ପଞ୍ଜାବରେ ଯୁବିଙ୍କ ମୂର୍ତ୍ତି ଉନ୍ମୋଚିତ
ଚଣ୍ଡିଗଡ଼,୪ା୧- ୨୦୦୭ ଟି୨୦ ବିଶ୍ୱକପ୍ ଓ ୨୦୧୧ ଆଇସିସି ବିଶ୍ବକପ୍ରେ ଚାମ୍ପିୟନ ଭାରତୀୟ ଦଳର ଗୁରୁତ୍ୱପୂର୍ଣ୍ଣ ସଦସ୍ୟ ଯୁବରାଜ ସିଂ (ଯୁବି)ଙ୍କ ଏକ ମୂର୍ତ୍ତି ସ୍ଥାପନ କରାଯାଇଛି। ଫିରୋଜପୁର ଜିଲା କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡ ବାହାରେ ଥିବା ଏହି ମୂର୍ତ୍ତିକୁ ସ୍ଥାନୀୟ…
ମହିଳା ଚ୍ୟାଲେଞ୍ଜର ଟ୍ରଫି ଖରାପ ପାଗ ଯୋଗୁ ଆଶଙ୍କାରେ ପ୍ରଥମ ମ୍ୟାଚ
କଟକ ଅଫିସ,୪ା୧-ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଆନୁକୂଲ୍ୟରେ ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫି ଶନିବାରଠାରୁ ସ୍ଥାନୀୟ ବାରବାଟୀ ଷ୍ଟାଡିୟମରେ ଆରମ୍ଭ ହେବ। ପ୍ରଥମ ଦିବସରେ ଇଣ୍ଡିଆ-ଏ ଓ ଇଣ୍ଡିଆ-ବି ମଧ୍ୟରେ ମ୍ୟାଚ୍ ପାଇଁ କାର୍ଯ୍ୟସୂଚୀ ରହିଛି। ତେବେ ଅଦିନିଆ ବର୍ଷା…
ରଣଜୀ ମୁକାବିଲା: ବର୍ଷା ଧୋଇଦେଲା ପ୍ରଥମ ଦିନର ଖେଳ
କଟକ ଅଫିସ,୪ା୧- ତ୍ରିପୁରାର ଅଗରତାଲାସ୍ଥିତ ମହାରାଜା ବୀର ବିକ୍ରମ କଲେଜ ଷ୍ଟାଡିୟମରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଥିବା ଓଡ଼ିଶା-ତ୍ରିପୁରା ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ୍ର ପ୍ରଥମ ଦିବସ ଖେଳ ବର୍ଷା ଯୋଗୁଁ ବାଧାପ୍ରାପ୍ତ ହୋଇଛି। ଦିନ ତମାମ୍ ବର୍ଷା ଲାଗି ରହିବା…
ଏଟିପି କପ୍: ଜେଭରେଭ, ତିସିତ୍ସିପାସ୍ ପରାସ୍ତ
ସିଡ୍ନୀ, ୪ା୧ (ଏଏଫ୍ପି)-ଉଦ୍ଘାଟନୀ ଏଟିପି କପ୍ରେ ଆଲେକ୍ଜାଣ୍ଡର ଜେଭରେଭ ଏବଂ ଷ୍ଟିଫାନସ ତିସିତ୍ସିପାସଙ୍କ ବିପର୍ଯ୍ୟୟ ଘଟିଛି। ପ୍ରତିଯୋଗିତାରେ ଉଭୟେ ସେମାନଙ୍କ ପ୍ରଥମ ମ୍ୟାଚରେ ପରାଜିତ ହୋଇଛନ୍ତି। ବିଶ୍ୱର ୭ ନମ୍ବର ତଥା ଜର୍ମାନୀର ଜେଭରେଭ ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାରଙ୍କଠାରୁ ୪-୬,…
ବେଙ୍ଗାଲୁରୁ ଏଫ୍ସି ବିଜୟୀ
ବେଙ୍ଗାଲୁରୁ, ୪ା୧ (ପି.ଟି.)- ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ)ରେ ବେଙ୍ଗାଲୁରୁ ଏଫ୍ସି ଏହାର ପ୍ରଧାନ୍ୟ ଜାରି ରଖିଛି। ଶୁକ୍ରବାର ଅନୁଷ୍ଠିତ ଏକ ମ୍ୟାଚରେ ଦଳ ୨-୧ ଗୋଲ୍ରେ ଏଫ୍ସି ଗୋଆକୁ ହରାଇ ଦେଇଛି। ମ୍ୟାଚର ପ୍ରଥମାର୍ଦ୍ଧ ଖେଳ ଗୋଲଶୂନ୍ୟ ଭାବେ ଶେଷ…
୧୯ ବର୍ଷରୁ କମ୍ କ୍ରିକେଟ, ପ୍ରିୟମଙ୍କ ଶତକ: ଦକ୍ଷିଣ ଆଫ୍ରିକାକୁ ହରାଇଲା ଭାରତ
ଡର୍ବାନ, ୪ା୧ (ପି.ଟି.)-ଏଠାରେ ଚାଲିଥିବା ଚତୁଃରାଷ୍ଟ୍ରୀୟ ଦିନିକିଆ ସିରିଜରେ ଭାରତର ୧୯ବର୍ଷରୁ କମ୍ କ୍ରିକେଟ ଦଳ ବିଜୟ ସହ ଏହାର ଅଭିଯାନ ଆରମ୍ଭ କରିଛି। ଅଧିନାୟକ ପ୍ରିୟମ ଗର୍ଗଙ୍କ ଶତକ(୧୦୩ ବଲ୍ରୁ ୧୧୦ରନ) ସହାୟତାରେ ୬୬ ରନରେ ଦକ୍ଷିଣ ଆଫ୍ରିକାକୁ ପରାସ୍ତ…
ଶୁବମନ-ଅମ୍ପାୟର ଯୁକ୍ତିତର୍କ: ରଣଜୀ ଟ୍ରଫି ୧୦ମିନିଟ ଅଟକିଲା
ମୋହାଲି, ୪ା୧ (ପି.ଟି.)-ଭାରତୀୟ କ୍ରିକେଟର ଉଦୀୟମାନ ଷ୍ଟାର ଶୁବମନ ଗିଲ୍ ଏକ ବିବାଦରେ ଛନ୍ଦି ହୋଇଯାଇଛନ୍ତି। ଶୁକ୍ରବାର ଦିଲ୍ଲୀ ବିପକ୍ଷରେ ପଞ୍ଜାବର ଏକ ରଣ୍ଜୀ ମ୍ୟାଚ ବେଳେ ଫିଲ୍ଡ ଅମ୍ପାୟରଙ୍କ ସହିତ ଯୁକ୍ତି ପରେ ତାଙ୍କ ଆଉଟ୍କୁ ନାକଚ କରାଯାଇଥିଲା। ଏହି…
ଦ୍ୱିତୀୟ ଟେଷ୍ଟ: ଇଂଲଣ୍ଡ ୨୬୨/୯
କେପ୍ ଟାଉନ, ୪।୧- ସ୍ଥାନୀୟ ନ୍ୟୁଲାଣ୍ଡ୍ସ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଦକ୍ଷିଣ ଆଫ୍ରିକା ଓ ଭ୍ରମଣକାରୀ ଇଂଲଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍ ଆରମ୍ଭ ହୋଇଛି। ଟସ୍ ଜିତି ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମ ଇନିଂସ ଆରମ୍ଭ କରି…
ଅଲିମ୍ପିକ୍ସରେ ଭଲ ପ୍ରଦର୍ଶନ କରିବୁ: ଗୋପୀଚାନ୍ଦ
ନୂଆଦିଲ୍ଲୀ,୪।୧(ପି.ଟି.)- ଟୋକିଓରେ ଆୟୋଜନ ହେବାକୁ ଥିବା ଅଲିମ୍ପିକ୍ସରେ ଏଥର ଆମେ ଭଲ ପ୍ରଦର୍ଶନ କରିବୁ ବୋଲି ଭାରତର ଜାତୀୟ ବ୍ୟାଡମିଣ୍ଟନ କୋଚ୍ ପୁଲେଲା ଗୋପୀଚାନ୍ଦ କହିଛନ୍ତି। ସାଇନା ନେହ୍ବାଲ ଓ ପି.ଭି. ସିନ୍ଧୁଙ୍କ ଭଳି ଅଲିମ୍ପିକ ମେଡାଲିଷ୍ଟ ସୃଷ୍ଟି କରିଥିବା ଗୋପୀଚାନ୍ଦ…
ଲାବୁସେନଙ୍କ ଶତକ: ଅଷ୍ଟ୍ରେଲିଆ ୨୮୩/୩
ସିଡନୀ,୩।୧(ଏଏଫ୍ପି): ଇନ୍ଫର୍ମ ଟପ୍ ଅର୍ଡର ବ୍ୟାଟ୍ସମ୍ୟାନ ମାର୍ନସ ଲାବୁସେନଙ୍କ ଅପରାଜିତ ଶତକ ଓ ଅଭିଜ୍ଞ ଷ୍ଟିଭ୍ ସ୍ମିଥ୍ଙ୍କ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ମ୍ୟାଚ୍ରେ ଭଲ ଆରମ୍ଭ କରିଛି। ସ୍ଥାନୀୟ ସିଡ୍ନୀ କ୍ରିକେଟ ଗ୍ରାଉଣ୍ଡରେ ଶୁକ୍ରବାରଠାରୁ ଆରମ୍ଭ…
୨୧ ବର୍ଷରୁ ଟେବୁଲ ଟେନିସ: ମାନବ ବିଶ୍ୱର ୧ ନମ୍ବର
ନୂଆଦିଲ୍ଲୀ, ୩।୧(ପି.ଟି.): ସଦ୍ୟ ପ୍ରକାଶିତ ୨୧ ବର୍ଷରୁ କମ୍ ପୁରୁଷ ସିଙ୍ଗଲ୍ସ ବର୍ଗ ଅନ୍ତର୍ଜାତୀୟ ଟେବୁଲ ଟେନିସ ଫେଡେରେଶନ (ଆଇଟିଟିଏଫ୍) ର଼୍ୟାଙ୍କିଙ୍ଗ୍ରେ ଭାରତୀୟ ଯୁବ ଖେଳାଳି ମାନବ ଠାକ୍କର ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ୯ଟି ସ୍ଥାନ ଉପରକୁ ଉଠି ସେ…
ପାକିସ୍ତାନ ଖେଳାଳିଙ୍କୁ ଦେବାକୁ ପଡ଼ିବ ଫିଟ୍ନେସ ଟେଷ୍ଟ
ଲାହୋର,୩।୧(ପି.ଟି.)- ପାକିସ୍ତାନର କେନ୍ଦ୍ରୀୟ ଚୁକ୍ତିରେ ସାମିଲ ଥିବା ବାବର ଆଜାମ, ସର୍ଫରାଜ ଅହମ୍ମଦ, ଶାହିନ ଆଫ୍ରିଦୀଙ୍କ ଭଳି ଖେଳାଳି ଆସନ୍ତା ୬ ଓ ୭ ତାରିଖରେ ଫିଟନେସ ଟେଷ୍ଟର ସମ୍ମୁଖୀନ ହେବେ। ଏ ନେଇ ଶୁକ୍ରବାର ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)…
Archives


