। ଏହି ମ୍ୟାଚ୍‌ରେ ଭ୍ରମଣକାରୀ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଟସ୍‌ ହାରିବା ପରେ ଭାରତୀୟ ଅଧିନାୟକ…

୫ ବର୍ଷର ବାଳକ ତାଏକୋଣ୍ଡୋରେ କଲେ ଗିନିଜ୍‌ ରେକର୍ଡ

ହାଇଦ୍ରାବାଦ୍‌,୧୪।୧: ବୟସ ୫ ବର୍ଷ। ମାତ୍ର ତାଏକୋଣ୍ଡୋରେ ୧୨ଶହ ଥର ନନ୍‌ ଷ୍ଟପ୍‌ ନି ଷ୍ଟ୍ରାଇକ୍‌ କରିବାର ଗିନିଜ୍‌ ରେକର୍ଡ ତାଙ୍କ ନାମରେ ରହିଛି। ସେ ହେଉଛନ୍ତି ହାଇଦ୍ରାବାଦ୍‌ର ଅଶମନ୍‌ ତନେଜା। ଲଗାତାର ଏକ ଘଣ୍ଟା ଧରି ସେ ଏଭଳି କରିଛନ୍ତି।…

ରୋହିତ ଶର୍ମାଙ୍କ ବ୍ୟାଟିଂ ଦେଖିବାକୁ ପାଗଳ ପାକିସ୍ତାନର ଏହି ପ୍ରସିଦ୍ଧ ବ୍ୟାଟ୍ସମ୍ୟାନ୍‌

କରାଚି, ୧୪।୧: ଭାରତୀୟ କ୍ରିକେଟ ଦଳର ଓପନିଂ ବ୍ୟାଟ୍ସମ୍ୟାନ୍‌ ଯେତେବେଳେ ପଡିଆରେ ବ୍ୟାଟିଂ କରୁଥାନ୍ତି ସେତେବେଳେ ଟିଭି ଆଗରୁ ଉଠି ନ ଥାଏ ବୋଲି କହିଛନ୍ତି ପାକିସ୍ତାନର ପ୍ରସିଦ୍ଧ କ୍ରିକେଟର୍‌ ଜାହିର ଆବ୍ବାସ। ଭାରତୀୟ କ୍ରିକେଟର ପ୍ରଦର୍ଶନ ଉପରେ ଆଲୋଚନା କରି…

୯୯ବର୍ଷୀୟ ପୂର୍ବତନ ରଣ୍‌ଜୀ ଖେଳାଳିଙ୍କୁ ଭେଟିଲେ ତେନ୍ଦୁଲକର, ଓ୍ବ

ମୁମ୍ବାଇ, ୧୪ା୧(ପି.ଟି.)- କ୍ରିକେଟ ଆଇକନ୍‌ ସଚିନ ତେନ୍ଦୁଲକର ଏବଂ ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭ୍‌ ଓ୍ବ ସୋମବାର ବସନ୍ତ ରାଇଜୀଙ୍କୁ ଭେଟିଛନ୍ତି। ବର୍ତ୍ତମାନ ଜୀବିତ ଥିବା ପୂର୍ବତନ ରଣ୍‌ଜୀ ଖେଳାଳିଙ୍କ ମଧ୍ୟରେ ରାଇଜୀ ହେଉଛନ୍ତି ସବୁଠାରୁ ବୟସ୍କ। ତାଙ୍କୁ ବର୍ତ୍ତମାନ ୯୯…

ସମସ୍ତ ପ୍ରକାର କ୍ରିକେଟ୍‌ରୁ ଡୁମିନିଙ୍କ ଅବସର

କେପ୍‌ ଟାଉନ, ୧୪।୧- ପୂର୍ବତନ ଦକ୍ଷିଣ ଆଫ୍ରିକା ଅଲ୍‌ରାଉଣ୍ଡ ଜେପି ଡୁମିନି ସୋମବାର ସମସ୍ତ ପ୍ରକାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୨୦୧୭ରେ ଟେଷ୍ଟରୁ ଅବସର ନେଇଥିବା ଡୁମିନି ଗତ ବର୍ଷ ଆଇସିସି ବିଶ୍ୱକପ୍‌ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଅଲ୍‌ବିଦା କରିଥିଲେ।…

ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌: ମନପ୍ରୀତ ଅଧିନାୟକ

ନୂଆଦିଲ୍ଲୀ, ୧୪।୧- ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ହେବାକୁଥିବା ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ ପାଇଁ ସୋମବାର ୨୦ ଜଣିଆ ଭାରତୀୟ ଦଳ ଘୋଷଣା ହୋଇଛି। ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ହେଉଛି ନେଦରଲାଣ୍ଡ୍ସ। ମନପ୍ରୀତ ସିଂ ଅଧିନାୟକ ଭାବେ ଅପରିବର୍ତ୍ତିତ ରହିଥିବାବେଳେ ତାଙ୍କ…

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ: ଓଡ଼ିଶାର ସ୍ବସ୍ତିଙ୍କୁ ରୌପ୍ୟ

ଭୁବନେଶ୍ୱର, ୧୪ା୧ (କ୍ରୀଡ଼ା ପ୍ରତିନିଧି)- ଗୁଆହାଟୀଠାରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌୍‌ ଗେମ୍ସରେ ଚମତ୍କାର ପ୍ରଦର୍ଶନ କରି ଦୀନେଶ କୁମାର ସ୍ବର୍ଣ୍ଣ ପଦକ ଜିତିବାର ଗୋଟିଏ ଦିନ ପରେ ଆଉ ଜଣେ ଓଡ଼ିଆ ଖେଳାଳି କମାଲ ଦେଖାଇଛନ୍ତି। ସୋମବାର ଅନୁଷ୍ଠିତ ୨୧…

ପ୍ରମୋଦ ‘ସ୍ପୋଟର୍‌ସମ୍ୟାନ ଅଫ ଦି ଇୟର’

ଭୁବନେଶ୍ୱର, ୧୪।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ପାରାସ୍ପୋଟର୍‌ସ ତାରକା ପ୍ରମୋଦ ଭଗତ କ୍ୟାରିୟରରେ ଆଉ ଏକ ସ୍ମରଣୀୟ ସ୍ବୃତି ଲାଭ କରିଛନ୍ତି। ସୋମବାର ସେ ସ୍ପୋଟର୍‌ସଷ୍ଟାର ଏସେସ୍‌ ପାରାସ୍ପୋଟର୍‌ସ ‘ସ୍ପୋଟର୍‌ସମ୍ୟାନ ଅଫ ଦି ଇୟର’ ପୁରସ୍କାର ଲାଭ କରିଛନ୍ତି। ଏହି ପୁରସ୍କାର ଦୌଡ଼ରେ…

ଭାରତୀୟ କ୍ରିକେଟ ଦଳର ଜର୍ସିରେ ଅନୁଷ୍କା ଶର୍ମା

ବଲିଉଡ୍‌ ଅଭିନେତ୍ରୀ ତଥା ଭାରତୀୟ କ୍ରିକେଟ୍‌ ଦଳର ଅଧିନାୟକ ବିରାଟ କୋହଲିଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଅନେକ ଦିନ ବ୍ୟବଧାନ ପରେ ଫିଲ୍ମ ଶୁଟିଂ ଆରମ୍ଭ କରିଛନ୍ତି। ଶୁଟିଂ ସେଟ୍‌ରେ ତାଙ୍କୁ ଭାରତୀୟ କ୍ରିକେଟ ଦଳର ଜର୍ସି ପିନ୍ଧିଥିବାର ଦେଖାଯାଇଛି। ତେବେ…

ଜିମ୍ବାଓ୍ବେରେ ଦୁଇ ଟେଷ୍ଟ ମ୍ୟାଚ ଖେଳିବ ଶ୍ରୀଲଙ୍କା

କଲମ୍ବୋ, ୧୩ା୧ (ଏଏଫ୍‌ପି)-ଶ୍ରୀଲଙ୍କା କ୍ରିକେଟ ଟିମ୍‌ ଗୁରୁବାର ଜିମ୍ବୋଓ୍ବେ ଅଭିମୁଖେ ଯାତ୍ରା କରିବ। ଦଳ ସେଠାରେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବ। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ବାସନ୍ଦ ଦଣ୍ଡ ଉଠାଇବା ପରେ ଆୟୋଜକ ଆଫ୍ରିକୀୟ ଦେଶ ପାଇଁ…

ଟି୨୦ ବିଶ୍ୱକପ୍‌ ଦଳ ସଂଖ୍ୟା ୨୦କୁ ବୃଦ୍ଧି ଲାଗି ଆଇସିସିର ଯୋଜନା

ଲଣ୍ଡନ,୧୩ା୧(ପି.ଟି.)-ଟି୨୦ ବିଶ୍ୱକପ୍‌ରେ ଅଂଶଗ୍ରହଣକାରୀ ଦଳ ସଂଖ୍ୟା ୧୬ରୁ ୨୦କୁ ବୃଦ୍ଧି କରିବା ଲାଗି ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଯୋଜନା କରୁଛି। ଗଣମାଧ୍ୟମରେ ଏ ସମ୍ପର୍କିତ ଖବର ପ୍ରକାଶ ପାଇଛି। ୨୦୨୩ରୁ ୨୦୩୧ ପର୍ଯ୍ୟନ୍ତ ପ୍ରସ୍ତୁତ ହୋଇଥିବା କ୍ରିକେଟ କ୍ୟାଲେଣ୍ଡର ଭିତରେ…

ହୃଦୟ ଜିତିଲା କୈଫଙ୍କ ଭିଡିଓ

ନୂଆଦିଲ୍ଲୀ,୧୩।୧(ପି.ଟି.)- ଦେଶରେ କ୍ରିକେଟ କେବଳ ଏକ କ୍ରୀଡ଼ା ନୁହେଁ, ଏହା ଏକ ଧର୍ମ। ଦେଶର ପ୍ରତ୍ୟେକ ବର୍ଗ, ଜାତି, ଧର୍ମ, ଶ୍ରେଣୀରେ କ୍ରିକେଟ ପ୍ରେମି ରହିଛନ୍ତି। ପ୍ରତ୍ୟେକ ଛୁଆମାନଙ୍କ ଇଚ୍ଛା ଦିନେ ଦେଶ ପାଇଁ ଅନ୍ତର୍ଜାତୀୟ ସ୍ତରରେ ପ୍ରତିନିଧିତ୍ୱ କରିବା। ପୂର୍ବତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri