ଖେଳ

ଆସନ୍ତା ୨୨ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ଦିନିକିଆ: କାଉଣ୍ଟରରେ ଚାଲିଛି ଟିକେଟ ବିକ୍ରି, ରାତିରୁ ଲାଗିଛି ଲମ୍ବା ଲାଇନ

କଟକ ଅଫିସ,୧୯।୧୨: ଆସନ୍ତା ୨୨ ତାରିଖରେ ବାରବାଟୀରେ ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୩ୟ ଏକଦିବସୀୟ ତଥା ନିର୍ଣ୍ଣାୟକ କ୍ରିକେଟ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏଥିପାଇଁ ଉଭୟ ଦଳ ଗୁରୁବାର ମଧ୍ୟାହ୍ନରେ ଭୁବନେଶ୍ୱରରେ ପହଞ୍ଚିବା କାର୍ଯ୍ୟକ୍ରମ ରହିଛି। ଅପରପକ୍ଷେ ସକାଳୁ ଷ୍ଟାଡିୟମର…

ଚଳିତବର୍ଷ ଦିନିକିଆରେ ସର୍ବାଧିକ ଉଇକେଟ ନେଇଥିବା ବୋଲର ଶାମି

ବିଶାଖାପାଟଣା,୧୯।୧୨- ଭାରତୀୟ ପେସର ମହମ୍ମଦ ଶାମି ନ୍ୟୁଜିଲାଣ୍ଡ ପେସର ଟ୍ରେଣ୍ଟ ବୋଲ୍ଟଙ୍କୁ ଅତିକ୍ରମ କରି ଚଳିତବର୍ଷ ଦିନିକିଆରେ ସର୍ବାଧିକ ଉଇକେଟ ନେଇଥିବା ବୋଲର ହୋଇପାରିଛନ୍ତି। ଏ ବର୍ଷ ୨୦ ମ୍ୟାଚ୍‌ ଖେଳି ଶାମି ହାତେଇଛନ୍ତି ୪୦ ଉଇକେଟ। ତାଙ୍କ ପଛକୁ ରହିଥିବା…

ସିଏଏ ପ୍ରତିବାଦ: ଝିଅ ସପକ୍ଷରେ ବାହାରିଲେ ଗାଙ୍ଗୁଲି, କହିଲେ ସାନା ଏବେ ଛୋଟ ପିଲା

କୋଲକାତା,୧୯।୧୨: ନାଗରିକତା ସଂଶୋଧନ ଆଇନକୁ ନେଇ ସାରା ଦେଶରେ ବିଭିନ୍ନ ପ୍ରତିକ୍ରିୟା ଦେଖିବାକୁ ମିଳିଛି। ସୋସିଆଲ ମିଡିଆରେ ଏ ନେଇ ଅନେକ ବିରୋଧର ବାର୍ତ୍ତା ମଧ୍ୟ ପୋଷ୍ଟ ହେଉଛି। ଏହାରି ଭିତରେ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ଝିଅ ସାନା ସିଏଏ…

ଓଡ଼ିଶା-କର୍ନାଟକ ଫାଇନାଲ ଆଜି

ନୂଆଦିଲ୍ଲୀ, ୧୯।୧୨ (ପି.ଟି.)-ଡିଡିଏ ସ୍ପୋର୍ଟସ କମ୍ପ୍ଲେକ୍ସରେ ଚାଲିଥିବା ଜାତୀୟ ମହିଳା ଦୃଷ୍ଟିହୀନ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟର ପ୍ରଥମ ସଂସ୍କରଣର ଫାଇନାଲ ଲାଇନ୍‌ ଅପ୍‌ ଚୂଡ଼ାନ୍ତ ହୋଇଛି। ଗୁରୁବାର ଫାଇନାଲରେ କର୍ନାଟକୁ ଭେଟିବ ଓଡ଼ିଶା। ଗ୍ରୁପ୍‌-ଏ’ରେ କର୍ନାଟକ ଏହାର ୩ଟି ଯାକ ମ୍ୟାଚ୍‌…

ବାରବାଟୀ ମ୍ୟାଚର ଗୁରୁତ୍ୱ ବଢ଼ିଲା

ଭୁବନେଶ୍ୱର, ୧୯।୧୨(କ୍ରୀଡ଼ା ପ୍ରତିନିଧି)- ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ସିରିଜର ତୃତୀୟ ତଥା ଅନ୍ତିମ ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଚେନ୍ନାଇଠାରେ ଅନୁଷ୍ଠିତ ପ୍ରଥମ ଦିନିକିଆରେ ଓ୍ବେଷ୍ଟଇଣ୍ଡିଜ ୮ ଉଇକେଟରେ ବିଜୟୀ ହୋଇଛି।…

ବାରବାଟୀ ଦିନିକିଆ: କାଉଣ୍ଟରରେ ଉପଲବ୍ଧ ୧୦,୦୩୯ ଟିକେଟ୍‌

କଟକ ଅଫିସ,୧୯ା୧୨- ଆସନ୍ତା ରବିବାର ଦିନ ବାରବାଟୀରେ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ ୩ୟ ଏକଦିବସୀୟ କ୍ରିକେଟ ମ୍ୟାଚ୍‌ ପାଇଁ ଉଭୟ ଦଳ ଗୁରୁବାର ମଧ୍ୟାହ୍ନରେ ଭୁବନେଶ୍ୱରରେ ପହଞ୍ଚିବେ। ଗୁରୁବାର ଦିନ ୧୨.୧୦ରୁ ୧.୧୦ ମଧ୍ୟରେ ଉଭୟ ଦଳ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା…

ମୁକ୍ତିଙ୍କ କ୍ଲିନିକ୍‌ରେ ସର୍ଦ୍ଦାର, ଧରମବୀର

ଭୁବନେଶ୍ୱର, ୧୯।୧୨(କ୍ରୀଡ଼ା ପ୍ରତିନିଧି)- କେବଳ ଓଡ଼ିଶାର ନୁହେଁ, ଭାରତର ଅନ୍ୟତମ ପ୍ରତିଷ୍ଠିତ ଫିଜିଓ ମୁକ୍ତି ପ୍ରସାଦ ଦାଶଙ୍କ ପାଇଁ ବୁଧବାର ସନ୍ଧ୍ୟା ଆଣିଥିଲା ସ୍ମରଣୀୟ ମୁହୂର୍ତ୍ତ। ସହିଦ ନଗରସ୍ଥିତ ତାଙ୍କ ଗ୍ଲୋବାଲ ଫିଜିଓ ସେଲ୍‌ରେ ପହଞ୍ଚତ୍ଥିଲେ ଭାରତୀୟ ହକି ଦଳର ଦୁଇ…

ପ୍ରଥମଥର ଲାଗି ଗୋଲ୍ଡେନ ଡକ୍‌

ବିଶାଖାପାଟନମ, ୧୯।୧୨- ଏକଦିବସୀୟ କ୍ରିକେଟ୍‌ର ୪୮ ବର୍ଷର ଇତିହାସରେ ପ୍ରଥମଥର ଲାଗି ଏକ ମ୍ୟାଚ୍‌ରେ ଉଭୟ ଦଳର ଅଧିନାୟକ ପ୍ରଥମ ବଲରେ ଖାତା ଖୋଲିବା ପୂର୍ବରୁ ‘ଶୂନ’ରେ ଆଉଟ୍‌ ହୋଇଛନ୍ତି। ବୁଧବାର ଏଠାରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଅନୁଷ୍ଠିତ ୨ୟ…

ଦ୍ୱିତୀୟ ଦିନିକିଆ: ଭାରତର ବୃହତ୍‌ ବିଜୟ

ବିଶାଖାପାଟଣା,୧୮।୧୨ (ପି.ଟି.)- ପ୍ରଥମ ଦିନିକିଆର ପରାଜୟ ପରେ ଘରୋଇ ଭାରତ ଦୃଢ ପ୍ରତ୍ୟାବର୍ତ୍ତନ କରିଛି। ବ୍ୟାଟିଂ ଓ ବୋଲିଂରେ ଦମ୍‌ଦାର ପ୍ରଦର୍ଶନ କରି ଭାରତ ସ୍ଥାନୀୟ ୟାଇଏସ୍‌ଆର କ୍ରିକେଟ ଷ୍ଟାଡିୟମରେ ବୁଧବାର ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜକୁ ୧୦୭…

ଏସିଆନ ଟିମ୍‌ ସ୍କ୍ବାଶ ଚାମ୍ପିୟନଶିପ୍‌: ଭାରତ କୋଚ୍‌ ହେବେ ପାଲମେର

ନୂଆଦିଲ୍ଲୀ,୧୮।୧୨(ପି.ଟି.): ଆସନ୍ତାବର୍ଷ କୁଆଲାଲମ୍ପୁରରେ ଆୟୋଜନ ହେବାକୁଥିବା ଏସିଆନ ଟିମ୍‌ ଚାମ୍ପିୟନଶିପ୍‌ରେ ବିଶ୍ୱର ପୂର୍ବତନ ୧ ନମ୍ବର ଖେଳାଳି ଅଷ୍ଟ୍ରେଲିଆର ଡେଭିଡ ପାଲମେର ଭାରତୀୟ ଦଳର କୋଚ୍‌ ନିଯୁକ୍ତ ହେବା ନିଶ୍ଚିତ ହୋଇଛି। ଫୁଲ ଟାଇମ କୋଚ୍‌ ବଦଳରେ କେବଳ ଗୋଟିଏ ଇଭେଣ୍ଟ…

ସଙ୍ଗକାରାଙ୍କୁ ଏମ୍‌ସିସି ଦଳର ନେତୃତ୍ୱ

ଲଣ୍ଡନ, ୧୮।୧୨ (ପି.ଟି.): କ୍ରିକେଟ୍‌ ନିୟମର ପ୍ରଣେତା ମେରିଲବୋନ କ୍ରିକେଟ୍‌ କ୍ଲବ (ଏମ୍‌ସିସି) ଆସନ୍ତା ଫେବ୍ରୁୟାରୀରେ ପାକିସ୍ତାନ ଗସ୍ତରେ ଯାଇ ସେଠାରେ କେତୋଟି ମ୍ୟାଚ୍‌ ଖେଳିବାର କାର୍ଯ୍ୟସୂଚୀ ରହିଛି। ଏଥିଲାଗି ପୂର୍ବତନ ମହାନ ଶ୍ରୀଲଙ୍କା କ୍ରିକେଟର୍‌ କୁମାର ସଙ୍ଗକାରାଙ୍କୁ ଏମ୍‌ସିସି ଦଳର…

ଓ୍ବେଷ୍ଟଇଣ୍ଡିଜ ଆଗରେ ବିଶାଳ ଟାର୍ଗେଟ

ବିଶାଖାପାଟଣା,୧୮।୧୨(ପି.ଟି.)- ଏଠାରେ ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଭାରତୀୟ ଦଳ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ସମ୍ମୁଖରେ ୩୮୮ ରନ୍‌ର ବିଶାଳ ବିଜୟ ଲକ୍ଷ୍ୟ ଛିଡ଼ା କରିଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ୫୦ ଓଭରରେ ୫ ଉଇକେଟ ହରାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri