ଏସ୍ଡିସି କପ୍ ୨୦୨୦: ମହିଳା, ପୁରୁଷ ବର୍ଗରେ ସୁନ୍ଦରଗଡ଼ ଚାମ୍ପିୟନ
କଟକ ଅଫିସ,୬ା୩- ରାଜ୍ୟ ସରକାରଙ୍କ ସ୍ପେସାଲ ଡେଭଲପମେଣ୍ଟ କାଉନସିଲ(ଏସ୍ଡିସି) ଓ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ)ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏସ୍ଡିସି କପ୍-୨୦୨୦ ଗୁରୁବାର ଉଦ୍ଯାପିତ ହୋଇଯାଇଛି। ବାରବାଟୀ ଷ୍ଟାଡିୟମରେ ଉଭୟ ପୁରୁଷ ଓ ମହିଳା ବର୍ଗର ଫାଇନାଲ ଖେଳା ଯାଇଥିଲା।…
ବିଜୁ ପଟ୍ଟନାୟକ ମିନି ମାରାଥନ: ସାମସଦ୍, ରଶ୍ମିରଞ୍ଜନ ଚାମ୍ପିୟନ୍
ଭୁବନେଶ୍ୱର, ୬ା୩(ବ୍ୟୁରୋ): ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ବିଜୁ ପଟ୍ଟନାୟକ ମିନି ମାରାଥନ ଅନୁଷ୍ଠିତ ହୋଇଯାଇଛି। ଗୁରୁବାର ସକାଳ ୭ଟାରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ବିଜୁ ପଟ୍ଟନାୟକ…
ଅଲ୍ ଇଂଲଣ୍ଡ ଚାମ୍ପିୟନଶିପ୍ରୁ ଓହରିଲେ ଭାରତୀୟ ଖେଳାଳି
ନୂଆଦିଲ୍ଲୀ, ୬ା୩ (ପି.ଟି.)-କରୋନା ଭାଇରସ୍ ସଂକ୍ରମଣ ଆଶଙ୍କାରେ ଭାରତର କେତେଜଣ ବ୍ୟାଡମିଣ୍ଟନ ଖେଳାଳି ଆସନ୍ତା ସପ୍ତାହରେ ହେବାକୁଥିବା ଅଲ୍ ଇଂଲଣ୍ଡ ଓପନ ବ୍ୟାଡ୍ମିଣ୍ଟନ ଚାମ୍ପିୟନଶିପ୍ରୁ ଓହରିଯାଇଛି। ମାର୍ଚ୍ଚ ୧୧ରୁ ଆରମ୍ଭ ହେବାକୁଥିବା ସମ୍ମାନଜନକ ପ୍ରତିଯୋଗିତା ସିଜନର ପ୍ରଥମ ଓ୍ବାଲର୍ଡ ଟୁର୍ ସୁପର…
ଖେଲୋ ଇଣ୍ଡିଆ ମହିଳା ହକି ଲିଗ୍: କଳିଙ୍ଗରେ ତୃତୀୟ ପର୍ଯ୍ୟାୟ ମ୍ୟାଚ
ନୂଆଦିଲ୍ଲୀ, ୬ା୩- ଭାରତୀୟ କ୍ରୀଡ଼ା ପ୍ରାଧିକରଣ(ସାଇ) ଏବଂ ହକି ଇଣ୍ଡିଆ ଆନୁକୂଲ୍ୟରେ ଖେଲୋ ଇଣ୍ଡିଆ ମହିଳା ହକି ଲିଗ୍(୨୧ ବର୍ଷରୁ କମ୍)ର ପ୍ରଥମ ସଂସ୍କରଣ ଚଳିତ ବର୍ଷ ମାର୍ଚ୍ଚରୁ ନଭେମ୍ବର ମଧ୍ୟରେ ଅନୁଷ୍ଠିତ ହେବ। ଏହା ୩ଟି ପର୍ଯ୍ୟାୟରେ ଭିନ୍ନଭିନ୍ନ ଭେନ୍ୟୁରେ…
ଦିନିକିଆ ଅଧିନାୟକ ପଦ ଛାଡ଼ିଲେ ମୋର୍ତାଜା
ସିଏହେଟ୍, ୫।୩ (ଏଏଫ୍ପି)- ବରିଷ୍ଠ ବାଂଲାଦେଶ ଦ୍ରୁତ ବୋଲର ମାଶ୍ରାଫି ମୋର୍ତାଜା ଗୁରୁବାର ଦିନିକିଆ ଅଧିନାୟକ ପଦ ଛାଡ଼ିଛନ୍ତି। ଶୁକ୍ରବାର ଜିମ୍ବାଓ୍ବେ ବିପକ୍ଷରେ ଖେଳାଯିବାକୁ ଥିବା ଅନ୍ତିମ ଦିନିକିଆ ଅଧିନାୟକ ଭାବେ ମୋର ଶେଷ ମ୍ୟାଚ୍ ହେବ। ତେବେ ଜଣେ ଖେଳାଳି…
ସ୍ଥଗିତ ରହିପାରେ ବିଶ୍ୱକପ୍ କ୍ୱାଲିଫାୟର୍ସ
ଜୁରିଚ୍, ୫ା୩- ମାରାତ୍ମକ କରୋନା ଭାଇରସ୍ ବିପଦ କ୍ରୀଡ଼ା ଜଗତ ଉପରେ ପ୍ରଭାବ ପକାଇବାରେ ଲାଗିଛି। ଏଥିପାଇଁ ଅନେକ ଟୁର୍ନାମେଣ୍ଟ ବାତିଲ ହୋଇଥିବାବେଳେ ଆଉ କେତେକ ପ୍ରତିଯୋଗିତାକୁ ସ୍ଥଗିତ ରଖିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଆଥଲେଟ୍ଙ୍କ ପାଇଁ ସ୍ବତନ୍ତ୍ର ଗାଇଡ୍ଲାଇନ୍ ଜାରି…
ଫେକ୍ ପାସପୋର୍ଟ ପାଇଁ କିମ୍ବଦନ୍ତୀ ଫୁଟବଲର ଗିରଫ
ନୂଆଦିଲ୍ଲୀ, ୫ା୩- ବ୍ରାଜିଲର କିମ୍ବଦନ୍ତୀ ଫୁଟବଲର ରୋନାଲ୍ଡିନୋ ପାରାଗୁଏରେ ଗିରଫ ହୋଇଛନ୍ତି। ଏହି ଦକ୍ଷିଣ ଆମେରିକୀୟ ଦେଶରେ ପ୍ରବେଶ କରିବା ଲାଗି ସେ ଫେକ ଡକ୍ୟୁମେଣ୍ଟ ବ୍ୟବହାର କରିଛନ୍ତି। ୨୦୦୨ରେ ବ୍ରାଜିଲକୁ ଫିଫା ବିଶ୍ୱକପ୍ ଚାମ୍ପିୟନ କରାଇଥିବା ୩୯ ବର୍ଷୀୟ ରୋନାଲ୍ଡିନୋ…
ମହିଳା ଟି୨୦ ବିଶ୍ୱକପ୍: ଫାଇନାଲରେ ଭାରତ-ଅଷ୍ଟ୍ରେଲିଆ
ସିଡ୍ନୀ,୫ା୩- ଚଳିତ ଟି୨୦ ମହିଳା ବିଶ୍ୱକପ୍ ଫାଇନାଲ ମୁକାବିଲା ଗୁରୁବାର ସ୍ପଷ୍ଟ ହୋଇଯାଇଛି। ଆସନ୍ତା ୮ ତାରିଖରେ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଭାରତ ଓ ଡିଫେଣ୍ଡିଂ ତଥା ୪ ଥରର ଚାମ୍ପିୟନ ଅଷ୍ଟ୍ରେଲିଆ ମଧ୍ୟରେ ବିଶ୍ୱକପ୍ ପାଇଁ ଲଢ଼େଇ ହେବ।…
ବାଂଲାଦେଶ ଅଧିନାୟକ ପଦ ଛାଡ଼ିବେ ମୋର୍ତାଜା
ଢାକା,୫ା୩- ଜିମ୍ବାଓ୍ବେ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍ ପରେ ବାଂଲାଦେଶ ଦିନିକିଆ ଦଳର ଅଧିନାୟକ ପଦରୁ ମଶ୍ରଫି ମୋର୍ତାଜା ବିଦାୟ ନେବେ। ୨୦୨୩ ବିଶ୍ୱକପ୍ ପୂର୍ବରୁ ଦଳ ପ୍ରସ୍ତୁତି କରିବା ପାଇଁ ବିସିବି ମୁଖ୍ୟ ନାଜିମୁଲ ହାସନ ଦୀର୍ଘ…
ଗଙ୍ଗାରେ ସ୍ନାନ କଲେ ଜଣ୍ଟି ରୋଡ୍ସ
ନୂଆଦିଲ୍ଲୀ,୫ା୩- ପୂର୍ବତନ ଦକ୍ଷିଣ ଆଫ୍ରିକୀୟ କ୍ରିକେଟର ଜଣ୍ଟି ରୋଡ୍ସ ରିଶିକେଶଠାରେ ପବୀତ୍ର ନଦୀ ଗଙ୍ଗାରେ ସ୍ନାନ କରିଛନ୍ତି। ଏହାର ଏକ ଫଟୋ ସେ ନିଜ ଟୁଇଟରରେ ଶେୟାର କରିଛନ୍ତି, ଯାହାକି ଏବେ ସୋସିଆଲ ମିଡିଆରେ ଭାଇରଲ ହୋଇଯାଇଛି। ଏହାର କ୍ୟାପଶନରେ ପବୀତ୍ର…
ଭାରତୀୟ ମହିଳା ଦଳକୁ ଶୁଭେଚ୍ଛା ଜଣାଇଲେ କୋହଲି
ନୂଆଦିଲ୍ଲୀ,୫ା୩(ପି.ଟି.)- ଭାରତୀୟ ମହିଳା ଦଳ ପ୍ରଥମ ଥର ପାଇଁ ଟି୨୦ ବିଶ୍ୱକପ୍ ଫାଇନାଲରେ ପ୍ରବେଶ କରିଛି। ଏହି ଅବସରରେ ହରମନପ୍ରୀତ କୌରଙ୍କ ନେତୃତ୍ବାଧୀନ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଛନ୍ତି ଭାରତୀୟ ପୁରୁଷ ଦଳର ଅଧିନାୟକ ବିରାଟ କୋହଲି। ଫାଇନାଲରେ ପ୍ରବେଶ କରିଥିବାରୁ…
ଆଇପିଏଲ ପୂର୍ବରୁ ଖେଳାଳିଙ୍କୁ ତଥ୍ୟ ପ୍ରଦାନ କରୁଛି ନ୍ୟୁଜିଲାଣ୍ଡ କ୍ରିକେଟ
ଅକ୍ଲାଣ୍ଡ,୫ା୩(ପି.ଟି.)- କରୋନା ଭାଇରସ କାରଣରୁ ବିଶ୍ୱରେ ପ୍ରାୟ ୮୦ ଦେଶ ପ୍ରଭାବିତ ହୋଇସାରିଛନ୍ତି। ଏଥିରୁ ବର୍ତ୍ତି ପାରିନାହିଁ ଭାରତ । ଦେଶରେ ୧୬ ଇଟାଲି ଯାତ୍ରୀଙ୍କ ସମେତ ୨୯ ଜଣ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଏଥିଯୋଗୁ ଆଇପିଏଲରେ ଖେଳିବାକୁ ଥିବା…

