କୋରିଆ ମାଷ୍ଟର୍ସ ବ୍ୟାଡ୍ମିଣ୍ଟନ: ଶ୍ରୀକାନ୍ତ, ସମୀରଙ୍କ ଅଗ୍ରଗତି; ସୌରଭ ଆଉଟ୍
ଗ୍ବାଙ୍ଗଜୁ,୨୦।୧୧(ପି.ଟି.): କୋରିଆର ଗ୍ବାଙ୍ଗଜୁଠାରେ ଚାଲିଥିବା କୋରିଆ ମାଷ୍ଟର୍ସ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ଭାରତୀୟ ଖେଳାଳିମାନେ ଦମ୍ଦାର ଆରମ୍ଭ କରିଛନ୍ତି। ପୁରୁଷ ସିଙ୍ଗଲ୍ସ ଇଭେଣ୍ଟରେ ତରକା ଖେଳାଳି କିଡାମ୍ବୀ ଶ୍ରୀକାନ୍ତ ଓ ସମୀର ବର୍ମା ଅଗ୍ରଗତି କରି ଦ୍ୱିତୀୟ ରାଉଣ୍ଡରେ ପ୍ରବେଶ କରିଛନ୍ତି।...
ଐତିହାସିକ ଟେଷ୍ଟ ମ୍ୟାଚ୍ ପୂର୍ବ ପ୍ରସ୍ତୁତି: ଗୋଲାପୀ ରଙ୍ଗରେ ସଜେଇ ହେଉଛି ଇଡେନ ଗାର୍ଡେନ୍ସ
କୋଲକାତା,୨୦।୧୧: ଭାରତ ଏବଂ ବାଂଲାଦେଶ ମଧ୍ୟରେ ନଭେମ୍ବର ୨୨ ତାରିଖରୁ ୨୬ ତାରିଖ ମଧ୍ୟରେ କୋଲକାତାର ଇଡେନ ଗାର୍ଡେନ୍ସରେ ଐତିହାସିକ ଦିବାରାତ୍ର ଟେଷ୍ଟ ଖେଳାଯିବ। ଏହି ମ୍ୟାଚକୁ ସ୍ମରଣୀୟ କରିବା ପାଇଁ କୋଲକତାରେ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ପିଙ୍କ୍...
ଦିବାରାତ୍ର ଟେଷ୍ଟ: ‘ରିଷ୍ଟ ସ୍ପିନରଙ୍କୁ ଫାଇଦା ମିଳିବ’
ନୂଆଦିଲ୍ଲୀ, ୨୦।୧୧(ପି.ଟି.)-ଭାରତ ଏହାର ସର୍ବପ୍ରଥମ ଦିବାରାତ୍ର କ୍ରିକେଟ ଟେଷ୍ଟ କୋଲକାତାର ଇଡେନ ଗାର୍ଡେନରେ ଖେଳିବାକୁ ଯାଉଛି। ବାଂଲାଦେଶ ବିପକ୍ଷ ଏହି ଟେଷ୍ଟ ପିଙ୍କ୍ବଲ୍ରେ ଖେଳାଯିବ। ଫ୍ଲଡଲାଇଟ୍ରେ ପିଙ୍କ୍ବଲର ବ୍ୟବହାର କିପରି ରହିବ ଏହାକୁ ନେଇ ବିଭିନ୍ନ ପ୍ରକାର କଳ୍ପନା ଜଳ୍ପନା...
ଓମାନଠାରୁ ହାରି ଭାରତ ବିଶ୍ୱକପ୍ ଯୋଗ୍ୟତା ପର୍ଯ୍ୟାୟରୁ ବାଦ୍
ମସ୍କାଟ,୨୦।୧୧(ପି.ଟି.)- ୨୦୨୨ ଫିଫା ବିଶ୍ୱକପ୍ ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡରୁ ଭାରତ ବାଦ୍ ପଡିଛି। ମଙ୍ଗଳବାର ଅନୁଷ୍ଠିତ ମ୍ୟାଚ୍ରେ ଭାରତ ୧-୦ରେ ଓମାନଠାରୁ ପରାସ୍ତ ହେବା ପରେ ଏହା ସ୍ପଷ୍ଟ ହୋଇଛି। ସ୍ଥାନୀୟ ସୁଲତାନ କାବୁସ୍ ସ୍ପୋଟର୍ସ କମ୍ପ୍ଲେକ୍ସ ଷ୍ଟାଡିୟମରେ ଖେଳାଯାଇଥିବା...
କଳିଙ୍ଗ ଷ୍ଟାଡିୟମରେ କମଲ ହାସନ
ଭୁବନେଶ୍ୱର, ୨୦।୧୧(କ୍ରୀଡ଼ା ପ୍ରତିନିଧି)-ସମ୍ପ୍ରତି ଓଡ଼ିଶା ଗସ୍ତରେଥିବା ବଲିଉଡ ଅଭିନେତା ତଥା ଚଳଚ୍ଚିତ୍ର ନିର୍ମାତା ପଦ୍ମଶ୍ରୀ କମଲ ହାସନ ମଙ୍ଗଳବାର କଳିଙ୍ଗ ଷ୍ଟାଡିୟମ ପରିଦର୍ଶନ କରିଛନ୍ତି। ଷ୍ଟାଡିୟମରେ ଉପଲବ୍ଧ ସୁବିଧା ସୁଯୋଗ ଏବଂ ବିଶ୍ୱସ୍ତରୀୟ ଭିତ୍ତିଭୂମି ଦେଖି ସେ ଅଭିଭୂତ ହୋଇଛନ୍ତି।...
୨୦୨୦ ଅଲିମ୍ପିକ୍ସରୁ ୩ ଅଷ୍ଟ୍ରେଲୀୟ ଫୁଟବଲର ବାଦ୍ ପଡିଲେ
ସିଡ୍ନୀ, ୨୦।୧୧(ଏଏଫ୍ପି)- ଅଷ୍ଟ୍ରେଲିଆର ୩ଜଣ ୨୩ ବର୍ଷରୁ କମ୍ ଫୁଟବଲର ଆସନ୍ତାବର୍ଷ ଆୟୋଜନ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସରୁ ବାଦ୍ ପଡିଛନ୍ତି। କାମ୍ବୋଡିଆରେ ଜଣେ ମହିଳା ଏମାନଙ୍କ ବିରୋଧରେ ଅଭିଯୋଗ ଆଣିବାରୁ ଆସନ୍ତାବର୍ଷ ଅଗଷ୍ଟ ପର୍ଯ୍ୟନ୍ତ ଏମାନଙ୍କୁ ବାସନ୍ଦ କରାଯାଇଛି।...
ରଜତଙ୍କ ପୁନଃ ଅବସ୍ଥାନ ନେଇ ଓମ୍ବୁଡ୍ସମ୍ୟାନଙ୍କ ନିର୍ଦ୍ଦେଶକୁ ପ୍ରତ୍ୟାଖ୍ୟାନ
ନୂଆଦିଲ୍ଲୀ,୧୯।୧୧(ପି.ଟି.)- ଅଧ୍ୟକ୍ଷ ହିସାବରେ ବରିଷ୍ଠ ପତ୍ରକାର ରଜତ ଶର୍ମାଙ୍କ ପୁନଃ ଅବସ୍ଥାନ ନେଇ ଓମ୍ବୁଡ୍ସମ୍ୟାନ ଦେଇଥିବା ନିର୍ଦ୍ଦେଶକୁ ଦିଲ୍ଲୀ ଆଣ୍ଡ ଡିଷ୍ଟ୍ରିକ୍ଟ କ୍ରିକେଟ ଆସୋସିଏଶନ (ଡିଡିସିଏ) ଆପେକ୍ସ କାଉନସିଲ ପ୍ରତ୍ୟାଖାନ କରିଛି। ରଜତ ଶନିବାର ଡିଡିସିଏ ଅଧ୍ୟକ୍ଷ ପଦରୁ ଇସ୍ତଫା...
ପିଙ୍କ୍ ବଲ ଟେଷ୍ଟର ପ୍ରଥମ ୪ ଦିନର ଟିକେଟ ବିକ୍ରି
ମୁମ୍ବାଇ,୨୦।୧୧(ପି.ଟି.)- ଇଡେନ ଗାର୍ଡେନ୍ସଠାରେ ଖେଳାଯିବାକୁ ଥିବା ଐତିହାସିକ ପିଙ୍କ୍ ବଲ ଟେଷ୍ଟର ପ୍ରଥମ ୪ ଦିନର ଟିକେଟ ବିକ୍ରି ହୋଇଯାଇଛି ବୋଲି ବିସିସିଆଇ କ୍ରିକେଟ ସଭାପତି ସୌରଭ ଗାଙ୍ଗୁଲି ମଙ୍ଗଳବାର କହିଛନ୍ତି। ଏଥିନେଇ ସେ ବହୁତ ଖୁସି ଥିବା କହିଛନ୍ତି।...
ନୁର- ସୁଲତାନରେ ଇଣ୍ଡୋ- ପାକ୍ ଡେଭିସ କପ୍ ଟାଇ
ନୂଆଦିଲ୍ଲୀ,୧୯।୧୧ (ପି.ଟି.)- ପାକିସ୍ତାନର ରିଭ୍ୟୁ ଅପିଲକୁ ପ୍ରତ୍ୟାଖାନ କରିଛି ଅନ୍ତର୍ଜାତୀୟ ଟେନିସ ଫେଡେରେଶ (ଆଇଟିଏଫ୍)। ଅନ୍ୟପଟେ ଆଇଟିଏଫ୍ ଭାରତ ଓ ପାକିସ୍ତାନ ମଧ୍ୟରେ ଅୟୋଜନ ହେବାକୁ ଥିବା ଡେଭିସ୍ କପ୍ ଟାଇ ପାଇଁ ଏକ ନିରପେକ୍ଷ ଭେନ୍ୟୁର ନାମ ଘୋଷଣା...
ମହିଳା ଟ୍ରାପରେ ରାଜେଶ୍ୱରୀଙ୍କ ଜାତୀୟ ରେକର୍ଡ
ନୂଆଦିଲ୍ଲୀ,୧୯।୧୧(ପି.ଟି.)- ପଞ୍ଜାବର ରାଜେଶ୍ୱରୀ କୁମାରୀ ୬୩ତମ ଜାତୀୟ ଶଟଗନ ଶୁଟିଂ ଚାମ୍ପିୟନଶିପ୍ର ମହିଳା ଟ୍ରାପ ଇଭେଣ୍ଟରେ ଜାତୀୟ ରେକର୍ଡ ଭଙ୍ଗ କରିଛନ୍ତି। ଏ ନେଇ ଭାରତୀୟ ରାଇଫଲ ଆସୋସିଏଶନ (ଏନ୍ଆରଏଆଇ) ମଙ୍ଗଳବାର ସ୍ପଷ୍ଟ କରିଛି। ଯୋଗ୍ୟତା ପର୍ଯ୍ୟାୟରେ ମୋଟ ଉପରେ...
ଅମ୍ପାୟରଙ୍କ ତ୍ରୁଟି ପରେ ହୃଦ୍ଘାତ ନେଲା ବ୍ୟାଟ୍ସମ୍ୟାନଙ୍କ ଜୀବନ
ହାଇଦ୍ରାବାଦ,୧୯।୧୧- କ୍ରିକେଟରେ ଅମ୍ପାୟରଙ୍କ ତ୍ରୁଟି କରିବା କିଛି ନୂଆ କଥା ନୁହେଁ। ମାତ୍ର ଅମ୍ପାୟର ତ୍ରୁଟି ଯୋଗୁ ଆଉଟ ହୋଇଥିବା ବ୍ୟାଟ୍ସମ୍ୟାନ ଏତେ ବିଚଳିତ ହୋଇ ଉଠିଥିଲେ ଯେ, ତାଙ୍କୁ ହୃଦ୍ଘାତ ସମ୍ମୁଖୀନ ହେବାକୁ ପଡ଼ିଥିଲା। ଫଳରେ ଉକ୍ତ ଖେଳାଳିଙ୍କ...
ଶାହାଦତଙ୍କ ବାସନ୍ଦାଦେଶ ବଢ଼ିଲା ୫ ବର୍ଷ
ଢାକା,୧୯।୧୧- ବାଂଲାଦେଶ ଘରୋଇ ଟୁର୍ନାମେଣ୍ଟରେ ସାଥୀ ଖେଳାଳିଙ୍କୁ ଆକ୍ରମଣ କରିଥିବା ଘଟଣାରେ ପୂର୍ବତନ ପେସର ଶାହଦତ ହୋସେନଙ୍କୁ ୫ ବର୍ଷ ବାସନ୍ଦ କରାଯାଇଛି। ଏଥିରୁ ଦୁଇ ବର୍ଷ ସେ କୌଣସି ଇଭେଣ୍ଟରେ ଅଂଶଗ୍ରହଣ କରିପାରିବେ ନାହିଁ। ଏଥିସହ ଜରିମାନା ବାବଦକୁ...
Archives


