ଖେଳ

ପିଙ୍କ୍‌ ବଲ୍‌ ଟେଷ୍ଟ: ଭାରତର ରେକର୍ଡ କ୍ରମାଗତ ଦ୍ୱାଦଶ ଘରୋଇ ସିରିଜ ବିଜୟ

କୋଲକାତା,୨୪।୧୧(ପି.ଟି.)- ତୃତୀୟ ଦିବସରେ ଆଉ ମାତ୍ର ୪୭ ମିନିଟ୍‌ରେ ଭାରତ ଔପଚାରିକତା ପୂରଣ କରିଥିଲା। ପିଙ୍କ୍‌ ବଲ୍‌ରେ ଐତିହାସିକ ଇଡେନ ଗାର୍ଡେନ୍ସରେ ଖେଳାଯାଇଥିବା ଦିବାରାତ୍ର ଭିତ୍ତିକ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ବାକିଥିବା ୪ ଉଇକେକେଟ ଅକ୍ତିଆର କରି ଭାରତ ରବିବାର...

ସୁପର ଜିଟି x ଡିଟିଏମ୍‌ ଡ୍ରିମ ରେସ ଜିତିଲେ କାର୍ତ୍ତିକେୟାନ

ଟୋକିଓ,୨୪।୧୧(ପିଟି)- ଭାରତର ପ୍ରଥମ ଫର୍ମୁଲା ଓ୍ବାନ ଡ୍ରାଇଭର ନାରାୟଣ କାର୍ତ୍ତିକେୟାନ ଏଠାରେ ଅନୁଷ୍ଠିତ ସୁପର ଜିଟି x ଡିଟିଏମ୍‌ ଡ୍ରିମ ରେସରେ ବିଜୟୀ ହୋଇଛନ୍ତି। ଫଳରେ କାର୍ତ୍ତିକେୟାନ ଫର୍ମୁଲା ଓ୍ବାନ ଟାଇଟଲ ସହ ଚଳିତ ସିଜନ ଶେଷ କରିଛନ୍ତି। ଅତ୍ୟଧିକ...

ସ୍ବତନ୍ତ୍ର କ୍ଲବରେ ଓ୍ବାଟଲିଂ

ମାଉଣ୍ଟ ମାଉନଗାନୁଇ,୨୪।୧୧- ଶହେରୁ ଅଧିକ ବର୍ଷର ଟେଷ୍ଟ ଇତିହାସରେ ଏପର୍ଯ୍ୟନ୍ତ କେବଳ ୯ ଜଣ ଉଇକେଟକିପର ବ୍ୟାଟ୍ସମ୍ୟାନ ଦ୍ୱିଶତକ ହାସଲ କରିଛନ୍ତି। ଏହି କ୍ଲବରେ ସଦ୍ୟତମ ଖେଳାଳି ଭାବେ ସାମିଲ ହୋଇଛନ୍ତି ନ୍ୟୁଜିଲାଣ୍ଡର ବି. ଜେ. ଓ୍ବାଟଲିଂ। ସେ ଦେଶର...

ଧୋନୀଙ୍କ ରେକର୍ଡ ଭାଙ୍ଗିଲେ କୋହଲି

କୋଲକାତା,୨୪।୧୧- ଦେଶର ପ୍ରଥମ ଭାରତୀୟ ଅଧିନାୟକ ଭାବେ ବିରାଟ କୋହଲି ରବିବାର କ୍ରମାଗତ ୭ ଟେଷ୍ଟ ଜିତି ରେକର୍ଡ କରିଛନ୍ତି। ବାଂଲାଦେଶ ବିପକ୍ଷ ଦ୍ୱିତୀୟ ତଥା ଦିବାରାତ୍ର ଟେଷ୍ଟକୁ ଭାରତ ଏକ ଇନିଂସ ଓ ୪୬ ରନ୍‌ରେ ମ୍ୟାଚ୍‌ ଜିତି...

ଏଚ୍‌ସିଏରେ ଦୁର୍ନୀତି ଅଭିଯୋଗ; ତେଲେଙ୍ଗାନା ମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ରାୟୁଡୁ

ହାଇଦ୍ରାବାଦ,୨୪।୧୧(ପି.ଟି.)- ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍‌ସିଏ)ରେ ଦୁର୍ନୀତି ଅଭିଯୋଗ ଆଣିଛନ୍ତି ଭାରତୀୟ କ୍ରିକେଟର ଅମ୍ବାତି ରାୟୁଡୁ। ଏଥିସହିତ ରାଜ୍ୟର ନଗରପାଳିକା ପ୍ରଶାସନିକ ମନ୍ତ୍ରୀ କେ.ଟି. ରାମାରାଓଙ୍କ ହସ୍ତକ୍ଷେପ ମଧ୍ୟ ଲୋଡ଼ିଛନ୍ତି। ଶନିବାର ଏକ ଟୁଇଟ୍‌ କରି ରାୟୁଡୁ ଲେଖିଛନ୍ତି, ସାର...

ପାକିସ୍ତାନ ଟାଇରୁ ଓହରିଲେ ଶଶି ମୁକୁନ୍ଦ

ନୂଆଦିଲ୍ଲୀ, ୨୪।୧୧ (ପି.ଟି.)- ଆଘାତଜନିତ ସମସ୍ୟା ଲାଗି ପାକିସ୍ତାନ ବିପକ୍ଷ ଆଗାମୀ ଡେଭିସ କପ୍‌ ଟାଇରୁ ଭାରତୀୟ ଟେନିସ ଖେଳାଳି ଶଶି ମୁକୁନ୍ଦ ଓହରି ଯାଇଛନ୍ତି। ମୁକୁନ୍ଦଙ୍କ ପାଦରେ ଆଘାତ ଲାଗିଥିବା ଜଣାପଡ଼ିଛି। ଏହି ଡେଭିସ କପ୍‌ ମୁକାବିଲା ଲାଗି...

ବାରବାଟୀ ଷ୍ଟାଡିୟମ: ସ୍ଥିତି ଅନୁଧ୍ୟାନ କଲେ ଡିସିପି

କଟକ ଅଫିସ,୨୪ା୧୧-  ଡିସେମ୍ବର ୨୨ରେ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ ଏକଦିବସୀୟ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ୍‌ ନିମନ୍ତେ କଟକ ଡିସିପି ଅଖିଳେଶ୍ୱର ସିଂ ଶନିବାର ବାରବାଟୀ ଷ୍ଟାଡିୟମର ସ୍ଥିତି ଅନୁଧ୍ୟାନ କରିଛନ୍ତି। ଷ୍ଟାଡିୟମରେ ପୋଲିସ ବ୍ୟବସ୍ଥା କିପରି ରହିବ ସେନେଇ ଡିସିପି...

କୋହଲିଙ୍କ ଶତକ, ଇନିଂସ ବିଜୟ ଦ୍ୱାରରେ ଭାରତ

କୋଲ୍‌କାତା, ୨୪।୧୧- ପିଙ୍କ୍‌ ବଲ୍‌ ଦିବାରାତ୍ର କ୍ରିକେଟ ଟେଷ୍ଟରେ ଭାରତ ପକ୍ଷରୁ ପ୍ରଥମ ଶତକ ହାସଲ କରିଛନ୍ତି ଅଧିନାୟକ ବିରାଟ କୋହଲି। ସ୍ଥାନୀୟ ଇଡେନ୍‌ ଗାର୍ଡେନ୍ସରେ ଚାଲିଥିବା ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ବିରାଟଙ୍କ ଶତକ ସହାୟତାରେ ଭାରତ ଦୃଢ଼...

ଅଶ୍ୱାରୋହୀ ମିର୍ଜାଙ୍କୁ ଐତିହାସିକ ଅଲିମ୍ପିକ ଯୋଗ୍ୟତା

ନୂଆଦିଲ୍ଲୀ, ୨୪।୧୧- ଅଶ୍ୱ ଚାଳନାରେ ଦୁଇଥର ଏସୀୟ ପଦକ ବିଜେତା ଫଓ୍ବାଦ ମିର୍ଜା ୨୦୨୦ ଟୋକିଓ ଅଲିମ୍ପିକକୁ ଯୋଗ୍ୟତା ହାସଲ କରିଛନ୍ତି। ଏଥିସହ ଦୀର୍ଘ ୨୦ ବର୍ଷ ଅପେକ୍ଷାର ଅନ୍ତପରେ ଭାରତୀୟ ଅଶ୍ୱାରୋହୀ ଭାବେ ୨୭ ବର୍ଷୀୟ ମିର୍ଜା କ୍ରୀଡ଼ାର...

ପ୍ରଥମ ଟେଷ୍ଟ: ଓ୍ବାଟଲିଂଙ୍କ ଅପରାଜିତ ଶତକ, ନ୍ୟୁଜିଲାଣ୍ଡ ଅଗ୍ରଣୀ

ମାଉଣ୍ଟ ମାଉନଗାନୁଇ,୨୩।୧୧(ଏଏଫପି): ସ୍ଥାନୀୟ ବେ ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ଅଗ୍ରାଣୀ ହାସଲ କରିଛି। ଉଇକେଟକିପର ବ୍ୟାଟ୍ସମ୍ୟାନ ବିଜେ ଓ୍ବାଟଲିଂଙ୍କ ଅପରାଜିତ ଶତକ ଓ ଟେଲ ଏଣ୍ଡରଙ୍କ ଦମ୍‌ଦାର...

ବ୍ରିସ୍‌ବେନ୍‌ ଟେଷ୍ଟ: ଓ୍ବାର୍ନର, ଲାବୁସ୍କାନଙ୍କ ବୃହତ୍‌ ଶତକ; ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼

ବ୍ରିସ୍‌ବେନ,୨୩।୧୧(ଏଏଫ୍‌ପି): ଅଭିଜ୍ଞ ଓପନର ଡେଭିଡ ଓ୍ବାର୍ନର ଓ ଯୁବ ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସ୍କାନଙ୍କ ବୃହତ ଶତକ ସହାୟତାରେ ଅଷ୍ଟ୍ରେଲିଆ ଭ୍ରମଣକାରୀ ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ସ୍ଥିତି ଦୃଢ କରିଛି। ସ୍ଥାନୀୟ ଗାବା ଷ୍ଟାଡିୟମରେ ଚାଲିଥିବା ଏହି ମ୍ୟାଚ୍‌ରେ...

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଲାଗି ପରିଣୀତିଙ୍କୁ ଆମନ୍ତ୍ରଣ

ନୂଆଦିଲ୍ଲୀ,୨୩।୧୧- ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ର ଏକ ମେଲ ପାଇଛନ୍ତି। ସେଥିରେ ତାଙ୍କୁ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ରେ ଯୋଗ ଦେବାକୁ ଆମନ୍ତ୍ରଣ କରାଯାଇଛି। ଏ ନେଇ ସେ ନିଜ ଟୁଇଟରରେ ସୂଚନା ଦେଇଛନ୍ତି। ଆଗାମୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri