ପୂର୍ବତନ କ୍ରିକେଟରଙ୍କ ପୁଅ ଗାଡ଼ି ଧକ୍କାରେ ମହିଳା ଗୁରୁତର
ମୁମ୍ବାଇ,୮।୧- ପୂର୍ବତମ ଭାରତୀୟ କ୍ରିକେଟର ସବା କରିମଙ୍କ ପୁଅ ଫିଦେଲଙ୍କ ଗାଡ଼ି ଧକ୍କାରେ ଜଣେ ମହିଳା ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ପରେ ମହିଳାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ମଙ୍ଗଳବାର ସକାଳେ ମୁମ୍ବାଇ ପେଡର ରୋଡ ଅଞ୍ଚଳରେ ଏହି ଘଟଣା ଘଟିଥିଲା।…
୩୪ ବର୍ଷରେ କ୍ରିକେଟର ଜାହିର ଖାଁଙ୍କ ସ୍ତ୍ରୀ ସାଗରିକା: ରଶ୍ ଫିଲ୍ମର କିସିଂ ସିନ୍ ଯୋଗୁ ରାତାରାତି ପାଲଟିଥିଲେ ଷ୍ଟାର…
ମୁମ୍ବାଇ,୮।୧: ବଲିଉଡ୍ର ସୁନ୍ଦରୀ ଅଭିନେତ୍ରୀ ତଥା କ୍ରିକେଟର ଜାହିର ଖାଁଙ୍କ ସ୍ତ୍ରୀ ସାଗରିକା ଘାଟଗେ ବୁଧବାର ୩୪ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୮୬ ଜାନୁୟାରୀ ୮ରେ କୋହ୍ଲାପୁରଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍ରେ ସେ ଅନେକ ଫିଲ୍ମରେ ନିଜ ଅଭିନୟ ଦକ୍ଷତା…
ଗିଲ୍ଙ୍କୁ ମ୍ୟାଚ ଫି’ର ଶତ ପ୍ରତିଶତ ଜରିମାନା
ନୂଆଦିଲ୍ଲୀ, ୮ା୧ (ପି.ଟି.)- ଅମ୍ପାୟରଙ୍କ ନିଷ୍ପତ୍ତିରେ ଅସହମତି ପ୍ରକାଶ କରିବା ଅଭିଯୋଗରେ କ୍ରିକେଟର ଶୁବମନ ଗିଲ୍ ଦଣ୍ଡିତ ହୋଇଛନ୍ତି। ତାଙ୍କୁ ମ୍ୟାଚ ଫି’ର ଶତପ୍ରତିଶତ ଜରିମାନା ହୋଇଛି। ଗତ ସପ୍ତାହରେ ମୋହାଲିଠାରେ ପଞ୍ଜାବ ଓ ଦିଲ୍ଲୀ ମଧ୍ୟରେ ରଣଜୀ ଟ୍ରଫି ମ୍ୟାଚ…
ବ୍ରାଭୋ ଫେସ୍ ଅଫ୍ ଦି ୧୦ ପିଏଲ୍ ଓ୍ବାର୍ଲ୍ଡ କପ୍
ଦୁବାଇ, ୮ା୧ (ପି.ଟି.)-ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର ଡ୍ବେନ ବ୍ରାଭୋ ଫେସ୍ ଅଫ୍ ଦି ୧୦ପିଏଲD-ବିଶ୍ୱକପ୍ ଅଫ୍ ଟେନିସ ବଲ୍ ଭାବେ ମନୋନୀତ ହୋଇଛନ୍ତି। ଇଭେଣ୍ଟର ତୃତୀୟ ସଂସ୍କରଣ ମାର୍ଚ୍ଚ ୮ରୁ ୧୩ ପର୍ଯ୍ୟନ୍ତ ଶାରଜାଠାରେ ଅନୁଷ୍ଠିତ ହେବ। ଶାରଜା କ୍ରିକେଟ କାଉନ୍ସିଲ ଆନୁକୂଲ୍ୟରେ…
୪ ଦିନିଆ ଟେଷ୍ଟକୁ ସଚିନଙ୍କ ବିରୋଧ
ନୂଆଦିଲ୍ଲୀ,୮।୧(ପି.ଟି.)- ପ୍ରସ୍ତାବିତ ୪ ଦିନିଆ ଟେଷ୍ଟକୁ କ୍ରିକେଟ ଆଇକନ ସଚିନ ତେନ୍ଦୁଲକର ବିରୋଧ କରିଛନ୍ତି। ଏଥି ସହିତ ଟେଷ୍ଟର ପାରମ୍ଭରିକ ଫର୍ମାଟରେ କୌଣସି ପରିବର୍ତ୍ତନ ନ କରିବାକୁ ସେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି)କୁ ପରାମର୍ଶ ଦେଇଛନ୍ତି। ପଞ୍ଚମ ଦିବସରେ ସ୍ପିନରମାନେ…
କରାଟେ ଆସୋସିଏଶନ ଅଫ୍ ଇଣ୍ଡିଆଠାରୁ ମାନ୍ୟତା ପ୍ରତ୍ୟାହାର କଲା ଆଇଓଏ
ନୂଆଦିଲ୍ଲୀ,୮।୧(ପି.ଟି.)- ସମ୍ବିଧାନ ଓ ନିୟମ ଉଲ୍ଲଂଘନ ଅଭିଯୋଗରେ କରାଟେ ଆସୋସିଏଶନ ଅଫ୍ ଇଣ୍ଡିଆ (କେଏଆଇ)ଠାରୁ ଭାରତୀୟ ଅଲିମ୍ପିକ୍ ଆସୋସିଏଶନ (ଆଇଓଏ) ମାନ୍ୟତା ପ୍ରତ୍ୟାହାର କରିଛି। ଗତ ଡିସେମ୍ବର ୩୦ ତାରିଖରେ ଅନୁଷ୍ଠିତ ବାର୍ଷିକ ସାଧାରଣ ବୈଠକରେ ଆଇଓଏ ଏ ନେଇ ନିଷ୍ପତ୍ତି…
ଏଫଆଇଏଚ୍ ହକି ପ୍ରୋ ଲିଗ୍: କାଉଣ୍ଟରରେ ଟିକେଟ ବିକ୍ରି ଆରମ୍ଭ
ଭୁବନେଶ୍ୱର, ୮।୧(କ୍ରୀଡ଼ା ପ୍ରତିନିଧି)-ଏଫଆଇଏଚ୍ ହକି ପ୍ରୋ ଲିଗ୍ରେ ଭାରତ ଏହାର ଘରୋଇ ମ୍ୟାଚ ଗୁଡ଼ିକ କଳିଙ୍ଗ ଷ୍ଟାଡିୟମରେ ଖେଳିବ। ଟୁର୍ନାମେଣ୍ଟ ଆରମ୍ଭ ପାଇଁ ଆଉ ୨ ସପ୍ତାହରୁ କମ୍ ସମୟ ଥିବାରୁ ସୋମବାରଠାରୁ କାଉଣ୍ଟରରେ ଟିକେଟ ବିକ୍ରି ଆରମ୍ଭ ହୋଇଥିବା ସମ୍ପର୍କରେ…
ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫି: ସୁଶ୍ରୀଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି; ଫାଇନାଲରେ ଇଣ୍ଡିଆ ‘ବି’
କଟକ ଅଫିସ,୮ା୧- ବାରବାଟୀ ଷ୍ଟାଡିୟମରେ ଚାଲିଥିବା ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫିରେ ଇଣ୍ଡିଆ-ବି ଦଳ ଦ୍ୱିତୀୟ ବିଜୟ ହାସଲ କରିଛି। ୩ଟି ମ୍ୟାଚ୍ରୁ ୧୦ ପଏଣ୍ଟ ହାସଲ କରି ପଏଣ୍ଟ ଟେବୁଲର ଶୀର୍ଷ ସ୍ଥାନରେ ରହିବା ସହିତ ପ୍ରଥମ ଦଳ…
ଓମେନ୍ସ କ୍ରିକ୍ଜୋନ୍: ମାନ୍ଧନା ଶ୍ରେଷ୍ଠ ବ୍ୟାଟ୍ସଓମ୍ୟାନ, ଦୀପ୍ତି କ୍ରିକେଟର୍
ଭୁବନେଶ୍ୱର,୮।୧ (ସ୍ପୋଟର୍ସ ବ୍ୟୁରୋ)- ମହିଳା କ୍ରିକେଟ୍ ସମ୍ବଦ୍ଧିତ ଓ୍ବେବସାଇଟ୍ ଓ ଡିଜିଟାଲ ମାଗାଜିନ ‘ଓମେନ୍ସ କ୍ରିକ୍ଜୋନ’ ପକ୍ଷରୁ ଏହାର ଦ୍ୱିତୀୟ ସଂସ୍କରଣ ମାଗାଜିନ ଉନ୍ମୋଚିତ ହୋଇଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ‘ଓମେନ୍ସ କ୍ରିକ୍ଜୋନ୍’ ମାଗାଜିନ ଉନ୍ମୋଚନ କାର୍ଯ୍ୟକ୍ରମ…
ଦ୍ୱିତୀୟ ଟି୨୦: ଭାରତର ସହଜ ବିଜୟ
ଇନ୍ଦୋର, ୮।୧(ପି.ଟି.)- ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ପରେ ଟପ୍ ଅର୍ଡର ବ୍ୟାଟ୍ସମ୍ୟାନଙ୍କ ଉପଯୋଗୀ ବ୍ୟାଟିଂ ବଳରେ ଭାରତ ସ୍ଥାନୀୟ ହୋଲକାର ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ କ୍ରିକେଟ ମ୍ୟାଚରେ ଶ୍ରୀଲଙ୍କାକୁ ୭ ଉଇକେଟରେ ପରାସ୍ତ କରିଛି। ଶ୍ରୀଲଙ୍କା ପକ୍ଷରୁ ଧାର୍ଯ୍ୟ…
ଦ୍ୱିତୀୟ ଟେଷ୍ଟ: ଇଂଲଣ୍ଡର ବୃହତ୍ ବିଜୟ
କେପ୍ ଟାଉନ,୮।୧- ସ୍ଥାନୀୟ ନ୍ୟୁଲାଣ୍ଡ୍ସ ଗ୍ରାଉଣ୍ଡରେ ଅନୁଷ୍ଠିତ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ଇଂଲଣ୍ଡ ବୃହତ୍ ୧୮୯ ରନରେ ଘରୋଇ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛି। ଏଥିସହିତ ୪ ମ୍ୟାଚ୍ ବିଶିଷ୍ଟ ଏହି ସିରିଜ ୧-୧ ସମାନ ସ୍ତରରେ ପହଞ୍ଚିଛି। ଅଲରାଉଣ୍ଡ ପ୍ରଦର୍ଶନ…
ବିରାଟ କୋହଲିଙ୍କ ଗୋଟିଏ ଦିନର ଖାଇବା ଖର୍ଚ୍ଚ କେତେ ଜାଣନ୍ତି
କେବଳ ନିଜ ବ୍ୟାଟିଂ ନୁହେଁ, ଫିଟନେସ୍ ପାଇଁ ମଧ୍ୟ ଅନ୍ୟ ଖେଳାଳିଙ୍କ ଲାଗି ପ୍ରେରଣା ସାଜିଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି। ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଅନ୍ୟତମ। ନିଜକୁ ଫିଟ ରଖିବା ଉପରେ ଏବେ ସେ…
Archives


