ଲୋକି ଫର୍ଗୁସନଙ୍କ ଚିନ୍ତା ବଢ଼ିଲା
ମେଲବୋର୍ନ,୧୪।୩- ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଦିନିକଆ ମ୍ୟାଚ୍ରେ ଖେଳିଥିବା ନ୍ୟୁଜିଲାଣ୍ଡ ପେସର ଲୋକି ଫର୍ଗୁସନଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ପ୍ରଥମ ମ୍ୟାଚ୍ ପରେ ତଣ୍ଟି ଦରଜ ହେଉଥିବା ସେ ମେଡିକାଲ ଟମ୍କୁ ଜଣାଇଥିଲେ। ଏଥିଯୋଗୁ ତାଙ୍କୁ ଆଗାମୀ ୨୪ ଘଣ୍ଟା ପାଇଁ…
ଅଧାରୁ ଅଷ୍ଟ୍ରେଲିଆ-ନ୍ୟୁଜିଲାଣ୍ଡ ସିରିଜ ସ୍ଥଗିତ
ମେଲବୋର୍ନ,୧୪।୩- ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ସୀମିତ ଓଭର କ୍ରିକେଟ ସିରିଜ୍କୁ ଶନିବାର ସ୍ଥଗିତ କରି ଦିଆଯାଇଛି। କରୋନା ଭାଇରସର ଭୟାବହତାରୁ ବର୍ତ୍ତିବା ଲାଗି ନ୍ୟୁଜିଲାଣ୍ଡ ସରକାରଙ୍କ ଦ୍ୱାରା ବିଦେଶ ଫେରନ୍ତା ଯାତ୍ରୀଙ୍କ ଲାଗି ନୂଆ କଟକଣା ଘୋଷଣା କରିଛି।…
ଏପ୍ରିଲ ୧୫ ପର୍ଯ୍ୟନ୍ତ ଆଇପିଏଲ ସ୍ଥଗିତ
ନୂଆକଦିଲ୍ଲୀ, ୧୪।୩(ପି.ଟି.)- ବ୍ୟୟବହୁଳ ଇଣ୍ଡିଆନ ପ୍ରିମିୟର ଲିଗ୍(ଆଇପିଏଲ)କୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଏପ୍ରିଲ ୧୫ ପର୍ଯ୍ୟନ୍ତ ସ୍ଥଗିତ ରଖିଛି। ଏହା ଚଳିତ ମାସ ୨୯ ତାରିଖରେ ଆରମ୍ଭ ହେବାର ଥିଲା। ”କରୋନା ଭାଇରସ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ…
ପ୍ରମୋଦ, ପଞ୍ଚାନନଙ୍କୁ ଓସ୍ଜା କ୍ରୀଡ଼ା ପୁରସ୍କାର
ଭୁବନେଶ୍ବର, ୧୪ା୩(କ୍ରୀଡ଼ା ପ୍ରତିନିଧି)- ତାରକା ପାରା ସ୍ପୋଟର୍ସ ବ୍ୟାଡ୍ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଓ ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରପ୍ରାପ୍ତ ଆଥଲେଟିକ୍ କୋଚ୍ ପଞ୍ଚାନନ ଗନ୍ତାୟତ ଓସ୍ଜା (ଓଡ଼ିଶା ସ୍ପୋଟର୍ସ ଜର୍ନାଲିଷ୍ଟ ଆସୋସିଏଶନ) କ୍ରୀଡ଼ା ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଆସନ୍ତା…
ଅଲ୍ ଇଂଲଣ୍ଡ ଚାମ୍ପିୟନଶିପ୍ରୁ ସିନ୍ଧୁଙ୍କ ବିଦାୟ
ବର୍ମିଂହାମ୍, ୧୪ା୩ (ପି.ଟି.)- ବିଶ୍ୱ ଚାମ୍ପିୟନ ପି. ଭି. ସିନ୍ଧୁ ଅଲ୍ ଇଂଲଣ୍ଡ ଚାମ୍ପିୟନଶିପ୍ରୁ ବିଦାୟ ନେଇଛନ୍ତି। ବର୍ମିଂହାମ୍ ଆରେନାରେ ଶୁକ୍ରବାର ଅନୁଷ୍ଠିତ ଏକ କ୍ୱାର୍ଟରଫାଇନାଲରେ ମ୍ୟାଚରେ ଜାପାନର ନୋଜୋମି ଓକୁହାରା ତାଙ୍କୁ ୧୨-୨୧, ୨୧-୧୫, ୨୧-୧୩ ଗେମ୍ରେ ହରାଇ ଦେଇଛନ୍ତି।…
ଗ୍ରୀସ୍ରେ ଅଲିମ୍ପିକ ମଶାଲ ରିଲେ ବାତିଲ
ଏଥେନ୍ସ,୧୪ା୩ (ଏଏଫ୍ପି)- ଟୋକିଓ ଗେମ୍ସ ୨୦୨୦ ପାଇଁ ଗ୍ରୀସ୍ରେ ଅବଶିଷ୍ଟ ଅଲିମ୍ପିକ ମଶାଲ ରିଲେକୁ ବାତିଲ କରାଯାଇଥିବା ଗ୍ରୀକ୍ ଅଲିମ୍ପିକ କମିଟି ଶୁକ୍ରବାର ପ୍ରକାଶ କରିଛି। କରୋନା ଭାଇରସ୍ ଆଶଙ୍କାକୁ ଭୂକ୍ଷେପ ନ କରି ମଶାଲ ରିଲେ ଦେଖିବା ଲାଗି ଜନତାଙ୍କ…
ମହିଳା କ୍ରିକେଟ: ଦକ୍ଷିଣ ଆଫ୍ରିକା ଟୁର୍କୁ ସ୍ଥଗିତ ରଖିଲା ଅଷ୍ଟ୍ରେଲିଆ
ମେଲବୋର୍ନ, ୧୪ା୩ (ପି.ଟି.)- ଚଳିତ ମାସ ୨୨ରୁ ଆରମ୍ଭ ହେବାକୁଥିବା ଅଷ୍ଟ୍ରେଲିଆ ମହିଳା କ୍ରିକେଟ ଦଳର ସୀମିତ ଓଭର ବିଶିଷ୍ଟ ଟୁର୍କୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି। ବିଶ୍ୱବ୍ୟାପୀ କରୋନା ଭାଇରସ୍କୁ ନେଇ ଆତଙ୍କ ସୃଷ୍ଟି ହୋଇଥିବାରୁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ)…
ଶ୍ରୀଲଙ୍କା ଟୁର୍ ଅଧାରୁ ଫେରିଲା ଇଂଲଣ୍ଡ
ଲଣ୍ଡନ, ୧୪ା୩ (ପି.ଟି.)-କରୋନା ଭାଇରସ୍ଜନିତ କାରଣରୁ ଶ୍ରୀଲଙ୍କା ଗସ୍ତରେ ଥିବା ଇଂଲଣ୍ଡ କ୍ରିକେଟ ଦଳ ଏହାର ଟୁର୍ ବାତିଲ କରିଛି। ଇଂଲଣ୍ଡ କ୍ରିକେଟ ଦଳ କଲମ୍ବୋଠାରେ ଓ୍ବାର୍ମଅପ୍ ମ୍ୟାଚ ଖେଳୁଥିଲା। ଶୁକ୍ରବାର ଥିଲା ମ୍ୟାଚର ଦ୍ୱିତୀୟ ଦିବସ। ବିଶ୍ୱ ଚାମ୍ପିୟନଶିପ୍ର ଅଂଶବିଶେଷ…
ଇଣ୍ଡିଆନ ସୁପର ଲିଗ୍: ଫାଙ୍କା ଷ୍ଟାଡିୟମରେ ଏଟିକେ- ଚେନ୍ନାଇନ୍ ଫାଇନାଲ ଆଜି
ମାରଗାଓ, ୧୪।୩(ପି.ଟି.)- ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ୍) ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଭାରତର ଏହି ସର୍ବବୃହତ୍ ଫୁଟବଲ ଲିଗ୍ ଷଷ୍ଠ ସଂସ୍କରଣର ଫାଇନାଲ ମ୍ୟାଚ୍ରେ ଶନିବାର ଏଟିକେ ଓ ଚେନ୍ନାଇନ୍ ଏଫ୍ସି ମୁହଁମୁହିଁ ହେବେ। ଏହି ଟାଇଟଲ ମୁକାବିଲା ଦର୍ଶକଙ୍କ…
ରଣଜୀ ଟ୍ରଫି: ସୌରାଷ୍ଟ୍ରକୁ ପ୍ରଥମ ଟାଇଟଲ
ରାଜକୋଟ,୧୩।୩ (ପି.ଟି.): ଦେଶର ସର୍ବବୃହତ୍ କ୍ରିକେଟ ଟୁର୍ନାମେଣ୍ଟ ରଣଜୀ ଟ୍ରଫିରେ ସୌରାଷ୍ଟ୍ର ନୂଆ ଚାମ୍ପିୟନ ଭାବେ ଉଭା ହୋଇଛି। ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ଅନୁଷ୍ଠିତ ବେଙ୍ଗଲ ବିପକ୍ଷ ଫାଇନାଲ ମ୍ୟାଚ୍ରେ ସୌରାଷ୍ଟ୍ର ପ୍ରଥମ ଇନିଂସ ଅଗ୍ରଣୀ ଭିତ୍ତିରେ ବିଜୟୀ…
ଅଷ୍ଟ୍ରେଲିଆନ ଫର୍ମୁଲାଓ୍ବାନ ଗ୍ରାଁପ୍ରି ବାତିଲ
ମେଲବୋର୍ନ, ୧୩ା୩ (ଏଏଫ୍ପି): ଶୁକ୍ରବାର ପ୍ରାକ୍ଟିସ ସେସନ ଆରମ୍ଭ ପୂର୍ବରୁ ସିଜନ ଓପନିଂ ଅଷ୍ଟ୍ରେଲିଆନ ଫର୍ମୁଲା ଓ୍ବାନ୍ ଗ୍ରାଁ ପ୍ରିକୁ ବାତିଲ କରିଦିଆଯାଇଛି। ମ୍ୟାକଲରେନ ଟିମ୍ର ଜଣେ ସଦସ୍ୟ କରୋନା ଭାଇରସରେ ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ ରେସ୍ର ଆୟୋଜନ ନେଇ…
ଭାରତ-ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ ବାତିଲ
ନୂଆଦିଲ୍ଲୀ, ୧୩।୩(ପି.ଟି.): କରୋନା ଭାଇରସ ଆତଙ୍କ କ୍ରୀଡ଼ା ଜଗତରେ ଏହାର କାୟା ବିସ୍ତାର କରିବାରେ ଲାଗିଛି। ଭାରତୀୟ କ୍ରୀଡ଼ା ମଧ୍ୟ ଏଥିଯୋଗୁ ଗୁରୁତର ପ୍ରଭାବିତ ହୋଇଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ପକ୍ଷରୁ ଏହାକୁ ବିଶ୍ୱ ମହାମାରୀ ଘୋଷଣା ପରେ ସବୁଆଡ଼େ ସତର୍କତା…

