ଜାହିରଙ୍କୁ ପଦ୍ମଶ୍ରୀ ସମ୍ମାନ
ନୂଆଦିଲ୍ଲୀ,୨୬।୧- ପୂର୍ବତନ ଭାରତୀୟ ପେସର ଜାହିର ଖାଁଙ୍କୁ ରବିବାର ଦେଶର ଚତୁର୍ଥ ସର୍ବୋଚ୍ଚ ନାଗରିକ ସମ୍ମାନ ପଦ୍ମଶ୍ରୀରେ ଭୂଷିତ କରାଯାଇଛି। ୨୦୧୫ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଥିଲେ ଦେଶର ସବୁଠୁ ସଫଳତମ ବାମହାତୀ ବୋଲର। ସେ ୨୦୧୧ ବିଶ୍ୱକପ୍ ଚାମ୍ପିୟନ…
ସାଧାରଣତନ୍ତ୍ର ଦିବସରେ ଟିମ୍ ଇଣ୍ଡିଆର ଭେଟି
ଅକ୍ଲାଣ୍ଡ,୨୬।୧- ଦେଶର ୭୧ତମ ସାଧାରଣତନ୍ତ୍ର ଦିବସରେ ବିଜୟ ଭେଟି ଦେଇଛି ଟିମ୍ ଇଣ୍ଡିଆ। ସ୍ଥାନୀୟ ଇଡେନ ପାର୍କରେ ଅନୁଷ୍ଠିତ ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍କୁ ଭାରତ ସହଜରେ ଜିତିନେଇଛି। ଘରୋଇ ଦଳ ପକ୍ଷରୁ ଧାର୍ଯ୍ୟ ୧୩୩ ରନ୍ର ବିଜୟ ଲକ୍ଷ୍ୟକୁ…
ଭାରତ ଆଗରେ ୧୩୩ ରନ୍ର ବିଜୟ ଲକ୍ଷ୍ୟ
ଅକ୍ଲାଣ୍ଡ,୨୬।୧- ଏଠାରେ ଚାଲିଥିବା ଦ୍ୱିତୀୟ ଦିନିକିଆ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ଦଳ ଭାରତ ଆଗରେ ୧୩୩ ରନ୍ର ବିଜୟ ଲକ୍ଷ୍ୟ ରଖିଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ଘରୋଇ ଦଳକୁ ଦୁଇ ଓପନର ମାର୍ଟିନ ଗୁପଟିଲ(୩୩) ଓ କଲିନ ମୁନ୍ରୋ(୨୬) ଭଲ…
ବସନ୍ତ ରାୟଜୀଙ୍କୁ ପୂରିଲା ଶହେ ବର୍ଷ: ସଚିନ-ଷ୍ଟିଭ୍ ଓ୍ବଗ୍ କାଟିଲେ କେକ୍
ନୂଆଦିଲ୍ଲୀ,୨୬।୧: ବରିଷ୍ଠ କ୍ରିକେଟର ବସନ୍ତ ରାୟଜୀଙ୍କୁ ରବିବାର ଶହେ ବର୍ଷ ପୂରିଛି। ଏହି ଅବସରରେ ମାଷ୍ଟର ବ୍ଲାଷ୍ଟର ସଚିନ୍ ତେନ୍ଦୁଲକର ଏବଂ ଅଷ୍ଟ୍ରେଲିଆ କ୍ରିକେଟର ଷ୍ଟିଭ୍ ଓ୍ବଗ୍ ବସନ୍ତଙ୍କ ସହିତ ମିଶି କେକ୍ କାଟୁଥିବାରୁ ଏକ ଭିଡ଼ିଓ ଟୁଇଟରରେ ଶେୟାର କରିଛନ୍ତି।…
ଚ୍ୟାରିଟି ମ୍ୟାଚ୍ ଖେଳିବେ ଆକ୍ରମ, ଯୁବରାଜ
ନୂଆଦିଲ୍ଲୀ,୨୬।୧- ପୂର୍ବତନ ପାକିସ୍ତାନ ଅଧିନାୟକ ଓ୍ବାସିମ ଆକ୍ରମ ଓ ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂ ବଶଫାୟାର ରିଲିଫ ମ୍ୟାଚ୍ରେ ଖେଳିବେ। ଏହି ଚ୍ୟାରିଟି ମ୍ୟାଚ୍ ୮ ତାରିଖରେ ଅଷ୍ଟ୍ରେଲିଆର ମେଲବୋର୍ନ ଗ୍ରାଉଣ୍ଡରେ ଅନୁଷ୍ଠିତ ହେବ। ମ୍ୟାଚ୍ରୁ ଆଦାୟ ସମସ୍ତ ଅର୍ଥ…
ଧୋନୀଙ୍କ ପାଇଁ ପାଗଳ ପ୍ରଶଂସକ: ପ୍ରସ୍ତୁତ କଲେ ରାପ୍ ସଙ୍ଗ୍, ୟୁଟ୍ୟୁବରେ ମଚାଇଲା ଧୁମ୍
ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ପୁଣି କେବେ କ୍ରିକେଟକୁ ଫେରିବେ ତାକୁ ନେଇ ସବୁଠି ଚର୍ଚ୍ଚା। ପ୍ରଶଂସକମାନେ ମଧ୍ୟ ତାଙ୍କ ଫେରିବା ବାଟକୁ ଚାହିଁ ବସିଛନ୍ତି। ନିକଟରେ ଧୋନୀଙ୍କର ଜଣେ ପ୍ରଶଂସକ ତାଙ୍କୁ ନେଇ ଏକ…
ସଚିନଙ୍କଠାରୁ ଧୋନୀ: ଏହି ୫ ଖେଳାଳି ସେନା ପୋଷାକ ପିନ୍ଧି ଉଡାଇଥିଲେ ତ୍ରିରଙ୍ଗା
ଭାରତୀୟ କ୍ରିକେଟ ଦଳର ଏମିତି କିଛି ଖେଳାଳି ଅଛନ୍ତି, ଯେଉଁମାନେ ଭାରତୀୟ ସେନାରେ ନିଜକୁ ସାମିଲ କରିଛନ୍ତି। ହେମୁ ଅଧିକାରୀ, ମହେନ୍ଦ୍ର ସିଂ ଧୋନୀ, ସଚିନ ତେନ୍ଦୁଲକର ଏବଂ ସିକେ ନାଇଡୁଙ୍କ ଭଳି ଖେଳାଳି କ୍ରିକେଟ ସହ ଭାରତୀୟ ସେନାର ବିଭିନ୍ନ…
‘ନିଜକୁ ହିଁ ଦୋଷ ଦେଇପାରିବେ ପନ୍ତ’
ନୂଆଦିଲ୍ଲୀ,୨୬।୧- ରିଷଭ ପନ୍ତ ଭାରତୀୟ ଦଳରୁ ବାଦ୍ ପଡ଼ିବା ପାଇଁ କେବଳ ନିଜକୁ ଦୋଷ ଦେଇପାରିବେ। ତାଙ୍କୁ ଯଥେଷ୍ଟ ସୁଯୋଗ ମିଳିଛି। ମାତ୍ର ସେ ପ୍ରଦର୍ଶନ କରିବାରେ ବିଫଳ ହୋଇଛନ୍ତି। ଏଭଳି ମତ ଦେଇଛନ୍ତି ପୂର୍ବତନ ଅଧିନାୟକ କପିଳ ଦେବ। ଲୋକେଶ…
ପଡ଼ିଲା ପ୍ରଥମ ଉଇକେଟ
ଅକ୍ଲାଣ୍ଡ,୨୬।୧- ଭାରତ ବିପକ୍ଷ ଦ୍ୱିତୀୟ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ତା’ର ପ୍ରଥମ ଉଇକେଟ ହରାଇଛି। ଦଳୀୟ ସ୍କୋର ୬ ଓଭରରେ ୪୮ ରନ୍ ହୋଇଥିବାବେଳେ ମାର୍ଟିନ ଗୁପଟିଲ (୩୩)ଙ୍କ ରୂପେ ପ୍ରଥମ ବ୍ୟାଟ୍ସମ୍ୟାନ ପ୍ୟାଭିଲିୟନ ଫେରିଛନ୍ତି। ତାଙ୍କ ଉଇକେଟ ହାତେଇଛନ୍ତି…
ପ୍ରଥମେ ବୋଲିଂ କରିବ ଭାରତ
ଅକ୍ଲାଣ୍ଡ,୨୬।୧- ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍ରେ ଭାରତ ପ୍ରଥମେ ବୋଲିଂ କରିବ। ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଥମ ମ୍ୟାଚ୍ରେ ବିଶାଳ ବିଜୟଲକ୍ଷ୍ୟର ପିଛା କରି ବିଜୟ ହାସଲ କରିଥିବା…
ଆଗୁଆ ସିରିଜ କବ୍ଜା କଲା ପାକିସ୍ତାନ
ଲାହୋର, ୨୬।୧ (ଏଏଫ୍ପି)- ଅଧିନାୟକ ବାବର ଆଜାମ ଓ ଭେଟେରାନ ବ୍ୟାଟ୍ସମ୍ୟାନ ମହମ୍ମଦ ହାଫିଜଙ୍କ ଅପରାଜିତ ଅର୍ଦ୍ଧଶତକୀୟ ଇନିଂସ ବଳରେ ଶନିବାର ଏଠାରେ ଖେଳାଯାଇଥିବା ୨ୟ ଟି୨୦ ମ୍ୟାଚ୍ରେ ଘରୋଇ ପାକିସ୍ତାନ ୯ ଉଇକେଟ୍ରେ ବାଂଲାଦେଶକୁ ପରାସ୍ତ କରିଛି। ଭ୍ରମଣକାରୀ ବାଂଲାଦେଶ…
ଟି୨୦: ଭାରତ ନ ଆସିଲେ ଆମେ ଯିବୁନି: ପିସିବି
କରାଚୀ, ୨୬ା୧ (ପି.ଟିି.)- ଚଳିତ ବର୍ଷ ସେପ୍ଟେମ୍ବରରେ ପାକିସ୍ତାନ ଟି୨୦ ଏସିଆ କପ୍ ଆୟୋଜନ କରୁଛି। ଏଥିରେ ଅଂଶଗ୍ରହଣ ଲାଗି ଭାରତ ଯଦି ରାଜି ନ ହୁଏ ତେବେ ୨୦୨୧ରେ ଏହି ଦେଶରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍ ଲାଗି ଆମେ…
Archives


