ଖେଳ

ଟ୍ବିଲାଇଟ୍‌ ଟ୍ରେନିଂ: ଇନ୍ଦୋରରେ ଅଧିକ ୨ ଦିନ ରହିବେ କ୍ରିକେଟର

ଇନ୍ଦୋର,୧୭।୧୧(ପି.ଟି.)- ପ୍ରଥମଥର ପାଇଁ ଭାରତୀୟ କ୍ରିକେଟ ଦଳ ଆସନ୍ତା ୨୨ ତାରିତଖରୁ ଐତିହାସିକ ଇଡେନ ଗାର୍ଡେନରେ ଦିବାରାତ୍ର ଟେଷ୍ଟ ଖେଳିବ। ପିଙ୍କ୍‌ ବଲ୍‌ ବା ଗୋଲାପୀ ବଲ୍‌ରେ ଏହି ମ୍ୟାଚ ଖେଳାଯିବ। ଫଳରେ ସନ୍ଧ୍ୟା ତଥା ରାତିରେ ଅଭ୍ୟାସ କରିବା...

ଏସିସି ଇମର୍ଜିଂ ଟିମ୍ସ କପ୍‌: ଭାରତକୁ ହରାଇଲା ବାଂଲାଦେଶ

ସାଭର,୧୭।୧୧ (ପି.ଟି.)- ଗୋଟିଏ ପଟେ ବାଂଲାଦେଶ ସିନିୟର ଦଳ ପ୍ରଥମ ଟେଷ୍ଟରେ ଭାରତଠାରୁ ଇନିଂସ ପରାଜୟ ବରଣ କରିଥିବା ବେଳେ ଅନ୍ୟପଟେ ବାଂଲାଦେଶ ଜୁନିୟର ଦଳ ୬ ଉଇକେଟରେ ଭାରତକୁ ପରାସ୍ତ କରିଛି। ସାଭରଠାରେ ଚାଲିଥିବା ଏସିଆନ କ୍ରିକେଟ କାଉନସିଲ...

ଜନତଙ୍କୁ ୫ ଉଇକେଟ: ଦ୍ୱିତୀୟ ଟି୨୦ରେ ଆଫ୍‌ଗାନିସ୍ତାନ ବିଜୟୀ

ଲକ୍ଷ୍ନୌ,୧୭।୧୧(ପି.ଟି.)- ୨୧ ବର୍ଷୀୟ ମିଡିୟମ ପେସର କରିମ ଜନତଙ୍କ ଦମ୍‌ଦାର ପ୍ରଦର୍ଶନ (୫/୧୧) ସହାୟତାରେ ଆଫଗାନିସ୍ତାନ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜକୁ ୪୧ ରନରେ ପରାସ୍ତ କରିଛି। ଶନିବାର ଏଠାରେ ଖେଳାଯାଇଥିବା ମ୍ୟାଚ୍‌ରେ ଟସ୍‌ ଜିତି ଆଫଗାନିସ୍ତାନ ପ୍ରଥମେ ବ୍ୟାଟିଂ...

ଅନ୍ତର୍ଜାତୀୟ ବକ୍ସିଂ ଆସୋସିଏଶନ: ସରିତା ଦେବୀ ଆଥଲେଟ୍ସ କମିଶନକୁ ନିର୍ବାଚିତ

ନୂଆଦିଲ୍ଲୀ, ୧୭ା୧୧ (ପି.ଟି.)-ଭାରତର ଭେଟରାନ ମହିଳା ବକ୍ସର ଏଲ୍‌. ସରିତା ଦେବୀ ନିର୍ଦ୍ୱନ୍ଦ୍ୱରେ ଅନ୍ତର୍ଜାତୀୟ ବକ୍ସିଂ ଆସୋସିଏଶନ (ଏଆଇବିଏ) ଆଥଲେଟ୍ସ କମିଶନକୁ ନିର୍ବାଚିତ ହୋଇଛନ୍ତି। ସେ ଏସିଆନ ବ୍ଲକରୁ ପ୍ରତିନିଧିତ୍ୱ କରିବେ। ପଦବୀ ପାଇଁ ଏସିଆରୁ ସେ ଏକମାତ୍ର ପ୍ରାର୍ଥୀ...

ଫେଡରରଙ୍କୁ ହରାଇଲେ ତିସିତ୍‌ସିପାସ୍‌

ଲଣ୍ଡନ୧୭ା୧୧ (ଏଏଫ୍‌ପି)-ଏଟିପି ଫାଇନାଲ୍ସରେ ପ୍ରଥମ ପଦାର୍ପଣରେ ଗ୍ରୀସ୍‌ର ଷ୍ଟିଫାନୋସ ତିସିତ୍‌ସିପାସ୍‌ ବଡ଼ ସଫଳତା ହାସଲ କରିଛନ୍ତି। ଶନିବାର ସେ ୬ଥର ଚାମ୍ପିୟନ ରୋଜର ଫେଡରରଙ୍କୁ ୬-୩, ୬-୪ ସେଟ୍‌ରେ ପରାସ୍ତ କରି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ସୁଇଜରଲାଣ୍ଡର ୩୮...

ଜାପାନ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ: ଫାଇନାଲରେ ପ୍ରମୋଦ

ଭୁବନେଶ୍ୱର, ୧୭।୧୧ (ସ୍ପୋଟର୍‌ସ ବ୍ୟୁରୋ)- ଟୋକିଓରେ ଚାଲିଥିବା ଜାପାନ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାର ପୁରୁଷ ସିଙ୍ଗଲ୍ସ ଫାଇନାଲରେ ଓଡ଼ିଶାର ପ୍ରମୋଦ ଭଗତ ପ୍ରବେଶ କରିଛନ୍ତି। ସେମିଫାଇନାଲ ମ୍ୟାଚ୍‌ରେ ପ୍ରମୋଦ ୨୧-୭, ୨୧-୧୭ ସିଧାସଳଖ ଗେମ୍‌ରେ ଇଣ୍ଡୋନେସିଆର ମମନ ନୁର୍‌ଜାମନଙ୍କୁ...

ଇନ୍ଦୋର ଟେଷ୍ଟ: ଭାରତର ଇନିଂସ ବିଜୟ: ୩ ଦିନରେ ଖେଳ ଶେଷ, ଅଗ୍ରଓ୍ବାଲ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌

ଇନ୍ଦୋର,୧୬।୧୧(ପି.ଟି.): ଯୁବ ଓପନର ମୟଙ୍କ ଅଗ୍ରଓ୍ବାଲଙ୍କ ଦ୍ୱିଶତକ ଓ ପରେ ଦ୍ରୁତ ବୋଲରଙ୍କ ଦମ୍‌ଦାର ପ୍ରଦର୍ଶନ ବଳରେ ଭାରତୀୟ କ୍ରିକେଟ ଦଳ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ବାଂଲାଦେଶକୁ ମାତ୍ର ୩ ଦିନ ମଧ୍ୟରେ ଏକ ଇନିଂସ ଓ ୧୩୦...

ସେମିରୁ ବିଦାୟ ନେଲେ ଶ୍ରୀକାନ୍ତ

ହଂକଂ,୧୬ା୧୧ (ପି.ଟି.): ଭାରତର କିଡାମ୍ବି ଶ୍ରୀକାନ୍ତ ଏଠାରେ ଚାଲିଥିବା ୪୦୦,୦୦୦ ଆମେରିକୀୟ ଡଲାର ପୁରସ୍କାର ବିଶିଷ୍ଟ ହଂକଂ ଓପନ୍‌ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ସେମିଫାଇନାଲରୁ ବିଦାୟ ନେଇଛନ୍ତି। ଶନିବାର ସ୍ଥାନୀୟ ଫେରାଇଟ୍‌ ଲି ଚିଅକ୍‌ ୟୁଙ୍କଠାରୁ ସେ ୯-୨୧, ୨୩-୧୫ରେ ହାରିଯାଇଛନ୍ତି।...

ସର୍ବାଧିକ ଥର ଇନିଂସ ବିଜୟ ହାସଲ କରିଥିବା ଭାରତୀୟ ଅଧିନାୟକ କୋହଲି

ଇନ୍ଦୋର,୧୬।୧୧- ସ୍ଥାନୀୟ ହୋଲ୍‌କାର କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟକୁ ଭାରତୀୟ ଦଳ ଏକ ଇନିଂସ ଓ ୧୩୦ ରନ୍‌ରେ ଜିତି ନେଇଛି। ଏହା ବିରାଟ କୋହଲିଙ୍କ ନେତୃତ୍ୱରେ ଭାରତୀୟ ଦଳର ଦଶମ ଇନିଂସ ବିଜୟ। ଏଥିସହିତ...

ଭାରତର ଇନିଂସ ବିଜୟ

ଇନ୍ଦୋର,୧୬।୧୧- ସ୍ଥାନୀୟ ହୋଲ୍‌କାର କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟକୁ ଭାରତୀୟ ଦଳ ଏକ ଇନିଂସ ୧୩୦ ରନ୍‌ରେ ଜିତି ନେଇଛି। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ମ୍ୟାଚ୍‌ରେ ମାତ୍ର ୩ ଦିନରେ ବିଜୟ ହାସଲ...

ମେସିଙ୍କ ଗୋଲରେ ବ୍ରାଜିଲକୁ ହରାଇଲା ଆର୍ଜେଣ୍ଟିନା

ରିୟାଦ,୧୬।୧୧- ଅନ୍ତର୍ଜାତୀୟ ବାସନ୍ଦାଦେଶ ପରେ ଫେରିଥିବା ଲିଓନେଲ ମେସିଙ୍କ ଗୋଲ ଯୋଗୁ ୧-୦ ଗୋଲରେ ବ୍ରାଜିଲକୁ ସୌଦି ଆରବରେ ହରାଇ ଦେଇଛି। ଦକ୍ଷିଣ ଆମେରିକା ଫୁଟ୍‌ବଲ କନଫେଡେରେଶନକୁ ଦୁର୍ନୀତି ଗ୍ରସ୍ତ କହି ବାର୍ସିଲୋନା ଷ୍ଟ୍ରାଇକର ୪ ଅନ୍ତର୍ଜାତୀୟ ମ୍ୟାଚ୍‌ରୁ ବାସନ୍ଦ...

ଆଜି କ୍ରିକେଟକୁ ଅଲ୍‌ବିଦା କରିଥିଲେ ସଚିନ

ନୂଆଦିଲ୍ଲୀ,୧୬।୧୧- କିମ୍ବଦନ୍ତୀ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ଅନ୍ତର୍ଜାତୀୟ କ୍ରିକେଟର କ୍ୟାରିୟରର ଅନ୍ତିମ ଦିନର ବ୍ୟାଟିଂ ଦେଖିବା ପାଇଁ ୨୦୧୩, ନଭେମ୍ବର ୧୬ ତାରିଖ ତଥା ଆଜିର ଦିନରେ ଓ୍ବାଙ୍ଖଡେ ଷ୍ଟାଡିୟମ କ୍ରିକେଟ ପ୍ରଶଂସକଙ୍କ ସାଗର ପାଲଟିଥିଲା। ତେନ୍ଦୁଲକରଙ୍କ ଲମ୍ବା ଫର୍ମାଟ୍‌ରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri