ଖେଳ

ବାରବାଟୀରେ ହେବ ପୁଣି ଅନ୍ତର୍ଜାତୀୟ ମ୍ୟାଚ୍‌: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ଟି-୨୦

କଟକ,୯।୬: ବାରବାଟୀକୁ ପୁଣି ଫେରିଛି ଟି-୨୦। ଆସନ୍ତା ଡିସେମ୍ବର ୯ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ। ଏ ନେଇ ବିସିସିଆଇ ପୂର୍ବରୁ ଓସିଏ ସୂଚନା ଦେଇ ସାରିଥିବା ବେଳେ ଆଜି…

ମୋତେ ଚାପୁଡ଼ା ମାରିବା ଉଚିତ୍‌ ଥିଲା… ଆୟାରଙ୍କୁ ନେଇ କାହିଁକି ଏମିତି କହିଲେ ଶଶାଙ୍କ ସିଂ

ନୂଆଦିଲ୍ଲୀ,୯।୬:IPL 2025 ଶେଷ ହୋଇସାରିଛି। କିନ୍ତୁ ମ୍ୟାଚ ସହିତ ଜଡିତ କଥା ଏବେ ବି ଲୋକଙ୍କ ମଧ୍ୟରେ ଆଲୋଚନା ଚାଲିଛି। କ୍ୱାଲିଫାୟର-୨ରେ ଶଶାଙ୍କ ସିଂହ ରନ ଆଉଟ ହେବା ପରେ ପଞ୍ଜାବ କିଙ୍ଗସର ଅଧିନାୟକ ଶ୍ରେୟାସ ଆୟର ବହୁତ ରାଗିଯାଇଥିଲେ ଏବଂ…

ପୁଅ-ଝିଅଙ୍କ ଯତ୍ନ ନେଉଥିବା ବ୍ୟକ୍ତିଙ୍କୁ କେତେ ଦରମା ଦିଅନ୍ତ ବିରୁଷ୍କା: ଜାଣିଲେ ଉଡ଼ିଯିବ ହୋଶ୍‌

ନୂଆଦିଲ୍ଲୀ,୯।୬: ବିରାଟ କୋହଲି ବିଶ୍ୱର ସର୍ବଶ୍ରେଷ୍ଠ କ୍ରିକେଟରମାନଙ୍କ ମଧ୍ୟରୁ ଜଣେ। ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମା ଜଣେ ଜଣାଶୁଣା ବଲିଉଡ ଅଭିନେତ୍ରୀ। ଉଭୟଙ୍କ ଷ୍ଟାରଡମ ଯୋଗୁ, ଏହି ଦମ୍ପତିଙ୍କୁ ସୁରକ୍ଷା ପାଇଁ ଜଣେ ବ୍ୟକ୍ତିଗତ ଅଙ୍ଗରକ୍ଷୀ ନିଯୁକ୍ତ କରିବାକୁ ପଡିଥାଏ। ଏଠାରେ…

ଚୌକା-ଛକା ବର୍ଷା କଲେ ବୈଭବ: ଇଂଲଣ୍ଡ ଭୟଭୀତ

ନୂଆଦିଲ୍ଲୀ,୯।୬: ଭାରତୀୟ କ୍ରିକେଟର ଭବିଷ୍ୟତ କୁହାଯାଉଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୨୦୨୫ରେ ରାଜସ୍ଥାନ ରୟାଲ୍ସ ପାଇଁ ଡେବ୍ୟୁ କରିଥିବା ଏହି ଯୁବ ବାମହାତୀ ଓପନର ଇଂଲଣ୍ଡ ଗସ୍ତ ପୂର୍ବରୁ ବେଙ୍ଗାଲୁରୁର ଜାତୀୟ କ୍ରିକେଟ ଏକାଡେମୀ…

ପଡ଼ିଆ ମଝିରେ ଭୋ ଭୋ ହୋଇ କାନ୍ଦିଲେ କ୍ରିଷ୍ଟିଆନୋ ରୋନାଲ୍ଡୋ: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୯।୬: ଫୁଟ୍‌ବଲ୍‌ ବାଦ୍‌ଶାହା କ୍ରିଷ୍ଟିଆନୋ ରୋନାଲ୍ଡୋ ଭାବପ୍ରବଣ ପଡ଼ିଆରେ ଭାବପ୍ରବଣ ହୋଇପଡ଼ିଛନ୍ତି। ଏହି ଲୁହ ଆନନ୍ଦର ଥିଲା। ପର୍ତ୍ତୁଗାଲ ନେସନ୍ସ ଲିଗର ଫାଇନାଲରେ ପେନାଲ୍ଟି ସୁଟଆଉଟରେ ସ୍ପେନକୁ ୫-୩ରେ ପରାସ୍ତ କରିଥିଲା। ଏହା ପୂର୍ବରୁ, ମ୍ୟାଚ ସମୟ ଶେଷ ହେବା ପର୍ଯ୍ୟନ୍ତ…

ବେଙ୍ଗାଲୁରୁ ଦଳାଚକଟାକୁ ନେଇ ଏଭଳି କହିଲେ ଗାଭାସ୍କର

ନୂଆଦିଲ୍ଲୀ, ୮ା୬: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି)ର ଆଇପିଏଲ୍‌ ବିଜୟ ଉତ୍ସବ ବେଳେ ବେଙ୍ଗାଲୁରୁର ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟମ ବାହାରେ ଘଟିଥିବା ଦଳାଚକଟା ଘଟଣା ସମ୍ପର୍କରେ ଭାରତର କିମ୍ବଦନ୍ତୀ କ୍ରିକେଟର ତଥା ଭାଷ୍ୟକାର ସୁନୀଲ ଗାଭାସ୍କର ନିଜ ମତାମତ ଦେଇଛନ୍ତି। ଏହି ଘଟଣାରେ…

ଇଂଲଣ୍ଡରେ ଭାରତୀୟ ଖେଳାଳିଙ୍କ ଟ୍ରେନିଂ ଆରମ୍ଭ

ଲଣ୍ଡନ, ୮ା୬: ଆସନ୍ତା ୨୦ ତାରିଖରୁ ଇଂଲଣ୍ଡ ବିପକ୍ଷରେ ଆରମ୍ଭ ହେବାକୁ ଥିବା ୫ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ସିରିଜ୍‌ ଲାଗି ଶୁବମନ ଗିଲ୍‌ଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ରବିବାରଠାରୁ ଟ୍ରେନିଂ ଆରମ୍ଭ କରିଛି। ଭାରତୀୟ ପେସର ଯଶ୍‌ପ୍ରୀତ ବୁମ୍‌ରା, ପ୍ରସିଦ୍ଧ କ୍ରିଷ୍ଣା,…

ନେମାର କୋଭିଡ୍‌ ପଜିଟିଭ୍‌

ବ୍ରାସିଲ,୮ା୬: ବ୍ରାଜିଲ ଫର୍‌ଓ୍ବାର୍ଡ ଜୁନିୟର ନେମାର କୋଭିଡ୍‌-୧୯ରେ ସଂକ୍ରମିତ ଥିବା ଚିହ୍ନଟ ହୋଇଛନ୍ତି। ଏଥିଯୋଗୁ ତାଙ୍କୁ ଦଳରେ ସାମିଲ କରାଯାଇ ନ ଥିବା ତାଙ୍କ କ୍ଲବ ସାଣ୍ଟୋସ୍‌ ପକ୍ଷରୁ କୁହାଯାଇଛି। ୩୩ ବର୍ଷୀୟ ନେମାରଙ୍କ ନିକଟରେ ଗୁରୁବାର କୋଭିଡ୍‌ ଲକ୍ଷଣ ଦେଖାଯାଇଥିଲା।…

ବରଗଡ଼ ଏଫସି ଜିତିଲା ୨୦୨୫ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚାମ୍ପିୟନସିପ

ଭୁବନେଶ୍ୱର,୮ା୬: ବରଗଡ଼ ଏଫସି ଓଡ଼ିଶାରେ ଆୟୋଜିତ ୨୦୨୫ ମୁଖ୍ୟମନ୍ତ୍ରୀ ଟ୍ରଫି ଫୁଟବଲ ଚାମ୍ପିୟନସିପରେ ବିଜୟୀ ହୋଇଛି। ବରଗଡ଼ ଏଫସି ରବିବାର ରାଉରକେଲା ସହରର ବିର୍ସା ମୁଣ୍ଡା ଷ୍ଟାଡିୟମରେ ଅନୁଷ୍ଠିତ ୧୫ ବର୍ଷରୁ କମ୍ ଫୁଟବଲ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ଭୁବନେଶ୍ୱର ଏଫସିକୁ ୩-୨…

୧୩ରୁ ଆରମ୍ଭ ହେବ ସର୍ବଭାରତୀୟ ଦିବାରାତ୍ର କବାଡ଼ି ପ୍ରତିଯୋଗିତା: ଏଥିରେ ଭାଗ ନେବେ ୩୨ ଦଳ

ଧର୍ମଶାଳା,୮ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ରସୁଲପୁର ବ୍ଲକ ଅନ୍ତର୍ଗତ ଖଣ୍ଡିତରଠାରେ ୭୦ ତମ ସର୍ବଭାରତୀୟ ଦିବାରାତ୍ର କବାଡ଼ି ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି। ଚଳିତ ଥର ଏଥିରେ ରାଜ୍ୟ ଓ ରାଜ୍ୟ ବାହାରର ମୋଟ୍‌ ୩୨ଟି ପୁରୁଷ ଓ ମହିଳା…

ରିଙ୍କୁ ସିଂହ ମୁଦି ପିନ୍ଧାଇବା ମାତ୍ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ପ୍ରିୟା ସରୋଜ, ପରେ…

ଲକ୍ଷ୍ନୌ,୮।୬: ଟିମ୍‌ ଇଣ୍ଡିଆର ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ରିଙ୍କୁ ସିଂହ ଏବଂ ଜୌନପୁରର ମଛଲିଶହରର ଏମପିି ପ୍ରିୟା ସରୋଜଙ୍କ ନିର୍ବନ୍ଧ ଶେଷ ହୋଇଛି। ରବିବାର, ଜୁନ ୮ ତାରିଖରେ ଲକ୍ଷ୍ନୌର ପଞ୍ଚତାରକା ହୋଟେଲ ଦି ସେଣ୍ଟ୍ରମରେ ପରିବାର ଏବଂ ବନ୍ଧୁମାନଙ୍କ ଉପସ୍ଥିତିରେ ଉଭୟେ…

IPL 2026ରୁ ବ୍ୟାନ୍‌ ହେବ ଆର୍‌ସିବି? BCCI ନେଇପାରେ ବଡ଼ ନିଷ୍ପତ୍ତି, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮।୬: IPL ୨୦୨୫ ଟାଇଟଲ ଜିତିବା ପରେ, ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମ ବାହାରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପାଇଁ ବିଜୟ ପରେଡ ଏବଂ ମହାଉତ୍ସବ ପାଇଁ ପ୍ରସ୍ତୁତି କରାଯାଇଥିଲା। ଏହି ସମୟରେ ଷ୍ଟାଡିୟମ ବାହାରେ ଦଳାଚକଟା ହୋଇଥିଲା। ଯେଉଁଥିରେ ୧୧ ଜଣଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri