ଖେଳ

ଡେଭିଡ ୱାର୍ଣ୍ଣରଙ୍କ ପାଳି ଦେଖି କାନ୍ଦିଲେ ସ୍ତ୍ରୀ, ଜାଣନ୍ତୁ କାହିଁକି

ଆଡିଲେଡ,୧।୧୨: ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ଣ୍ଣର ପାକିସ୍ତାନ ବିପକ୍ଷରେ ଚାଲିଥିବା ପିଙ୍କ ବଲ ଟେଷ୍ଟରେ ୱାର୍ଣ୍ଣର ଅପରାଜିତ ୩୩୫ ରନ୍‌ର ଇନିଂସ ଖେଳି ତାଙ୍କ ସମାଲୋଚକଙ୍କ ମୁହଁ ବନ୍ଦ କରିଦେଇଛନ୍ତି। ତାଙ୍କ ଟ୍ରିପଲ ଟନ ପାଳି ହେଖି ଷ୍ଟାଡିୟମରେ ଉପସ୍ଥିତ...

ଅନୁଷ୍କାଙ୍କ ନାଁ ନେବାରୁ ରାଗିଲେ ବିରାଟ

ନୂଆଦିଲ୍ଲୀ,୧।୧୨: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ନାଁରେ ଅନେକ ବଡ ରେକର୍ଡ ରହିଛି। କୋହଲିଙ୍କ ବ୍ୟାଟିଂକୁ ଯେତେ ପ୍ରଶଂସା କରାଯାଏ, ଫ୍ଲପ୍‌ ହେଲେ ସେତିକି ତାଙ୍କୁ ଗାଳି ଶୁଣିବାକୁ ପଡିଥାଏ। ସେ ଖରାପ୍‌ ଫର୍ମ ଦେଇ ଗତି...

ବାରବାଟୀ ଦିନିକିଆ ଆଉ ୨୧ ଦିନ ବରୁଣ-ଉମେଶଙ୍କ ସ୍ମରଣୀୟ ଭାଗୀଦାରି

କଟକ ଅଫିସ,୦୧।୧୧- ପ୍ରଥମେ ବ୍ୟାଟିଂ କରିଥିବା ୱେଷ୍ଟଇଣ୍ଡିଜ ୯ ଉଇକେଟ ହରାଇ ୨୧୧ରନ କରିଥିଲା। ବିଜୟଲକ୍ଷ୍ୟକୁ ପିଛା କରୁଥିବା ଭାରତ ୪୭ତମ ଓଭର ପ୍ରଥମ ବଲ୍‌ରେ ୯ମ ଉଇକେଟ ହରାଇଥିଲା। ଭାରତର ଦଳୀୟ ସ୍କୋର ଥିଲା ୨୦୧ରନ। ଅନ୍ତିମ ଯୋଡ଼ିରେ...

ଡେଭିସ୍‌ କପ୍‌: ପାକିସ୍ତାନକୁ ୪-୦ରେ ହରାଇଲା ଭାରତ

ନୁର- ସୁଲତାନ, ୦୧।୧୧(ପି.ଟି.)- କାଜାଖସ୍ଥାନ ରାଜଧାନୀ ନୁର- ସୁଲତାନରେ ଅନୁଷ୍ଠିତ ଡେଭିସ୍‌ କପ୍‌ ମ୍ୟାଚ୍‌ରେ ଶନିବାର ଭାରତ ୪-୦ରେ ପାରମ୍ଭରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଓ୍ବାଲର୍‌ଡ ଗ୍ରୁପ୍‌ କ୍ୱାଲିଫାୟର୍ସ ଖେଳିବା ପାଇଁ ଯୋଗ୍ୟତା...

ଏକା ଏରିନା ବୁଲି ଦେଖିଲେ ଫିଫା ପ୍ରତିନିଧି ଦଳ

ଅହମ୍ମଦାବାଦ,୦୧।୧୧(ପି.ଟି.)- ସ୍ଥାନୀୟ ଏକା ଏରିନା ଗ୍ରାଉଣ୍ଡ ପରିଦର୍ଶନ କରିଛନ୍ତି ଫିଫା ପ୍ରତିନିଧି ଦଳ। ମହିଳା ୧୭ ବର୍ଷରୁ କମ୍‌ ଫିଫା ବିଶ୍ୱକପ୍‌ ପାଇଁ ପ୍ରସ୍ତାବିତ ଏହି ଗ୍ରାଉଣ୍ଡର ପ୍ରସ୍ତୁତି କାର୍ଯ୍ୟ ଆଗେଇ ଚାଲିଛି। ପୂର୍ବରୁ ଏହି ଗ୍ରାଉଣ୍ଡ ବିଶ୍ୱକପ୍‌ ମ୍ୟାଚ୍‌...

ମହିଳା ଡାକ୍ତରଙ୍କୁ ଗଣବଳାତ୍କାର, ହତ୍ୟା: ନ୍ୟାୟ ମାଗିଲେ ଯୁବି, ଭଜି

ହାଇଦ୍ରାବାଦ,୦୧।୧୧- ନିକଟରେ ହାଇଦ୍ରାବାଦରେ ମହିଳା ପ୍ରାଣୀ ଚିକିତ୍ସକଙ୍କୁ ଅପହରଣ, ଗଣବଳାତ୍କାର ପରେ ହତ୍ୟା କରାଯିବା ଘଟଣା ଦେଶରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଦୋଷୀମାନଙ୍କୁ ଫାଶୀ ଦଣ୍ଡ ଦେବାକୁ ସୋସିଆଲ ମିଡିଆରେ କ୍ୟାମ୍ପେନ ଚାଲିଛି। ଏଥିରେ ସାମିଲ ହୋଇଛନ୍ତି ଦୁଇ ପୂର୍ବତନ...

ପ୍ରସ୍ତୁତ ଟୋକିଓ ଅଲିମ୍ପିକ୍‌ ମୁଖ୍ୟ ଷ୍ଟାଡିୟମ

ଟୋକିଓ,୦୧।୧୧(ଏଏଫ୍‌ପି)- ୨୦୨୦ ଅଲିମ୍ପିକ୍‌ର ମୁଖ୍ୟ ଷ୍ଟାଡିୟମ ଶନିବାର ଅଫିସିଆଲ ଭାବେ ସମ୍ପୂର୍ଣ୍ଣ ପ୍ରସ୍ତୁତ ହୋଇଯାଇଛି। ୧.୪ ବିଲିଅନ ଡଲାରର ଖର୍ଚ୍ଚରେ ତିଆରି ଏହି ଷ୍ଟାଡିୟମ ଗ୍ରୀଷ୍ଣ ଋତୁରେ ପ୍ରଭାବିତ ହେବ ନାହିଁ। ଅଲିମ୍ପିକ୍‌ବେଳେ ଗ୍ରୀଷ୍ଣ ପ୍ରଭାବିତ ହେବା ନେଇ ଆଶାଙ୍କା...

ସାଣ୍ଟନରଙ୍କ ଛକାରେ ସୁରକ୍ଷା କର୍ମୀ ଆହତ

ହାମିଲଟନ,୧।୧୧- କ୍ରିକେଟ ଏଭଳି ଏକ ଖେଳ କେବେ, କେଉଁଠି ଓ କାହା ସହ ଦୁର୍ଘଟଣା ଘଟିବ ତାହା କହିହେବ ନାହିଁ। ଏଠାରେ ଇଂଲଣ୍ଡ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟର ଦ୍ୱିତୀୟ ଦିନରେ କାର୍ଯ୍ୟରତ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି।...

ଡେଭିସ୍‌ କପ୍‌: ପାକିସ୍ତାନକୁ ୪-୦ରେ ହରାଇଲା ଭାରତ

ନୁର- ସୁଲତାନ,୩୦।୧୧(ପି.ଟି.): କାଜାଖସ୍ଥାନ ରାଜଧାନୀ ନୁର- ସୁଲତାନରେ ଅନୁଷ୍ଠିତ ଡେଭିସ୍‌ କପ୍‌ ମ୍ୟାଚ୍‌ରେ ଶନିବାର ଭାରତ ୪-୦ରେ ପାରମ୍ଭରିକ ପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଓ୍ବାଲର୍‌ଡ ଗ୍ରୁପ୍‌ କ୍ୱାଲିଫାୟର୍ସ ଖେଳିବା ପାଇଁ ଯୋଗ୍ୟତା ହାସଲ...

ହାମିଲଟନ ଟେଷ୍ଟ: ନ୍ୟୁଜିଲାଣ୍ଡ ସ୍ଥିତି ଦୃଢ଼

ହାମିଲଟନ, ୩୦।୧୧(ଏଏଫପି): ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଏକ ଇନିଂସ ଓ ୬୫ ରନରେ ବିଜୟ ହାସଲ କରିବା ପରେ ସ୍ଥାନୀୟ ସେଡନ ପାର୍କ ଗ୍ରାଉଣ୍ଡରେ ଚାଲିଥିବା ଦ୍ୱିତୀୟ ମ୍ୟାଚ୍‌ରେ ମଧ୍ୟ ନ୍ୟୁଜିଲାଣ୍ଡ ଦମ୍‌ଦାର ପ୍ରଦର୍ଶନ କରିଛି। ଟସ୍‌ ହାରି...

ଫିଞ୍ଚଙ୍କ ମୁଣ୍ଡରେ ବାଜିଲ ବଲ

ମେଲବୋର୍ନ,୩୦।୧୧(ଏଏଫ୍‌ପି)- ଅଷ୍ଟ୍ରେଲିଆର ଦିନିକିଆ ଓ ଟି୨୦ ଦଳର ଅଧିନାୟକ ଆରୋନ ଫିଞ୍ଚ ଶନିବାର ଶେଫିଲ୍ଡ ଶିଲ୍ଡ ଟୁର୍ନାମେଣ୍ଟରେ ଆହତ ହୋଇଛନ୍ତି। ଭିକ୍ଟୋରିଆ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଫିଞ୍ଚଙ୍କ ହେଲମେଟରେ ବଲ ବାଜିଛି। ଏଥିଯୋଗୁ କନକୁଶନ ନିୟମ ଯୋଗୁ ତାଙ୍କ ବଦଳରେ...

କୋହଲିଙ୍କୁ ପଛରେ ପକାଇଲେ ସ୍ମିଥ

ଆଡିଲେଡ୍‌,୩୦।୧୧(ଏଏଫ୍‌ପି)- ଅଷ୍ଟ୍ରେଲିଆନ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ ଟେଷ୍ଟ କ୍ରିକେଟରେ ୭ ହଜାର ରନ୍‌ କରିବାରେ ବିଶ୍ୱର ଦ୍ରୁତତମ ବ୍ୟାଟ୍ସମ୍ୟାନ ହୋଇଯାଇଛନ୍ତି। ୧୯୪୬ଠାରୁ ତିଷ୍ଠି ରହିଥିବା ୭୩ ବର୍ଷର ପୁରୁଣା ରେକର୍ଡ ଭାଙ୍ଗିବା ସହ ଭାରତୀୟ ବ୍ୟାଟିଂ ସେନସେଶନ ବିରାଟ କୋହଲିଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri