ଖେଳାଳିଙ୍କ ନିରାପତ୍ତା ସହ ବୁଝାମଣା କରାଯାଇଥିଲା: ସାଇନା
ନୂଆଦିଲ୍ଲୀ,୧୮।୩(ପି.ଟି.)- ଭାରତୀୟ ମହିଳା ବ୍ୟାଡମିଣ୍ଟନ ତାରକା ସାଇନା ନେହ୍ବାଲ ଗତ ସପ୍ତାହରେ ଖେଳାଯାଇଥିବା ଅଲ ଇଂଲଣ୍ଡ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍ର ଆୟୋଜନ ନେଇ ପ୍ରଶ୍ନ ଉଠାଇଛନ୍ତି। ଖେଳାଳିଙ୍କ ନିରାପତ୍ତାକୁ ହେୟ କରି ଅର୍ଥକୁ ଅଧିକ ଗୁରୁତ୍ୱ ଦିଆଯାଇଥିଲା ବୋଲି ସେ ଅଭିଯୋଗ ଆଣିଛନ୍ତି।…
କାଉଣ୍ଟି ଖେଳିବେ ହନୁମା
ନୂଆଦିଲ୍ଲୀ, ୧୮।୩ (ପି.ଟି.)- ବିଶ୍ୱବ୍ୟାପୀ ଆତଙ୍କ ସୃଷ୍ଟି କରିଥିବା ମାରାତ୍ମକ କରୋନା ଭାଇରସ୍ ଲାଗି ପ୍ରାୟ ସମସ୍ତ ଖେଳ ବାତିଲ ହୋଇସାରିଛି। ଏହି ଅବସରରେ ଖେଳାଳିମାନେ ଘରେ ରହି ସମୟ ଅତିବାହିତ କରୁଛନ୍ତି। ଭାରତୀୟ କ୍ରିକେଟର୍ ହନୁମା ବିହାରୀ ଆଗାମୀ ଗ୍ରୀଷ୍ମ…
ନ୍ୟୁଜିଲାଣ୍ଡ କ୍ରିକେଟର୍ ଏଲିସ୍ଙ୍କ ଅବସର
ଓ୍ବେଲିଂଟନ, ୧୯।୩- ଇଂଲଣ୍ଡ କାଉଣ୍ଟି କ୍ରିକେଟ୍ କ୍ଲବ କେଣ୍ଟରବରୀ ତଥା ନ୍ୟୁଜିଲାଣ୍ଡ ବୋଲିଂ ଅଲ୍ରାଉଣ୍ଡର ଆଣ୍ଡ୍ରିଉ ଏଲିସ୍ ୧୮ ବର୍ଷର କ୍ୟାରିୟରରେ ପୂର୍ଣ୍ଣଛେଦ ଟାଣି ଗୁରୁବାର ଅବସର ଘୋଷଣା କରିଛନ୍ତି। ୩୭ ବର୍ଷୀୟ ଏଲିସ୍ ୨୦୧୨ରେ ଜିମ୍ବାଓ୍ବେ ବିପକ୍ଷରେ ଦିନିକିଆ ପଦାର୍ପଣ…
ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ନେଭିଲେଙ୍କ ହୋଟେଲ ଫ୍ରି
ଲଣ୍ଡନ, ୧୯।୩- ମାରାତ୍ମକ କରୋନା ଭାଇରସ୍ ବିଶ୍ୱରେ ଏହାର କାୟା ବିସ୍ତାର କରି ଚାଲିଛି। ଏଭଳି ଏକ ଦୁର୍ଦ୍ଦିନ ସମୟରେ ଇଂଲଣ୍ଡ ତଥା ମାଞ୍ଚେଷ୍ଟର ୟୁନାଇଟେଡ୍ର ପୂର୍ବତନ ଫୁଟ୍ବଲ ଖେଳାଳି ଗ୍ୟାରୀ ନେଭିଲେ ସହାୟତାର ହାତ ବଢ଼ାଇଛନ୍ତି। ନ୍ୟାଶନାଲ ହେଲ୍ଥ ସର୍ଭିସ…
ଜୁନ୍ ୭ ପର୍ଯ୍ୟନ୍ତ ଡବ୍ଲ୍ୟୁଟିଏ, ଏଟିପି ସିଜନ ବନ୍ଦ
ଓ୍ବାଶିଂଟନ, ୧୯।୩ (ଏପି)- କରୋନା ଭାଇରସ୍ର ଆତଙ୍କକୁ ନଜରରେ ରଖି ସମସ୍ତ ପୁରୁଷ ଓ ମହିଳା ପ୍ରଫେଶନାଲ ଟେନିସ ଟୁର୍ନାମେଣ୍ଟକୁ ଜୁନ୍ ୭ ପର୍ଯ୍ୟନ୍ତ ବାତିଲ କରାଯାଇଛି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ପ୍ରତିଯୋଗିତା ଆୟୋଜନ ହୋଇପାରିବ ନାହିଁ ବୋଲି ଆସୋସିଏଶନ…
ସମର୍ସେଟ୍ରେ ଯୋଗ ଦେବେନି ଆହତ ଓ୍ବାଡେ
ସିଡ୍ନୀ, ୧୯।୩ (ଏଏଫ୍ପି)- ବିସ୍ଫୋରକ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍ ମାଥ୍ୟୁ ଓ୍ବାଡେ ଆଘାତଜନିତ ସମସ୍ୟା ଲାଗି କାଉଣ୍ଟି କ୍ରିକେଟ୍ କ୍ଲବ ସମର୍ସେଟ୍ ଦଳରେ ଯୋଗଦେବେ ନାହିଁ। ୩୨ ବର୍ଷୀୟ ଓ୍ବାଡେ ବର୍ତ୍ତମାନ ଆଣ୍ଠୁଜନିତ ସମସ୍ୟା ଦେଇ ଗତି କରୁଛନ୍ତି। ଏହି ବାମହାତୀ ବ୍ୟାଟ୍ସମ୍ୟାନ…
କରୋନାକୁ ଲଢ଼ିବା ପାଇଁ ଜର୍ମାନୀ ଫୁଟ୍ବଲର୍ଙ୍କ ବଦାନ୍ୟତା
ବର୍ଲିନ, ୧୯।୩ (ଏଏଫ୍ପି)- ସାରା ବିଶ୍ୱରେ କରୋନା ଭାଇରସ୍ ଆତଙ୍କ ଖେଳାଇ ଚାଲିଥିବାବେଳେ ଏହାକୁ ମୁକାବିଲା କରିବା ପାଇଁ ଜର୍ମାନୀ ଜାତୀୟ ଫୁଟ୍ବଲ ଦଳର ଖେଳାଳିମାନେ ଆଗେଇ ଆସିଛନ୍ତି। ଏହି ମହାମାରୀରୁ ସୃଷ୍ଟି ହୋଇଥିବା ସଙ୍କଟକୁ ମୁକାବିଲା କରିବା ପାଇଁ ଜର୍ମାନୀ…
୫୦ କୋଟିରୁ ଊର୍ଦ୍ଧ୍ୱ ମୂଲ୍ୟରେ ଘର ବିକିବେ ଓ୍ବର୍ନ
ନୂଆଦିଲ୍ଲୀ, ୧୯।୩- ପୁରା ବିଶ୍ୱ ଯେତେବେଳେ ପ୍ରାଣଘାତୀ କରୋନା ଭାଇରସ୍ର ପ୍ରକୋପରେ ଥରହର ହେଉଛନ୍ତି ସେତେବେଳେ କିମ୍ବଦନ୍ତୀ ଅଷ୍ଟ୍ରେଲିଆ ସ୍ପିନର ସେନ ଓ୍ବର୍ନ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏହି ମହାନ ଲେଗ୍-ସ୍ପିନର ଇଂଲଣ୍ଡର ବ୍ରିଙ୍ଗଟନସ୍ଥିତ ନିଜ ବିଳାସପୂର୍ଣ୍ଣ ଘରକୁ ବିକିବା…
ହିଟ୍ଲରଙ୍କ ଶାସନରେ ଆରମ୍ଭ ହୋଇଥିଲା ଅଲିମ୍ପିକ୍ ମଶାଲ ରିଲେ
ଟୋକିଓ, ୧୯।୩(ଏପି)- ବିଶ୍ୱ କ୍ରୀଡ଼ା ସର୍ବଶ୍ରେଷ୍ଠ ମହାକୁମ୍ଭ ଅଲିମ୍ପିକ୍ସ ସହିତ ମଶାଲ ରିଲେ ପାରମ୍ପରିକ ଭାବେ ଯୋଡିହୋଇ ଆସିଛି। ତେବେ ଆଧୁନିକ ଅଲିମ୍ପିକ୍ସ ସହିତ ଏହା ପୂର୍ବରୁ ସାମିଲ ନ ଥିଲା। ଏକଥା ବହୁତ କମ୍ ଲୋକ ଜାଣିଥିବେ। ଜର୍ମାନୀରେ ଆଡଲ୍ଫ…
ଆଇସିସି ପ୍ୟାନେଲରେ ୨ ଭାରତୀୟ ମହିଳା ଅମ୍ପାୟର
ମୁମ୍ବାଇ, ୧୯।୩ (ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ୍ ପରିଷଦ (ଆଇସିସି) ଡେଭ୍ଲପମେଣ୍ଟ ଅମ୍ପାୟର ପ୍ୟାନେଲରେ ଦୁଇଜଣ ଭାରତୀୟ ମହିଳା ଅମ୍ପାୟର ସ୍ଥାନ ପାଇଛନ୍ତି। ସୋମାନେ ହେଲେ ମୁମ୍ବାଇର ବିନ୍ଦ୍ରା ରଥି ଓ ତାମିଲନାଡ଼ୁର ଜନନୀ ନାରାୟଣ। ଫଳରେ ଆଇସିସି ମହିଳା ଅମ୍ପାୟର ସଂଖ୍ୟା…
ଅନିଶ୍ଚିତତାରେ ଗ୍ରାଣ୍ଡସ୍ଲାମ ଟେନିସ
ପ୍ୟାରିସ, ୧୯ା୩- ବିଶ୍ୱରେ କରୋନା ଭାଇରସ ମହାମାରୀ ରୂପ ନେଇଥିବାବେଳେ ଅନ୍ତର୍ଜାତୀୟ ସ୍ତରରେ କ୍ରୀଡ଼ା ପ୍ରଭାବିତ ହୋଇଛି। ଅନେକ ପ୍ରତିଯୋଗିତା ବାତିଲ ହୋଇଥିବାବେଳେ କେତେକ ସ୍ଥଗିତ ରହିଛି ଏବଂ ଆଉ କେତେକ ଟୁର୍ନାମେଣ୍ଟ ପାଇଁ ନୂଆ ତାରିଖ ଧାର୍ଯ୍ୟ କରାଯାଉଛି। ଏଥିରେ…
ଅଲିମ୍ପିକ୍ସ ସ୍ବପ୍ନରେ ମିଡ୍ଫିଲ୍ଡର ରାଜ୍ କୁମାର
ବେଙ୍ଗାଲୁରୁ, ୧୯।୩- ଭାରତୀୟ ହକି ଦଳର ନୂଆ ଚେହେରା ହେଉଛନ୍ତି ରାଜ କୁମାର ପାଲ। ଉତ୍ତର ପ୍ରଦେଶର ଏହି ପ୍ରତିଭା ସମ୍ପନ୍ନ ଖେଳାଳି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ବେଲଜିୟମ ବିପକ୍ଷ ହକି ପ୍ରୋ ଲିଗ୍ ମ୍ୟାଚରେ ଅନ୍ତର୍ଜାତୀୟ ପଦାର୍ପଣ କରିଥିଲେ।…

