ଡାକାର ରାଲିରେ ଗନ୍କ୍ଲେଭ୍ସଙ୍କ ମୃତ୍ୟୁ
ରିୟାଦ, ୧୩ା୧ (ପି.ଟି.)-ହିରୋ ମୋଟର ସ୍ପୋଟର୍ସ ଟିମ୍କୁ ଶକ୍ତ ଧକ୍କା ଲାଗିଛି। ସୌଦି ଆରବରେ ଚାଲିଥିବା ଡାକାର ରାଲିର ୭ମ ଷ୍ଟେଜ୍ ବେଳେ ଏହାର ପର୍ତ୍ତୁଗିଜ୍ ରାଇଡର ପଲୋ ଗନକ୍ଲେଭ୍ସଙ୍କ ଏକ ମର୍ମନ୍ତୁଦ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ୨୦୦୬ରେ ପଦାର୍ପଣପରଠାରୁ ୪୦ବର୍ଷୀୟ…
ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ସ: ଓଡ଼ିଶା ପାଇଁ ସ୍ବର୍ଣ୍ଣ ଜିତିଲେ ଦୀନେଶ
ଭୁବନେଶ୍ୱର, ୧୩ା୧ (କ୍ରୀଡ଼ା ପ୍ରତିନିଧି)- ଗୁଆହାଟୀଠାରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ସ ୨୦୨୦ରେ ଚମତ୍କାର ପ୍ରଦର୍ଶନ କରି ଇତିହାସ ସୃଷ୍ଟି କରିଛନ୍ତି ଓଡ଼ିଶାର ଦୀନେଶ କୁମାର। ସେ ରବିବାର ଅନୁଷ୍ଠିତ ୨୧ ବର୍ଷରୁ କମ୍ ୩୦ କିଲୋମିଟର ଟାଇମ୍ ଟ୍ରାଏଲ…
ଗୋଟିଏ ମ୍ୟାଚ୍ରେ ହେଲା ସାମସନଙ୍କ ଭାଗ୍ୟ ନିର୍ଦ୍ଧାରଣ
ମୁମ୍ବାଇଳ ୧୩।୧ (ପି.ଟି.)- ନ୍ୟୁଜିଲାଣ୍ଡ ବିପକ୍ଷ ଆଗାମୀ ଟି୨୦ ସିରିଜ ଲାଗି ରବିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଉପ-ଅଧିନାୟକ ରୋହିତ୍ ଶର୍ମାଙ୍କ ସମେତ ଦ୍ରୁତ ବୋଲର ମହମ୍ମଦ ସାମି ଘୋଷିତ ୧୬ ଜଣିଆ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ତେବେ କେରଳ…
ବିସିସିଆଇ ପୁରସ୍କାର: ଆକର୍ଷଣରେ ବୁମ୍ରା
ମୁମ୍ବାଇ, ୧୩।୧(ପି.ଟି.)- ୨୦୧୮-୧୯ ସିଜନରେ ଚମତ୍କାର ପ୍ରଦର୍ଶନର ପୁରସ୍କାର ପାଇଛନ୍ତି ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ ବୁମ୍ରା। ରବିବାର ବିସିସିଆଇ ବାର୍ଷିକ ପୁରସ୍କାର ପ୍ରଦାନ ଉତ୍ସବରେ ସେ ସମ୍ମାନଜନକ ପଲି ଉମ୍ରିଗର ଓ ଦିଲୀପ ସରଦେଶାଇ ପୁରସ୍କାର ହାସଲ କରିଛନ୍ତି। ଶ୍ରେଷ୍ଠ…
ରଣଜୀ ଟ୍ରଫି: ରୋମାଞ୍ଚକ ସ୍ଥିତିରେ ଓଡ଼ିଶା-ହରିୟାଣା ମ୍ୟାଚ୍
କଟକ ଅଫିସ,୧୩ା୧- ରୋହତକର ଚୌଧୁରୀ ବଂଶୀଲାଲ କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ଓଡ଼ିଶା-ହରିୟାଣା ରଣ୍ଜୀ ଟ୍ରଫି କ୍ରିକେଟ ମ୍ୟାଚ ରୋମାଞ୍ଚକ ସ୍ଥିତିରେ ପହଞ୍ଚତ୍ଛି। ଦ୍ୱିତୀୟ ଦିବସରେ ଘରୋଇ ହରିୟାଣା ପ୍ରଭାବୀ ପ୍ରଦର୍ଶନ କରି ମ୍ୟାଚକୁ ସଫଳ ପ୍ରତ୍ୟାବର୍ତ୍ତନ କରିଛି। ଭ୍ରମଣକାରୀ ଓଡ଼ିଶାକୁ ପ୍ରଥମ…
ହୋବାର୍ଟ ଇଣ୍ଟରନ୍ୟାଶନାଲ: ଦୁଇବର୍ଷ ପରେ ଖେଳିବେ ସାନିଆ
ହୋବାର୍ଟ, ୧୨।୧ (ପି.ଟି.)- ଭାରତୀୟ ଟେନିସ ଷ୍ଟାର୍ ସାନିଆ ମିର୍ଜା କୋର୍ଟକୁ ପ୍ରତ୍ୟାବର୍ତ୍ତନ ପରେ ହୋବାର୍ଟ ଇଣ୍ଟରନ୍ୟାଶନାଲରେ ପ୍ରଥମ ମ୍ୟାଚ୍ ଖେଳିବେ। ମହିଳା ଡବଲ୍ସରେ ୟୁକ୍ରେନର ନାଡିଆ କିଚେଙ୍କୋ’ଙ୍କୁ ସାଥୀ କରି ସାନିଆ ଅଭିଯାନ ଆରମ୍ଭ କରିବେ। ମଙ୍ଗଳବାର ଖେଳାଯିବାକୁ ଥିବା…
ଷ୍ଟୋଇନିସଙ୍କ ବିବିଏଲ୍ ରେକର୍ଡ
ମେଲବୋର୍ନ, ୧୨।୧ (ପି.ଟି.)-ଅଷ୍ଟ୍ରେଲିଆର ଘରୋଇ ଟି୨୦ ପ୍ରତିଯୋଗିତା ବିଗ୍ ବାସ୍ ଲିଗ୍ (ବିବିଏଲ୍) ଇତିହାସରେ ସର୍ବାଧିକ ବ୍ୟକ୍ତିଗତ ସ୍କୋର ମାର୍କସ ଷ୍ଟୋଇନିସ ସଂଗ୍ରହ କରିଛନ୍ତି। ମେଲବୋର୍ନ ଷ୍ଟାର୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଷ୍ଟୋଇନିସ ରବିବାର ସିଡ୍ନୀ ସିକ୍ସର୍ସ ବିପକ୍ଷରେ ଅପରାଜିତ ୧୪୭…
୩ ବର୍ଷ ପରେ ସେରେନା ଜିତିଲେ ଟାଇଟଲ
ଅକଲାଣ୍ଡ,୧୨।୧(ଏଏଫ୍ପି)- ଆମେରିକୀୟ ଅଭିଜ୍ଞ ମହିଳା ଟେନିସ ତାରକା ସେରେନା ଓ୍ବିଲିୟମ୍ସ ଦୀର୍ଘ ୩ ବର୍ଷ ପରେ କୌଣସି ଟାଇଟଲ ଜିତିବାକୁ ସକ୍ଷମ ହୋଇଛନ୍ତି। ଏଠାରେ ଅନୁଷ୍ଠିତ ଡବ୍ଲ୍ୟୁଟିଏ ଅକ୍ଲାଣ୍ଡ କ୍ଲାସିକ୍ ଟୁର୍ନାମେଣ୍ଟରେ ସେ ରବିବାର ଫାଇନାଲ ମ୍ୟାଚ୍ରେ ନିଜ ଦେଶର ଜେସିକା…
ବ୍ରିସ୍ବେନ ଇଣ୍ଟରନ୍ୟାଶନାଲ ଟେନିସ: ପ୍ଲିସ୍କୋଭା ଚାମ୍ପିୟନ
ବ୍ରିସବେନ,୧୨।୧ (ଏଏଫପି)- ଚେକ ଗଣରାଜ୍ୟ ମହିଳା ଟେନିସ ତାରକା କାରୋଲିନା ପ୍ଲିସ୍କୋଭା ବ୍ରିସ୍ବେନ ଇଣ୍ଟରନ୍ୟାଶନାଲ ଟାଇଟଲ ହାସଲ କରିଛନ୍ତି। ସ୍ଥାନୀୟ ପାଟ ରାଫ୍ଟର ଏରିନାରେ ରବିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍ରେ ବିଶ୍ୱର ୨ ନମ୍ବର ଖେଳାଳି ପ୍ଲିସ୍କୋଭା ୬-୪, ୪-୬, ୭-୫…
୧ ନଂ. ଶୁଟିଂ ଦେଶ ଭାବେ ୨୦୧୯ ଶେଷ କଲା ଭାରତ
ନୂଆଦିଲ୍ଲୀ,୧୨।୧(ପି.ଟି.)- ୨୦୧୯ରେ ଭାରତ ଶୁଟିଂରେ ଜବରଦସ୍ତ ପ୍ରଦର୍ଶନ କରିଛ। ଫଳରେ ବିଶ୍ୱର ୧ ନମ୍ବର ଶୁଟିଂ ଦେଶ ଭାବେ ଭାରତ ୨୦୧୯ ବର୍ଷ ଶେଷ କରିଛି। ଏହି କ୍ରମରେ ସେ ଅଲିମ୍ପିକ୍ ହେଭିଓ୍ବେଟ୍ ଚାଇନା ଓ ଆମେରିକାକୁ ମଧ୍ୟ ଭାରତ ପଛରେ…
ଟି୨୦ ମହିଳା ବିଶ୍ୱକପ୍: ଭାରତୀୟ ଦଳରେ ରିଚା ଘୋଷ ନୂଆ ମୁହଁ, ହରମନପ୍ରୀତଙ୍କୁ ନେତୃତ୍ୱ
ମୁମ୍ବାଇ,୧୨।୧(ପି.ଟି.)- ଆସନ୍ତା ଫେବୃୟାରୀ ୨୧ ତାରିଖରୁ ଅଷ୍ଟ୍ରେଲିଆରେ ଆରମ୍ଭ ହେବାକୁ ଯାଉଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ବିଶ୍ୱକପ୍ ପାଇଁ ଏକ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି। ହରମନପ୍ରୀତ କୌରଙ୍କୁ ଏହି ଦଳର ନେତୃତ୍ୱ ପ୍ରଦାନ କରାଯାଇଛି।…
ଟେଷ୍ଟ ଫର୍ମାଟ ସବୁଠାରୁ ସ୍ବତନ୍ତ୍ର: ପୂଜାରା
ରାଜକୋଟ,୧୨।୧(ପି.ଟି.)- କ୍ରିକେଟର ପାରମ୍ଭରିକ ତଥା ସବୁଠାରୁ ଲମ୍ବା ଫର୍ମାଟ ରୂପ ପରିଗଣିତ ହେଉଥିବା ଟେଷ୍ଟ ହେଉଛି ସବୁଠାରୁ ସ୍ବତନ୍ତ୍ର। ଏହି ଫର୍ମାଟ ତା’ର ସ୍ଥିତି ବଜାୟ ରଖିବାରେ ସଫଳ ହେବ ବୋଲି ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା କହିଛନ୍ତି। ସମୟର ପରବର୍ତ୍ତନ…
Archives


