ଖେଳ

ରଣଜୀ ଟ୍ରଫି: ସୌରାଷ୍ଟ୍ର- ବେଙ୍ଗଲ ଫାଇନାଲ ମୁକାବିଲା

ରାଜକୋଟ,୮।୩(ପି.ଟି.)- ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ(ଏସ୍‌ସିଏ) ଷ୍ଟାଡିୟମରେ ଦେଶର ସର୍ବବୃହତ୍‌ ଘରୋଇ କ୍ରିକେଟ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ଫାଇନାଲ ମ୍ୟାଚ୍‌ ସୋମବାରଠାରୁ ଆରମ୍ଭ ହେବ। ଟାଇଟଲ ପାଇଁ ଘରୋଇ ସୌରାଷ୍ଟ୍ର ଓ ବେଙ୍ଗଲ ପରସ୍ପରକୁ ଭେଟିବେ। ଜୟଦେବ ଉନାଡକଟଙ୍କ ନେତୃତ୍ୱରେ ସୌରାଷ୍ଟ୍ର…

ଆଇସିସି ଟି୨୦ ମହିଳା ବିଶ୍ୱକପ୍‌: ଟସ୍‌ ଜିତି ଅଷ୍ଟ୍ରେଲିଆର ବ୍ୟାଟିଂ ନିଷ୍ପତ୍ତି

ମେଲବୋର୍ନ, ୮।୩(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଟି୨୦ ବିଶ୍ୱକପ୍‌ରେ ଆୟୋଜକ ଅଷ୍ଟ୍ରେଲିଆ ଓ ଭାରତ ମୁହଁାମୁହିଁ ହୋଇଛନ୍ତି। ସ୍ଥାନୀୟ ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡ (ଏମ୍‌ସିଜି)ରେ ରବିବାର ଆରମ୍ଭ ହୋଇଥିବା ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତ ପ୍ରଥମେ ବ୍ୟାଟିଂ…

କରୋନାଭାଇରସ ସଂକ୍ରମଣ ରୋକିବା ପାଇଁ ଏଟିପି, ଡବ୍ଲ୍ୟୁଟିଏର ଉପାୟ ଘୋଷଣା

ଲସ୍‌ ଏଞ୍ଜେଲ୍ସ,୮।୩ (ଏଏଫ୍‌ପି)- ଇଣ୍ଡିଆନ ଓ୍ବେଲ୍ସରେ ବିଏନ୍‌ପି ପାରିବାସ ଓପନ୍‌ ଟେନିସ ଟୁର୍ନାମେଣ୍ଟର ଅବ୍ୟବହିତ ପୂର୍ବରୁ ଏଟିପି ଓ ଡବ୍ଲ୍ୟୁଟିଏ କରୋନା ଭାଇରସ ସଂକ୍ରମଣ ରୋକିବା ପାଇଁ ବିଭିନ୍ନ ଉପାୟ ନେଇ ଘୋଷଣା କରିଛନ୍ତି। କରୋନା ଭାଇରସ ସଂକ୍ରମଣ ଏବେ ସାରା…

ଫେଡ୍‌ କପ୍‌: ଭାରତ ପ୍ରଥମ ଥର ପ୍ଲେ-ଅଫ୍‌ରେ

ଦୁବାଇ, ୮ା୩ (ପି.ଟି.)-ପ୍ରଥମ ଥର ପ୍ଲେ-ଅଫ୍‌ରେ ପ୍ରବେଶ କରି ଭାରତୀୟ ଫେଡ୍‌ କପ୍‌ ଟିମ୍‌ ଇତିହାସ ସୃଷ୍ଟି କରିଛି। ଅଙ୍କିତା ରାଇନାଙ୍କ ନେତୃତ୍ୱାଧୀନ ଦଳ ଏଠାରେ ଇଣ୍ଡୋନେସିଆ ବିପକ୍ଷରେ ୨-୧ରେ ବିଜୟ ହାସଲ କରିଛି। ପ୍ରଥମ ସିଙ୍ଗଲ୍ସରେ ଋତୁଜା ଭୋସ୍‌ଲେ ହାରିବା…

ଇଣ୍ଡିଆନ୍‌ ଓ୍ବେଲ୍ସରୁ ଓହରିଲେ ଆଣ୍ଡ୍ରେସ୍କୁ

ଇଣ୍ଡିଆନ ଓ୍ବେଲ୍ସ,୮।୩(ଏଏଫ୍‌ପି)- ଏଠାରେ ଆସନ୍ତା ସପ୍ତାହରେ ଆରମ୍ଭ ହେବାକୁ ଯାଉଥିବା ଇଣ୍ଡିଆନ ଓ୍ବେଲ୍ସ ଟେନିସ ଟୁର୍ନାମେଣ୍ଟରୁ ଗତଥରର ଚାମ୍ପିୟନ ତଥା ବିଶ୍ୱର ୪ ନମ୍ବର ଖେଳାଳି ବାଇଆଙ୍କା ଆଣ୍ଡ୍ରେସ୍କୁ ଓହରିଯାଇଛନ୍ତି। କାନାଡ଼ାର ଏହି ମହିଳା ତାରକା ଖେଳାଳି ବାମ ଆଣ୍ଠୁରେ ଦେଖା…

ଜନ୍ମଦିନକୁ ସ୍ମରଣୀୟ ଲକ୍ଷ୍ୟରେ ହର୍‌ମନପ୍ରୀତ୍‌

ମେଲବୋର୍ନ, ୮।୩- ଆୟୋଜକ ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ରବିବାର ସ୍ଥାନୀୟ ମେଲବୋର୍ନ କ୍ରିକେଟ୍‌ ଗ୍ରାଉଣ୍ଡ (ଏମ୍‌ସିଜି)ରେ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଭାରତୀୟ ଦଳର ଅଧିନାୟିକା ହର୍‌ମନପ୍ରୀତ୍‌ କୌରଙ୍କ ୩୧ତମ ଜନ୍ମଦିନ ରବିବାର ପଡ଼ୁଥିବାରୁ ତାଙ୍କ…

ଇଣ୍ଡିଆ ଲିଜେଣ୍ଡ୍ସର ସହଜ ବିଜୟ: ସେହ୍ବାଗ ମ୍ୟାନ୍‌ ଅଫ୍‌ ଦି ମ୍ୟାଚ୍‌

ସେହ୍ବାଗ ମୁମ୍ବାଇ, ୮ା୩-ସଡ଼କ ସୁରକ୍ଷା ସଚେତନତା ବାର୍ତ୍ତାନେଇ ‘ରୋଡ୍‌ ସେଫ୍ଟି ଓ୍ବାଲର୍‌ଡ ସିରିଜ’ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଶନିବାର ଆରମ୍ଭ ହୋଇଛି। ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯାଇଥିବା ପ୍ରତିଯୋଗିତାର ପ୍ରଥମ ମ୍ୟାଚରେ ସଚିନ ତେନ୍ଦୁଲକରଙ୍କ ନେତୃତ୍ୱାଧୀନ ଇଣ୍ଡିଆ ଲିଜେଣ୍ଡ୍ସ ୭ ଉଇକେଟରେ…

ଦୁଇ ଦଳକୁ ମୋଦିଙ୍କ ଶୁଭେଚ୍ଛା: ଫାଇନାଲ ପୂର୍ବରୁ ଦୁଇ ପ୍ରଧାନମନ୍ତ୍ରୀଙ୍କ ଟୁଇଟର ଯୁଦ୍ଧ

ନୂଆଦିଲ୍ଲୀ,୮।୩(ପି.ଟି.)- ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳିବା ପୂର୍ବରୁ ଭାରତ ଓ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଟୁଇଟରରେ ଯୁଦ୍ଧ ତଥା କଥା କଟାକଟି ଦେଖିବାକୁ ମିଳିଛି। ଦୁଇ ଦଳକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭେଚ୍ଛା ଜଣାଇଛନ୍ତି। ଭାରତ ଯେତେବେଳେ ଫାଇନାଲ…

ଭାରତୀୟ ଦଳ ସହ ପପ୍‌ ସେନସେସନ ପେରୀଙ୍କ ସାକ୍ଷାତ

ମେଲବୋର୍ନ,୮।୩- ଫାଇନାଲ ମ୍ୟାଚ୍‌ର ଅବ୍ୟବହିତ ପୂର୍ବରୁ ଜଣାଶୁଣା ମହିଳା ପପ୍‌ ସିଙ୍ଗର କେଟି ପେରୀ ଉଭୟ ଅଷ୍ଟ୍ରେଲିଆ ଓ ଭାରତୀୟ ଦଳର ସଦସ୍ୟମାନଙ୍କୁ ଭେଟିଛନ୍ତି। ପ୍ରଥମ ସନ୍ତାନର ଜନନୀ ହେବାକୁ ଯାଉଥିବା ପେରୀ ଓ ତାଙ୍କ ସ୍ବାମୀ ତଥା ହଲିଉଡ ଅଭିନେତା…

ଦିନିକିଆ ସିରିଜ୍‌: ଦକ୍ଷିଣ ଆଫ୍ରିକାର କ୍ଲିନ୍‌ ସୁଇପ୍‌

ପୋଚେଫ୍ସଟ୍ରୁମ୍‌, ୮।୩- ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଘରୋଇ ଦକ୍ଷିଣ ଆଫ୍ରିକା ୨୭ଟି ବଲ୍‌ ବାକି ରଖି ୬ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ଫଳରେ ୩ ମ୍ୟାଚ୍‌ବିଶିଷ୍ଟ ଏହି ଦିନିକିଆରେ ସବୁ ମ୍ୟାଚ୍‌…

ଇଣ୍ଡିଆନ ସୁପର ଲିଗ୍‌: ଫାଇନାଲରେ ଚେନ୍ନାଇନ୍‌ ଏଫ୍‌ସି

ମାରଗାଓ, ୮।୩(ପି.ଟି.)- ପୂର୍ବରୁ ୨ଥର ଟାଇଟଲ ହାସଲ କରିଥିବା ଚେନ୍ନାଇନ ଏଫ୍‌ସି ପ୍ରଥମ ଦଳ ଭାବେ ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ର ଫାଇନାଲରେ ପ୍ରବେଶ କରିଛି। ଏହି ହାଇପ୍ରୋଫାଇଲ ଲିଗ୍‌ର ସେକେଣ୍ଡ ଲେଗ ସେମିଫାଇନାଲରେ ଚେନ୍ନାଇନ ୨-୪ ଗୋଲରେ ଏଫ୍‌ସି…

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌: ପ୍ରଥମ ଟାଇଟଲ ଲକ୍ଷ୍ୟରେ ଭାରତ

ମେଲବୋର୍ନ, ୮।୩(ପି.ଟି.)- ଅଷ୍ଟ୍ରେଲିଆରେ ଚାଲିଥିବା ମହିଳା ଟି୨୦ ବିଶ୍ୱକପ୍‌ର ସପ୍ତମ ସଂସ୍କରଣ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ରବିବାର ମେଲବୋର୍ନ କ୍ରିକେଟ ଗ୍ରାଉଣ୍ଡରେ ଫାଇନାଲ ମ୍ୟାଚ୍‌ ଆୟୋଜନ ହେବ। ଟାଇଟଲ ପାଇଁ ଫାଇନାଲରେ ଗତଥରର ଚାମ୍ପିୟନ ତଥା ଆୟୋଜକ ଅଷ୍ଟ୍ରେଲିଆ ଓ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?