ଖେଳ

ଅଭୟ ନେଗିଙ୍କ ନାମରେ ଦ୍ରୁତତ୍ତମ ଅର୍ଦ୍ଧଶତକ

ମେଘାଳୟର ଅଭୟ ନେଗି ସୟଦ ମୁସ୍ତାକ ଅଲି ଟି୨୦ କ୍ରିକେଟ୍‌ରେ ଦ୍ରୁତତ୍ତମ ଅର୍ଦ୍ଧଶତକ ହାସଲ କରିବାର ରେକର୍ଡ କରିଛନ୍ତି। ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ମିଜୋରାମ ବିପକ୍ଷ ମ୍ୟାଚ୍‌ରେ ୨୭ ବର୍ଷୀୟ ଡାହାଣହାତୀ ବ୍ୟାଟ୍ସମ୍ୟାନ ଅଭୟ ମାତ୍ର ୧୪ ବଲରୁ ୫୦...

ବିପିଏଲ୍‌ ଡ୍ରାଫ୍ଟରେ ଭାରତୀୟ ଖେଳାଳି

ଢାକା, ୧୮।୧୧- ବାଂଲାଦେଶ ପ୍ରିମିୟର ଲିଗ୍‌ (ବିପିଏଲ୍‌)ର ଆଗାମୀ ସିଜନ ଲାଗି ପ୍ରକାଶିତ ଖେଳାଳି ଡ୍ରାଫ୍ଟରେ ୩ ଜଣ ଭାରତୀୟ କ୍ରିକେଟର୍‌ ରହିଛନ୍ତି। ସେମାନେ ହେଲେ ମନବିନ୍ଦର ବିସ୍‌ଲା, ଦ୍ରୁତ ବୋଲର ମନ୍‌ପ୍ରୀତ୍‌ ଗୋନୀ ଓ ପୂର୍ବତନ ରାଜସ୍ଥାନ ରୟାଲ୍ସ...

ଫ୍ଲଡ୍‌ ଲାଇଟ୍‌ରେ ଭାରତୀୟ ଖେଳାଳିଙ୍କ ଅଭ୍ୟାସ

ଇନ୍ଦୋର, ୧୮।୧୧(ପି.ଟି.)- କୋଲକାତାର ଇଡେନ ଗାର୍ଡେନରେ ହେବାକୁଥିବା ଦିବାରାତ୍ର କ୍ରିକେଟ ଟେଷ୍ଟକୁ ଦୃଷ୍ଟିରେ ରଖି ଭାରତୀୟ ଖେଳାଳିମାନେ ଏଠାରେ ଫ୍ଲଡ୍‌ ଲାଇଟ୍‌ରେ ଅଭ୍ୟାସ କରିଛନ୍ତି। ଅଧିନାୟକ ବିରାଟ କୋହଲି, ରୋହିତ ଶର୍ମା ଏବଂ ତିନି ପେସ୍‌ ବୋଲର(ମହମ୍ମଦ ସାମି, ଈଶାନ୍ତ...

୧୭ ବର୍ଷରୁ କମ୍‌ ମହିଳା ଫୁଟବଲ: ଲାୟନ୍ସେସ ଚାମ୍ପିୟନ

କଲ୍ୟାଣୀ, ୧୮।୧୧- ଏଠାରେ ଅନୁଷ୍ଠିତ ୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ଚାମ୍ପିୟନଶିପ୍‌ରେ ଲାୟନ୍ସେସ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ଏହି ଦଳ ଟାଇଗ୍ରେସେସକୁ ୭-୨ ଗୋଲରେ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ଲିଣ୍ଡା କୋମ୍‌ ସେର୍ତୋ...

ଗର୍ଲଫ୍ରେଣ୍ଡ୍‌ଙ୍କ ସହ ସମୟ ବିତାଉଛନ୍ତି ହାର୍ଦ୍ଦିକ ପାଣ୍ଡ୍ୟା

ମୁମ୍ବାଇ,୧୮।୧୧: କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବେ ଅସୁସ୍ଥ ହୋଇ କ୍ରିକେଟରୁ ଦୂରେଇ ଅଛନ୍ତି। ପିଠିରେ ଆଘାତ ଲାଗିଥିବାରୁ ନିକଟରେ ସେ ଲଣ୍ଡନରେ ଅସ୍ତ୍ରୋପଚାର କରି ଫେରିଛନ୍ତି। ଏବେ ସେ ବିଶ୍ରାମ ନେବା ସହ ଗର୍ଲଫ୍ରେଣ୍ଡ୍‌ ସହ ସମୟ ବିତାଉଛନ୍ତି। ହାର୍ଦ୍ଦିକଙ୍କ...

ସୟଦ ମୁସ୍ତାକ ଅଲି ଟ୍ରଫି: ପୃଥ୍ବୀ ଶ’ଙ୍କ ପ୍ରଭାବୀ ପ୍ରତ୍ୟାବର୍ତ୍ତନ

ମୁମ୍ବାଇ, ୧୭।୧୧ (ପି.ଟି.)- ଡୋପିଂ ମାମଲାରେ ୮ ମାସ ବାସନ୍ଦ ଦଣ୍ଡ ଭୋଗି କ୍ରିକେଟ୍‌କୁ ପ୍ରତ୍ୟାବର୍ତ୍ତନ କରିଥିବା ମୁମ୍ବାଇ ଯୁବ ବ୍ୟାଟ୍ସମ୍ୟାନ ପୃଥ୍ବୀ ଶ’ ପ୍ରଥମ ମ୍ୟାଚ୍‌ରେ ପ୍ରଭାବୀ ପ୍ରଦର୍ଶନ କରିଛନ୍ତି। ରବିବାର ଅନୁଷ୍ଠିତ ସୟଦ ମୁସ୍ତାକ ଅଲି ଟି୨୦...

ଲି ଜିତିଲେ ହଂକଂ ଟାଇଟଲ

ହଂକଂ, ୧୭ା୧୧ (ଏଏଫ୍‌ପି)- ସ୍ଥାନୀୟ ଫେଭରାଇଟ୍‌ ଲି ଚିଉକ୍‌ ୟୁ ହଂକଂ ଓପନ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଜିତିଛନ୍ତି। ରବିବାର ଅନୁଷ୍ଠିତ ରୋମାଞ୍ଚକ ଫାଇନାଲରେ ସେ ଇଣ୍ଡୋନେସିଆର ଆନ୍ଥୋନୀ ଗିଣ୍ଟିଂଙ୍କୁ ୧୬-୨୧, ୨୧-୧୦, ୨୨-୧୦ରେ ହରାଇ ଦେଇଛନ୍ତି। ପଳରେ ପ୍ରଥମ ଥର...

ଏହି ଗେମ୍‌ ଖେଳିବାକୁ ପସନ୍ଦ କରନ୍ତି ମୟଙ୍କ ଅଗ୍ରଓ୍ବାଲ

ବାଲାଂଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ କ୍ୟାରିୟରର ଦ୍ୱିତୀୟ ଦ୍ୱିଶତକ ଅର୍ଜନ କରିଥିବା ମୟଙ୍କ ଅଗ୍ରଓ୍ବାଲ ନିଜ ଜୀବନର ଅନେକ ରହସ୍ୟ ଖୋଲିଛନ୍ତି। ସେ କହିଛନ୍ତି,କ୍ରିକେଟ ଖେଳିସାରିବା ପରେ ମନକୁ ହାଲ୍‌କା କରିବା ପାଇଁ ପବ୍‌ଜୀ ଗେମ୍‌ ଖେଳେ। ଏହାଦ୍ୱାରା ମନ...

ଏସିଆନ ୟୁଥ୍‌ ବକ୍ସିଂ: ଭାରତୀୟ ମହିଳାଙ୍କୁ ୫ ସ୍ବର୍ଣ୍ଣ, ପୁରୁଷଙ୍କୁ ୨ ରୌପ୍ୟ

ଉଲାନବାତାର,୧୭।୧୧(ପି.ଟି.): ମଙ୍ଗୋଲିଆର ଉଲାନବାତାରଠାରେ ଚାଲିଥିବା ଏସିଆନ ୟୁଥ ବକ୍ସିଂ ଚାମ୍ପିୟନଶିପ୍‌ରେ ଭାରତୀୟ ବକ୍ସରମାନେ ଦମ୍‌ଦାର ପ୍ରଦର୍ଶନ କରି ଏକାଧିକ ପଦକ ହାସଲ କରିଛନ୍ତି। ଭାରତୀୟ ମହିଳା ବକ୍ସରମାନେ ୫ଟି ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ ପୁରୁଷ ବକ୍ସର ୨ଟି...

ସଚିନଙ୍କୁ ରାଜନୀତିଠାରୁ ଦୂରେଇ ରହିବାକୁ ପରାମର୍ଶ ଦେଇଥିଲେ ଏହି ରାଜନେତା

ଶିବସେନାର ସଂସ୍ଥାପକ ବାଲ୍‌ ଠାକରେ ଆଜିର ଦିନରେ ହିଁ ଦୁନିଆରୁ ବିଦାୟ ନେଇଥିଲେ। ଜୀବନରେ କେବେ ନିର୍ବାଚନ ଲଢି ନ ଥିଲେ ମଧ୍ୟ ସେ ରାଜନୀତିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ଥରେ ବାଲ୍‌ ଠାକରେ ଟିମ୍‌ ଇଣ୍ଡିଆର ମହାନ...

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: କ୍ୟାରିୟର ଶ୍ରେଷ୍ଠ ସ୍ଥାନରେ ସାମି, ଅଗ୍ରଓ୍ବାଲ

ଦୁବାଇ,୧୭।୧୧ (ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ସାମି ଓ ଓପନର ମୟଙ୍କ ଅଗ୍ରଓ୍ବାଲ କ୍ୟାରିୟର ଶ୍ରେଷ୍ଠ ସ୍ଥାନ ହାସଲ କରିଛନ୍ତି। ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତ ଏକ ଇନିଂସ ଓ...

ନାମ ପରିବର୍ତ୍ତନ: ଆଇଏଏଏଫ୍‌ ହେଲା ଓ୍ବାଲର୍‌ଡ ଆଥଲେଟିକ୍ସ

ନୂଆଦିଲ୍ଲୀ,୧୭।୧୧: ବିଶ୍ୱ ଆଥଲେଟିକ୍ସ ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଇଣ୍ଟରନ୍ୟାଶନାଲ ଆସୋସିଏଶନ ଅଫ୍‌ ଆଥଲେଟିକ୍ସ ଫେଡେରେଶନ (ଆଇଏଏଏଫ୍‌)ର ନାମ ପରିବର୍ତ୍ତନ ହୋଇଛି। ଆଇଏଏଏଫ୍‌ ଏବେ ନୂଆ ନାମ ଓ୍ବାଲର୍‌ଡ ଆଥଲେଟିକ୍ସ ଭାବେ ପରିଚିତ ହେବ। ଏଥିସହିତ ଏହାର ଅଫିସିଆଲ ଓ୍ବେବସାଇଟ୍‌ର ନାମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri