ଖେଳ

ମଧ୍ୟପ୍ରଦେଶ କ୍ରିକେଟ କୋଚ୍‌ ହେବେ ପଣ୍ଡିତ୍‌

ମୁମ୍ବାଇ, ୨୫ା୩ (ପି.ଟି.): ଭାରତର ସବୁଠାରୁ ସଫଳ ଘରୋଇ କୋଚ୍‌ ବୋଲି କୁହାଯାଉଥିବା ଚନ୍ଦ୍ରକାନ୍ତ ପଣ୍ଡିତ ଆସନ୍ତା ସିଜନରେ ମଧ୍ୟ ପ୍ରଦେଶ କ୍ରିକେଟ କୋଚ୍‌ ଭାବେ କାର୍ଯ୍ୟ କରିବେ। ପଣ୍ଡିତ୍‌ ୩ବର୍ଷ ଧରି ବିଦର୍ଭ ରଣ୍‌ଜୀ ଦଳର କୋଚ୍‌ ଭାବେ କାର୍ଯ୍ୟକରିଛନ୍ତି।…

୨୦୦ ଗରୀବ ପରିବାରକୁ ରାଶନ ବାଣ୍ଟିଲେ ଆଫ୍ରିଦୀ

କରାଚୀ,୨୫।୩- ପୂରା ବିଶ୍ୱକୁ ଧିରେ ଧିରେ ଗ୍ରାସ କରୁଛି କରୋନା ଭାଇରସ। ଏହି ମାରାତ୍ମକ ଭାଇରସରୁ ବଞ୍ଚତ୍ବା ପାଇଁ କୌଣସି ଔଷଧ ନ ଥିବାରୁ ବିଭିନ୍ନ ଦେଶ ଭଳି ପାକିସ୍ତାନ ସରକାର ଦେଶରେ ଲକ୍‌ଡାଉନ ଜାରି କରିଛନ୍ତି। ଏଭଳି ସ୍ଥିତିରେ ଦିନ…

ଲକ୍‌ଡାଉନ ସମୟରେ ସ୍ବତନ୍ତ୍ର ଟ୍ରେନିଂ କରିବ ବିରାଟ ବାହିନୀ

ନୂଆଦିଲ୍ଲୀ,୨୫।୩- ମାରାତ୍ମକ କରୋନା ଭାଇରସରୁ ବର୍ତ୍ତିବା ଲାଗି ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। ଭାରତୀୟ କ୍ରିକେଟରମାନେ ଏବେ ଘରେ ପରିବାର ସହ ସମୟ କାଟୁଛନ୍ତି। କିନ୍ତୁ ଷ୍ଟ୍ରେନ୍ଥ ଓ କଣ୍ଡିଶନିଂ କୋଚ୍‌ ନିକ୍‌ ଓ୍ବେବ ଟିମ୍‌ ଇଣ୍ଡିଆର ଫିଜିଓ ନୀତିନ ପଟେଲଙ୍କ…

ହ୍ୟାଟ୍ରିକ୍‌ ଆଇପିଏଲ ଜିତିଥିବା ଏକମାତ୍ର ଖେଳାଳି

ବିଶ୍ୱର ସବୁଠୁ ବିତ୍ତଶାଳୀ କ୍ରିକେଟ ଟି୨୦ ଲିଗ୍‌ ଆଇପିଏଲରେ ହ୍ୟାଟ୍ରିକ ଟାଇଟଲ ହାତେଇଥିବା ଜଣେ ଖେଳାଳି ରହିଛନ୍ତି। ସେ ହେଉଛନ୍ତି ଲେଗ୍‌ ସ୍ପିନର କର୍ନ ଶର୍ମା। ସେ ୨୦୧୬, ୨୦୧୭ ଓ ୨୦୧୮ରେ ଭିନ୍ନ ଭିନ୍ନ ଫ୍ରାଞ୍ଚାଇଜ ପାଇଁ ଖେଳି ଆଇପିଏଲ…

ଭାଇରସକୁ ନ ଡରି ଟ୍ରେନିଂ କରୁଛନ୍ତି ରୁଟ୍‌

ଲଣ୍ଡନ,୨୫।୩(ଏଏଫ୍‌ପି)- ମାରାତ୍ମକ କରୋନା ଭାଇରସ ବିଶ୍ୱରେ ଏଯାବତ ୧୭ ହଜାର ଜୀବନ ନେଇସାରିଲାଣି। ଏହାସତ୍ତ୍ୱେ ଇଂଲଣ୍ଡ କ୍ରିକେଟ ଦଳର ଅଧିନାୟକ ଜୋ ରୁଟ ଏବେ ମଧ୍ୟ ବ୍ୟକ୍ତିଗତ ଟ୍ରେନିଂ ପ୍ରୋଗ୍ରାମ ଜାରି ରଖିଛନ୍ତି। କ୍ରିକେଟ କେବେ ପୁଣି ଖେଳାଯିବ ଜଣା ନ…

ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦେଲେ ସଚିନ

ନୂଆଦିଲ୍ଲୀ,୨୫।୩- ମାରାତ୍ମକ କରୋନା ଭାଇରସ କବଳରୁ ବଞ୍ଚତ୍ବା ପାଇଁ କୌଣସି ନିର୍ଦ୍ଧିଷ୍ଟ ଉପାୟ କିମ୍ବା ଔଷଧ ନାହିଁ। ଏଭଳି ପରିସ୍ଥିତିରେ ଦେଶ ବାସୀଙ୍କୁ ଘରେ ରହିବାକୁ ପରାମର୍ଶ ଦେଇଛନ୍ତି ସଚିନ ତେନ୍ଦୁଲକର। ସରଳ କାର୍ଯ୍ୟ କରିବା ସର୍ବଦା ସହଜ ନୁହେଁ। କାରଣ…

ବଲ ଅଟକାଇ ରନଆଉଟ୍‌ ହୋଇଥିଲେ ମହାନ ବ୍ୟାଟ୍ସମ୍ୟାନ

କ୍ରିକେଟରେ ଜଣେ ବ୍ୟାଟ୍ସମ୍ୟାନ ରନ୍‌ଆଉଟ୍‌ କେଉଁଭଳି ହୁଏ, ତାହା କ୍ରିକେଟ ପ୍ରଶଂସକଙ୍କୁ ଭଲ ସେ ଜଣା। କିନ୍ତୁ ପାକିସ୍ତାନର ପୂର୍ବତନ ଅଧିନାୟକ ତଥା ମହାନ ବ୍ୟାଟ୍ସମ୍ୟାନ ଇଞ୍ଜାମାମ ଉଲ ହକ୍‌ ୨୦୦୬ରେ ଭାରତ ବିପକ୍ଷରେ ଭିନ୍ନ କାରଣ ପାଇଁ ରନ୍‌ଆଉଟ୍‌ ଘୋଷିତ…

ରୋନାଲ୍ଡୋଙ୍କ ବଦାନ୍ୟତା

ଲିସବନ,୨୫।୩(ଏଏଫ୍‌ପି)- ଫୁଟବଲ ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ଓ ତାଙ୍କ ଏଜେଣ୍ଟ ଜର୍ଜ ମେଣ୍ଡେସ ପର୍ତ୍ତୁଗୀଜ ମେଡିକାଲକୁ ୩ ଇନ୍‌ଟେନସିଭ କେୟାର ୟୁନିଟ୍‌ ପ୍ରଦାନ କରିବେ। ଏହା ଦେଶରେ କରୋନା ପୀଡ଼ିତଙ୍କୁ ସାହାଯ୍ୟ କରିପାରିବ। ଏ ନେଇ ସ୍ଥାନୀୟ ସ୍ବାସ୍ଥ୍ୟ ବିଭାଗ କର୍ମକର୍ତ୍ତା…

କରୋନା ମୁକାବିଲା: ୮ କୋଟି ଲେଖାଏ ଦାନ କଲେ ମେସି, ଗୁଆର୍ଡିଲୋ

ବାର୍ସିଲୋନା,୨୫।୩- କରୋନା ଭାଇରସ ବିଶ୍ୱକୁ ଗ୍ରାସ କରିବାରେ ଲାଗିଛି। ଏହି ଭାଇରସ ଯୋଗୁ ବିଭିନ୍ନ ଦେଶରେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ଏହି ପରିସ୍ଥିତିର ମୁକାବିଲା ପାଇଁ ଆଗେଇ ଆସିଛନ୍ତି ବାର୍ସିଲୋନା ଫରଓ୍ବାର୍ଡ ଲିଓନେଲ ମେସି ଓ ମାଞ୍ଚେଷ୍ଟର ସିଟି…

ଅଲିମ୍ପିକ୍‌ ମଶାଲ ରିଲେ ସ୍ଥଗିତ ରହିଲା

ଟୋକିଓ, ୨୫।୩ (ଏଏଫ୍‌ପି)- ଟୋକିଓରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ସର ୩୨ତମ ସଂସ୍କରଣକୁ ଘୁଞ୍ଚାଇ ଦିଆଯାଇଥିବା ବେଳେ ଏହାର ମାଶାଲ ରିଲେକୁ ମଧ୍ୟ ସ୍ଥଗତି ରଖାଯାଇଛି। ଗୁରୁବାରଠାରୁ ଉତ୍ତରପୂର୍ବ ଜାପାନର ଫୁକୁଶିମାରେ ମଶାଲ ରିଲେ ଆରମ୍ଭ ହେବାର କାର୍ଯ୍ୟକ୍ରମ ଥିଲା। ଆସନ୍ତା…

କରୋନା ଭାଇରସ: ଭାରତୀୟ ହକି ଖେଳାଳି ଇଂଲିଶ ଶିଖୁଛନ୍ତି, ବହି ପଢୁଛନ୍ତି, ସିନେମା ଦେଖୁଛନ୍ତି

ନୂଆଦିଲ୍ଲୀ,୨୫ା୩(ପି.ଟି.)- କୋଭିଡ-୧୯ କାରଣରୁ ସ୍ପୋଟ୍ସ ଅଥରିଟି ଅଫ୍‌ ଇଣ୍ଡିଆ (ସାଇ) ସେଣ୍ଟରକୁ ପୂରା ବନ୍ଦ କରାଯାଇଛି। ଫଳରେ ଭାରତୀୟ ହକି ଖେଳାଳିମାନେ ପର୍ଯ୍ୟାପ୍ତ ପରିମାଣର ସମୟ ପାଇଛନ୍ତି। ସମୟ ବିତାଇବା ପାଇଁ ଏମାନେ ଇଂଲିଶ ଭାଷା ଶିକ୍ଷା କରୁଛନ୍ତି ଓ ବହି…

ଜାତୀୟ ସିନିୟର ବ୍ୟାଡ୍‌ମିଣ୍ଟନ ସ୍ଥଗିତ

ନୂଆଦିଲ୍ଲୀ, ୨୫।୩ (ପି.ଟି.)- କରୋନା ଭାଇରସ୍‌ ଆତଙ୍କକୁ ନଜରରେ ରଖି ଜାତୀୟ ସିନିୟର ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ର ୮୪ତମ ସଂସ୍କରଣକୁ ସ୍ଥଗିତ ରଖାଯାଇଛି। ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବାଇ) ପକ୍ଷରୁ ମଙ୍ଗଳବାର ଏହା ଘୋଷଣା କରାଯାଇଛି। ଏପ୍ରିଲ ୨୭ରୁ ମେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?