ଖେଳ

ସ୍ବତନ୍ତ୍ର ରେକର୍ଡ ଅଧିକାରୀ ପୋଲାର୍ଡ

ପାଲିକେଲ,୫ା୩- ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର କିରନ ପୋଲାର୍ଡ ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହୋଇଛନ୍ତି। ବିଶ୍ୱର ପ୍ରଥମ କ୍ରିକେଟର ଭାବେ ସେ ୫୦୦ ଟି୨୦ ମ୍ୟାଚ୍‌ ଖେଳିଛନ୍ତି। ଏଥିସହ କ୍ରିକେଟର ସବୁଠୁ ଛୋଟ ଫର୍ମାଟରେ ୧୦ ହଜାର…

ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ଭାରତ

ସିଡ୍‌ନୀ,୫ା୩- ଭାରତୀୟ ମହିଳା ଦଳ ପ୍ରଥମ ଥର ପାଇଁ ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି। ମହିଳା ଟି୨୦ ବିଶ୍ୱକପ୍‌ ଇତିହାସରେ ଭାରତୀୟ ଦଳ କଦାପି ସେମିଫାଇନାଲ ବାଧା ଅତିକ୍ରମ କରିପାରି ନ ଥିଲା। କିନ୍ତୁ ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଟିମ୍‌…

ଉନାଡକଟଙ୍କ ରେକର୍ଡ

ରାଜକୋଟ, ୫।୩ (ପି.ଟି.)- ୨୮ ବର୍ଷୀୟ ଜୟଦେବ ଉନାଡକଟ ଗୁଜରାଟର ୨ୟ ଇନିଂସରେ ୭୧ ରନ ବିନିମୟରେ ୭ ଉଇକେଟ୍‌ ନେବା ସହ ମ୍ୟାଚ୍‌ରେ ମୋଟ୍‌ ୧୦ ଉଇକେଟ୍‌ ଅକ୍ତିଆର କରିଛନ୍ତି। ପୂର୍ବରୁ ପ୍ରଥମ ଇନିଂସରେ ସେ ୮୬ ରନ୍‌ ଦେଇ…

ମଲନଙ୍କ ଶତକରେ ଅଷ୍ଟ୍ରେଲିଆ ପରାସ୍ତ, ଦକ୍ଷିଣ ଆଫ୍ରିକା ସିରିଜ ବିଜୟୀ

ବ୍ଲୋଏମ୍‌ଫୋଣ୍ଟେନ, ୫।୩- ଜାନେମନ ମଲନଙ୍କ ଅପରାଜିତ ଶତକ ସହାୟତାରେ ଦକ୍ଷିଣ ଆଫ୍ରିକା ବୁଧବାର ଅନୁଷ୍ଠିତ ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଅଷ୍ଟ୍ରେଲିଆକୁ ୬ ଉଇକେଟରେ ପରାସ୍ତ କରିଛି। ଅଷ୍ଟ୍ରେଲିଆ ୫୦ ଓଭରରେ ୨୭୧ ରନ କରିଥିବାବେଳେ ଦକ୍ଷିଣ ଆଫ୍ରିକା ୪୮.୩ ଓଭରରେ…

ସୁନୀଲ ଜୋଷୀ ଜାତୀୟ ଚୟନ କମିଟି ଅଧ୍ୟକ୍ଷ

ମୁମ୍ବାଇ, ୫।୩(ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର କ୍ରିକେଟ ପରାମର୍ଶଦାତା କମିଟି (ସିଏସି) ପକ୍ଷରୁ ପୂର୍ବତନ ସ୍ପିନର ସୁନୀଲ ଜୋଷୀଙ୍କୁ ଜାତୀୟ ଚୟନ କମିଟି ଅଧ୍ୟକ୍ଷ ମନୋନୀତ କରାଯାଇଛି। ପୂର୍ବତନ ଦ୍ରୁତ ବୋଲର ହରବିନ୍ଦର ସିଂ ୫ ସଦସ୍ୟ ବିଶିଷ୍ଟ ପ୍ୟାନେଲରେ…

ଫେଡ୍‌ କପ୍‌: ଉଜବେକିସ୍ତାନକୁ ହରାଇଲା ଭାରତ

ଦୁବାଇ, ୫।୩ (ପି.ଟି.)- ଫେଡ୍‌ କପ୍‌ ଟେନିସ ପ୍ରତିଯୋଗିତାରେ ବୁଧବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ଭାରତ ୨-୦ରେ ଉଜବେକିସ୍ତାନକୁ ପରାସ୍ତ କରିଛି। ଉଭୟ ମହିଳା ସିଙ୍ଗଲ୍ସ ମ୍ୟାଚ୍‌ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଦୁଇ ଖେଳାଳି ରୁତୁଜା ଭୋସାଲେ ଓ ଅଙ୍କିତା…

ଭାରତୀୟ ଭିନ୍ନକ୍ଷମ ଦଳକୁ ବିସିସିଆଇ ପୁରସ୍କାର

ମୁମ୍ବାଇ,୫।୩ (ପି.ଟି.)- ଭାରତୀୟ ଭିନ୍ନକ୍ଷମ ଦଳକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପୁରସ୍କୃତ କରିଛି। ଗତବର୍ଷ ଓ୍ବାଲର୍‌ଡ ସିରିଜ ଜିତିଥିବାର ଏହି ଦଳକୁ ବୋର୍ଡ ୬୫ ଲକ୍ଷ ଟଙ୍କା ପୁରସ୍କାର ପ୍ରଦାନ କରିଛି। ଅଧିନାୟକ ବିକ୍ରାନ୍ତ କେନିଙ୍କୁ ବିସିସିଆଇ ସଭାପତି…

ପ୍ରଥମ ଟି୨୦: ଓ୍ବେଷ୍ଟଇଣ୍ଡିଜର ବୃହତ୍‌ ବିଜୟ

ପାଲିକେଲ,୫।୩- ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ୨୫ ରନରେ ବିଜୟୀ ହୋଇଛି। ସ୍ଥାନୀୟ ପାଲିକେଲ ଅନ୍ତର୍ଜାତୀୟ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଏହି ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୪ ଉଇକେଟ…

ମହିଳା ଟି୨୦ ବିଶ୍ୱକପ୍‌: ସେମି ପାଇଁ ରିଜର୍ଭ ଡେ’କୁ ଆଇସିସିର ପ୍ରତ୍ୟାଖ୍ୟାନ

ସିଡନୀ,୫।୩(ପି.ଟି.)- ଚଳିତ ମହିଳା ଟି୨୦ ବିଶ୍ୱକପ୍‌ରେ ଗୁରୁବାର ଆୟୋଜନ ହେବାକୁ ଥିବା ଦୁଇଟି ଯାକ ସେମିଫାଇନାଲ ପାଇଁ ରିଜର୍ଭ ଡେ ରଖିବାକୁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ଅନୁରୋଧ କରିଛି। ତେବେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଏହାକୁ ପ୍ରତ୍ୟାଖ୍ୟାନ କରିଛି। ଗୁରୁବାର…

ଡେକାନ ୱାରିୟର୍ସ ଓ ଝାଡ଼େଶ୍ୱର ୱାରିୟର୍ସ ବିଜୟୀ

ବାଲେଶ୍ୱର ଅଫିସ,୫।୩- ବାଲେଶ୍ୱର ସହର ସ୍ଥାନୀୟ ପରମିଟ୍‌ ପଡ଼ିଆରେ ବାଲେଶ୍ୱର ପ୍ରିମିୟର ଲିଗ୍‌ ସିଜନ୍‌-୧୧ର ବୁଧବାର ସପ୍ତମ ଦିନରେ ଦୁଇଟି ମ୍ୟାଚ୍‌ ଅନୁଷ୍ଠିତ ହୋଇଥିଲା। ପ୍ରଥମ ମ୍ୟାଚ୍‌ଟି ଡେକାନ ୱାରିୟର୍ସ ଓ ବାଲେଶ୍ୱର ଲାୟନ୍ସ ଏବଂ ଦ୍ୱିତୀୟ ମ୍ୟାଚ୍‌ଟି ଝାଡ଼େଶ୍ୱର ୱାରିୟର୍ସ…

ଆଇସିସି ଟି୨୦ ମହିଳା ବିଶ୍ୱକପ୍‌: ପ୍ରତିଶୋଧ ଲକ୍ଷ୍ୟରେ ଭାରତ

ସିଡନୀ, ୪।୩(ପି.ଟି.): ଅଷ୍ଟ୍ରେଲିଆରେ ଚାଲିଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ମହିଳା ଟି୨୦ ବିଶ୍ୱକପ୍‌ ଏବେ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି। ଗୁରୁବାର ଟାଇଟଲ ଫେଭରାଇଟ୍‌ ଭାରତ ଓ ଇଂଲଣ୍ଡ ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପ୍ରଥମ ସେମିଫାଇନାରେ ମୁହଁ।ମୁହିଁ ହେବେ। ସେହିପରି ଏହି…

ରଣ୍‌ଜୀ ଟ୍ରଫି: ସୌରାଷ୍ଟ୍ର-ବେଙ୍ଗଲ ଫାଇନାଲ

ରାଜକୋଟ, ୪।୩ (ପି.ଟି.): ଲଗାତର ୨ୟ ବର୍ଷ ଲାଗି ସୌରାଷ୍ଟ୍ର କ୍ରିକେଟ୍‌ ଦଳ ରଣ୍‌ଜୀ ଟ୍ରଫି ଫାଇନାଲରେ ପ୍ରବେଶ କରିବାର ସୌଭାଗ୍ୟ ଲାଭ କରିଛି। ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ୍‌ ଆସୋସିଏଶନ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ସେମିଫାଇନାଲ ମ୍ୟାଚ୍‌ର ଅନ୍ତିମ ତଥା ୫ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?