ଖେଳ

ଓଡ଼ିଶା ଏଫ୍‌ସି ସହିତ ଡାନିଏଲଙ୍କ ଚୁକ୍ତି ମିଆଦ ବୃଦ୍ଧି

ଭୁବନେଶ୍ୱର, ୭।୩(କ୍ରୀଡ଼ା ପ୍ରତିନିଧି)- ଭୁବନେଶ୍ୱର ଭିତ୍ତିକ ଇଣ୍ଡିଆନ ସୁପର ଲିଗ୍‌(ଆଇଏସଏଲ) କ୍ଲବ ଓଡ଼ିଶା ଏଫସି ସେଣ୍ଟର ଫରଓ୍ବାର୍ଡ ଡାନିଏଲ ଲାଲହିଲିମପୁଇଆଙ୍କ ଚୁକ୍ତି ମିଆଦ ୨୦୨୨ ପର୍ଯ୍ୟନ୍ତ ବୃଦ୍ଧି କରିଛି। ଶୁକ୍ରବାର ମିଜୋରାମ ଷ୍ଟ୍ରାଇକରଙ୍କ ସହ ଏ ସମ୍ପର୍କିତ ଚୁକ୍ତିପତ୍ର ସ୍ବାକ୍ଷର ହୋଇଥିବା…

ତୃତୀୟ ଦିନିକିଆ: ବାଂଲାଦେଶର ବୃହତ୍‌ ବିଜୟ

ସିଲହେଟ,୭।୩- ବର୍ଷା ବାଧାପ୍ରାପ୍ତ ଜିମ୍ବାଓ୍ବେ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଘରୋଇ ବାଂଲାଦେଶ ଡକ୍‌ଓ୍ବର୍ଥ/ ଲୁଇସ୍‌ ନିୟମରେ ୧୨୩ ରନରେ ବିଜୟୀ ହୋଇଛି। ଟସ୍‌ ହାରି ବାଂଲାଦେଶ ପ୍ରଥମେ ବ୍ୟାଟିଂ କରି ୪୩ ଓଭରରେ ୩ ଉଇକେଟ ହରାଇ ୩୨୨ ରନ…

ଆଇଏସ୍‌ଏଲ୍‌: ବିଦେଶୀ ଖେଳାଳିଙ୍କ ସଂଖ୍ୟା ନେଇ ଷ୍ଟିମାକଙ୍କ ଅସନ୍ତୋଷ

ମୁମ୍ବାଇ,୭।୩(ପି.ଟି.)- ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ବିଦେଶୀ ଖେଳାଳିଙ୍କ ସଂଖ୍ୟ ନେଇ ଭାରତୀୟ ଜାତୀୟ ଦଳର ହେଡ୍‌ କୋଚ୍‌ ଆଇଗର ଷ୍ଟିମାକ ଅସନ୍ତୋଷ ଜାହିର କରିଛନ୍ତି। ଲିଗ୍‌ରେ ଅଧିକ ବିଦେଶୀ ଖେଳାଳିଙ୍କୁ ନେଇ ସେ ଆପତ୍ତି ଉଠାଇଛନ୍ତି। ଏହା ଦ୍ୱାରା…

କରୋନା ଦ୍ୱାରା ଭାରତୀୟ କ୍ରୀଡ଼ା ପ୍ରଭାବିତ

ନୂଆଦିଲ୍ଲୀ,୭।୩(ପି.ଟି.)- ବିଶ୍ୱବ୍ୟାପୀ କରୋନାଭାଇରସ୍‌ର ଆତଙ୍କ ଦେଖା ଦେଇଛି। ଏହା ମଧ୍ୟ ଭାରତୀୟ କ୍ରୀଡ଼ାକୁ ପ୍ରଭାବିତ କରିଛି। ପ୍ରଥମ ମେଜର ଇଭେଣ୍ଟ ଭାବେ ଶୁଟିଂ ବିଶ୍ୱକପକୁ ଘୁଞ୍ଚାଇବା ପାଇଁ ନିଷ୍ପତ୍ତି ନିଆଯାଇଛି। ଫଳରେ ଦେଶରେ ତାରକା ଆଥଲେଟ୍‌ଙ୍କ ଅଲିମ୍ପିକ୍‌ ପ୍ରସ୍ତୁତିରେ ବାଧା ସୃଷ୍ଟି…

ଅଲିମ୍ପିକ ମଶାଲ ଆଗମନ ଉତ୍ସବ ଛୋଟ ଆକାରରେ ହେବ

ଟୋକିଓ ୬ା୩ (ଏପି)- କରୋନା ଭାଇରସ୍‌ର ବ୍ୟାପକତା ଦୃଷ୍ଟିରୁ ଅଲିମ୍ପିକ ମଶାଲ ଆଗମନ ଉତ୍ସବକୁ ଛୋଟ ଆକାରରେ କରାଯିବ ବୋଲି ଟୋକିଓ ଅଲିମ୍ପିକ୍ସ ମୁଖ୍ୟ ୟୋଶିରୋ ମୋରି ଶୁକ୍ରବାର ସୂଚନା ଦେଇଛନ୍ତି। କାର୍ଯ୍ୟସୂଚୀ ଅନୁସାରେ ଅଲିମ୍ପିକ ମଶାଲ ମାର୍ଚ୍ଚ ୨୦ରେ ଜାପାନରେ…

ରୋଡ୍‌ ସେଫ୍ଟି ଓ୍ବାଲର୍‌ଡ ସିରିଜ: ସଚିନ ବନାମ ଲାରା

ମୁମ୍ବାଇ, ୬।୩- ସଡ଼କ ସୁରକ୍ଷା ସଚେତନତା ବାର୍ତ୍ତା ନେଇ ‘ରୋଡ୍‌ ସେଫ୍ଟି ଓ୍ବାଲର୍‌ଠ ସିରିଜ’ ଟି୨୦ କ୍ରିକେଟ ଟୁର୍ନାମେଣ୍ଟ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଭାରତ, ଅଷ୍ଟ୍ରେଲିଆ, ଶ୍ରୀଲଙ୍କା, ଦକ୍ଷିଣ ଆଫ୍ରିକା ଓ ଓ୍ବେଷ୍ଟଣ୍ଡିଜର କିମ୍ବଦନ୍ତୀ କ୍ରିକେଟରମାନେ ଏହି ସିରିଜରେ ଖେଳିବେ।…

ରଣଜୀ ଫାଇନାଲରେ ଖେଳିବେ ନାହିଁ ଜାଡେଜା

କୋଲକାତା,୬।୩- ଆସନ୍ତା ୯ ତାରିଖରେ ସୌରାଷ୍ଟ୍ର ଓ ବେଙ୍ଗଲ ମଧ୍ୟରେ ଚଳିତ ରଣଜୀ ସିଜନର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ (ଏସ୍‌ସିଏ) ତା’ର ଷ୍ଟାର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ ଫାଇନାଲରେ ଖେଳାଇବା ପାଇଁ ବିସିସିଆଇର…

ମହିଳା ଟି୨୦ ବିଶ୍ୱକପ୍‌: ପତ୍ନୀଙ୍କ ଲାଗି ଆଗୁଆ ସ୍ବଦେଶ ଫେରିିଲେ ଷ୍ଟାର୍କ

ମେଲବୋର୍ନ,୬।୩- ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ତଥା ପୋଚେପ୍‌ଷ୍ଟ୍ରୁମ ଦିନିକିଆରେ ଖେଳିବେ ନାହିଁ ଅଷ୍ଟ୍ରେଲିଆ ପେସର ମିଚେଲ ଷ୍ଟାର୍କ। ସେ ରବିବାର ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ହେବାକୁ ଥିବା ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଦେଖିବା ଲାଗି ସ୍ବଦେଶ…

ପୁଣି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ଶତକ

ମୁମ୍ବାଇ,୬।୩- ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ସର୍ଜରି ପରେ ଫିଟ୍‌ ହୋଇ ପଡ଼ିଆକୁ ଫେରିବାପରଠାରୁ ବିସ୍ଫୋରକ ବ୍ୟାଟିଂ କରୁଛନ୍ତି। ଡି.ଓ୍ବାଇ. ପାଟିଲ ଟୁର୍ନାମେଣ୍ଟର ଗତମ୍ୟାଚ୍‌ରେ ଶତକ ହାସଲ କରିଥିବା ଅଲରାଉଣ୍ଡର ପୁଣି ଶୁକ୍ରବାର ବିସ୍ଫୋରକ ଶତକୀୟ ଇନିଂସ ଖେଳିଛନ୍ତି।…

ଅଧିନାୟକ ପଦ ଛାଡ଼ି କୋଚ୍‌ ହେଲେ ସାମି

କରାଚୀ,୬।୩- ଦୁଇ ଥର ଟି୨୦ ବିଶ୍ୱକପ୍‌ ଚାମ୍ପିୟନ ଓ୍ବେଷ୍ଟଇଣ୍ଡିଜ ଦଳର ପୂର୍ବତନ ଅଧିନାୟକ ଡାରେନ ସାମି ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ) ଫ୍ରାଞ୍ଚାଇଜ ପେଶାଓ୍ବର ଜାଲିମର ଅଧିନାୟକ ପଦ ଛାଡ଼ି ଦେଇଛନ୍ତି। ଅଧିନାୟକ ପଦଠାରୁ ସେ ଆହୁରି ଗୁରୁତ୍ୱପୂର୍ଣ୍ଣ ଦଳର ମୁଖ୍ୟ…

ଅଲ ଇଂଲଣ୍ଡ ଟୁର୍ନାମେଣ୍ଟରୁ ଓହରିଲେ ଭାରତୀୟ ବ୍ୟାଡ୍‌ମଣ୍ଟନ ଖେଳାଳି

ନୂଆଦିଲ୍ଲୀ,୬।୩(ପି.ଟି.)- ଭାରତୀୟ ବ୍ୟାଡ୍‌ମିଣ୍ଟନ ଖେଳାଳି କରୋନା ଭାଇରସ ଭୟରେ ଆସନ୍ତା ସପ୍ତାହରେ ହେବାକୁ ଥିବା ଅଲ ଇଂଲଣ୍ଡ ଚାମ୍ପିୟନଶିପ୍‌ ଇଭେଣ୍ଟରୁ ଓହରି ଯାଇଛନ୍ତି। ଏଚ୍‌ଏସ୍‌ ପ୍ରଣୟଙ୍କ ସମେତ ବିଶ୍ୱର ୧୦ମ ମାନ୍ୟତା ପ୍ରାପ୍ତ ପୁରୁଷ ଡବଲ୍ସ ଚିରାଗ ଶେଟି ଓ ସାତ୍ୱିକ…

ୟୁଟ୍ୟୁବରେ ନିଦହାସ ଟ୍ରଫି ଫାଇନାଲକୁ ଦେଖିସାରିଲେଣି ୧୩.୨ କୋଟି ୟୁଜର୍ସ

୨୦୧୮ରେ ଶ୍ରୀଲଙ୍କା ଦ୍ୱାରା ଆୟୋଜିତ ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌ ନିଦାହାସ ଟ୍ରଫି ଫାଇନାଲରେ ବାଂଲାଦେଶ ଓ ଭାରତ ପରସ୍ପରକୁ ଭେଟିଥିଲେ। ବାଂଲାଦେଶ ପକ୍ଷରୁ ଧାର୍ଯ୍ୟ ୧୬୭ ରନ୍‌ର ଟାର୍ଗେଟକୁ ପିଛା କରି ଭାରତୀୟ ଦଳ ୧୮ ଓଭର ସୁଦ୍ଧା ୫ ଉଇକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?