ମହିଳା ଟି୨୦ ବିଶ୍ୱକପ୍ ଫାଇନାଲରେ ଯୋଗଦେଇଥିଲେ କରୋନାରେ ଆକ୍ରାନ୍ତ ଦର୍ଶକ : ଏମ୍ସିଜି
ମେଲବୋର୍ନ,୧୩।୩(ପି.ଟି.)- ସ୍ଥାନୀୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ(ଏମ୍ସିଜି)ଠାରେ ଗତ ୮ ତାରିଖରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମହିଳା ଟି୨୦ ବିଶ୍ୱକପ୍ ଫାଇନାଲ ମ୍ୟାଚ୍ ଖେଳାଯାଇଥିଲା। ଏହି ମ୍ୟାଚ୍ରେ ଯୋଗଦେଇଥିବା ଜଣେ ଦର୍ଶକ କରୋନା ଭାଇରସରେ ପୀଡ଼ିତ ଥିଲେ। କିନ୍ତୁ ତାଙ୍କଠାରୁ ଭାଇରସ…
କରୋନାରେ ଆକ୍ରାନ୍ତ ଜୁଭେଣ୍ଟସ ଡିଫେଣ୍ଡର ରୁଗାନି
ମିଲନ,୧୩।୩(ଏଏଫ୍ପି)- ଜୁଭେଣ୍ଟସ ଓ ଇଟାଲି ଡିଫେଣ୍ଡର ଡାନିଏଲ ରୁଗାନି ପ୍ରଥମ ସିରି ଏ’ ଫୁଟବଲର ଭାବେ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଇଟାଲିଆନ ଚାମ୍ପିୟନ କ୍ଲବ ଏହା ସ୍ପଷ୍ଟ କରିଛି। ୨୫ ବର୍ଷୀୟ ଡାନିଏଲଙ୍କ ସମେତ ତାଙ୍କ ସମ୍ପର୍କରେ ଆସିଥିବା ପ୍ରତ୍ୟେକଙ୍କୁ…
କ୍ରୀଡ଼ାକ୍ଷେତ୍ରରେ ପ୍ରଭାବଶାଳୀ ମହିଳା ତାଲିକାରେ ନୀତା ଅମ୍ବାନି
ଭୁବନେଶ୍ୱର,୧୩।୩(ସ୍ପୋଟର୍ସ ବ୍ୟୁରୋ)- ଆଇପିଏଲ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ ଦଳର ମାଲିକାଣୀ ତଥା ରିଲାଏନ୍ସ ଫାଉଣ୍ଡେଶନର ଅଧ୍ୟକ୍ଷା ନୀତା ଅମ୍ବାନି ୨୦୨୦ କ୍ରୀଡ଼ାକ୍ଷେତ୍ରରେ ସବୁଠୁ ପ୍ରଭାବଶାଳୀ ଟପ୍ ୧୦ ମହିଳାଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି। ଏହି ତାଲିକାରେ ଟେନିସ ତାରକା ସେରେନା ଓ୍ବିଲିୟମସ…
ଚିନ୍ତାରେ ସାଇନା, କାଶ୍ୟପ, କିଡାମ୍ବି
ହାଇଦ୍ରାବଦ୍,୧୩।୩- ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି ନୂଆ ନିର୍ଦ୍ଦେଶନାମା ଭାରତୀୟ ବ୍ୟାଡ୍ମିଣ୍ଟନ ଖେଳାଳିଙ୍କୁ ଚିନ୍ତାରେ ପକାଇ ଦେଇଛି। ସାଇନା ନେହ୍ବାଲ, ତାଙ୍କ ସ୍ବାମୀ ପାରୁପଲ୍ଲୀ କଶ୍ୟପ, କିଡାମ୍ବି ଶ୍ରୀକାନ୍ତ ଅଲଇଂଲଣ୍ଡ ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍ର ପ୍ରଥମ ରାଉଣ୍ଡରେ ପରାସ୍ତ ହୋଇଛନ୍ତି। କିନ୍ତୁ ଏବେ…
ରଣଜୀ ଟ୍ରଫି: ରୋମାଞ୍ଚକ ମୋଡରେ ଫାଇନାଲ ମ୍ୟାଚ୍
ରାଜକୋଟ୍,୧୨।୩ (ପି.ଟି.)- ଦେଶର ସର୍ବବୃହତ୍ ଘରୋଇ କ୍ରିକେଟ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ଫାଇନାଲ ମ୍ୟାଚ୍ ରୋମାଞ୍ଚକ ମୋଡରେ ପହଞ୍ଚିଛି। ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ଚାଲିଥିବା ଏହି ଫାଇନାଲ ମ୍ୟାଚ୍ ଅମୀମାଂସିତ ହେବା ଏକ ପ୍ରକାର ନଶ୍ଚିତ। ତେବେ ପ୍ରଥମ…
ଖାଲି ଷ୍ଟାଡିୟମରେ ଖେଳାଯାଇପାରେ ଲକ୍ଷ୍ନୌ, କୋଲକାତା ଦିନିକିଆ ମ୍ୟାଚ୍
ନୂଆଦିଲ୍ଲୀ,୧୨।୩(ପି.ଟି.)- ଭାରତ ଓ ଦକ୍ଷିଣ ଦିନିକଆ ସିରିଜ୍ର ପ୍ରଥମ ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇସାରିଥିବାବେଳେ ଦ୍ୱିତୀୟ ଓ ତୃତୀୟ ମ୍ୟାଚ୍ ଖାଲି ଷ୍ଟାଡିୟମରେ ଖେଳାଯାଇପାରେ। କରୋନା ଭାଇରସ ବ୍ୟାପିବାର ଡର ଥିବାରୁ ଏଭଳି ସମ୍ଭାବନା ଦେଖାଦେଇଛି। ସିରିଜ୍ର ବଳକା ଦୁଇଟି…
ଭାରତ-ଦକ୍ଷିଣ ଆଫ୍ରିକାର ପ୍ରଥମ ମ୍ୟାଚ୍ ବାତିଲ
ଧର୍ମଶାଳା,୧୨୩- ସ୍ଥାନୀୟ ହିମାଚଳ ପ୍ରଦେଶ ଷ୍ଟାଡିୟମରେ ଗୁରୁବାର ଖେଳାଯିବାକୁ ଥିବା ଭାରତ ଓ ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍ ବାତିଲ ହୋଇଯାଇଛି। ଲଗାଣ ବର୍ଷା ଓ ଓଦା ଗ୍ରାଉଣ୍ଡ ଯୋଗୁ ଟସ୍ ସମ୍ଭବ ହୋଇପାରି ନ ଥିଲା। ସିରିଜର…
ମେଓ୍ବେଦରଙ୍କ ପୂର୍ବତନ ବାନ୍ଧବୀଙ୍କ ମୃତଦେହ ଉଦ୍ଧାର
ଲାସ୍ ଏଞ୍ଜେଲ୍ସ, ୧୨।୩ (ଏଏଫ୍ପି)- ବକ୍ସିଂ ସୁପର୍ଷ୍ଟାର ଫ୍ଲଏଡ୍ ମେଓ୍ବେଦରଙ୍କ ପୂର୍ବତନ ବାନ୍ଧବୀ ଜୋସିଏ ହାରିସଙ୍କ ମୃତଦେହ କାର୍ଲିଫୋନିଆର ଭାଲେନସିଆସ୍ଥିତ ତାଙ୍କ ଘରେ ଥିବା କାର୍ ମଧ୍ୟରୁ ଉଦ୍ଧାର କରାଯାଇଛି। ୪୦ ବର୍ଷୀୟା ଜୋସିଏ ମେଓ୍ବେଦରଙ୍କ ୩ଟି ସନ୍ତାନର ଜନନୀ ଥିଲେ…
୩ ବର୍ଷ ଜେଲ ଦଣ୍ଡ ଭୋଗିପାରନ୍ତି ସୌମ୍ୟ
ଢାକା, ୧୨।୩- ବିବାଦ ଘେରକୁ ଚାଲିଆସିଛନ୍ତି ବାଂଲାଦେଶ କ୍ରିକେଟ୍ ଦଳର ଆଗ ଧାଡ଼ିର ବ୍ୟାଟ୍ସମ୍ୟାନ ସୌମ୍ୟ ସରକାର। ନିଜ ବାହାଘର ଉତ୍ସବରେ ସୌମ୍ୟ ଏକ ହରିଣ ଛାଲ ବ୍ୟବହାର କରିଥିଲେ। ହରିଣ ଛାଲକୁ ଆସନ କରି ସେ ଏହା ଉପରେ ବସିଥିଲେ।…
ରୋଡ୍ ସେଫ୍ଟି ଓ୍ବାଲର୍ଡ ସିରିଜ: ଖାଲି ଷ୍ଟାଡିୟମରେ ଖେଳାଯିବ ବଳକା ମ୍ୟାଚ୍
ମୁମ୍ବାଇ, ୧୨।୩ (ପି.ଟି.)- ସଡ଼କ ସୁରକ୍ଷା ସଚେତନତା ଲାଗି ମୁମ୍ବାଇରେ ବର୍ତ୍ତମାନ ‘ରୋଡ୍ ସେଫ୍ଟି ଓ୍ବାଲର୍ଡ ସିରିଜ’ ଟି୨୦ କ୍ରିକେଟ୍ ଟୁର୍ନାମେଣ୍ଟ ଚାଲିଛି। ଏଥିରେ ସଚିନ ତେନ୍ଦୁଲକର, ଓ୍ବେଷ୍ଟଇଣ୍ଡିଜର ବ୍ରାଏନ ଲାରାଙ୍କ ପରି କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଅଂଶଗ୍ରହଣ କରିଛନ୍ତି। ତେବେ ବର୍ତ୍ତମାନ…
ଆଇପିଏଲ୍: ବିଦେଶୀ ଖେଳାଳିଙ୍କୁ ଆଶଙ୍କା
ନୂଆଦିଲ୍ଲୀ, ୧୨।୩- ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍ ଟୁର୍ନାମେଣ୍ଟ ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଆଗାମୀ ତ୍ରୟୋଦଶ ସଂସ୍କରଣ ମାର୍ଚ୍ଚ ୨୯ରୁ ଆରମ୍ଭ ହେବ। ତେବେ ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ଭାଇରସ ଲାଗି କେନ୍ଦ୍ର ସରକାର ନୂଆ…
ଅଲ୍ ଇଂଲଣ୍ଡ ଚାମ୍ପିୟନଶିପ୍: ଲକ୍ଷ୍ୟ ଆଗେଇଲେ, ସାଇନା, ପ୍ରଣୀଥ୍ ନିରାଶ
ବର୍ମିଂହାମ୍, ୧୨।୩ (ପି.ଟି.)- ଏଠାରେ ଚାଲିଥିବା ସମ୍ମାନଜନକ ଅଲ୍ଇଂଲଣ୍ଡ ବ୍ୟାଡ୍ମିଣ୍ଟନ ପ୍ରତିଯୋଗିତାରେ ଭାରତର ଲକ୍ଷ୍ୟ ସେନ୍ ଦମ୍ଦାର ଆରମ୍ଭ କରିଛନ୍ତି। କ୍ୟାରିୟରର ପ୍ରଥମ ବିଡବ୍ଲ୍ୟୁଏଫ୍ ଓ୍ବାଲର୍ଡ ଟୁର୍ ସିରିଜ-୧୦୦୦ ଟୁର୍ନାମେଣ୍ଟ ଖେଳୁଥିବା ଲକ୍ଷ୍ୟ ୧୭-୨୧, ୨୧-୮, ୨୧-୧୭ ଗେମ୍ରେ ବିଶ୍ୱ ମାନ୍ୟତାର…

