୧୪ ଭାରତୀୟ ଖେଳାଳିଙ୍କୁ କୋଚିଂ ଦେବେ କ୍ରାମ୍ନିକ୍
ଚେନ୍ନାଇ, ୩୦ା୧୨ (ପି.ଟି.): ବିଶ୍ୱର ଦ୍ୱିତୀୟ ସର୍ବକନିଷ୍ଠ ଗ୍ରାଣ୍ଡମାଷ୍ଟର ଡି. ଗୁକେଶ ଏବଂ ଆର. ପ୍ରଗ୍ନାନନ୍ଧାଙ୍କ ସମେତ ୧୪ଜଣ ଯୁବ ଭାରତୀୟ ଚେସ୍ ଖେଳାଳିଙ୍କୁ କୋଚିଂ ଦେବେ ପୂର୍ବତନ ବିଶ୍ୱଚାମ୍ପିୟନ ଭ୍ଲାଡିମିର କ୍ରାମ୍ନିକ। ଏଥିଲାଗି ଚେନ୍ନାଇରେ ଜାନୁୟାରୀ ୮ରୁ ଏକ ୧୦…
ଭାରତ ଗସ୍ତ ଲାଗି ଅଷ୍ଟ୍ରେଲିଆ ଦିନିକିଆ ଦଳ ଘୋଷିତ
ମେଲବୋର୍ନ, ୩୦।୧୨(ପି.ଟି.)- ଆଗାମୀ ଭାରତ ଗସ୍ତ ପାଇଁ ଅଷ୍ଟ୍ରେଲିଆ ଦିନିକିଆ ଦଳ ଘୋଷିତ ହୋଇଛି। ଆହତ ହୋଇଥିବା ଦ୍ରୁତ ବୋଲର ସିନ ଆବୋଟ୍ଟଙ୍କ ବଦଳରେ ବିସ୍ଫୋରକ ଓପନିଂ ଅଲରାଉଣ୍ଡର ଡ’ଆର୍କି ଶର୍ଟଙ୍କୁ ଦଳରେ ସାମିଲ କରାଯାଇଛି। ଜାନୁୟାରୀ ୧୪ରେ ଅଷ୍ଟ୍ରେଲିଆ ଭାରତ…
ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍: ଶୀର୍ଷ ସ୍ଥାନ ବଜାୟ ରଖିଲେ କୋହଲି
ଦୁବାଇ,୩୦।୧୨(ପି.ଟି.)- ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍ରେ ଭାରତୀୟ ଅଧିନାୟକ ବିରାଟ କୋହଲି ବ୍ୟାଟିଂ ତାଲିକାର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ଫଳର ଶୀର୍ଷ ସ୍ଥାନରେ ରହି ସେ ବର୍ଷ ଶେଷ କରିବେ। ସେହିପରି ଟେଷ୍ଟ ସ୍ପେଶାଲିଷ୍ଟ…
ଅଲିମ୍ପିକ୍ କ୍ୱାଲିଫାୟର୍ସ: ଭାରତୀୟ ଦଳରେ ବକ୍ସର ବିକାଶ
ବେଙ୍ଗାଲୁରୁ, ୩୦।୧୨(ପି.ଟି.)- ପ୍ରତ୍ୟାବର୍ତ୍ତନରେ ଭାରତୀୟ ବକ୍ସର ବିକାଶ କ୍ରିଷନ ଦମ୍ଦାର ପ୍ରଦର୍ଶନ କରିଛନ୍ତି। ଏଠାରେ ଚାଲିଥିବା ଫାଇନାଲ ଟ୍ରାଏଲ ବାଉଟ୍ରେ ବିଜୟୀ ହୋଇ ବିକାଶ ଆସନ୍ତାବର୍ଷ ଟୋକିଓରେ ଆୟୋଜନ ହେବାକୁ ଥିବା ଟୋକିଓ ଅଲିମ୍ପିକ୍ସ କ୍ୱାଲିଫାୟର୍ସ ପାଇଁ ଭାରତୀୟ ବକ୍ସିଂ ଦଳରେ…
ଫୁଟଫାଥ୍ରେ ଜୀବନ ବିତାଉଥିବା ହକି ଖେଳାଳିଙ୍କୁ ସହାୟତାର ହାତ ବଢ଼ାଇଲେ ରିଜିଜୁ,ଅମିତାଭ
ନୂଆଦିଲ୍ଲୀ,୩୦।୧୨: କେବେ ଭାରତୀୟ ଟିମ୍ ପାଇଁ ହକି ଖେଳୁଥିବା ଏହି ଖେଳାଳିଙ୍କ ଜୀବନ ଏବେ ବିତୁଛି ରାସ୍ତାକଡ଼ରେ। ଥଣ୍ଡା କାକରରେ ଦିଲ୍ଲୀର ଫୁଟପାଥରେ ଏହି ପୂର୍ବତନ ଖେଳାଳି ନିଜର ଜୀବନ କାଟୁଛନ୍ତି। ସୋସିଆଲ ମିଡିଆରେ ତାଙ୍କର କାହାଣୀ ସାମ୍ନାକୁ ଆସିବା ପରେ…
ଦଶନ୍ଧିର ଓ୍ବିସ୍ଡେନ ଟି୨୦ ଦଳରେ କୋହଲି, ବୁମ୍ରା
ଲଣ୍ଡନ, ୩୦।୧୨(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଦ୍ରୁତ ବୋଲର ଯଶପ୍ରୀତ ବୁମ୍ରା ଦଶନ୍ଧିର ଓ୍ବିସ୍ଡେନ ଟି୨୦ ଦଳରେ ସ୍ଥାନ ପାଇଛନ୍ତି। ତେବେ ମହେନ୍ଦ୍ର ସିଂ ଧୋନୀଙ୍କ ସମେତ ଅନ୍ୟ କୌଣସି ଭାରତୀୟ ଖେଳାଳି ଏହି ଦଳରେ ସ୍ଥାନ ପାଇ…
ପାକିସ୍ତାନର ଏହି କ୍ରିକେଟର କହିଲେ ‘ଜୟ ଶ୍ରୀରାମ’
ଇସ୍ଲାମାବାଦ, ୩୦।୧୨: ହିନ୍ଦୁ ହୋଇଥିବାରୁ ପୂର୍ବତନ ପାକିସ୍ତାନ ଖେଳାଳି ଡାନିସ କନେରିଆଙ୍କୁ ଜାତୀୟ କ୍ରିକେଟ ଟିମରେ ବିରୋଧ କରାଯାଉଥିବା ଖବର ସାମ୍ନାକୁ ଆସିବା ପରେ ଏହାକୁ ନେଇ ବିବାଦ ସୃଷ୍ଟି ହୋଇଛି। ଏବେ ଡାନିସ୍ ନିଜ ୟୁଟ୍ୟୁବ୍ ଚ୍ୟାନେଲରେ ଏକ ଭିଡିଓ…
ବିଶ୍ୱ ମହିଳା ବ୍ଲିଜ୍ ଚେସ୍ ଚାମ୍ପିୟନଶିପ୍: ଦ୍ୱିତୀୟ ସ୍ଥାନରେ ହମ୍ପି
ମସ୍କୋ,୩୦।୧୨(ପି.ଟି.): ଏଠାରେ ଚାଲିଥିବା ମହିଳା ବିଶ୍ୱ ରାପିଡ୍ ଓ ବ୍ଲିଜ୍ ଚେସ୍ ଚାମ୍ପିୟନଶିପ୍ରେ ଭାରତୀୟ ଗ୍ରାଣ୍ଡ ମାଷ୍ଟର କୋନେରୁ ହମ୍ପି ଦ୍ୱିତୀୟ ଟାଇଟଲ ଦୌଡ଼ରେ ରହିଛନ୍ତି। ପ୍ରଥମ ଦିବସରେ ସେ ଅନ୍ୟ ୩ ଖେଳାଳିଙ୍କ ସହ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ୩୨…
ଦଶନ୍ଧିର ଟେଷ୍ଟ ଦଳରେ କୋହଲିଙ୍କୁ ଅଧିନାୟକ ବାଛିଲେ ପଣ୍ଟିଂ
ମେଲବୋର୍ନ,୩୦।୧୨(ପି.ଟି)- ଅଷ୍ଟ୍ରେଲିଆ ପୂର୍ବତନ ଅଧିନାୟକ ରିକି ପଣ୍ଟିଂ ଦଶନ୍ଧିର ଟେଷ୍ଟ ଦଳ ଚୟନ କରିଛନ୍ତି। ତାଙ୍କର ଏହି ଦଳରେ ସେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ନେତୃତ୍ୱ ପ୍ରଦାନ କରିଛନ୍ତି। ଏହି ଦଳରେ ୪ଜଣ ଇଂଲଣ୍ଡ କ୍ରିକେଟରଙ୍କୁ ମଧ୍ୟ ସେ ସ୍ଥାନ…
ଝିଅକୁ ଆଳତି କରୁଥିବା ଦେଖି ଟିଭି ଭାଙ୍ଗିଦେଇଥିଲେ ଏହି ପାକିସ୍ତାନ କ୍ରିକେଟର
କରାଚୀ,୩୦।୧୨: ପୂର୍ବତନ ପାକିସ୍ତାନ ସ୍ପିନର ଡାନିସ କନେରିଆ ଜଣେ ହିନ୍ଦୁ ହୋଇଥିବାରୁ ସାଥୀ ପାକିସ୍ତାନ ଖେଳାଳିମାନେ ମଧ୍ୟ ତାଙ୍କୁ ଅବହେଳା କରୁଥିଲେ। ଏପରିକି କେତେ ଜଣ ଖେଳାଳି କନେରିଆଙ୍କ ସହ ଏକାଠି ଖାଇବା ପାଇଁ ମଧ୍ୟ କୁଣ୍ଠିତ ହେଉଥିଲେ ବୋଲି ନିକଟରେ…
ଆଇଟିଏଫ ସିନିୟର ଗ୍ରେଡ୍-୩: ଟେନିସ ଦିଲୀପଙ୍କୁ ଡବଲ ଟାଇଟଲ
ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)- ଛତିଶଗଡ଼ର ଭିଲାଇଠାରେ ଅନୁଷ୍ଠିତ ସେଲ୍ ଆଇଟଇଏଫ ସିନିୟର ଗ୍ରେଡ୍-୩ ଟେନିସ ଚାମ୍ପିୟନଶିପ୍ରେ ଓଡ଼ିଶାର ଦିଲୀପ ମହାନ୍ତି ଡବଲ ଟାଇଟଲ ହାସଲ କରିଛନ୍ତି। ଏହା ଛଡ଼ା ସେ ଗୋଟିଏ ବିଭାଗରେ ରନର୍ସଅପ୍ ମଧ୍ୟ ହୋଇ ମୋଟ ୩ଟି ଟ୍ରଫି…
ବିଜୁ ପଟ୍ଟନାୟକ ଗୋଲ୍ଡ କପ୍: ଫୁଟବଲ ଫୁଲବାଣୀ ସ୍ପୋଟର୍ସ ହଷ୍ଟେଲ ଚାମ୍ପିୟନ
ଭୁବନେଶ୍ୱର, ୩୦।୧୨(କ୍ରୀଡ଼ା ପ୍ରତିନିଧି)- ୟୁନିଟ-୬ ଆଥଲେଟିକ୍ ଆସୋସିଏଶନ ଆନୁକୂଲ୍ୟରେ ଆୟୋଜିତ ବିଜୁ ପଟ୍ଟନାୟକ ଗୋଲ୍ଡ କପ୍ ଫୁଟବଲରେ ଫୁଲବାଣୀ ସ୍ପୋଟର୍ସ ହଷ୍ଟେଲ ଚାମ୍ପିୟନ ହୋଇଛି। ୟୁନିଟ-୬ ହାଇସ୍କୁଲ ପଡ଼ିଆରେ ରବିବାର ଅନୁଷ୍ଠିତ ତୀବ୍ର ସଂଘର୍ଷପୂର୍ଣ୍ଣ ଫାଇନାଲରେ ଫୁଲବାଣୀ ଦଳ ଟାଇବ୍ରେକର ୬-୫…
Archives


