ଖେଳ

କୋଭିଡ-୧୯ ସଂକ୍ରମଣ: ଥୋମାସ, ଉବର କପ୍‌ ଘୁଞ୍ଚିଲା

ନୂଆଦିଲ୍ଲୀ,୨୧।୩(ପି.ଟି.): କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ୟାଡମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟଏଫ୍‌) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛି। ବିଶ୍ୱର ଶ୍ରେଷ୍ଠ ପୁରୁଷ ଓ ମହିଳା ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ ରୂପେ ମାନ୍ୟତା ପାଇଥିବା ଥୋମାସ କପ୍‌ ଓ ଉମର କପ୍‌କୁ…

ଟୋକିଓ ଅଲିମ୍ପିକ୍ସ ସ୍ଥଗିତ ରଖିବାକୁ ୟୁଏସ୍‌ଏ ସୁଇମିଂର ପରାମର୍ଶ

ଲସଏଞ୍ଜେଲ୍ସ,୨୧।୩ (ଏଏଫ୍‌ପି): ଆମେରିକୀୟ ସନ୍ତରଣ ପ୍ରତିଯୋଗିତାର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ୟୁଏସ୍‌ଏ ସୁଇମିଂ ଆଗାମୀ ଟୋକିଓ ଅଲିମ୍ପିକ୍ସକୁ ସ୍ଥଗିତ ରଖିବାକୁ ପରାମର୍ଶ ଦେଇଛି। ସାରା ବିଶ୍ୱରେ କରୋନା ଭାଇରସ୍‌ ଏକ ମହାମାରୀ ରୁପେ କାୟା ବିସ୍ତାର କରିସାରିଥିବାରୁ ଅଲିମ୍ପିକକୁ ସ୍ଥଗିତ ରଖିବା…

ମହିଳା ରେସ୍‌ଲିଂ କୋଚ୍‌ ସ୍ବଦେଶ ଫେରିଲେ

ନୂଆଦିଲ୍ଲୀ, ୨୧ା୩ (ପି.ଟି.)-କୋଭିଡ୍‌-୧୯ ଆଶଙ୍କା ଯୋଗୁ ଲକ୍ଷ୍ନୌ ଓ ସୋନେପତ୍‌ଠାରେ ଚାଲିଥିବା ଜାତୀୟ କ୍ୟାମ୍ପ୍‌କୁ ବର୍ତ୍ତମାନ ପାଇଁ ବନ୍ଦ କରିଦେବା ଲାଗି ଜାତୀୟ ମହାସଂଘ ନିଷ୍ପତ୍ତି ନେଇଛି। ଫଳସ୍ବରୂପ ଭାରତୀୟ ମହିଳା ରେସ୍‌ଲିଂ ଟିମ୍‌ର ବିଦେଶୀ କୋଚ୍‌ ଆଣ୍ଡ୍ର୍ୟୁ କୁକ୍‌ ନିଜ…

ସ୍ନୁକର ବିଶ୍ୱକପ୍‌ ଘୁଞ୍ଚିଲା

ଲଣ୍ଡନ, ୨୧ା୩ (ଏଏଫ୍‌ପି)- କରୋନାଭାଇରସ ଜନିତ ସଂକଟ ଯୋଗୁ ବିଶ୍ୱ ସ୍ନୁକର ଚାମ୍ପିୟନଶିପ୍‌କୁ ସ୍ଥଗିତ ରଖାଯାଇଛି। ଓ୍ବାଲର୍‌ଡ ସ୍ନୁକର ଟୁର୍‌ (ଡବ୍ଲ୍ୟୁଏସ୍‌ଟି) ପକ୍ଷରୁ ଏହି ସୂଚନା ଦିଆଯାଇଛି। ଟୁର୍ନାମେଣ୍ଟ ଏପ୍ରିଲ ୧୮ରୁ ମେ ୪ ତାରିଖ ପର୍ଯ୍ୟନ୍ତ ଶିଫିଲ୍ଡସ୍ଥିତ କ୍ରୁସିବଲ ଥିଏଟର…

ଅନିର୍ଦ୍ଦିଷ୍ଟ କାଳପାଇଁ ଅଷ୍ଟ୍ରେଲିଆରେ ରହିବ ନ୍ୟୁଜିଲାଣ୍ଡ ରଗ୍‌ବୀ ଟିମ୍‌

ଓ୍ବେଲିଂଟନ, ୨୧ା୩ (ଏପି)- କରୋନାଭାଇରସ ସଙ୍କଟ ଜାରି ରହିଥିବାରୁ ନ୍ୟୁଜିଲାଣ୍ଡ ଓ୍ବାରିୟର୍ସ ରଗ୍‌ବୀ ଲିଗ୍‌ ଟିମ୍‌ ଅଷ୍ଟ୍ରେଲିଆରେ ଅନିର୍ଦ୍ଦିଷ୍ଟ କାଳପାଇଁ ଅଟକି ରହିବେ। ସେମାନେ ଅଷ୍ଟ୍ରେଲିଆର ନ୍ୟାଶନାଲ ରଗ୍‌ବୀ ଲିଗ୍‌ (ଏନଆର୍‌ଏଲ୍‌) ରେ ଖେଳ ଜାରି ରଖିବେ। କୋଭିଡ୍‌-୧୯ ଯୋଗୁ ଉଭୟ…

କୋଭିଡ- ୧୯: ଆଉ ୫ ଟୁର୍ନାମେଣ୍ଟକୁ ବାତିଲ କାଲା ବିଡବ୍ଲ୍ୟୁଏଫ୍‌

ନୂଆଦିଲ୍ଲୀ,୨୧।୩ (ପି.ଟି.)-କୋଭିଡ- ୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ୟାଡମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟଏଫ୍‌) ଆଉ ୫ଟି ଗୁରୁତ୍ୱପୂର୍ଣ୍ଣ ଟୁର୍ନାମେଣ୍ଟକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛି। ଏଥିରେ ୩ଟି ଅନ୍ତଃ ମହାଦେଶୀୟ ଟୁର୍ନାମେଣ୍ଟ ସାମିଲ ରହିଛି। ଏହି ଟୁର୍ନାମେଣ୍ଟଗୁଡିକ ମଧ୍ୟ ଟୋକିଓ ଅଲିମ୍ପିକ୍ସ…

କୋଭିଡ-୧୯ ପ୍ରତିବନ୍ଧକ: ବାଲା ଦେବୀଙ୍କ ସ୍କଟ୍‌ଲାଣ୍ଡ ରହଣି ବଢିଲା

ନୂଆଦିଲ୍ଲୀ, ୨୧।୩ (ପି.ଟି.)- କରୋନା ଭାଇରସ ବା କୋଭିଡ-୧୯ ପ୍ରତିବନ୍ଧ ପାଇଁ ଭାରତୀୟ ମହିଳା ଫୁଟବଲ ତାରକା ଏନ୍‌ ବାଲା ଦେବୀଙ୍କ ସ୍କଟଲାଣ୍ଡ ରହିଣିରେ ବୃଦ୍ଧି ଘଟିଛି। ପ୍ରଥମ ଭାରତୀୟ ଭାବେ ସେ ସ୍କଟିଶ ମହିଳା ପ୍ରିମିୟର ଲିଗ୍‌ କ୍ଲବ ରେଞ୍ଜର୍ସ…

କରୋନା ଭାଇରସ ସଂକ୍ରମଣ: ବ୍ରିଟିଶ ଅଲିମ୍ପିକ୍‌ ଆସୋସିଏଶନ ଚିନ୍ତିତ

ଲଣ୍ଡନ,୨୦।୩ (ଏଏଫ୍‌ପି)- କରୋନା ଭାଇରସ ସଂକ୍ରମଣ ନେଇ ବ୍ରିଟିଶ ଅଲିମ୍ପିକ୍ସ ମୁଖ୍ୟ ଚିନ୍ତା ପ୍ରକଟ କରିଛନ୍ତି। ଯଦି ଏହି ଭାଇରସ ସଂକ୍ରମଣକୁ ଠିକ୍‌ ସମୟରେ ନିୟନ୍ତ୍ରଣ ନ କରାଯାଏ ତା’ହେଲେ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ଆଥଲେଟମାନଙ୍କୁ ଉତ୍ସାହିତ କରାଯିବ ନାହିଁ ବୋଲି…

ଅଲିମ୍ପିକ୍‌ ଜ୍ୟୋତିକୁ ଜାପାନରେ ନୀରବ ସ୍ବାଗତ

ହିଗାଶିମାତ୍ସୁଶିମା, ୨୦।୩ (ଏଏଫ୍‌ପି)-କରୋନା ଭାଇରସ ସାରା ବିଶ୍ୱକ୍ରୀଡ଼ାକୁ ପ୍ରଭାବିତ କରିଥିବା ବେଳେ ଏବେ ଟୋକିଓରେ ଅଲିମ୍ପିକ୍ସ ଆୟୋଜନ ନେଇ ଆଶଙ୍କ ବୃଦ୍ଧିପାଇଛି। ତେବେ ଇତିମଧ୍ୟରେ ଶୁକ୍ରବାର ଜାପାନରେ ଅଲିମ୍ପିକ୍‌ ଜ୍ୟୋତିକୁ ସ୍ବାଗତ କରାଯାଇଛି। ଏହି ସ୍ବାଗତ ଉତ୍ସବ ସମ୍ପୂର୍ଣ୍ଣ ରୂପେ ଫିକା…

ସେଲ୍‌ଫ ଆଇସୋଲେଶନ ନିୟମ ଭଙ୍ଗ କରିବା ଲାଗି କ୍ଷମା ପ୍ରାର୍ଥନା କଲେ ଜୋଭିକ୍‌

ମାଡ୍ରିଡ୍‌, ୨୦।୩(ଏଏଫ୍‌ପି)- ରିୟଲ ମାଡ୍ରିଡ୍‌ ଷ୍ଟ୍ରାଇକର ଲୁକା ଜୋଭିକ୍‌ ସେଲଫ ଆଇସୋଲେଶନ ନିୟମ ଭଙ୍ଗ କରି ସର୍ବିୟା ଯାତ୍ରା କରିଛନ୍ତି। ତାଙ୍କୁ ସ୍ବଦେଶ ଫେରିବା ଲାଗି ଅନୁମତି ମିଳିଥିଲା ବୋଲି ସେ ଦାବି କରିଛନ୍ତି। କ୍ଲବର ଜଣେ ବାସ୍କେଟବଲ ଖେଳାଳିଙ୍କ ରିପୋର୍ଟ…

ଜନସାଧାରଣଙ୍କ ଲାଗି କୋଭିଡ୍‌-୧୯ ଟେଷ୍ଟ କରାଇବେ ନାହିଁ ସ୍ପାନିଶ କ୍ଲବ

ମାଡ୍ରିଡ୍‌, ୨୦।୩(ଏପି)- ସ୍ପେନ୍‌ର କିଛି ଫୁଟବଲ କ୍ଲବ ମାରାତ୍ମକ କରୋନା ଭାଇରସ୍‌ ଟେଷ୍ଟ ପାଇଁ ସ୍ପାନିଶ ଲିଗ୍‌ ପକ୍ଷରୁ ପ୍ରଦାନ କରାଯାଇଥିବା ଆବଶ୍ୟକ କିଟ୍‌ ବ୍ୟବହାର ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବିଭିନ୍ନ ଦଳର ଖେଳାଳି ଆକ୍ରାନ୍ତ ଥିବାରୁ ସ୍ପାନିଶ ଲିଗ୍‌…

ସେଲ୍‌ଫ ଆଇସୋଲେଶନରେ ରହିବେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୦।୩- ଷ୍ଟାର ଜଭେଲିନ ଥ୍ରୋୟର ନୀରଜ ଚୋପ୍ରାଙ୍କୁ ଏନ୍‌ଆଇଏସ୍‌ ପଟିଆଲଠାରେ ୧୪ ଦିନ ପାଇଁ ସେଲ୍‌ଫ ଆଇସୋଲେଶନରେ ରହିବାକୁ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ନିର୍ଦ୍ଦେଶ ଦେଇଛି। ସେ ତୁର୍କୀରେ ଟ୍ରେନିଂ ସାରି ଫେରିଛନ୍ତି। ଟୋକିଓ ଅଲିମ୍ପିକ୍ସ ଯୋଗ୍ୟତା ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?