ଖେଳ

ବ୍ରାଜିଲ ଟେନିସ ଖେଳାଳି ଆଜୀବନ ବାସନ୍ଦ

ମେଲବୋର୍ନ,୨୫।୧(ଏଏଫ୍‌ପି)- ପୂର୍ବତନ ଟପ୍‌ ୧୦୦ ପୁରୁଷ ସିଙ୍ଗଲ୍ସ ଟେନିସ ଖେଳାଳି ଜୋଆଓ ସୋଉଜାଙ୍କୁ ଆଜୀବନ ବାସନ୍ଦାଦେଶରେ ଦଣ୍ଡିତ କରାଯାଇଛି। ଏଥିସହିତ ମ୍ୟାଚ୍‌ ଫିକ୍ସିଂ ଓ ଅନ୍ୟ ଦୁର୍ନୀତି ପାଇଁ ଦୁଇ ଲକ୍ଷ ଆମେରିକୀୟ ଡଲାର ଜରିମାନା କରାଯାଇଛି। ଏ ନେଇ ଟେନିସ…

ଶ୍ରେୟାସଙ୍କ ସ୍ଥାନ ପକ୍କା

ମୁମ୍ବାଇ,୨୫।୧- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ୍‌ରେ ବିସ୍ଫୋରକ ଅର୍ଦ୍ଧଶତକୀୟ ଇନିଂସ ଖେଳି ଚର୍ଚ୍ଚାକୁ ଆସିଛନ୍ତି ଶ୍ରେୟାସ ଆୟାର। ଏବେ ତାଙ୍କ ସମ୍ପର୍କରେ କିଛି ତଥ୍ୟ ସାମ୍ନାକୁ ଆସିଛି। ଆୟାର ୨୦୧୬ ରଣଜୀ ଟ୍ରଫିରେ ୧୧ ମ୍ୟାଚ୍‌ରୁ ୧୩୮୧ ରନ୍‌…

୮ମ ଶ୍ରେଣୀ ଛାତ୍ର ୪୫ କିମି ସାଇକେଲ ଚଳାଇ କଲେ ରେକର୍ଡ

ଶିମଲା,୨୫।୧: ହିମାଚଳପ୍ରଦେଶର ଜଣେ ୮ମ ଶ୍ରେଣୀ ଛାତ୍ର ୨ ଘଣ୍ଟା ୪୩ ମିନିଟ ସାଇକେଲ ଚଳାଇ ୪୫ କିମି ଦୂରତା ଅତିକ୍ରମ କରି ଏକ ରେକର୍ଡ କରିଛନ୍ତି। ସେ ସ୍ଥାନୀୟ ଉନାଠାରୁ ବଡ଼ସର ପର୍ଯ୍ୟନ୍ତ କୌଣସି ସ୍ଥାନରେ ନ ରହି ଲଗାତାର…

କ୍ରିକେଟ ଖେଳିଲେ ଫଡନବିସ-ଗଡକରି

ମୁମ୍ବାଇ,୨୫।୧: କେନ୍ଦ୍ରମନ୍ତ୍ରୀ ନିତିନ ଗଡକରି ଓ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟି(ଭାଜପା) ନେତା ଦେବେନ୍ଦ୍ର ଫଡନବିସଙ୍କ କ୍ରିକେଟ ଖେଳ ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି। ‘କସଦାର କ୍ରୀଡା ମହୋତ୍ସବ’ରେ ଏହି ୨ ନେତା ଶୁକ୍ରବାର ନାଗପୁରରେ…

କଟକରେ ଓଡ଼ିଶା ଏଫ୍‌ସିର ଚୟନ ଶିବିର

କଟକ ଅଫିସ,୨୫।୧- ସ୍ଥାନୀୟ ସତ୍ୟବ୍ରତ ଷ୍ଟାଡିୟମରେ ଓଡିଶା ଏଫ୍‌ସିର ଜୁନିୟର ଖେଳାଳି ଚୟନ ଶିବିର ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୩, ୧୫ ଓ ୧୮ବର୍ଷରୁ କମ୍‌ ବୟସ ବର୍ଗର ୩୦୦ ବାଳକ ଖେଳାଳି ଅଂଶଗ୍ରହଣ କରିଥିଲେ। ଏଥିମଧ୍ୟରୁ ପ୍ରାୟ ୧୦୦…

ଜାତୀୟ ଚୟନକର୍ତ୍ତା ଦୌଡ଼ରେ ଅଗରକର ସାମିଲ

ନୂଆଦିଲ୍ଲୀ, ୨୫ା୧ (ପି.ଟି.)-ଜାତୀୟ କ୍ରିକେଟର ଚୟନକର୍ତ୍ତା ପାଇଁ ଶୁକ୍ରବାର ଆବେଦନର ଅନ୍ତିମ ଦିବସ ଥିଲା। ପୂର୍ବତନ ଭାରତୀୟ ପେସ୍‌ ବୋଲର ଅଜିତ ଅଗରକର ଶେଷ ମୁହୂର୍ତ୍ତରେ ଦରଖାସ୍ତ କରିଛନ୍ତି। ଫଳରେ ଚେୟାରମ୍ୟାନ ପଦବୀ ପାଇଁ ସେ ଦୌଡ଼ରେ ଅନ୍ୟମାନଙ୍କଠାରୁ ଆଗରେ ରହିବେ।…

ଚତୁର୍ଥ ରାଉଣ୍ଡରେ ଫେଡରର, ଜୋକୋଭିଚ୍‌, ସିଲିକ

ମେଲବୋର୍ନ, ୨୫।୧(ଏଏଫପି)- ଅଷ୍ଟ୍ରେଲିଆନ ଓପନ ପୁରୁଷ ସିଙ୍ଗଲ୍ସରେ ଶୁକ୍ରବାର ସିଡେଡ ଖେଳାଳିମାନେ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସୁଇଜରଲାଣ୍ଡର ଅଭିଜ୍ଞ ଖେଳାଳି ତୃତୀୟ ସିଡ୍‌ ରୋଜର ଫେଡରର ମାରାଥନ ୪-୬, ୭-୬, ୬-୪, ୪-୬, ୭-୬ ସେଟ୍‌ରେ ଅଷ୍ଟ୍ରେଲିଆର ଜନ୍‌ ମିଲମ୍ୟାନଙ୍କୁ…

ଅଷ୍ଟ୍ରେଲିଆନ୍‌ ଓପନ୍‌ ଟେନିସ୍‌ ସେରେନା, ଓସାକାଙ୍କ ବିପର୍ଯ୍ୟୟ

ମେଲବୋର୍ନ,୨୫।୧ (ଏଏଫ୍‌ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ୍‌ ଟେନିସ ଟୁର୍ନାମେଣ୍ଟରେ ଶୁକ୍ରବାର ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ଏକାଧିକ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଅଭିଜ୍ଞ ଆମେରିକୀୟ ଖେଳାଳି ସେରେନା ଓ୍ବିଲିୟମ୍ସ, ଡେନ୍‌ମାର୍କର କାରୋଲିନ୍‌ ଓଜନିଆକି ଓ ଗତଥରର ଚାମ୍ପିୟନ ତଥା…

୧୯ ବର୍ଷରୁ କମ୍‌ ବିଶ୍ୱକପ୍‌: ଭାରତ- ଅଷ୍ଟ୍ରେଲିଆ କ୍ୱାର୍ଟର ଫାଇନାଲ

ବ୍ଲୋଏମଫେଣ୍ଟେନ,୨୫।୧(ପି.ଟି.)- ଦକ୍ଷିଣ ଆଫ୍ରିକାରେ ଚାଲିଥିବା ୧୯ ବର୍ଷରୁ କମ୍‌ ବିଶ୍ୱକପ୍‌ରେ ଭାରତ ଓ ଅଷ୍ଟ୍ରେଲିଆ କ୍ୱାର୍ଟର ଫାଇନାଲରେ ପରସ୍ପରକୁ ଭେଟିବା ସ୍ପଷ୍ଟ ହୋଇଛି। ଶୁକ୍ରବାର ଅନୁଷ୍ଠିତ ନ୍ୟୁଜିଲାଣ୍ଡ ବିପକ୍ଷ ବର୍ଷା ବାଧାପ୍ରାପ୍ତ ମ୍ୟାଚ୍‌ରେ ଭାରତ ଡକ୍‌ଓ୍ବର୍ଥ ଲୁଇସ୍‌ ନିୟମରେ ୪୪ ରନରେ…

ଜାତୀୟ ଜୁନିୟର ଭଲିବଲ: ସମୀର, ପାର୍ବତୀଙ୍କୁ ଓଡ଼ିଶାର ନେତୃତ୍ୱ

ଭୁବନେଶ୍ୱର, ୨୪।୧ (ସ୍ପୋଟର୍‌ସ ବ୍ୟୁରୋ)- ଆନ୍ଧ୍ର ପ୍ରଦେଶର ଓ୍ବାଇଏସ୍‌ଆର୍‌ କଡପ୍ପା ଜିଲାସ୍ଥିତ ରାଜାମପେଟ୍‌ଠାରେ ଆସନ୍ତା ୨୬ରୁ ୩୧ ତାରିଖ ପର୍ଯ୍ୟନ୍ତ ଜାତୀୟ ଜୁନିୟର ଭଲିବଲ୍‌ (ବାଳକ/ବାଳିକା) ଚାମ୍ପିୟନଶିପ୍‌ର ୪୬ତମ ସଂସ୍କରଣ ଅନୁଷ୍ଠିତ ହେବ। ଏଥିଲାଗି ଓଡ଼ିଶା ବାଳିକା ଓ ବାଳକ ଦଳ…

ପ୍ରଥମ ଟି୨୦ରେ ପାକିସ୍ତାନ ବିଜୟୀ

ଲାହୋର, ୨୪।୧- ଭ୍ରମଣକାରୀ ବାଂଲାଦେଶ ବିପକ୍ଷରେ ଶୁକ୍ରବାର ଏଠାରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ପାକିସ୍ତାନ ୫ ଉଇକେଟ୍‌ରେ ଜିତିନେଇଛି। ବାଂଲାଦେଶ ପକ୍ଷରୁ ଧାର୍ଯ୍ୟ ୧୪୨ ରନର ଲକ୍ଷ୍ୟକୁ ବାବର ଆଜାମଙ୍କ ନେତୃତ୍ୱାଧୀନ ପାକିସ୍ତାନ ୩ଟି ବଲ୍‌ ଓ ୫ ଉଇକେଟ୍‌…

ବଲ ଗର୍ଲଙ୍କୁ କିସ୍‌ କଲେ ନାଡାଲ

ମେଲବୋର୍ନ,୨୪।୧- ଚଳିତ ଅଷ୍ଟ୍ରେଲିଆନ ଓପନର ଏକ ଦ୍ୱିତୀୟ ରାଉଣ୍ଡ ମ୍ୟାଚ୍‌ବେଳେ ସ୍ପାନିଶ କିମ୍ବଦନ୍ତୀ ରାଫାଲ ନାଡାଲ ପ୍ରଶଂସକଙ୍କ ମନ ଜିଣିଛନ୍ତି। ଆର୍ଜେଣ୍ଟିନା ଫେଡୋରିକୋ ଡେଲବୋନିଙ୍କ ବିପକ୍ଷ ମ୍ୟାଚ୍‌ବେଳେ ନାଡାଲଙ୍କ ଏକ ଶକ୍ତିଶାଳୀ ଫୋରହ୍ୟାଣ୍ଡ ଶଟ ବଲ ଗର୍ଲଙ୍କ ମୁଣ୍ଡରେ ବାଜିଥିଲା। ୧୯…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri