ଖେଳ

ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସ: ପ୍ରିୟଙ୍କା, ଯତୀନ, ଅସମିଙ୍କ ସ୍ବର୍ଣ୍ଣ ଅଭିଯାନ ଜାରି

ଗୁଆହାଟୀ,୧୨।୧(ପି.ଟି.)- ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଆଥଲେଟିକ ଷ୍ଟାଡିୟମରେ ଚାଲିଥିବା ଖେଲୋ ଇଣ୍ଡିଆ ୟୁଥ୍‌ ଗେମ୍ସରେ ମହାରାଷ୍ଟ୍ର ଜିମ୍ନାଷ୍ଟ ଅସ୍‌ମି ଅଙ୍କୁଶ ବଡାଡେ ଓ ଉତ୍ତରପ୍ରଦେଶର ଯତୀନ କୁମାର କାନୋଜିଆ ଦମ୍‌ଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ଅଭିଯାନ ଜାରି ରଖିଛନ୍ତି। ଶନିବାର ଏହି…

ଆନ୍ତଃ ବିଶ୍ୱବିଦ୍ୟାଳୟ ଆନ୍ତଃ ଜୋନ ଫୁଟବଲ ଆନ୍ନାମାଲାଇ- ଅମୃତସର ଫାଇନାଲ

ଭୁବନେଶ୍ୱର,୧୨।୧(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ କିଟ୍‌ ବିଶ୍ୱବିଦ୍ୟାଳୟ ଗ୍ରାଉଣ୍ଡରେ ଚାଲିଥିବା ସର୍ବଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳଳୟ ଆନ୍ତଃ ଜୋନ୍‌ ଫୁଟବଲ (ପଶ୍ଚିମ) ଟୁର୍ନାମେଣ୍ଟର ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ୯ ତାରିଖରୁ ଆରମ୍ଭ ହୋଇଥିବା ଏହି ଟୁର୍ନାମେଣ୍ଟର ଫାଇନାଲ ରବିବାର ଖେଳାଯିବ। ଏହି ଟୁର୍ନାମେଣ୍ଟରେ…

ଏଲିଟ୍‌ କ୍ଲବ୍‌ରେ ପୂଜାରା: ୫୦ତମ ପ୍ରଥମ ଶ୍ରେଣୀ ଶତକ ହାସଲ

ରାଜକୋଟ,୧୨।୧(ପି.ଟି.)- ଟେଷ୍ଟ ସ୍ପେଶାଲିଷ୍ଟ କୁହାଯାଉଥିବା ଚେତେଶ୍ୱର ପୂଜାରା ଏକ ବିରଳ ସଫଳତା ହାସଲ କରିଛନ୍ତି। ପ୍ରଥମ ଶ୍ରେଣୀ କ୍ରିକେଟରେ ୫୦ତମ ଶତକ ଅର୍ଜନ କରି ସେ ଏକ ଏଲିଟ କ୍ଲବ୍‌ରେ ସାମିଲ ହୋଇଛନ୍ତି। କର୍ନାଟକ ବିପକ୍ଷ ରଣଜୀ ଟ୍ରଫି ଗ୍ରୁପ୍‌ ବି’…

ନ୍ୟୁଜିଲାଣ୍ଡ ଗସ୍ତ ଲାଗି ଭାରତୀୟ ଦଳ ଘୋଷଣା : ପାଣ୍ଡ୍ୟା ଫେରିବା ସମ୍ଭାବନା

ମୁମ୍ବାଇ,୧୨।୧(ପି.ଟି.)- ଆଗାମୀ ନ୍ୟୁଜିଲାଣ୍ଡ ଗସ୍ତ ପାଇଁ ରବିବାର ଭାରତୀୟ ଦଳ ଘୋଷଣା ହେବ। ୬ ସପ୍ତାହ ଧରି ଚାଲୁରହିବାକୁ ଥିବା ଏହି ଗସ୍ତରେ ଭାରତ ଓ ନ୍ୟୁଜିଲାଣ୍ଡ ୫ ଟି୨୦, ୩ଟି ଦିନିକିଆ ଓ ଦୁଇଟି ଟେଷ୍ଟ ମ୍ୟାଚ୍‌ରେ ପରସ୍ପରକୁ ଭେଟିବେ।…

ଦ୍ୱିତୀୟ ବିବାହ କରିଛନ୍ତି ଏହିସବୁ ଭାରତୀୟ ଖେଳାଳି

କୁହାଯାଏ, ପ୍ରେମ ମାନେନା ବନ୍ଧବାଡ। କେତେବେଳେ କାହାକୁ ପ୍ରେମ ହୋଇଯାଏ ତାହା କହିବା ମୁସ୍କିଲ। କ୍ରିକେଟରଙ୍କ କ୍ଷେତ୍ରରେ ମଧ୍ୟ ସେମିତି ଘଟିଛି। କିଛି ଖେଳାଳି ବିବାହ ପରେ ମଧ୍ୟ ପ୍ରେମରେ ପଡିଛନ୍ତି। ପ୍ରଥମ ସ୍ତ୍ରୀଙ୍କୁ ଛାଡପତ୍ର ଦେଇ ନିଜ ପ୍ରେମିକାଙ୍କୁ ବିବାହ…

ରଣଜୀ ଟ୍ରଫି: ସୂର୍ଯ୍ୟକାନ୍ତଙ୍କୁ ୬ ଉଇକେଟ, ଓଡ଼ିଶା ଅଗ୍ରଣୀ

କଟକ ଅଫିସ,୧୧ା୧: ରୋହତକର ଚୌଧୁରୀ ବଂଶୀଲାଲ କ୍ରିକେଟ ଷ୍ଟାଡିୟମରେ ଶନିବାରଠାରୁ ଓଡ଼ିଶା-ହରିୟାଣା ରଣଜୀ ମ୍ୟାଚ୍‌ ଆରମ୍ଭ ହୋଇଛି। ଓଡ଼ିଶାର ପେସ୍‌ ବୋଲିଂ ଆଟାକ ପୁଣି ଥରେ ଫଳପ୍ରଦ ହୋଇଛି। ସୂର୍ଯ୍ୟକାନ୍ତ ପ୍ରଧାନଙ୍କ ୬ ଉଇକେଟ ସଫଳତା ଯୋଗୁ ହରିୟାଣା ପ୍ରଥମ ଇନିଂସରେ…

ଲୌରେସ ସ୍ପୋର୍ଟିଂ ମୁଭମେଣ୍ଟ ପୁରସ୍କାର ଦୌଡ଼ରେ ତେନ୍ଦୁଲକର

ଲଣ୍ଡନ,୧୧ା୧ (ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ ଲୌରେସ ସ୍ପୋର୍ଟିଂ ମୁଭମେଣ୍ଟ ୨୦୦୦-୨୦୨୦ ପୁରସ୍କାର ପାଇଁ ୨୦ଜଣିଆ ସଂକ୍ଷିପ୍ତ ତାଲିକାରେ ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କ ନାମ ରହିଛି। ତେନ୍ଦୁଲକର ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ରେକର୍ଡ ଓ ସଫଳତା ହାସଲ କରିଛନ୍ତି। ୬ଥର ପ୍ରଚେଷ୍ଟାରେ…

ଚୋରି ହୁଏ ରୋହିତ, କୋହଲିଙ୍କ ବ୍ୟାଟ୍‌

ନୂଆଦିଲ୍ଲୀ,୧୧।୧- ସମସ୍ତ କ୍ରିକେଟ ପାଗଳ ଦେଶରେ ଭାରତୀୟ କ୍ରିକେଟ ଦଳର ପ୍ରଶଂସକ ସଂଖ୍ୟା ଖୁବ ଅଧିକ। ଦଳର ଖେଳାଳିଙ୍କ ନିକଟକୁ ଯିବା ପ୍ରଶଂସକଙ୍କ ପାଇଁ ଅତ୍ୟନ୍ତ କଷ୍ଟକର। କିନ୍ତୁ ଶୁଣିଲେ ଆଶ୍ଚର୍ଯ୍ୟ ହେବେ, ଦଳର ଦୁଇ ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି…

ଉର୍ବଶୀଙ୍କୁ ହ୍ବାଟସଆପ୍‌ରେ ବ୍ଲକ କଲେ ପନ୍ତ

ନୂଆଦିଲ୍ଲୀ,୧୧।୧- ଭାରତୀୟ କ୍ରିକେଟ ଦଳର ସଦସ୍ୟ ରିଷଭ ପନ୍ତ ଚଳିତବର୍ଷ ନିଜ ଗର୍ଲଫ୍ରେଣ୍ଡର ଫଟୋ ସୋସିଆଲ ମିଡିଆରେ ଛାଡ଼ିଥିଲେ। ଏହା ତାଙ୍କ ରିଲେଶନଶିପକୁ ନେଇ ଚାଲିଥିବା ସମସ୍ତ ଚର୍ଚ୍ଚାରେ ବ୍ରେକ ଲଗାଇଛି। ପୂର୍ବରୁ ପନ୍ତଙ୍କ ସହ ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲାଙ୍କ…

ଅସ୍ତ୍ରୋପଚାର ପରେ କାନ୍ଧରୁ ବାହାରିଲା ତୀର

ନୂଆଦିଲ୍ଲୀ,୧୧।୧- ଏମ୍ସ ଟ୍ରମା ସେଣ୍ଟରର ଡାକ୍ତରଙ୍କ ଦୀର୍ଘ ସମୟ ଅସ୍ତ୍ରୋପଚାର ପରେ ଆସାମର ତୀରନ୍ଦାଜ ଶିଭାଙ୍ଗିନୀ ଗୋହେନଙ୍କ କାନ୍ଧରୁ ସଫଳତାର ସହ ତୀର ବାହାର କରି ଦିଆଯାଇଛି। ବୁଧବାର ଦିବ୍ରୁଗଡ଼ସ୍ଥିତ ସାଇ କେନ୍ଦ୍ରରେ ଖେଲୋ ଇଣ୍ଡିଆ ୟୁଥ ଗେମ୍ସ ପାଇଁ ଅଭ୍ୟାସ…

ଅପେକ୍ଷା କରିବାରେ ସାମସନ୍‌ଙ୍କ ରେକର୍ଡ

ପୁଣେ,୧୧।୧- ଉଇକେଟକିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନ ଶ୍ରୀଲଙ୍କା ବିପକ୍ଷ ଅନ୍ତିମ ଟି୨୦ରେ ଭାରତୀୟ ଦଳ ପାଇଁ ଖେଳିଥିଲେ। ପ୍ରଥମ ବଲରେ ଛକା ମାରି ଅନ୍ତର୍ଜାତୀୟ କ୍ରିକେଟକୁ ଫେରିଥିବା ଘୋଷଣା କରିଥିଲେ। କିନ୍ତୁ ପରବର୍ତ୍ତୀ ବଲରେ ସେ ଏଲବିଡବ୍ଲ୍ୟୁ ଆଉଟ୍‌ ହୋଇ ନିରାଶ…

ମିଷ୍ଟର ଡିପେଣ୍ଡବୁଲ୍‌ ୪୭ ବର୍ଷରେ କଲେ ପଦାର୍ପଣ: ପିଲାଦିନ ସାଥୀ ବିଜେତାଙ୍କୁ କରିଥିଲେ ଜୀବନସାଥୀ

ନୂଆଦିଲ୍ଲୀ,୧୧।୧: ଭାରତୀୟ କ୍ରିକେଟର ରାହୁଲ ଦ୍ରାବିଡ୍‌ ଶନିବାର ୪୭ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୩ଜାନୁୟାରୀ ୧୧ରେ ଇନ୍ଦୋରଠାରେ ଜନ୍ମଗ୍ରହଣ କରିଥିଲେ। ୧୨ ବର୍ଷ ବୟସରୁ ସେ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ। ୧୯୯୬ରେ ଶ୍ରୀଲଙ୍କା ବିପକ୍ଷରେ ସେ ସିଙ୍ଗର କପ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri