ମହିଳା ଟି୨୦ ଚ୍ୟାଲେଞ୍ଜର:ଇଣ୍ଡିଆ ‘ସି’ ଚାମ୍ପିୟନ
କଟକ ଅଫିସ,୧୧ା୧- ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫିରେ ଇଣ୍ଡିଆ-ସି ଚାମ୍ପିୟନ ହୋଇଛି। ଟୁର୍ନାମେଣ୍ଟର ଲିଗ୍ ପର୍ଯ୍ୟାୟରେ ଅପରାଜେୟ ରହିଥିବା ଇଣ୍ଡିଆ-ବି ଦଳକୁ ଫାଇନାଲରେ ୮ ଉଇକେଟରେ ହରାଇ ଇଣ୍ଡିଆ-ସି ଏହି ଟାଇଟଲ ଜିତିଛି। ସି ଦଳର…
ଅଧିନାୟକ କୋହଲିଙ୍କ ରେକର୍ଡ
ପୁଣେ, ୧୧ା୧ (ପି.ଟି.)-ଅଧିନାୟକଭାବେ ବିରାଟ କୋହଲି ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ଶ୍ରୀଲଙ୍କା ବିପକ୍ଷ ତୃତୀୟ ଟି୨୦ରେ ସେ ୨୬ ରନ କରିବା ଅବସରରେ ଅନ୍ତର୍ଜାତୀୟ କ୍ରିକେଟରେ ଦ୍ରୁତ ୧୧,୦୦୦ ରନ ପୂରଣ କରିଛନ୍ତି। ବିଶ୍ୱର ୬ଷ୍ଠ ଏବଂ ମହେନ୍ଦ୍ର…
ବୁମ୍ରାଙ୍କ ରେକର୍ଡ
ପୁଣେ, ୧୧ା୧ (ପି.ଟି.)-ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ଯଶପ୍ରୀତ ବୁମ୍ରା ଭାରତର ସର୍ବାଧିକ ଉଇକେଟ ହାସଲକାରୀ ବୋଲର ବିବେଚିତ ହୋଇଛନ୍ତି। ଶୁକ୍ରବାର ଏଠାରେ ଅନୁଷ୍ଠିତ ଶ୍ରୀଲଙ୍କା ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ରେ ଓପନର ଦାନୁଷ୍କା ଗୁଣତିଳକାଙ୍କ ଉଇକେଟ ହାସଲ କରିବା ପରେ…
ଖେଲୋ ଇଣ୍ଡିଆ ୟୁଥ୍ ଗେମ୍ସ ଉଦ୍ଘାଟିତ
ଗୁଆହାଟୀ, ୧୧ା୧ : ସ୍ଥାନୀୟ ଇନ୍ଦିରାଗାନ୍ଧୀ ଷ୍ଟାଡିୟମରେ ଖେଲୋ ଇଣ୍ଡିଆ ୟୁଥ ଗେମ୍ସ ଶୁକ୍ରବାର ସନ୍ଧ୍ୟାରେ ଉଦ୍ଘାଟିତ ହୋଇଯାଇଛି। ଆକର୍ଷଣୀୟ ଉଦ୍ଘଟନୀ ଉତ୍ସବକୁ ଷ୍ଟାଡିୟମରେ ଉପସ୍ଥିତ ୨୫ ହଜାର ଦର୍ଶକଙ୍କ ସହିତ ଟେଲିଭିଜନ ଜରିଆରେ ଲକ୍ଷ ଲକ୍ଷ ଖେଳପ୍ରେମୀ ଉପଭୋଗ କରିଛନ୍ତି।…
ସେରେନା, ଓଜନିଆକିି ସେମିଫାଇନାଲରେ
ଅକ୍ଲାଣ୍ଡ, ୧୧ା୧ (ଏଏଫ୍ପି)- ସେରେନା ଓ୍ବିଲିୟମ୍ସ ଓ କାରୋଲିନ୍ ଓଜନିଆକି ଡବ୍ଲ୍ୟୁଟିଏ ଅକ୍ଲାଣ୍ଡ କ୍ଲାସିକ ଟେନିସ ଟୁର୍ନାମେଣ୍ଟର ସେମିଫାଇନାଲରେ ପ୍ରବେଶ କରିଛନ୍ତି। କ୍ୱାର୍ଟରଫାଇନାଲରେ ସେ ଲାଉରା ସିଜମଣ୍ଡ୍ଙ୍କୁ ୬-୪, ୬-୩ ସେଟ୍ରେ ହରାଇ ଦେଇଛନ୍ତି। ୨୩ ଥର ଗ୍ରାଣ୍ଡସ୍ଲାମ ବିଜୟିନୀ ସେରେନା…
ପିବିଏଲ୍ର ଅନ୍ତିମ ଲେଗ୍ ହାଇଦ୍ରାବାଦକୁ ସ୍ଥାନାନ୍ତର
ବେଙ୍ଗାଲୁରୁ,୧୧।୧(ପି.ଟି.)- ପ୍ରିମିୟର ବ୍ୟାଡ୍ମିଣ୍ଟନ ଲିଗ (ପିବିଏଲ୍)ର ଅନ୍ତିମ ଲେଗର ମ୍ୟାଚ୍ଗୁଡିକ ବେଙ୍ଗାଲୁରୁରୁ ହାଇଦ୍ରାବାଦକୁ ସ୍ଥାନାନ୍ତର କରାଯାଇଛି। ମ୍ୟାଚ୍ ଖେଳାଯିବା ପାଇଁ ଭେନୁ ଉପଲବ୍ଧ ନ ହେବାକୁ ବେଙ୍ଗାଲୁରୁ ରାପ୍ଟର୍ସ ଦ୍ୱିତୀୟ ଲେଗ୍ର ମ୍ୟାଚ୍ଗୁଡିକୁ ଆୟୋଜନ କରିବା ନେଇ ଅକ୍ଷମତା ପ୍ରକାଶ କରିଛି।…
ଇଣ୍ଡିଆନ ସୁପର ଲିଗ୍ : ହ୍ୟାଟ୍ରିକ୍ ବିଜୟ ସହ ଶ୍ରେଷ୍ଠ- ୪ ସ୍ଥାନ ଲକ୍ଷ୍ୟରେ ଓଡ଼ିଶା ଏଫ୍ସି
ଭୁବନେଶ୍ୱର,୧୧।୧(ସ୍ପୋଟର୍ସ ବ୍ୟୁରୋ)- ଘରୋଇ ଭେନ୍ୟୁ କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଏଫ୍ସି ଦମ୍ଦାର ଆରମ୍ଭ କରିଛି। ଏଠାରେ ପ୍ରଥମ ଦୁଇଟି ମ୍ୟାଚ୍ରେ ବିଜୟ ହାସଲ କରିଥିବା ଓଡ଼ିଶା ଶନିବାର ଶକ୍ତିଶାଳୀ ମୁମ୍ବାଇ ଏଫ୍ସିକୁ ଭେଟିବ। ମୁମ୍ବାଇକୁ ହରାଇ ଓଡ଼ିଶା କ୍ରମାଗତ ୩ଟି ବିଜୟ…
କ୍ରିକେଟ ନିଶା ପାଇଁ ଇଞ୍ଜିନିୟର ଚାକିରି ଛାଡିଥିଲେ ଏହି ଖେଳାଳି
ଭାରତୀୟ କ୍ରିକେଟ ଦଳରେ ‘ଜମ୍ବୋ’ ନାମରେ ପରିଚିତ ଥିଲେ ଅନିଲ କୁମ୍ବଲେ। ଭାରତୀୟ ଦଳର ଏହି ପୂର୍ବତନ କୋଚ ଜଣେ ସ୍ପିନର୍ ଭାବେ ଭାରତ ପାଇଁ ଅନେକ ରେକର୍ଡ ହାସଲ କରିଛନ୍ତି। କିନ୍ତୁ ଜାଣିଛନ୍ତି କି କୁମ୍ବଲେ ପାଠପଢାରେ ମଧ୍ୟ ବେଶ…
ଟି୨୦ ସିରିଜ ଜିତିଲା ଭାରତ
ପୁଣେ,୧୦।୧(ପି.ଟି.)- ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜରେ ଘରୋଇ ଭାରତ ୨-୦ରେ ବିଜୟୀ ହୋଇଛି। ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ଶୁକ୍ରବାର ଖେଳାଯାଇଥିବା ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍ରେ ଭାରତ ବୃହତ୍ ୭୮ ରନରେ ଶ୍ରୀଲଙ୍କାକୁ ପରାସ୍ତ କରି ସିରିଜ…
୧୯ବର୍ଷରୁ କମ୍ କ୍ରିକେଟ: ଦିବ୍ୟାଂଶଙ୍କ ସ୍ଥାନରେ ସିଦ୍ଧେଶ
ନୂଆଦିଲ୍ଲୀ, ୧୦ା୧(ପି.ଟି.)- ଆଘାତପ୍ରାପ୍ତ ହୋଇଥିବାରୁ ଭାରତର ୧୯ ବର୍ଷରୁ କମ୍ ଅଲରାଉଣ୍ଡର ଦିବ୍ୟାଂଶ ଯୋଶୀ ଆସନ୍ତା ବିଶ୍ୱକପ୍ରେ ଖେଳିପାରିବେ ନାହିଁ। ଦକ୍ଷିଣ ଆଫ୍ରିକାରେ ଦ୍ୱିପାକ୍ଷିକ ଦିନିକିଆ କ୍ରିକେଟ ସିରିଜ ଅନ୍ତର୍ଗତ ପ୍ରଥମ ମ୍ୟାଚରେ ସେ ଆହତ ହୋଇଛନ୍ତି। ଫିଲ୍ଡିଂ କରୁଥିବାବେଳେ ତାଙ୍କ…
ବୋପାନ୍ନା-କୁଲହଫ୍ ଫାଇନାଲରେ
ଦୋହା, ୧୦ା୧ (ପି.ଟି.)- ଭାରତର ରୋହନ ବୋପାନ୍ନା ଏବଂ ନେଦରଲାଣ୍ଡର ଓ୍ବେସ୍ଲି କୁଲ୍ହଫ୍ ଏଠାରେ ଚାଲିଥବା ୧,୪୬୫,୨୬୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ କାତାର ଓପନ ଟେନିସ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ସେମିଫାଇନାଲରେ ଏହି…
ତୀରମାଡ଼ରେ ତୀରନ୍ଦାଜ ଗୁରୁତର
ନୂଆଦିଲ୍ଲୀ,୧୦।୧- ଆସାମର ୧୨ ବର୍ଷୀୟା ତୀରନ୍ଦାଜ ଶିଭାଙ୍ଗିନୀ ଗୋହେନ ତୀର ମାଡ଼ରେ ଆହତ ହୋଇଛନ୍ତି। ଦିବ୍ରୁଗଡ଼ସ୍ଥିତ ସାଇ କେନ୍ଦ୍ରରେ ଟ୍ରେନିଂବେଳେ ଦୁର୍ଘଟଣା ଘଟିଛି। ଏହି ସମୟରେ କେହି ପ୍ରଶିକ୍ଷକ ନ ଥିଲେ। ଅସାବଧାନତା କାରଣରୁ ଏଭଳି ଘଟଣା ଘଟିଛି ବୋଲି ରାଜ୍ୟର…
Archives


