ଖେଳ

ଟିମ୍‌ ପେନ୍‌ଙ୍କ ପର୍ସ ଚୋରି

ମେଲବୋର୍ନ,୩୧।୩(ପି.ଟି.)-ଅଷ୍ଟ୍ରେଲୀୟ ଟେଷ୍ଟ ଅଧିନାୟକ ଟିମ୍‌ ପେନ୍‌ଙ୍କ ମନିପର୍ସ ଚୋରି ହୋଇଛି। ଖବର ଅନୁସାରେ ହୋବାର୍ଟସ୍ଥିତ ନିଜ ବାସଭବନ ଆଗରେ ସେ ତାଙ୍କ କାର୍‌ଟିକୁ ପାର୍କ କରିଥିଲେ। କାର୍‌ ଛାଡି ସେ ବାହାରକୁ ଯାଇଥିଲେ। ଫେରିଲା ବେଳକୁ ତାଙ୍କ କାର ଡୋର୍‌ ଖୋଲା…

୨୦୨୨କୁ ଘୁଞ୍ଚିଲା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌

ପ୍ୟାରିସ୍‌,୩୧।୩ (ଏଏଫ୍‌ପି)- କରୋନା ଭାଇରସ ସଂକ୍ରମଣ ସାରା ବିଶ୍ୱକ୍ରୀଡ଼ାକୁ ପ୍ରଭାବିତ କରିଛି। ଟୋକିଓ ଅଲିମ୍ପିକ୍ସ ଗୋଟିଏ ବର୍ଷ ଘୁଞ୍ଚିଯିବା ପରେ ଅନୁରୂପ ଭାବେ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌କୁ ମଧ୍ୟ ଘୁଞ୍ଚାଇ ଦିଆଯାଇଛି। ଆମେରିକାର ଅରେଗନ ରାଜ୍ୟସ୍ଥିତ ୟୁଗେନେରେ ୨୦୨୧ରେ ଆୟୋଜନ ହେବାକୁ…

ଫିଫା ମହିଳା ବିଶ୍ୱକପ୍‌: କୋଭିଡ-୧୯ ସତ୍ତ୍ୱେ ଆୟୋଜନ କରିବାକୁ ଏଆଇଏଫ୍‌ଏଫ୍‌ ଆଶାବାଦୀ

ନୂଆଦିଲ୍ଲୀ,୩୧।୩(ପି.ଟି.): କୋଭିଡ-୧୯ର ଆତଙ୍କ ସତ୍ତ୍ୱେ ଆସନ୍ତା ନଭେମ୍ବରରରେ ୧୭ ବର୍ଷରୁ କମ୍‌ ଫିଫା ବିଶ୍ୱକପ୍‌ ଆୟୋଜନ କରିବାକୁ ଅଲ୍‌ ଇଣ୍ଡିଆ ଫୁଟବଲ ଆସୋସିଏଶନ (ଏଆଇଏଫ୍‌ଏଫ୍‌) ବେଶ୍‌ ଆଶାବାଦୀ ଅଛି। ସାରା ଦେଶ ତଥା ବିଶ୍ୱକପ୍‌ରେ ସବୁ ବଡ଼ବଡ଼ କ୍ରୀଡ଼ା ଇଭେଣ୍ଟ ବାତିଲ…

କୋଭିଡ- ୧୯: ୩ ଲକ୍ଷ ଟଙ୍କା ଦେଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ,୩୧।୩(ପି.ଟି.): କୋଭିଡ- ୧୯ ମୁକାବିଲା ପାଇଁ ଏସିଆନ ଗେମ୍ସ ସ୍ବର୍ଣ୍ଣ ପଦକ ବିଜେତା ଜଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ମଙ୍ଗଳବାର ୩ ଲକ୍ଷ ଟଙ୍କା ଦାନ କରିଛନ୍ତି। ସେ କେନ୍ଦ୍ର ଓ ହରିୟାଣା ରାଜ୍ୟ ରିଲିଫ୍‌ ପଣ୍ଡକୁ ଏହି ଅର୍ଥ ପ୍ରଦାନ…

କୋଭିଡ-୧୯: ଲଙ୍କାସାୟାର ଚେୟାରମ୍ୟାନ ଡେଭିଡ ହଜକିସ୍‌ଙ୍କ ମୃତ୍ୟୁ

ଲଣ୍ଡନ,୩୧।୩ (ପି.ଟି.): ବିଶ୍ୱରେ କୋଭିଡ- ୧୯ ତା’ର ଆତଙ୍କ ଜାରି ରଖିଛି। ଲଙ୍କାସାୟାର କାଉଣ୍ଟି କ୍ରିକେଟ କ୍ଲବ ଚେୟାରମ୍ୟାନ ଡେଭିଡ ହଜକିସ୍‌ ଏହି ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇ ମୃତ୍ୟୁ ବରଣ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ…

କୋଭିଡ- ୧୯: ୮୦ ଲକ୍ଷ ଟଙ୍କା ଦେଲେ ରୋହିତ

ମୁମ୍ବାଇ,୩୧।୩(ପି.ଟି.): କୋଭିଡ- ୧୯ ମହାମାରୀ ମୁକାବିଲା ପାଇଁ ଭାରତୀୟ ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ୮୦ ଲକ୍ଷ ଟଙ୍କା ଦାନ କରିଛନ୍ତି। ଏହି ଭୟଙ୍କର ସ୍ବାସ୍ଥ୍ୟ ସଙ୍କଟରୁ ସମସ୍ତଙ୍କୁ ମୁକୁଳାଇବା ହେଉଛି ସମସ୍ତଙ୍କର ଦାୟିତ୍ୱ ବୋଲି ସେ କହିଛନ୍ତି। ଭାରତୀୟ ଦିନିକିଆ…

ବାତିଲ ହୋଇପାରେ ଆଇପିଏଲ୍‌

କରୋନା ଭାଇରସ ସଂକ୍ରମଣ ଯୋଗୁ ଚଳିତ ସିଜନରେ ଅନେକ କ୍ରୀଡ଼ା ସ୍ଥଗିତ ରହିଛି କିମ୍ବା ବାତିଲ ହୋଇଛି। ସାମ୍ପ୍ରତିକ ପରିସ୍ଥିତିକୁ ଦେଖିଲେ ଚଳିତ ବର୍ଷର ଇଣ୍ଡିଆନ ପ୍ରିମିୟର ଲିଗ୍‌ ମଧ୍ୟ ବାତିଲ ହେବା ସମ୍ଭାବନା ରହିଛି। ବିଶ୍ୱର ଏହି ବ୍ୟୟବହୁଳ କ୍ରିକେଟ…

ଶୀଘ୍ର ଅଲିମ୍ପିକ୍ସ ଚାହୁଁଥିଲା ଟ୍ରାଇଥଲନ ପରିଷଦ

ଓ୍ବାଶିଂଟନ, ୩୧।୩(ଏପି)- ଗ୍ରୀଷ୍ମକାଳୀନ ଉତ୍ତାପକୁ ଏଡ଼ାଇବା ପାଇଁ ଆସନ୍ତା ବର୍ଷ ଅଲିମ୍ପିକ୍ସ ଶୀଘ୍ର ହେଉ ବୋଲି ଟ୍ରାଇଥଲନ ପରିଚାଳନା ପରିଷଦ ଚାହୁଁଥିଲା। ମାତ୍ର ଘୋଷିତ ନୂଆ ତାରିଖକୁ ପରିଷଦ ଗ୍ରହଣ କରିଛି। ”ଉତ୍ତାପ କମ୍‌ ଥିବା ସମୟରେ ଅଲିମ୍ପିକ୍ସ ପାଇଁ ନୂଆ…

ସାଜିଦଙ୍କ ସହ ଓଡ଼ିଶା ଏଫ୍‌ସିର ଚୁକ୍ତିମିଆଦ ବୃଦ୍ଧି

ଭୁବନେଶ୍ୱର, ୩୧।୩(କ୍ରୀଡ଼ା ପ୍ରତିନିଧି)- ଇଣ୍ଡିଆନ ସୁପର ଲିଗ୍‌(ଆଇଏସଏଲ)ର ଭୁବନେଶ୍ୱର ଭିତ୍ତିକ କ୍ଲବ ଓଡ଼ିଶା ଏଫସି ଡିଫେଣ୍ଡର ମହମ୍ମଦ ସାଜିଦ ଧୁତ୍‌ଙ୍କ ସହ ଚୁକ୍ତି ମିଆଦ ବୃଦ୍ଧି କରିଛି। ୨୨ ବର୍ଷୀୟ ସାଜିଦ କ୍ଲବ ସହ ୨୦୨୨ ପର୍ଯ୍ୟନ୍ତ ରହିବେ ବୋଲି ସୋମବାର…

ଆକ୍ସନ ପ୍ଲାନ୍‌ ଆରମ୍ଭ କରିବ ହକି ଇଣ୍ଡିଆ

ନୂଆଦିଲ୍ଲୀ, ୩୧।୩- ଅନ୍ତର୍ଜାତୀୟ ଅଲିମ୍ପିକ୍‌ କମିଟି(ଆଇଓସି) ପକ୍ଷରୁ ଟୋକିଓ ଅଲିମ୍ପିକ୍ସ ପାଇଁ ନୂଆ ତାରିଖ ଘୋଷଣା ପରେ ଭାରତୀୟ ମହିଳା ଓ ପୁରୁଷ ହକି ଦଳ ସେହି ଅନୁସାରେ ନିଜକୁ ପ୍ରସ୍ତୁତ କରିବା ପାଇଁ ସଜବାଜ ହୋଇଛି। ନୂଆ ତାରିଖ ଅନୁସାରେ…

ଟୋକିଓ ଅଲିମ୍ପିକ୍ସ ପାଇଁ ନୂଆ ତାରିଖ ଘୋଷଣା

ଟୋକିଓ, ୩୦ା୩ (ଏ.ପି)- ଟୋକିଓ ଅଲିମ୍ପିକ୍ସ ଆସନ୍ତା ବର୍ଷ ଜୁଲାଇ ୨୩ରେ ଆରମ୍ଭ ହେବ। ଆୟୋଜକଙ୍କ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। କରୋନା ଭାଇରସ୍‌ କାରଣରୁ ଏକ ଐତିହାସିକ ନିଷ୍ପତ୍ତି କ୍ରମେ ଗେମ୍ସକୁ ୨୦୨୧ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଥିଲା। କହିବା ବାହୁଲ୍ୟ…

କରୋନା ସଂକ୍ରମିତଙ୍କୁ ଚିକିତ୍ସା କରୁଛନ୍ତି ପୂର୍ବତନ ଅଲିମ୍ପିକ ଚାମ୍ପିୟନ

ଆମଷ୍ଟରଡାମ୍‌, ୩୦ା୩(ପି.ଟି.)-ପୂର୍ବତନ ଅଲିମ୍ପିକ ଚାମ୍ପିୟନ ଜଏସି ସୋମ୍‌ବ୍ରୋକ୍‌ ବର୍ତ୍ତମାନ କୋଭିଡ୍‌-୧୯ ରୋଗୀଙ୍କୁ ଚିକିତ୍ସା କ୍ଷେତ୍ରରେ ନିଜକୁ ନିୟୋଜିତ କରିଛନ୍ତି। ସୋମ୍‌ବ୍ରୋକ୍‌ ହେଉଛନ୍ତି ନେଦରଲାଣ୍ଡ୍ସ ମହିଳା ହକି ଦଳର ପୂର୍ବତନ ଗୋଲ୍‌କିପର। ସେ ୨୦୧୨ ଲଣ୍ଡନ ଅଲିମ୍ପିକ୍ସ ଏବଂ ୨୦୧୪ ବିଶ୍ୱ ଚାମ୍ପିୟନଶିପ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?