କରୋନା ସହାୟତା: ଏକ ଲକ୍ଷ ଟଙ୍କା ଦେଲା ବେଙ୍ଗଲ ଟେନିସ ଆସୋସିଏଶନ
କୋଲକାତା, ୩୦।୩ (ପି.ଟି.)- କୋଭିଡ-୧୯ ମୁକାବିଲା ପାଇଁ ସ୍ଥାନୀୟ ବେଙ୍ଗଲ ଟେନିସ ଆସୋସିଏଶନ (ବିଟିଏ) ସୋମବାର ୧ ଲକ୍ଷ ଟଙ୍କା ଦାନ କରିଛି। ବେଙ୍ଗଲ ଅଲିମ୍ପିକ୍ ଆସୋସିଏଶନ ମାଧ୍ୟମରେ ଆସୋସିଏଶନ ଏହି ଅର୍ଥ ଦାନ କରିଛି ବୋଲି ବିଟିଏ ସମ୍ପାଦକ ମିହିର…
କରୋନା ସହାୟତା: ଟିଟି ତାରକା ସାଥିୟାନ ଦେଲେ ୧.୨୫ ଲକ୍ଷ ଟଙ୍କା
ଚେନ୍ନାଇ,୩୦।୩(ପି.ଟି.)- କୋଭିଡ-୧୯ ମୁକାବିଲା ପାଇଁ ଭାରତୀୟ ଅଭିଜ୍ଞ ଟେବୁଲ ଟେନିସ୍ ତାରକା ଜି. ସାଥିୟାନ ଏକ ଲକ୍ଷ ୨୫ ହଜାର ଟଙ୍କା ଦାନ କରିଛନ୍ତି। ଚେନ୍ନାଇ ଜନ୍ମିତ ସାଥିୟାନ ଏକ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ଦାନ କରିଥିବା ବେଳେ…
କୋଭିଡ- ୧୯: ଗୋଟିଏ ମାସର ଦରମା ଦାନ କଲେ ମେରୀକମ୍
ନୂଆଦିଲ୍ଲୀ,୩୦।୩(ପି.ଟି.)- ଅଲିମ୍ପିକ୍ସ ବ୍ରୋଞ୍ଜ୍ ପଦକ ବିଜୟିନୀ ତଥା ୬ଥର ବିଶ୍ୱ ଚାମ୍ପିୟନଶିପ୍ ହାସଲ କରିଥିବା ଅଭିଜ୍ଞ ମହିଳା ବକ୍ସର ମେରୀକମ କୋଭିଡ-୧୯ ମୁକାବିଲା ପାଇଁ ଗୋଟିଏ ମାସର ଦରମା ଦାନ କରିଛନ୍ତି। ରାଜ୍ୟସଭା ଏମ୍ପି ହିସାବରେ ସେ ପାଉଥିବା ଏକ ଲକ୍ଷ୍ୟ…
ଆଇଏସ୍ଏଲ୍: ବେଙ୍ଗାଲୁରୁ ସହ ଚୁକ୍ତି ବୃଦ୍ଧି କଲେ ଏରିକ୍ ପାର୍ଟାଲୁ
ବେଙ୍ଗାଲୁରୁ,୩୦। ୩ (ପି.ଟି.)- ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍ ) କ୍ଲବ ବେଙ୍ଗାଲୁରୁ ଏଫ୍ସି ସହିତ ଅଷ୍ଟ୍ରେଲିଆ ମିଡ୍ଫିଲ୍ଡର ଏରିକ୍ ପାର୍ଟାଲୁ ଚୁକ୍ତି ବଢାଇଛନ୍ତି। ଆଗାମୀ ୨ ବର୍ଷ ପାଇଁ ସେ ଚୁକ୍ତି ବୃଦ୍ଧି କରିଛନ୍ତି। ଫଳରେ ପାର୍ଟାଲୁ ୨୦୨୧-…
ଚଳିତ ସପ୍ତାହରେ ଅଲିମ୍ପିକ୍ସର ନୂଆ ତାରିଖ ଘୋଷଣା ହୋଇପାରେ: ଆୟୋଜକ
ଟୋକିଓ,୩୦।୩ (ଏଏଫପି)- କୋଭିଡ-୧୯ ଆତଙ୍କ କାରଣରୁ ୨୦୨୦ ଟୋକିଓ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ଘୁଞ୍ଚାଇବାକୁ ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଐତିହାସିକ ନିଷ୍ପତ୍ତି ନେଇଛି। ତେବେ ଚଳିତ ସପ୍ତାହରେ ଅଲିମ୍ପିକ୍ସର ନୂଆ ତାରିଖର ଘୋଷଣା ହୋଇପାରେ ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି।…
କରୋନା ଭାଇରସ ମୁକାବିଲାରେ ସାହାଯ୍ୟ କରିବାକୁ ଆଇଓଏର ପ୍ରତିଶ୍ରୁତି
ନୂଆଦିଲ୍ଲୀ, ୩୦।୩ (ପି.ଟି.): ଦେଶ ତଥା ସାରା ବିଶ୍ୱରେ କରୋନା ଭାଇରସ ଆତଙ୍କ ଚାଲୁ ରହିଥିବା ବେଳେ ଭାରତୀୟ ଅଲିମ୍ପିକ୍ ଆସୋସିଏଶନ (ଆଇଓଏ) ଏହାର ମୁକାବିଲାରେ ସହାୟତା କରିବା ପାଇଁ ଆଗକୁ ଆସିଛି। ଦେଶରେ ସ୍ବାସ୍ଥ୍ୟ ସଙ୍କଟ ଦେଖା ଦେଇଥିବା ବେଳେ…
ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ ଓ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ଦାନ କଲେ ବିରୁଷ୍କା
ମୁମ୍ବାଇ: ଦେଶରେ ମହାମାରୀ କରୋନା ଭାଇରସ୍ ସଂକ୍ରମଣକୁ ବ୍ୟାପିବାରୁ ରୋକିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ଲକ୍ଡାଉନ୍ କରିଛନ୍ତି। ଏଥିସହ କରୋନା ବିରୋଧରେ ଜାରି ରହିଥିବା ଲଢ଼େଇ ପାଇଁ ଆର୍ଥିକ ସହାୟତା ଯୋଗାଇଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ନିବେଦନ…
କରୋନା ସହାୟତା: ୧ ଲକ୍ଷ ଟଙ୍କା ଦେଲେ ମନୁ ଭାକର
ନୂଆଦିଲ୍ଲୀ,୩୦।୩(ପି.ଟି.): ଶୁଟିଂ ସେନସେଶନ ମନୁ ଭାକର କାରୋନା ଭାଇରସ ମୁକାବିଲା ପାଇଁ ଏକ ଲକ୍ଷ ଟଙ୍କା ଦାନ କରିଛନ୍ତି। ସେ ହରିୟାଣା ସରକାରଙ୍କୁ ଏହି ଅର୍ଥ ପ୍ରଦାନ କରିଛନ୍ତି। ହରିୟାଣାର ଝାଜ୍ଜର ଜିଲରେ ଜନ୍ମ ଗ୍ରହଣ କରିଥିବା ୧୮ ବର୍ଷୀୟ ଏହି…
କୋଭିଡ-୧୯ : ଜୁନ୍ ୩୦ ପର୍ଯ୍ୟନ୍ତ ଆଇଟିଟିଏଫ୍ ସବୁ ଇଭେଣ୍ଟକୁ ସସ୍ପେଣ୍ଡ କଲା
ନୂଆଦିଲ୍ଲୀ,୩୦।୫(ପି.ଟି.): ଅନ୍ତର୍ଜାତୀୟ ଟେବୁଲ ଟେନିସ ଫେଡେରେଶନ (ଆଇଟିଟିଏଫ୍) ଜୁନ୍ ୩୦ ତାରିଖ ପର୍ଯ୍ୟନ୍ତ ତା’ର ସବୁ ଇଭେଣ୍ଟକୁ ବାତିଲ କରିଛି। କୋଭିଡ-୧୯ ସାରା ବିଶ୍ୱରେ ମହାମାରୀର ରୂପ ନେଇଥିବାରୁ ଆଇଟିଟିଏଫ୍ ଏହି ନିଷ୍ପତ୍ତି ନେଇଛି। କେବଳ ସେତିକି ନୁହଁ ବିଶ୍ୱ ର଼୍ୟାଙ୍କିଙ୍ଗ୍କୁ…
କୋଭିଡ-୧୯ ସଂକ୍ରମଣ: ପାକ୍ ସ୍କ୍ବାଶ୍ ଲିଜେଣ୍ଡ ଆଜମ ଖାନ୍ ମୃତ
କରାଚୀ, ୩୦।୩(ପି.ଟି.):ପାକିସ୍ତାନର କିମ୍ବଦନ୍ତୀ ସ୍କ୍ବାଶ୍ ଖେଳାଳି ଆଜମ ଖାନ୍ କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁବରଣ କରିଛନ୍ତି। ଲଣ୍ଡନ୍ରେ ତାଙ୍କର ଦେହାନ୍ତ ହୋଇଛି। ଏ ନେଇ ତାଙ୍କ ପରିବାର ସୂଚନା ଦେଇଛି। ଆଜମ ୧୯୫୯ରୁ ୧୯୬୧ ପର୍ଯ୍ୟନ୍ତ କ୍ରମାଗତ ଭାବେ ବ୍ରିଟିଶ ଓପନ…
ନିଜ ରେକର୍ଡ ଭାଙ୍ଗିଥିଲେ ବୀରେନ୍ଦ୍ର
ଅନ୍ତର୍ଜାତୀୟ କ୍ରିକେଟରେ ରେକର୍ଡ ସୃଷ୍ଟି କରିବା ଏବଂ କିଛି ବର୍ଷ ବ୍ୟବଧାନରେ ସମାନ ଦିନରେ ନିଜ ରେକର୍ଡକୁ ନିଜେ ଭଙ୍ଗ କରିବା। ଏପରି ଏକ ତାରିଖ ସହ ଯୋଡ଼ିହୋଇ ରହିଛନ୍ତି ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ।…
ଭାରତର ଅଷ୍ଟ୍ରେଲିଆ ଟୁର୍ ପ୍ରଭାବିତ ହୋଇପାରେ
ନୂଆଦିଲ୍ଲୀ, ୩୦ା୩ (ପି.ଟି.)-କୋଭିଡ୍-୧୯ ମହାମାରୀ ବ୍ୟାପିବା ଆଶଙ୍କାରେ ଅଷ୍ଟ୍ରେଲିଆ ଏହାର ସୀମାକୁ ୬ମାସ ପାଇଁ ସିଲ୍ କରିଦେଇଛି। ଏହାଦ୍ୱାରା ଭାରତୀୟ କ୍ରିକେଟ ଦଳର ଅଷ୍ଟ୍ରେଲିଆ ଟୁର୍ ପ୍ରଭାବିତ ହେବା ସମ୍ଭାବନା ଦେଖା ଦେଇଛି। କାର୍ଯ୍ୟସୂଚୀ ଅନୁସାରେ ଅକ୍ଟୋବରରେ ଏକ ଟି୨୦ ସିରିଜ…

