ଖେଳ

ଓଡ଼ିଶାରେ ପ୍ରଥମଥର ଜାତୀୟ ସିନିୟର ଭଲିବଲ

ଭୁବନେଶ୍ୱର, ୨୪।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାରେ ପ୍ରଥମଥରପାଇଁ ଆୟୋଜନ ହେବାକୁ ଯାଉଛି ଜାତୀୟ ସିନିୟର ଭଲିବଲ (ମହିଳା, ପୁରୁଷ) ପ୍ରତିଯୋଗିତା। ପ୍ରତିଯୋଗିତାର ଏହି ୬୮ତମ ସଂସ୍କରଣ କିଟ୍‌ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଚଳିତମାସ ୨୫ରୁ ଏହା ଆରମ୍ଭ ହୋଇ ଜାନୁୟାରୀ ୨ରେ…

୨୨ତମ ରାଜ୍ୟ ବଧିର ଚେସ୍‌ ନିପୁନ, ପ୍ରତିମା, ରାଜେଶଙ୍କୁ ଟାଇଟଲ୍‌

କଟକ ଅଫିସ, ୨୪।୧୨- ଜିଲା ବଧିର ସଂଘ ଆନୁକୂଲ୍ୟରେ ସ୍ଥାନୀୟ ଦେଉଳସାହିସ୍ଥିତ ମୋନାଲିସା ପ୍ୟାଲେସଠାରେ ଚାଲିଥିବା ୨୨ତମ ରାଜ୍ୟ ବଧିର ଚେସ୍‌ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି। ଏଥିରେ ପୁରୁଷ ବିଭାଗରେ ଏସ୍‌ଆର୍‌ ଚେସ୍‌ ସେଣ୍ଟରର ନିପୁନ ଆଦିତ୍ୟ ମହାନ୍ତି, ମହିଳା ବିଭାଗରେ…

ଜାତୀୟ ଜୁନିୟର ରୋଲ୍‌ବଲରେ ଭାଗନେବ ଓଡ଼ିଶା

ଭୁବନେଶ୍ୱର, ୨୪।୧୨ (ସ୍ପୋଟର୍‌ସ ବ୍ୟୁରୋ)- ଆସାମର ଗୁଆହାଟୀଠାରେ ଚଳିତ ମାସ ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ଜାତୀୟ ଜୁନିୟର ରୋଲ୍‌ବଲ ଚାମ୍ପିୟନଶିପ୍‌ର ତ୍ରୟୋଦଶ ସଂସ୍କରଣ ଅନୁଷ୍ଠିତ ହେବ। ବାଳକ ବିଭାଗରେ ଖେଳାଯିବାକୁ ଥିବା ଏହି ପ୍ରତିଯୋଗିତା ଲାଗି ୧୨ ଜଣିଆ ଓଡ଼ିଶା…

ନ୍ୟୁଜିଲାଣ୍ଡ ଟୁର୍‌ ପାଇଁ ଭାରତ ଏ’ ଦଳରେ ପୃଥ୍ବୀ ଶ’

ନୂଆଦିଲ୍ଲୀ, ୨୪ା୧୨(ପି.ଟି.)- ଭାରତ ଏ’ କ୍ରିକେଟ ଦଳ ନ୍ୟୁଜିଲାଣ୍ଡ ଟୁର୍‌ରେ ଯିବ। ଏଥିରେ ଫର୍ମରେ ଥିବା ପୃଥ୍ବୀ ଶ’ଙ୍କୁ ଦଳରେ ସ୍ଥାନ ମିଳିଛି। ଡୋପିଂ ପାଇଁ ୮ ମାସ ବାସନ୍ଦ ଦଣ୍ଡ ଭୋଗିବା ପରେ ପ୍ରତ୍ୟାବର୍ତ୍ତନ କରି ଶ’ ମୁମ୍ବାଇ ଦଳର…

ଟି୨୦ ଚ୍ୟାଲେଞ୍ଜର ଟ୍ରଫି ଇଣ୍ଡିଆ-ବି’ରେ ସୁଶ୍ରୀ, ସି’ରେ ମାଧୁରୀ

କଟକ ଅଫିସ,୨୪।୧୨- ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଏକଦିବସୀୟ ମ୍ୟାଚ୍‌ ଆୟୋଜନ କରିବା ପରେ ପୁଣିଥରେ ବାରବାଟୀ ଷ୍ଟାଡିୟମରେ ଅନ୍ତର୍ଜାତୀୟ ଖେଳାଳିଙ୍କ ଆସର ଜମିବ। ଆସନ୍ତା ୪ରୁ ଏଠାରେ ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫି ଖେଳାଯିବ। ଯେଉଁଥିରେ ଭାରତୀୟ ମହିଳା…

ଭାରତୀୟ ସୁରକ୍ଷା କର୍ମୀଙ୍କୁ ମ୍ୟାଚ୍‌ ବଲ ଦେଲେ ପାକିସ୍ତାନ କ୍ରିକେଟର

ଭିକ୍ଟୋରିଆ,୨୩।୧୨- ବିଗ୍‌ ବାଶ ଲିଗ୍‌ (ବିବିଏଲ)ରେ ମେଲବୋର୍ନ ଷ୍ଟାର୍ସ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ପାକିସ୍ତାନ ବାମହାତୀ ପେସର ହାରିସ ରଫ କ୍ରିକେଟ ପ୍ରଶଂସକଙ୍କ ମନ ଜିଣି ନେଇଛନ୍ତି। ମ୍ୟାଚ୍‌ରେ କାର୍ଯ୍ୟରତ ଭାରତୀୟ ସୁରକ୍ଷା କର୍ମଚାରୀଙ୍କୁ ମ୍ୟାଚ୍‌ ବଲ ପ୍ରଦାନ କରିଛନ୍ତି। ଦକ୍ଷିଣ…

ବୁମ୍‌ରାଙ୍କ ପ୍ରତ୍ୟାବର୍ତ୍ତନ: ରୋହିତ୍‌, ସାମିଙ୍କୁ ବିଶ୍ରାମ

ନୂଆଦିଲ୍ଲୀ, ୨୩।୧୨ (ପି.ଟି.)- କଟକ ଦିନିକିଆ ମ୍ୟାଚ୍‌ ସହ ୨୦୧୯ ବର୍ଷ ଲାଗି ଭାରତୀୟ କ୍ରିକେଟ୍‌ ଦଳର କାର୍ଯ୍ୟସୂଚୀ ସମାପ୍ତ ହୋଇଛି। ନୂଆବର୍ଷର ପ୍ରଥମ ସପ୍ତାହରୁ ଘରୋଇ ମାଟିରେ ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ ସହ ଭାରତ ଏହାର ୨୦୨୦ ସିଜନ…

ଶେଷରେ ଜିତିଲେ କୋହଲି

ନୂଆଦିଲ୍ଲୀ,୨୩।୧୨- ଚଳିତବର୍ଷ ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଉପଅଧିନାୟକ ରୋହିତ ଶର୍ମାଙ୍କ ମଧ୍ୟରେ ଚାଲିଥିବା ଦୌଡ଼ ଶେଷ ହୋଇଛି। ରୋହିତଙ୍କୁ ପଛରେ ପକାଇ କୋହଲି ୨୦୧୯ରେ ଅନ୍ତର୍ଜାତୀୟ ସ୍ତରରେ ସର୍ବାଧିକ ରନ୍‌ କରିଥିବା ବ୍ୟାଟ୍ସମ୍ୟାନ ହେବାର ରେକର୍ଡ କରିଛନ୍ତି। ଚଳିତବର୍ଷ…

କ୍ରିକେଟ୍‌ରୁ ବିରତି ନେବେ ରୋହିତ

ମୁମ୍ବାଇ,୨୩।୧୨: ଶେଷରେ ଭାରତୀୟ ଦଳର ଉପଅଧିନାୟକ ତଥା ବରିଷ୍ଠ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା କ୍ରିକେଟ୍‌ରୁ ବିରତି ନେବାକୁ ନିଷ୍ପତ୍ତି ନେଇଛନ୍ତି। ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି, ପ୍ରତ୍ୟେକ ଫର୍ମାଟ୍‌ରେ ନିୟମିତ ଖେଳୁଥିବା ରୋହିତ ଆଗାମୀ ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜ୍‌ରେ…

ବାରବାଟୀ ମ୍ୟାଚ୍‌ରେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ କରିଥିବା ଶାର୍ଦ୍ଦୁଳଙ୍କ କ୍ୟାରିୟରର କିଛି ରୋଚକ କଥା

ବାରବାଟୀ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳକୁ ଜିତାଇବାରେ ଅନ୍ୟତମ ଭୂମିକା ଗ୍ରହଣ କରିଥିଲେ ଶାର୍ଦ୍ଦୁଳ ଠାକୁର। ତାଙ୍କ ବିଷୟରେ ଏକ ରୋଚକ କଥା ସାମ୍ନାକୁ ଆସିଛି। ସେ ଏକଦା ୬ ବଲ୍‌ରେ ୬ ଛକା ଲଗାଇଥିଲେ। ୨୦୦୬ରେ ଶାର୍ଦ୍ଦୁଳ ଆନ୍ତଃ ସ୍କୁଲ…

ଅନ୍ତର୍ଜାତୀୟ କ୍ରିକେଟରେ ଧୋନୀଙ୍କୁ ପୂରିଲା ୧୫

ନୂଆଦିଲ୍ଲୀ,୨୩।୧୨: ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ସୋମବାର ଅନ୍ତର୍ଜାତୀୟ କ୍ରିକେଟରେ ୧୫ ବର୍ଷ ପୂରଣ କରିଛନ୍ତି। ଆଜିକୁ ଠିକ୍‌ ୧୫ ବର୍ଷ ତଳେ ୨୦୦୪, ଡିସେମ୍ବର ୨୩ ତାରିଖରେ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିଥିଲେ। ବାଂଲାଦେଶ ବିପକ୍ଷ…

ଜିରୋରୁ ଏମିତି ହିରୋ ବନିଥିଲେ ଧୋନୀ

ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ତଥା କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ସୋମବାର କ୍ରିକେଟରେ ୧୫ ବର୍ଷ ପୂରଣ କରିଛନ୍ତି। ୨୦୦୪ ଡିସେମ୍ବର ୨୩ରେ ବାଂଲାଦେଶ ବିପକ୍ଷରେ ଦିନିକିଆ କ୍ୟାରିୟର ଆରମ୍ଭ କରିଥିଲେ ମାହି। ଡେବ୍ୟୁ ମ୍ୟାଚ୍‌ରେ ୭ନଂ.ରେ ବ୍ୟାଟିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri