ଖେଳ

ଜାତୀୟ ସବ୍‌-ଜୁନିୟର ବ୍ୟାଡମିଣ୍ଟନ: କ୍ୱାର୍ଟରେ ଆୟୁଷ, ସେମିରେ ତାରା

ଭୁବନେଶ୍ୱର,୨୧।୧୨ (ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ଇଷ୍ଟକୋଷ୍ଟ ରେଲଓ୍ବେ ଇନଡୋର ଷ୍ଟାଡିୟମରେ ଚାଲିଥିବା ୩୩ତମ ଜାତୀୟ ସବ- ଜୁନିୟର ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ ଏସିଆ ଜୁନିୟର ୧୫ ବର୍ଷରୁ କମ୍‌ ବାଳିକା ରନର୍ସଅପ୍‌ ତାରା ଶାହା ପ୍ରଥମ ଖେଳାଳିଭାବେ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଟପ୍‌…

ଏଆଇଏଫ୍‌ଏଫ୍‌ ହିରୋ ଏଲିଟ ଲିଗ୍‌: ୧୮ ବର୍ଷରୁ କମ୍‌ ଓଡ଼ିଶା ଏଫ୍‌ସିର ବିଜୟ

ନୂଆଦିଲ୍ଲୀ,୨୧।୧୨(ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମର ୨ ନମ୍ବର ଟ୍ରେନିଂ ପିଚ୍‌ରେ ଖେଳାଯାଇଥିବା ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ (ଏଆଇଏଫ୍‌ଏଫ୍‌) ହିରୋ ଏଲିଟ୍‌ ଲିଗ୍‌ରେ ଓଡ଼ିଶା ଏଫ୍‌ସିର ୧୮ ବର୍ଷରୁ କମ୍‌ ଦଳ ପ୍ରଥମ ବିଜୟ ହାସଲ କରିଛି। ଓଡ଼ିଶା…

ଦ୍ୱିତୀୟ ଟେଷ୍ଟ: ଶ୍ରୀଲଙ୍କା ଅଗ୍ରଣୀ

କରାଚୀ,୨୧।୧୨- ସ୍ଥାନୀୟ ନ୍ୟାଶନାଲ ଷ୍ଟାଡିୟମରେ ଚାଲିଥିବା ପାକିସ୍ତାନ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ଶ୍ରୀଲଙ୍କା ପ୍ରଥମ ଇନିଂସରେ ଅଗ୍ରଣୀ ହୋଇଛି। ଟସ୍‌ ଜିତି ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ପ୍ରଥମ ଇନିଂସରେ ୫୯.୩ ଓଭରରେ ୧୯୧ ରନକରି ଅଲଆଉଟ୍‌ ହୋଇଛି।…

‘ବିଜୟକୁ ଚିହ୍ନିବା ବ୍ୟକ୍ତି ଆଗକୁ ବଢ଼ିଥାଏ’

ଭୁବନେଶ୍ୱର, ୨୧।୧୨(କ୍ରୀଡ଼ା ପ୍ରତିନିଧି)- ”କଠିନ ପରିଶ୍ରମ କରି ଯେଉଁ କାର୍ଯ୍ୟ କରାଯାଏ ତାହାର ଫଳ ଭଗବାନ ଦେଇଥାନ୍ତି। କୌଣସି କଠିନ ପରିସ୍ଥିତି ସାମ୍‌ନାକୁ ଆସିଲେ ତାହାକୁ ସାହସର ସହିତ ସମ୍ମୁଖୀନ ହେବା ସହ ପରିଶ୍ରମ ଜାରି ରଖିବା ଉଚିତ। ଆମ ସାମ୍‌ନାରେ…

ଝିଲ୍ଲୀଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର, ୨୧।୧୨(କ୍ରୀଡ଼ା ପ୍ରତିନିଧି) ଓଡ଼ିଶାର ପ୍ରତିଭା ସମ୍ପନ୍ନ ଭାରୋତ୍ତୋଳିକା ଝିଲ୍ଲୀ ଦଳବେହେରା ଶୁକ୍ରବାର ସମ୍ମାନଜନକ ଏକଲବ୍ୟ ପୁରସ୍କାର ଗ୍ରହଣ କରିଛନ୍ତି। ଇଣ୍ଡିଆନ ମେଟାଲ୍ସ ପବ୍ଲିକ ଚାରିଟେବଲ ଟ୍ରଷ୍ଟ(ଇମ୍ପାକ୍ଟ) ପକ୍ଷରୁ ଆୟୋଜିତ ଏହି ପୁରସ୍କାର ଆକାରରେ ତାଙ୍କୁ ମାନପତ୍ର, ଫଳକ ଏବଂ ୫…

ବାରବାଟୀ ଦିନିକିଆ: ପଡ଼ିଆ ପ୍ରସ୍ତୁତ: ଆଜି ଅଭ୍ୟାସ

କଟକ ଅଫିସ,୨୧ା୧୨- ରାଜ୍ୟର ଏକମାତ୍ର ଅନ୍ତର୍ଜାତୀୟ କ୍ରିକେଟ ଭେନ୍ୟୁ ବାରବାଟୀ ଷ୍ଟାଡିୟମ ପ୍ରସ୍ତୁତ। ରବିବାର ଏଠାରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ଦିନିକିଆ କ୍ରିକେଟ ସିରିଜର ଅନ୍ତିମ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ଖେଳାଯିବ। ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପଦାଧିକାରୀ, କର୍ମଚାରୀଙ୍କଠାରୁ…

ରଣ୍‌ଜୀ ଟ୍ରଫି: ଓଡ଼ିଶାର କ୍ରମାଗତ ଇନିଂସ ବିଜୟ

କଟକ ଅଫିସ,୨୧ା୧୨- ଚଳିତ ରଣ୍‌ଜୀ ସିଜନରେ ଓଡ଼ିଶାର ଅଭିଯାନ ଉତ୍ସାହଜନକ ରହିଛି। ପ୍ରଥମ ଦୁଇଟି ମ୍ୟାଚରେ ଦଳକୁ ଇନିଂସ ବିଜୟ ମିଳି ସାରିଲାଣି। ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ଓଡ଼ିଶା-ସର୍ଭିସେସ୍‌ ବିପକ୍ଷ ରଣଜୀ ମ୍ୟାଚ୍‌ ଶୁକ୍ରବାର ଶେଷ ହୋଇଥିବା ବେଳେ ଏଥିରେ ଓଡ଼ିଶା…

୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାରେ ବିକ୍ରିହେବା ପରେ ମ୍ୟାକ୍ସଓ୍ବେଲଙ୍କ ବିସ୍ଫୋରକ ୮୩

ମେଲବୋର୍ନ,୨୦।୧୨(ପି.ଟି.)- ଆଇପିଏଲ-୧୩ ଲାଗି ଅନୁଷ୍ଠିତ ନିଲାମ ପ୍ରକ୍ରିୟାରେ ଅଷ୍ଟ୍ରେଲିଆନ୍‌ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସଓ୍ବେଲଙ୍କୁ ୧୦.୭୫ କୋଟି ଟଙ୍କା କିଙ୍ଗ୍ସ ଏକାଦଶ ପଞ୍ଜାବ କିଣିଛି। ଏହାର ଗୋଟିଏ ଦିନ ପରେ ଅର୍ଥାତ ଶୁକ୍ରବାର ବିବିଏଲ୍‌ ମ୍ୟାଚ୍‌ରେ ସେ ୩୯ ବଲରୁ ୮୩ ରନ୍‌ର…

କଟକରେ ରେକର୍ଡ ଭାଙ୍ଗିପାରନ୍ତି ରୋହିତ

ଭୁବନେଶ୍ୱର,୨୦।୧୨- କଟକ ବାରବାଟୀ ଷ୍ଟାଡିୟମରେ ରବିବାର ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ନିର୍ଣ୍ଣାୟକ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ଉପଅଧିନାୟକ ରୋହିତ ଶର୍ମା ଏକ ବିଶେଷ ରେକର୍ଡର ଅଧିକାରୀ ହୋଇପାରନ୍ତି। ଗୋଟିଏ ବର୍ଷରେ…

ରଣ୍‌ଜୀ ଦ୍ୱିତୀୟ ରାଉଣ୍ଡ: ଓଡ଼ିଶାର ଇନିଂସ ବିଜୟ

ଭୁବନେଶ୍ୱର,୨୦।୧୨- ସ୍ଥାନୀୟ ଡ୍ରିମ୍ସ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ସର୍ଭିସେସ୍‌ ବିପକ୍ଷ ରଣ୍‌ଜୀ ମ୍ୟାଚ୍‌କୁ ଓଡ଼ିଶା ଏକ ଇନିଂସ ଓ ୩୧ ରନ୍‌ରେ ଜିତି ନେଇଛି। ଚଳିତ ରଣ୍‌ଜୀ ସିଜନରେ ଏହା ଓଡ଼ିଶାର କ୍ରମାଗତ ଦ୍ୱିତୀୟ ଇନିଂସ ବିଜୟ। ପ୍ରଥମ ଇନିଂସରେ ସର୍ଭିସେସ୍‌…

ଭେଟେରାନ ଖେଳାଳିଙ୍କୁ କିଣିବା ପରମ୍ପରା ବଜାୟ ରଖିଲା ସିଏସ୍‌କେ

ଚେନ୍ନାଇ,୨୦।୧୨- ଆଇପିଏଲ୍‌ ଇତିହାସର ଅନ୍ୟତମ ସଫଳ ଫ୍ରାଞ୍ଚାଇଜ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ତା’ର ଭେଟେରାନ ଖେଳାଳିଙ୍କ ଉପରେ ପୁଞ୍ଜିଲଗାଣ ପରମ୍ପରା ବଜାୟ ରଖିଛି। ଦୁଇ ବର୍ଷ ବାସନ୍ଦାଦେଶରୁ ଫେରିବା ପରେ ସିଏସ୍‌କେ ୨୦୧୮ଠାରୁ ୩୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ଖେଳାଳିଙ୍କ…

୪ ଥର ଦଶମରେ ଫେଲ ପେସର ଖେଳିବେ ଆଇପିଏଲ

କୋଲକାତା,୨୦।୧୨- ଆଇପିଏଲ ନିଲାମ ପ୍ରକ୍ରିୟାରେ ଆକାଶ ସିଂଙ୍କୁ କିଣିଛି ରାଜସ୍ଥାନ ରୟାଲ୍ସ ଦଳ। ରାଜସ୍ଥାନ ଫ୍ରାଞ୍ଚାଇଜ ଆକାଶଙ୍କୁ ୨୦ ଲକ୍ଷ ଟଙ୍କାର ବେସ ପ୍ରାଇସରେ ଦଳରେ ସାମିଲ କରିଛି। ରାଜସ୍ଥାନରେ ରହୁଥିବା ଆକାଶ ଜଣେ ବାମହାତୀ ପେସର। ସେ ୧୯ ବର୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri