କରୋନା ଆତଙ୍କ: ସ୍ପେନ୍ରେ ଫୁଟବଲ୍ କୋଚଙ୍କ ମୃତ୍ୟୁ
ମାଦ୍ରିଦ,୧୭।୩: କରୋନା ଭାଇରସ୍ ପ୍ରକୋପରୁ କେହି ବର୍ତ୍ତି ପାରିନାହାଁନ୍ତି। ସାରା ବିଶ୍ୱରେ କରୋନା ଭାଇରସ୍ରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ଏହାକୁ ରୋକିବା ପାଇଁ ପୂର୍ବରୁ କେତେକ ମ୍ୟାଚ୍ ବାତିଲ କରାଯାଇଥିବା ବେଳେ ଷ୍ଟାଡିୟମ୍ ଭିତରକୁ ଦର୍ଶକଙ୍କୁ ଯିବା…
୨୦୨୬ ଏସିଆନ ଗେମ୍ସରେ ସାମିଲ ହୋଇପାରେ ଖୋ ଖୋ
ନୂଆଦିଲ୍ଲୀ, ୧୬।୩ (ପି.ଟି.)- ପାରମ୍ପରିକ ଭାରତୀୟ କ୍ରୀଡ଼ା ଖୋ ଖୋ ୨୦୨୬ ଏସିଆନ ଗେମ୍ସରେ ସାମିଲ ହୋଇପାରେ। ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ)ର ସାଧାରଣ ସମ୍ପାଦକ ରାଜୀବ ମେହେଟ୍ଟା ସୋମବାର ଏହା ଆଶାପୋଷଣ କରିଛନ୍ତି। ‘୨୦୧୮ରେ ଜାକର୍ତ୍ତାରେ ଅନୁଷ୍ଠିତ ଏସିଆନ ଗେମ୍ସ…
ଜାତୀୟ ହକି ପାଇଁ ନୂଆ କାର୍ଯ୍ୟସୂଚୀ
ନୂଆଦିଲ୍ଲୀ, ୧୬।୩- କରୋନା ଭାଇରସ ସଂକ୍ରମଣ ଜନିତ ଗମ୍ଭୀର ପରିସ୍ଥିତିକୁ ଦୃଷ୍ଟିରେ ରଖି ହକି ଇଣ୍ଡିଆ ପକ୍ଷରୁ ଏପ୍ରିଲ ୧୦ରୁ ବିଭିନ୍ନ ଭେନ୍ୟୁରେ ଆରମ୍ଭ ହେବାକୁଥିବା ଜାତୀୟ ଚାମ୍ପିୟନଶିପ୍(ଜୁନିୟର ଓ ସବ୍ଜୁନିୟର, ମହିଳା/ପୁରୁଷ)କୁ ସ୍ଥଗିତ ରଖା ଯାଇଛି। ସୋମବାର ହକି ଇଣ୍ଡିଆ…
କରୋନା ଭୟ ସତ୍ତ୍ୱେ ଅଲିମ୍ପିକ୍ସ ବକ୍ସିଂ କ୍ୱାଲିଫାୟର ଚାଲିଛି
ଲଣ୍ଡନ, ୧୬ା୩ (ଏଏଫ୍ପି)-କରୋନା ଭାଇରସ୍ ଭୟ ସତ୍ତ୍ୱେ ୟୁରୋପ୍ ଫାଇଟରମାନଙ୍କ ଲାଗି ବକ୍ସିଂ କ୍ୱାଲିଫାୟର୍ସ ଲଣ୍ଡନଠାରେ ଯଥାରୀତି ଚାଲିଛି। ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ବକ୍ସିଂ ଟାସ୍କ ଫୋର୍ସର ନିର୍ଦ୍ଦେଶକ୍ରମେ ଅବଶ୍ୟ ସୋମବାରଠାରୁ ଏହା ରୁଦ୍ଧଦ୍ୱାର ମଧ୍ୟରେ ଅନୁଷ୍ଠିତ ହେଉଛି। କରୋନା…
ଅଲିମ୍ପିକ୍ସକୁ ନେଇ ଆଶଙ୍କାରେ ଦୂତୀ
ଭୁବନେଶ୍ୱର, ୧୬।୩(କ୍ରୀଡ଼ା ପ୍ରତିନିଧି)- କରୋନା ଭାଇରସ ସଂକ୍ରମଣ ପ୍ରଭାବରେ ବିଶ୍ୱସ୍ତରରେ କ୍ରୀଡ଼ା ପ୍ରଭାବିତ ହୋଇଥିବାବେଳେ ବ୍ୟକ୍ତିଗତଭାବେ ତାରକା ଆଥଲେଟ୍ମାନେ ବହୁତ କ୍ଷତିର ସମ୍ମୁଖୀନ ହେଉଛନ୍ତି। ଭାରତୀୟ ସ୍ପ୍ରିଣ୍ଟ କୁଇନ୍ ଓଡ଼ିଶାର ଦୂତୀ ଚାନ୍ଦ ମଧ୍ୟ ଏହାର ଶିକାର ହୋଇଛନ୍ତି। ଅଲିମ୍ପିକ୍ସ ଯୋଗ୍ୟତା…
ଆଇପିଏଲ୍ କ୍ୟାମ୍ପ ସ୍ଥଗିତ
ନୂଆଦିଲ୍ଲୀ, ୧୬ା୩ (ପି.ଟି.)-ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୮ଫ୍ରାଞ୍ଚାଇଜ୍ ସେମାନଙ୍କ ପ୍ରି-ଟୁର୍ନାମେଣ୍ଟ କ୍ୟାମ୍ପକୁ ବାତିଲ କରିଛନ୍ତି। କରୋନା ଭାଇରସ୍ ଆଶଙ୍କା ଲାଗି ବ୍ୟୟବହୁଳ ଇଭେଣ୍ଟକୁ ମାର୍ଚ୍ଚ ୨୯ରୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯିବାର ୩ ଦିନ ପରେ ଏହି ନିଷ୍ପତ୍ତି…
ଫୁଟ୍ବଲ ଭାଷ୍ୟକାରଙ୍କ ଚିକିତ୍ସା ଲାଗି କ୍ରୀଡ଼ାମନ୍ତ୍ରୀଙ୍କ ସହାୟତା
ନୂଆଦିଲ୍ଲୀ, ୧୬।୩ (ପି.ଟି.)-ସ୍ବାସ୍ଥ୍ୟଜନିତ ସମସ୍ୟା ଦେଇ ଗତି କରୁଥିବା ଫୁଟ୍ବଲ ଭାଷ୍ୟକାର ତଥା ଐତିହାସିକ ନୋଭି କାପାଡିଆଙ୍କ ଚିକିତ୍ସା ଖର୍ଚ୍ଚ ଲାଗି କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁ ସହାୟତାର ହାତ ବଢ଼ାଇଛନ୍ତି। କାପାଡିଆ ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ୪ ଦଶନ୍ଧି କରି ଚାକିରି…
ଛୁରି ଦେଖାଇ ପ୍ରିମିୟର ଲିଗ୍ ଖେଳାଳିଙ୍କ ଘର ଲୁଟିଲେ ଦୁର୍ବୃତ୍ତ
ଲାହୋର,୧୬।୩- ଟୋଟେନହାମ ହଟସ୍ପର ଡିଫେଣ୍ଡର ଜାନ ଭର୍ଟଘେନଙ୍କ ପରିବାରକୁ କିଛି ଦୁର୍ବୃତ୍ତ ଛୁରି ଦେଖାଇ ଲୁଟିଛନ୍ତି। ୪ ଜଣ ଦୁର୍ବୃତ୍ତ ମାସ୍କ ପିନ୍ଧି ଭର୍ଟଘେନଙ୍କ ଘରେ ପଶି ଚୋରି କରିଛନ୍ତି। ସେତେବେଳେ ବେଲଜିୟମ ଖେଳାଳିଙ୍କ ଘରେ ସ୍ତ୍ରୀ ସୋଫିଆ ସହ ଦୁଇ…
ମ୍ୟାକ୍ଲିହାନଙ୍କ ପାଇଁ ସ୍ତ୍ରୀ ଛାଡ଼ିଛନ୍ତି ନୋଟ୍
ଅକ୍ଲାଣ୍ଡ,୧୬।୩- ନ୍ୟୁଜିଲାଣ୍ଡ ପେସର ମିଚେଲ ମ୍ୟାକ୍ଲିହାନ ପାକିସ୍ତାନ ସୁପର ଲିଗ୍ (ପିଏସଏଲ)ରୁ ଫେରିବା ପରେ ୧୪ ଦିନ ପାଇଁ ନିଜ ଆଡ଼ୁ କ୍ୱାରାଣ୍ଟାଇନରେ ରହିଛନ୍ତି। ଏହି ଖେଳାଳି ଟୁଇଟରରେ ଏକ ଫଟୋ ଶେୟାର କରିଛନ୍ତି। ଉକ୍ତ ଫଟୋରେ ମ୍ୟାକ୍ଲିହାନଙ୍କ ଲାଗି ସ୍ତ୍ରୀ…
ଟ୍ରେନିଂ କ୍ୟାମ୍ପ ସ୍ଥଗିତ କଲା ଆରସିବି
ନୂଆଦିଲ୍ଲୀ,୧୬।୩- କରୋନା ଭାଇରସର ଭୟବହତା ଯୋଗୁ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ) ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ତା’ର ଟ୍ରେନିଂ କ୍ୟାମ୍ପକୁ ସ୍ଥଗିତ ରଖିଛି। ଏହା ଆସନ୍ତା ୨୧ ତାରିଖରୁ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଆରମ୍ଭ ହେବାକୁ ଥିଲା। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା…
ପିଏସଏଲରୁ ଓହରିଲେ ଲିନ
ଲାହୋର,୧୬।୩- ଲାହୋର କ୍ୱାଲାଣ୍ଡର୍ସ ଦଳକୁ ସେମିଫାଇନାଲରେ ପହଞ୍ଚାଇଥିବା ଅଷ୍ଟ୍ରେଲିଆନ ଟପ୍ ଅର୍ଡର ବ୍ୟାଟ୍ସମ୍ୟାନ କ୍ରିସ ଲିନ ପିଏସ୍ଏଲରୁ ଓହରିବାକୁ ନିଷ୍ପତ୍ତି ନେଇଛନ୍ତି। କରୋନା ଭାଇରସ ଯୋଗୁ ସେ ସୋମବାର ଅଷ୍ଟ୍ରେଲିଆ ଫେରିଯିବେ। ତେବେ ସମାନ କାରଣରୁ ବହୁ ବିଦେଶୀ ଖେଳାଳି ପିଏସ୍ଏଲ…
ପ୍ଲଙ୍କେଟ ଶିଲ୍ଡ ଟୁର୍ନାମେଣ୍ଟ ବାତିଲ, ଓ୍ବେଲିଂଟନ ଚାମ୍ପିୟନ
ଅକ୍ଲାଣ୍ଡ,୧୬।୩- କରୋନା ଭାଇରସର ଭୟବହତା ଯୋଗୁ ବହୁ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟ ବାତିଲ କିମ୍ବା ସ୍ଥଗିତ ହୋଇସାରିଛି। ଏହି ଧାରାରେ ଯୋଡ଼ି ହୋଇଛି ନ୍ୟୁଜିଲାଣ୍ଡର ପ୍ରଥମ ଶ୍ରେଣୀ କ୍ରିକେଟ ଟୁର୍ନାମେଣ୍ଟ ପ୍ଲଙ୍କେଟ ଶିଲ୍ଡ। ଇଭେଣ୍ଟର ଅନ୍ତିମ ଦୁଇ ରାଉଣ୍ଡ ମ୍ୟାଚ ବାତିଲ…

