ଜାଫରଙ୍କ ସର୍ବକାଳୀନ ଦିନିକିଆ ଏକାଦଶ ରେ ଧୋନୀ ଅଧିନାୟକ
ନୂଆଦିଲ୍ଲୀ,୫/୪: ଭାରତୀୟ ପୂର୍ବତନ ବ୍ୟାଟସମ୍ୟାନ ୱସିମ ଜାଫର ତାଙ୍କର ସର୍ବକାଳୀନ ଦିନିକିଆ ବିଶ୍ଵ ଏକାଦାଶ ଘୋଷଣା କରିଛନ୍ତି। ଏଥିରେ ସେ ମହେନ୍ଦ୍ର ସିଂ ଧୋନୀଙ୍କୁ ନେତୃତ୍ୱ ପ୍ରଦାନ କରିଛନ୍ତି। ସେହିପରି ସେ କ୍ରିକେଟ୍ ଆଇକନ୍ ସଚିନ ତେନ୍ଦୁଲକର ଓ ରୋହିତ ଶର୍ମା…
କୋଭିଡ-୧୯ ନିୟମ ଉଲ୍ଲଙ୍ଘନ କରି ଫିଜି ରଗବି ଖେଳାଳି ଗିରଫ
ଶୁଭ।, ୫/୪: କୋଭିଡ-୧୯ ସେଲ୍ଫ ଆଇସୋଲେଶନ ନିୟମ ଉଲ୍ଲଘଂନ କରି ଫିଜି ର ୨ଜଣ ରାଗବି ଖେଳାଳି ଗିରଫ ହୋଇଛନ୍ତି। ଏହି ୨ ଖେଳାଳି ଙ୍କ ଦାୟିତ୍ବହୀନ ଆଚରଣ ସମ୍ପର୍କ ରେ ବିଶ୍ଵ ରଗବି ର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ୱାଲ୍ଡ…
କୋଭିଡ-୧୯: ୧୦ ହଜାର ଲୋକଙ୍କୁ ଖୁଆଇଲେ ଗାଙ୍ଗୁଲି
କୋଲକାତା,୪/୪: ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୈାରଭ ଗାଙ୍ଗୁଲି କୋଭିଡ-୧୯ ଦ୍ଵାରା ପ୍ରଭାବିତ ହୋଇଥିବା ଲୋକଙ୍କୁ ଖୁଆଇବା ର ବ୍ୟବସ୍ଥା କରିଛନ୍ତି। ଇସ୍କନ ମାଧ୍ୟମ ରେ ସେ ଏହି ସମାଜ ମଙ୍ଗଳ କର୍ଯ୍ୟ କରିଚନ୍ତି। ଇସ୍କନ ପୂର୍ବରୁ ପ୍ରତେକ୍…
ଅତିରିକ୍ତ ୭୫ ଲକ୍ଷ ଟଙ୍କା ସହାୟତା ଦେଲା ହକି ଇଣ୍ଡିଆ; ଅନିର୍ବାଣ ଲାହିରୀ ଦେଲେ ୭ଲକ୍ଷ
ନୂଆଦିଲ୍ଲୀ, ୪/୪: କୋଭିଡ-୧୯ ମହାମାରୀ ମୁକାବିଲା ପାଇଁ ହକି ଇଣ୍ଡିଆ ପୁଣି ଥରେ ସହାୟତା ର ହାତ ବଢ଼ାଇଛି। ହକି ଇଣ୍ଡିଆ ଶନିବାର ଆଉ ୭୫ ଲକ୍ଷ ଟଙ୍କା ଦାନ କରିଛି। ପୂର୍ବରୁ ହକି ଇଣ୍ଡିଆ ଗତ ୧ ତାରିଖ ରେ୨୫…
କୋଭିଡ-୧୯: ନେମାରଙ୍କ ୧୦ ଲକ୍ଷ ଡଲାର ସହାୟତା
ରିଓ ଡି ଜନେରୋ(୪।୪): କରୋନା ଭାଇରସ ମୁକାବିଲା ପାଇଁ ବ୍ରାଜିଲ ଫୁଟବଲ ସୁପର ଷ୍ଟାର୍ ନେମାର ୧୦ ଲକ୍ଷ ଆମେରିକୀୟ ଡଲାର ସହାୟତା ପ୍ରଦାନ କରିଛନ୍ତି। ବିଶ୍ଵ ର ତୃତୀୟ ଦାମୀ ଫୁଟବଲର ବିବେଚିତ ହେଉ ଥିବା ପ୍ୟାରିସ ସେଣ୍ଟ ଜର୍ମନ୍…
କୋଭିଡ-୧୯ : ୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ବକପ୍ ସ୍ଥଗିତ
ଭୁବନେଶ୍ୱର, ୪.୩(କ୍ରୀଡ଼ା ପ୍ରତିନିଧି)- ଆସନ୍ତା ନଭେମ୍ବର ରେ ଭାରତର ୪ଟି ସ୍ଥାନରେ ଆୟୋଜନ ହେବାକୁ ଥିବା ୧୭ ବର୍ଷରୁ କମ୍ ମହିଳା ଫିଫା ବିଶ୍ବକପକୁ ସ୍ଥଗିତ ରଖାଯାଇଛି। ବିଶ୍ଵ ଫୁଟବଲ୍ ର ସର୍ବୋଚ୍ଚ ସଂସ୍ଥା ଫିଫାର ପରାମର୍ଶ କ୍ରମେ ସର୍ବଭାରତୀୟ ଫୁଟବଲ…
କ୍ରୀଡ଼ାବିତ୍ଙ୍କ ସହଯୋଗ ଲୋଡ଼ିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, ୪ା୪ (ପି.ଟି.)-ଦେଶରେ କୋଭିଡ୍-୧୯ ମହାମାରୀର ପ୍ରକୋପ କ୍ରମେ ବୃଦ୍ଧି ପାଉଛି। ଏଥିଲାଗି ସଚେତନତା ଅଭିଯାନରେ ସାମିଲ ହେବା ଲାଗି ଦେଶର ପ୍ରମୁଖ କ୍ରୀଡ଼ାବିତ୍ଙ୍କ ସହଯୋଗ ଲୋଡ଼ିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶୁକ୍ରବାର ସେ କେତେଜଣ ଖେଳାଳିଙ୍କ ସହିତ ଏହି ପ୍ରସଙ୍ଗରେ…
ଟେନିସ୍ ଖେଳାଯିବା ନେଇ ଆଶଙ୍କା ପ୍ରକାଶ କଲେ ଓ୍ବିମ୍ବେଲଡନ ମୁଖ୍ୟ
ଲଣ୍ଡନ,୩।୪(ଏଏଫ୍ପି)- ଚଳିତବର୍ଷ ଅର୍ଥାତ୍ ୨୦୨୦ରେ ଟେନିସ ଖେଳାଯାଇପାରିବ ନାହିଁ ବୋଲି ଓ୍ବିମ୍ବେଲଡନ ମୁଖ୍ୟ ରିଚାର୍ଡ ଲୁଇସ୍ ଆଶଙ୍କା ପ୍ରକାଶ କରିଛନ୍ତି। ଚଳିତବର୍ଷ ସମ୍ପୂର୍ଣ୍ଣ ରୂପେ ଟେନିସ ବାତିଲ ହେବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ସେ ପୂର୍ବାନୁମାନ କରିଛନ୍ତି। ଗତମାସ ପ୍ରାରମ୍ଭରୁ…
ଏଜ୍ବାଷ୍ଟନ ଷ୍ଟାଡିୟମରେ ହେବ କୋଭିଡ୍-୧୯ ଟେଷ୍ଟିଂ ସେଣ୍ଟର
ଲଣ୍ଡନ,୩।୪ (ପି.ଟି)- ଇଂଲଣ୍ଡର ବର୍ମିଂହାମସ୍ଥିତ ଏଜ୍ବାଷ୍ଟନ ଷ୍ଟାଡିୟମ କୋଭିଡ୍-୧୯ ଟେଷ୍ଟିଂ ସେଣ୍ଟରରେ ପରିଣତ ହେବ ବୋଲି ଓ୍ବରଓ୍ବିକ୍ଶାୟାର କାଉଣ୍ଟି କ୍ରିକେଟ କ୍ଲବ (ଡବ୍ଲ୍ୟସିସିସି) ତରଫରୁ କୁହାଯାଇଛି। ଏଥିପାଇଁ ସରକାରଙ୍କୁ ଷ୍ଟାଡିୟମ ହସ୍ତାନ୍ତର କରାଯାଇଛି ବୋଲି କ୍ଲବ ପକ୍ଷରୁ ଶୁକ୍ରବାର ଘୋଷଣା କରାଯାଇଛି।…
ଏ’ ଟିମ୍ର ଭାରତଗସ୍ତ ନେଇ ନ୍ୟୁଜିଲାଣ୍ଡ ଆଶାବାଦୀ
ଅକଲାଣ୍ଡ, ୩।୪(ପି.ଟି.)- କୋଭିଡ୍-୧୯ ସାରା ବିଶ୍ୱରେ ଆତଙ୍କ ଖେଳିଥିବା ବେଳେ ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍ଜେଡସି) ଏ’ ଦଳର ଭାରତ ଗସ୍ତ ନେଇ ବେଶ୍ ଆଶାବାଦୀ ଥିବା କହିଛି। ଅଗଷ୍ଟରେ ନ୍ୟୁଜିଲାଣ୍ଡ ଏ’ ଦଳ ଭାରତ ଗସ୍ତରେ ଆସିବ। ଏହି ଗସ୍ତ ନେଇ…
କୋଭିଡ୍-୧୯: ଭାରତ ଫେରନ୍ତା ଦକ୍ଷିଣ ଆଫ୍ରିକା ଖେଳାଳି ନେଗେଟିଭ୍
ଜୋହାନ୍ସବର୍ଗ, ୩।୪(ପି.ଟି.): ଭାରତରୁ ଅଧା ଅଧୁରା ଦିନିକିଆ ଗସ୍ତ ସାରି ସ୍ବଦେଶ ଫେରିଥିବା ସବୁ ଦକ୍ଷିଣ ଆଫ୍ରିକା କ୍ରିକେଟରମାନେ କୋଭିଡ୍-୧୯ ନେଗେଟିଭ ବୋଲି ଜଣାପଡିଛି। ମୋଟ ଉପରେ ସବୁ ଖେଳାଳି କରୋନ ଭାଇରସ ମୁକ୍ତ ବୋଲି ଦଳର ମୁଖ୍ୟ ମେଡିକାଲ ଅଫିସର…
କୋଭିଡ-୧୯: ୭୧ ଲକ୍ଷ ଟଙ୍କା ପାଣ୍ଠି ସଂଗ୍ରହ କଲା ଆଇଓଏ
ନୂଆଦିଲ୍ଲୀ,୩।୪(ପି.ଟି.): କୋଭିଡ-୧୯ ମୁକାବିଲା ପାଇଁ ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ୭୧ ଲକ୍ଷ ଟଙ୍କାର ପାଣ୍ଠି ସଂଗ୍ରହ କରିଛି। ସବୁ ରାଜ୍ୟର ଅନୁବନ୍ଧିତ କ୍ରୀଡ଼ା ଆସୋସିଏଶନ ଓ ଜାତୀୟ କ୍ରୀଡ଼ା ଫେଡେରେଶନ (ଏନ୍ଏସ୍ଏଫ୍) ଗୁଡିକର ଅର୍ଥ ଦାନ କରିଛନ୍ତି। ଏହାକୁ ନେଇ…

