ଖେଳ

ଗୁରୁ ନାନକ ଦେବଙ୍କ ଜୟନ୍ତୀ ଅବସରରେ ଶୁଭେଚ୍ଛା ଜଣାଇଲେ ବିରାଟ କୋହଲି

ଇନ୍ଦୋର,୧୨।୧୧: ଆଜି ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ସାରା ଦେଶରେ ଧୂମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତିଙ୍କ ସମେତ ବହୁ ନେତା ଏବଂ ସେଲିବ୍ରିଟି ଶୁଭେଚ୍ଛା ଜଣାଇଛନ୍ତି। ଏଥିରେ ସାମିଲ ହୋଇଛନ୍ତି ଭାରତୀୟ କ୍ରିକେଟ ଦଳର...

କେବଳ ଚୌକା, ଛକାରେ ଶତକ କରିଲେ ମନୀଷ ପାଣ୍ଡେ

ବିଜୟନଗରମ୍‌,୧୨।୧୧- ବିସିସିଆଇ ଆନୁକୂଲ୍ୟରେ ଚାଲିଥିବା ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟରେ ମଙ୍ଗଳବାର ସର୍ଭିସେସ ଓ କର୍ନାଟକ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ରେ ମନୀଷ ପାଣ୍ଡେ କେବଳ ବାଉଣ୍ଡ୍ରିରେ ହିଁ ଶତକ କରିଛନ୍ତି। ମାତ୍ର ୫୪ ବଲର ସମ୍ମୁଖୀନ ହୋଇଥିବା କର୍ନାଟକ...

ଓ୍ବେଷ୍ଟଇଣ୍ଡିଜ ଦିନିକିଆ ପୂର୍ବରୁ ଖୋଲିବ ଚେପକ ଗ୍ରାଉଣ୍ଡର ୩ ଷ୍ଟାଣ୍ଡ

ଚେନ୍ନାଇ,୧୨।୧୧- ପ୍ରାୟ ୮ ବର୍ଷର ବ୍ୟବଧାନ ପରେ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମର ୩ ଷ୍ଟାଣ୍ଡ ଯଥା ଆଇ, ଜେ ଓ କେ ଖୋଲିବାକୁ ଯାଉଛି। ଏହାର ଅର୍ଥ ଆଗାମୀ ମାସ ୧୫ ତାରିଖରେ ଏଠାରେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ହେବାକୁ ଥିବା...

ଗର୍ଲଫ୍ରେଣ୍ଡର ସାଙ୍ଗକୁ ବି ଛାଡ଼ି ନ ଥିଲେ ଏହି ମହାନ୍‌ କ୍ରିକେଟର

କୁହାଯାଏ ଗର୍ଲଫ୍ରେଣ୍ଡଠାରୁ ତା’ ସାଙ୍ଗ ଆହୁରି ସୁନ୍ଦରୀ। ଏହା ହିଁ ଘଟିଥିଲା ପୂର୍ବତନ ଭାରତୀୟ ଅଲରାଉଣ୍ଡର ଯୁବରାଜ ସିଂ (ଯୁବି)ଙ୍କ କ୍ଷେତ୍ରରେ। ହେଜଲ କିଜଙ୍କୁ ବିବାହ କରିବା ପୂର୍ବରୁ ଅବସରପ୍ରାପ୍ତ ଖେଳାଳି ବଲିଉଡ ଅଭିନେତ୍ରୀ କିମ୍‌ ଶର୍ମାଙ୍କ ସହ ବ୍ରେକଅପ୍‌...

ଭାରତୀୟ କ୍ରିକେଟ ଟିମ୍‌ ବସ୍‌ରେ ସ୍ବଚ୍ଛ ଭାରତର ବାର୍ତ୍ତା

ଇନ୍ଦୋର,୧୨।୧୧: ଆସନ୍ତା ୧୪ ତାରିଖରେ ଆରମ୍ଭ ହେବାକୁ ଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚ ଖେଳିବାକୁ ଭାରତ ଓ ବାଂଲାଦେଶ କ୍ରିକେଟ ଦଳ ଇନ୍ଦୋରରେ ପହଞ୍ଚିଛନ୍ତି। ନାଗପୁରରୁ ଆସି ସ୍ବତନ୍ତ୍ର ବିମାନ ଯୋଗେ ଦେବୀ ଅହଲ୍ୟାବାଈ ହୋଲକାର ବିମାନବନ୍ଦରରେ ଦୁଇ ଦଳ...

ଭାରତୀୟ ବୋଲରଙ୍କ କୀର୍ତ୍ତିମାନ, କ୍ରିକେଟ ଇତିହାସରେ ପ୍ରଥମଥର ପାଇଁ ଗୋଟିଏ ବର୍ଷରେ ୩ ଜଣ ବୋଲର ନେଲେ ହ୍ୟାଟ୍ରିକ୍‌

ସାଧାରଣତଃ ଭାରତୀୟ କ୍ରିକେଟ ଇତିହାସରେ ବ୍ୟାଟ୍ସମ୍ୟାନ୍‌ ଅପେକ୍ଷା ବୋଲରଙ୍କ ପ୍ରଭାବ କମ୍‌ ଥିବା କୁହାଯାଏ। କିନ୍ତୁ ଭାରତୀୟ ବୋଲର ଏହାକୁ ଭୁଲ୍‌ ପ୍ରମାଣିତ କରିଛନ୍ତି। ଏବେ ବୋଲରମାନେ ମଧ୍ୟ ପ୍ରତି ମ୍ୟାଚରେ ନିଜ ଜଲଓ୍ବା ଦେଖାଇବାକୁ ପଛାଉନାହାନ୍ତି। ଫଳସ୍ବରୂପ ଗୋଟିଏ...

ଜାତୀୟ ଦିବାରାତ୍ର ଭଲିବଲ ୧୬ରୁ

ଭୁବନେଶ୍ୱର, ୧୨।୧୧(କ୍ରୀଡ଼ା ପ୍ରତିନିଧି)- ଲିଙ୍ଗରାଜ ସ୍ପୋଟର୍‌ସ ଆସୋସିଏଶନ ଆନୁକୂଲ୍ୟରେ ଚଳିତମାସ ୧୬ ଓ ୧୭ ତାରିଖ ଦୁଇଦିନଧରି ଦ୍ୱାଦଶ ଜାତୀୟ ଦିବାରାତ୍ର ଭଲିବଲ ଟୁର୍ନାମେଣ୍ଟ ଲିଙ୍ଗରାଜ ବିହାର ପୋଖରୀପୁଟଠାରେ ଅନୁଷ୍ଠିତ ହେବ। ଏଥିରେ ରାଜ୍ୟର ୨ଟି ଦଳ ଭୁବନେଶ୍ୱର ସ୍ପୋଟର୍‌ସ...

ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌: ରେକର୍ଡ ବୋଲିଂ ପରେ ଚହରଙ୍କ ମାନ୍ୟତା ବୃଦ୍ଧି

ଦୁବାଇ, ୧୨।୧୧(ପି.ଟି.)- ବାଂଲାଦେଶ ବିପକ୍ଷ ଅନ୍ତିମ ତଥା ୩ୟ ଟି୨୦ ମ୍ୟାଚ୍‌ରେ ୭ ରନ୍‌ରେ ୬ ଉଇକେଟ୍‌ ଅକ୍ତିଆର କରି ବିଶ୍ୱ ରେକର୍ଡ କରିଥିବା ଭାରତୀୟ ଦ୍ରୁତ ବୋଲର ଦୀପକ ଚହରଙ୍କ ମାନ୍ୟତାରେ ଆଖିଦୃଶିଆ ଉନ୍ନତି ଘଟିଛି। ଅନ୍ତର୍ଜାତୀୟ କ୍ରିକେଟ୍‌...

‘ଅଲିମ୍ପିକ୍‌ କ୍ୱାଲିଫାୟର୍ସ ଗୋଲ ସ୍ବପ୍ନିଳ ଅନୁଭବ’

ନୂଆଦିଲ୍ଲୀ, ୧୨।୧୧(ପି.ଟି.)-୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଆମେରିକା ବିପକ୍ଷ କ୍ୱାଲିଫାୟର୍ସରେ ଭାରତୀୟ ଅଧିନାୟିକା ରାଣୀ ରାମପାଲଙ୍କ ଗୋଲ ନିର୍ଣ୍ଣାୟକ ସାବ୍ୟସ୍ତ ହୋଇଥିଲା। ୨ ମ୍ୟାଚ ବିଶିଷ୍ଟ କ୍ୱାଲିଫାୟର୍ସରେ ଭାରତ ରାଣୀଙ୍କ ଗୋଲ ବଳରେ ଆମେରିକାକୁ...

ବେୟାରଷ୍ଟୋଙ୍କୁ ଆଇସିସିର ଭର୍ତ୍ସନା

ଦୁବାଇ, ୧୨ା୧୧ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ସୋମବାର ଇଂଲଣ୍ଡର ଷ୍ଟାର ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋଙ୍କୁ ଭର୍ତ୍ସନା କରିଛି। ଅକ୍‌ଲାଣ୍ଡର ଇଡେନପାର୍କଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ ନିର୍ଣ୍ଣାୟକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚରେ ଆଉଟ୍‌ ହେବା ପରେ ସେ ଆପତ୍ତିଜନକ ପ୍ରତିକ୍ରିୟା...

ସୟଦ ମୁସ୍ତାକ ଅଲ୍ଲୀ ଟି୨୦ ସିକ୍କିମ ବିପକ୍ଷରେ ଓଡ଼ିଶାର ସହଜ ବିଜୟ

କଟକ ଅଫିସ,୧୨ା୧୧- ସୁରଟର ଲାଲଭାଇ କଣ୍ଟ୍ରାକ୍ଟର ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ସୟଦ ମୁସ୍ତାକ ଅଲ୍ଲୀ ଟି୨୦ ଟୁର୍ନାମେଣ୍ଟର ଏକ ମ୍ୟାଚରେ ଓଡ଼ିଶା ୭ ଉଇକେଟରେ ସିକ୍କିମ୍‌କୁ ପରାସ୍ତ କରିଛି। ସିକ୍କିମ ପକ୍ଷରୁ ଧାର୍ଯ୍ୟ ୧୨୨ ରନର ବିଜୟ ଲକ୍ଷ୍ୟର ପିଛା...

କଟକରେ ହେବ ଏସୀୟ ସିନିୟର କୁସ୍ତି

କଟକ ଅଫିସ,୧୨ା୧୧- ଓଡ଼ିଶାକୁ ମିଳିଛି ଆଉ ଏକ ଅନ୍ତର୍ଜାତୀୟ ସ୍ତରୀୟ କ୍ରୀଡ଼ା ଆୟୋଜନର ସୁଯୋଗ। ୨୦୨୦ ଫେବୃୟାରୀ ୧୮ରୁ ୨୩ ପର୍ଯ୍ୟନ୍ତ କଟକର ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଏସୀୟ ସିନିୟର କୁସ୍ତି ଚାମ୍ପିୟନଶିପ ଅନୁଷ୍ଠିତ ହେବ। ବିଶ୍ୱ କୁସ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri