ସୌମ୍ୟଙ୍କୁ ୫୮ତମ ଓପନ୍ ଚେସ୍ ଟାଇଟଲ
ଭୁବନେଶ୍ୱର, ୬।୧(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ରାଜ୍ୟ ଚେସ୍ ଆସୋସିଏଶନ (ଓଏସ୍ସିଏ) ଓ ୟୁନିକ୍ ଫାଉଣ୍ଡେଶନର ମିଳିତ ଆନୁକୂଲ୍ୟରେ ଖୋର୍ଦ୍ଧା ଜିଲା ବୋଲଗଡ଼ର ଅସରାଳସ୍ଥିତ ହରିହର ବିଦ୍ୟାପୀଠରେ ୨ୟ ଦେବରାଜ କର ମେମୋରିଆଲ ଓପନ୍ ର଼୍ୟାପିଡ୍ ଚେସ୍ ଚାମ୍ପିୟନଶିପ୍ ରବିବାର ଅନୁଷ୍ଠିତ ହୋଇଯାଇଛି।…
ଅଶ୍ୱିନ, ବୋଥାମଙ୍କୁ ଟପିଲେ ଆଣ୍ଡରସନ
କେପ୍ ଟାଉନ, ୬।୧- ଅଭିଜ୍ଞ ଇଂଲଣ୍ଡ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ ଟେଷ୍ଟରେ ସର୍ବାଧିକ ୫ ଉଇକେଟ୍ ସଫଳତା ପାଇବାରେ ସାର୍ ଇଆନ ବୋଥାମ ଓ ରବିଚନ୍ଦ୍ରନ ଅଶ୍ୱିନଙ୍କୁ ପଛରେ ପକାଇ ଦେଇଛନ୍ତି। ଘରୋଇ ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟରେ ରବିବାର…
ଦୃଢ଼ ସ୍ଥିତିରେ ଇଂଲଣ୍ଡ
କେପ୍ ଟାଉନ, ୬।୧- ସ୍ଥାନୀୟ ନ୍ୟୁଲାଣ୍ଡ୍ସଠାରେ ଘରୋଇ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ରେ ଇଂଲଣ୍ଡ ଦୃଢ଼ ସ୍ଥିତିରେ ରହିଛି। ଓପନର୍ ଡୋମିନିକ ସିବଲୀ (୮୫*) ଓ ଅଧିନାୟକ ଜୋ ରୁଟ୍ (୬୧)ଙ୍କ ଅର୍ଦ୍ଧଶତକ ବଳରେ ରବିବାର ୩ୟ…
୬୧ ବର୍ଷରେ ପାଦଦେଲେ କପିଲ୍ ଦେବ: ୧୯୮୩ରେ ଭାରତ ପାଇଁ ଆଣିଥିଲେ ପ୍ରଥମ ବିଶ୍ୱକପ୍
ନୂଆଦିଲ୍ଲୀ,୬।୧: ଅଲ୍ରାଉଣ୍ଡର କ୍ରିକେଟ୍ ତାରକା କପିଲ୍ ଦେବ୍ ସୋମବାର ୬୧ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୫୯ ଜାନୁୟାରୀ ୬ରେ ଚଣ୍ଡିଗଡ଼ରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ କପିଲ୍ ଦେବ୍ ରାମଲାଲ୍ ନିଖଞ୍ଜ୍। ତାଙ୍କର ପ୍ରଭାବଶାଳୀ ଖେଳ ପାଇଁ ପ୍ରଶଂସକ…
ମହିଳା ଚ୍ୟାଲେଞ୍ଜର ଟ୍ରଫି: ଇଣ୍ଡିଆ ‘ବି’କୁ ଜିତାଇଲେ ଓଡ଼ିଶାର ସୁଶ୍ରୀ
କଟକ ଅଫିସ, ୬ା୧- ଓଡ଼ିଶାର ସୁଶ୍ରୀ ଦିବ୍ୟଦର୍ଶିନୀଙ୍କ ୩ ଉଇକେଟ ସଫଳତା ବଳରେ ଇଣ୍ଡିଆ ‘ବି’ ବାରବାଟୀ ଷ୍ଟାଡିୟମରେ ଚାଲିଥିବା ମହିଳା ଚ୍ୟାଲେଞ୍ଜର ଟ୍ରଫିରେ ପ୍ରଥମ ବିଜୟ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍ରେ ଇଣ୍ଡିଆ-ବି’ ୪ ରନ୍ରେ ଇଣ୍ଡିଆ-ସି’କୁ ପରାସ୍ତ…
ଜାତୀୟ ସ୍ପୋଟର୍ସ କ୍ଲାଇମ୍ବିଂ ଆଜିଠାରୁ
ଭୁବନେଶ୍ୱର, ୬।୧(କ୍ରୀଡ଼ା ପ୍ରତିନିଧି)- ଜାତୀୟ ସ୍ପୋଟର୍ସ କ୍ଲାଇମ୍ବିଂ ଚାମ୍ପିୟନଶିପ୍ର ୨୫ତମ ସଂସ୍କରଣ ସୋମବାରଠାରୁ କଳିଙ୍ଗ ଷ୍ଟାଡିୟମର ସ୍ପୋଟର୍ସ କ୍ଲାଇମ୍ବିଂ ହାଇ ପରଫରମାନ୍ସ ସେଣ୍ଟରରେ ଆରମ୍ଭ ହେବ। ଓଡ଼ିଶାରେ ପ୍ରଥମଥରପାଇଁ ହେବାକୁ ଯାଉଥିବା ଏହି ପ୍ରତିଯୋଗିତା ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରତିଯୋଗିତାରେ…
ଇଣ୍ଡିଆନ ସୁପର୍ ଲିଗ୍: ଘରୋଇ ଗ୍ରାଉଣ୍ଡରେ ୨ୟ ବିଜୟ ଲକ୍ଷ୍ୟରେ ଓଡ଼ିଶା
ଭୁବନେଶ୍ୱର, ୬।୧ (ସ୍ପୋଟର୍ସ ବ୍ୟୁରୋ)- ଇଣ୍ଡିଆନ ସୁପର୍ ଲିଗ୍ (ଆଇଏସ୍ଏଲ୍)ର ୬ଷ୍ଠ ସଂସ୍କରଣର ଏକ ମୁକାବିଲାରେ ସୋମବାର ଘରୋଇ ଓଡ଼ିଶା ଏଫ୍ସି ୨ଥରର ଚାମ୍ପିୟନ ଚେନ୍ନାଇନ ଏଫ୍ସିକୁ ଭେଟିବାକୁ ଯାଉଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଏହି ମ୍ୟାଚ୍ ଖେଳାଯିବ। ଚଳିତ ସିଜନରେ…
ରଣ୍ଜୀ ଟ୍ରଫି: ମିଲିନ୍ଦ କୁମାରଙ୍କ ଶତକ
ଭୁବନେଶ୍ୱର, ୬।୧(କ୍ରୀଡ଼ା ପ୍ରତିନିଧି)- ବର୍ଷା ଯୋଗୁ କ୍ରମାଗତ ୨ ଦିନ ଖେଳ ବାତିଲ ପରେ ରବିବାର ଅଗରତାଲାର ବୀର ବିକ୍ରମ କଲେଜ ଷ୍ଟାଡିୟମରେ ଓଡ଼ିଶା-ତ୍ରିପୁରା ରଣ୍ଜୀ ଟ୍ରଫି କ୍ରିକେଟ ମ୍ୟାଚ୍ ଆରମ୍ଭ ହୋଇଛି। ଦିଲ୍ଲୀ ଖେଳାଳି ଅଧିନାୟକ ମିଲିନ୍ଦ କୁମାରଙ୍କ ଶତକ,…
ହାଡ଼ଭଙ୍ଗା ଶୀତ ସତ୍ୱେ ମୋହନ ବାଗାନର ବିଜୟ
ଶ୍ରୀନଗର, ୫ା୧ (ପି.ଟି.)-ହାଡ଼ଭଙ୍ଗା ଶୀତ ସତ୍ୱେ ଏଠାରେ ରବିବାର ଅନୁଷ୍ଠିତ ଏକ ଆଇ-ଲିଗ୍ ମ୍ୟାଚରେ ମୋହନ ବାଗାନ ୨-୦ ଗୋଲରେ ରିୟଲ କଶ୍ମୀରକୁ ପରାସ୍ତ କରିଛି। ମ୍ୟାଚ ପ୍ରଥମାର୍ଦ୍ଧ ଖେଳ ଗୋଲଶୂନ୍ୟଭାବେ ଶେଷ ହୋଇଥିଲା। କୋଲକାତା ଦଳ ପକ୍ଷରୁ ଦ୍ୱିତୀୟାର୍ଦ୍ଧରେ ଜୋସେବା…
ଗୋଟେ ଓଭରରେ ୬ ଛକା ଲଗାଇ ସଦ୍ୱନ୍ତ୍ର କ୍ଲବରେ କାର୍ଟର
ଅକ୍ଲାଣ୍ଡ,୫।୧- ନ୍ୟୁଜିଲାଣ୍ଡ ବ୍ୟାଟ୍ସମ୍ୟାନ ଲିଓ କାର୍ଟର ରବିବାର ଗୋଟେ ଓଭରରେ ୬ ଛକା ମାରି ସ୍ବତନ୍ତ୍ର ବ୍ୟାଟ୍ସମ୍ୟାନଙ୍କ କ୍ଲବରେ ସାମିଲ ହୋଇଛନ୍ତି। ଘରୋଇ ଟି୨୦ ଟୁର୍ନାମେଣ୍ଟ ସୁପର ସ୍ମାଶରେ କାନ୍ଟବରି କିଙ୍ଗ୍ସ ପକ୍ଷରୁ ଖେଳୁଥିବା କାର୍ଟର ନର୍ଦନ ନାଇଟ୍ସ ବିପକ୍ଷରେ ଏହି…
ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦: ଟସ୍ ପରେ ବର୍ଷା ଆରମ୍ଭ
ଗୁଆହାଟୀ,୫।୧: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଏଠାରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍ରେ ବର୍ଷା ଯୋଗୁ ଖେଲ ଆରମ୍ଭ ହୋଇପାରିନାହିଁ। ଏହି ମ୍ୟାଚରେ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ ଅଧିନାୟକ ବିରାଟ କୋହଲି। ଟସ୍ ପଡିବାର ୨୦…
ଭାରତ ଓ ଶ୍ରୀଲଙ୍କା ପ୍ରଥମ ଟି୨୦ ମ୍ୟାଚ୍: ଟସ୍ ଜିତିଲା ଭାରତ
ଗୁଆହାଟୀ: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ତିନିମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ଆସାମର ଗୁଆହାଟୀଠାରେ ଆରମ୍ଭ ହୋଇଛି। ଏହି ମ୍ୟାଚ୍ରେ ଭାରତୀୟ ଦଳ ଟସ୍ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ନୂଆବର୍ଷର ପ୍ରଥମ ମ୍ୟାଚ୍ରେ ବିଜୟୀ ହୋଇ…
Archives


