ବିଶ୍ୱରେ କେଉଁ ସ୍ଥାନରେ କରିଛନ୍ତି ଶତକ, ତାହା ଦେଖାଇବା ପାଇଁ ଦେହରେ ବିଶ୍ୱ ମ୍ୟାପ ଟାଟୁ
ଅନ୍ତର୍ଜାତୀୟ କ୍ରିକେଟରେ ନିଜ ସଫଳତାକୁ ସର୍ବଦା ମନେ ରଖିବା ପାଇଁ ଦେହରେ ବିଶ୍ୱ ମ୍ୟାପ୍ ଟାଟୁ କରିଛନ୍ତି ଇଂଲଣ୍ଡର ପୂର୍ବତନ ଷ୍ଟାଇଲିସ୍ ବ୍ୟାଟ୍ସମ୍ୟାନ କେଭିନ ପିଟରସନ। ଅନ୍ତର୍ଜାତୀୟ ସ୍ତରରେ ମୋଟ ୩୨ ଶତକ କରିଥିବା ଡାହଣହାତୀ ବ୍ୟାଟ୍ସମ୍ୟାନ ଦେହରେ ସମସ୍ତ...
ଧୋନୀ କିଣିଥିଲେ ସେକେଣ୍ଡ ହ୍ୟାଣ୍ଡ ଏସ୍ୟୁଭି
କାର୍ ହେଉ କିମ୍ବା ବାଇକ୍ ପ୍ରତି ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଭଲ ପାଇବା କାହାକୁ ଅଛୁପା ନୁହେଁ। ଏପରି କି ସେ ଗତ ମାସରେ ଏକ ସେକେଣ୍ଡ ହ୍ୟାଣ୍ଡ ଏସ୍ୟୁଭି କିଣିଛନ୍ତି। ୨୦ ବର୍ଷ ପୁରୁଣା...
କେପିଏଲ୍ ଫିକ୍ସିଂ: ନିଜ ଆଡ଼ୁ ତଦନ୍ତ କରୁଛି ବିସିସିଆଇ
ମୁମ୍ବାଇ,୯।୧୧-କର୍ନାଟକ ଉଇକେଟ କିପର ସି.ଏମ୍. ଗୌତମ ଓ ମିଜୋରାମ ଅଧିନାୟକ ଆବରାର କାଜି ନିକଟରେ କ୍ରାଇମ ବ୍ରାଞ୍ଚ ଦ୍ୱାରା ଗିରଫ ହେବା ପରେ ବିସିସିଆଇର ଚିନ୍ତା ବଢ଼ିଯାଇଛି। ଏପରି କି ବିସିସିଆଇ କ୍ରିକେଟରୁ ଦୁର୍ନୀତି ଦୂରେଇବାକୁ ସକ୍ଷମ କି ନାହିଁ...
ଡିସେମ୍ବରରେ ମେରିକମ୍-ନିଖାତଙ୍କ ଟ୍ରାଏଲ
ନୂଆଦିଲ୍ଲୀ,୯।୧୧- ଛ’ ଥର ବିଶ୍ୱ ଚାମ୍ପିୟନ ଏମ୍.ସି. ମେରିକମ୍ ଓ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ବକ୍ସର ନିଖାତ ଜାରିନଙ୍କ ମଧ୍ୟରେ ଟ୍ରାଏଲ ମ୍ୟାଚ୍ ଖେଳାଯିବା ନେଇ ଶନିବାର ସ୍ପଷ୍ଟ ହୋଇଛି। ଉଭୟଙ୍କ ମଧ୍ୟରେ ଡିସେମ୍ବର ଶେଷ ସପ୍ତାହରେ ମୁକାବିଲା ହେବ ବୋଲି...
ଆର୍ସେନାଲ ଖେଳାଳିଙ୍କୁ ଲୁଟିଥିବା ଅପରାଧିଙ୍କୁ ୧୦ ବର୍ଷ ଜେଲ୍
ଲଣ୍ଡନ,୯।୧୧(ଏଏଫ୍ପି)- ହାତରେ ମାରଣା ଅସ୍ତ୍ର ଧରି ଆର୍ସେନାଲ ଫୁଟ୍ବଲ ଖେଳାଳି ମେସୁଟ ଓଜିଲ ଓ ସିଡ୍ କୋଲାସିନାକଙ୍କୁ ଲୁଟିଥିବା ଅପରାଧିଙ୍କୁ ୧୦ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇଛି। ଦୁଇ ଖେଳାଳିଙ୍କଠାରୁ ବିଳାଶପୂର୍ଣ୍ଣ ଘଣ୍ଟା ନେଇ ଯାଇଥିଲେ, ଯାହାର ମୂଲ୍ୟ ଭାରତୀୟ...
ଚେଜ୍ କରି ଜିତିବାରେ ଭାରତ ସର୍ବାଗ୍ରେ
ରାଜକୋଟ, ୯।୧୧- ଅନ୍ତର୍ଜାତୀୟ ଟି୨୦ କ୍ରିକେଟ୍ରେ ଚେଜ୍ କରି ବିଜୟ ହାସଲ କରିବାରେ ଭାରତୀୟ ଦଳ ରେକର୍ଡ କରିଛି। ଗୁରୁବାର ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ୍ ଆସୋସିଏଶନ ଷ୍ଟାଡିୟମରେ ଭ୍ରମଣକାରୀ ବାଂଲାଦେଶ ବିପକ୍ଷରେ ଖେଳାଯାଇଥିବା ୨ୟ ଟି୨୦ ମ୍ୟାଚ୍କୁ ଭାରତ ୮...
ବିସିସିଆଇ ସିଏଫ୍ଓଙ୍କ ଇସ୍ତଫା
ନୂଆଦିଲ୍ଲୀ, ୯ା୧୧ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଚିଫ୍ ଫାଇନାନ୍ସିଆଲ ଅଫିସର (ସିଏଫ୍ଓ) ସନ୍ତୋଷ ରାଙ୍ଗନେକର ଶୁକ୍ରବାର ତାଙ୍କ ପଦବୀରୁ ଇସ୍ତଫା ପ୍ରଦାନ କରିଛନ୍ତି। ଏଭଳି ନିଷ୍ପତ୍ତି ନେବାରେ ପ୍ରଶାସକ କମିଟି (ସିଓଏ) ଯୁଗର ସେ ହେଉଛନ୍ତି...
ଇଡେନ୍ ଘଣ୍ଟି ବଜାଇବେ ମମତା, ହସିନା
କୋଲକାତା,୯ା୧୧(ପି.ଟି.)-ସ୍ଥାନୀୟ ଇଡେନ ଗାର୍ଡେନଠାରେ ନଭେମ୍ବର ୨୨ରୁ ୨୬ ପର୍ଯ୍ୟନ୍ତ ଭାରତ ଏହାର ପ୍ରଥମ ଦିବାରାତ୍ର କ୍ରିକେଟ ଟେଷ୍ଟ ମ୍ୟାଚ ବାଂଲାଦେଶ ବିପକ୍ଷରେ ଖେଳିବ। ଷ୍ଟାଡିୟମରେ ଇଡେନ୍ ଘଣ୍ଟି ବାଜିଲାପରେ ମ୍ୟାଚ ଆରମ୍ଭ ବ୍ୟବସ୍ଥା ରହିଛି। ଏଥର ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍...
ଟି୨୦ ସିରିଜ ଜିତିଲା ଅଷ୍ଟ୍ରେଲିଆ: ପାକିସ୍ତାନ ୧୦ ଉଇକେଟରେ ପରାସ୍ତ
ପର୍ଥ,୯।୧୧(ଏଏଫ୍ପି)- ପ୍ରଥମେ ପେସର ଓ ପରେ ଓପନରଙ୍କ ଦମ୍ଦାର ପ୍ରଦର୍ଶନ ବଳରେ ଅଷ୍ଟ୍ରେଲିଆ ସ୍ଥାନୀୟ ପର୍ଥ ଷ୍ଟାଡିୟମରେ ତୃତୀୟ ଟି୨୦ ମ୍ୟାଚ୍ରେ ଭ୍ରମଣକାରୀ ପାକିସ୍ତାନକୁ ଅତି ସହଜରେ ହରାଇଛି। ୪୯ଟି ବଲ୍ ବାକି ରଖି ଅଷ୍ଟ୍ରେଲ ିଆ ୧୦ ଉଇକେଟରେ...
ଭାରତରେ ଆୟୋଜନ ହେବ ୨୦୨୩ ହକି ବିଶ୍ୱକପ୍
ଲାଓସେନ,୯।୧୧(ପି.ଟି.)- କ୍ରମାଗତ ଦ୍ୱିତୀୟଥର ପାଇଁ ଭାରତ ହକି ବିଶ୍ୱକପ୍ ଆୟୋଜନ କରିବା ନିଶ୍ଚିତ ହୋଇଛି। ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍ଆଇଏଚ୍) ବିଶ୍ୱକପ୍ର ଆଗାମୀ ୨୦୨୩ ସଂସ୍କରଣକୁ ଭାରତ ଆୟୋଜନ କରିବ। ଶୁକ୍ରବାର ଏ ନେଇ ଏଫ୍ଆଇଏଚ୍ ସ୍ପଷ୍ଟ କରିଛି। ଜାନୁୟାରୀ...
ଇଣ୍ଡିଆନ ସୁପର ଲିଗ୍: ଓଡ଼ିଶା- କେରଳ ମ୍ୟାଚ୍ ଡ୍ର’
କୋଚି,୯।୧୧(ପି.ଟି.)- ସ୍ଥାନୀୟ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଶୁକ୍ରବାର ଖେଳାଯାଇଥିବା ଇଣ୍ଡିଆନ ସୁପର ଲିଗ୍ (ଆଇଏସଏଲ୍)ର ଏକ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍ରେ ଓଡ଼ିଶା ଏଫସି ଓ ଘରୋଇ କେରଳ ବ୍ଲାଷ୍ଟର୍ସ ଏଫ୍ସି ମୁହଁାମୁହିଁ ହୋଇଥିବା ବେଳେ ଏହି ମ୍ୟାଚ୍ ଗୋଲ୍ଶୂନ୍ୟଭାବେ ଅମୀମାଂସିତ ରହିଛି।...
ଦିଲ୍ଲୀ ଫ୍ରାଞ୍ଚାଇଜ୍ରେ ଯୋଗଦେଲେ ଅଶ୍ୱିନ
ନୂଆଦିଲ୍ଲୀ,୮।୧୧(ପି.ଟି.)-ଭାରତୀୟ ଅଫ୍ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଶୁକ୍ରବାର ଆଇପିଏଲ ଫ୍ରାଞ୍ଚାଇଜ ଦିଲ୍ଲୀ କ୍ୟାପିଟାଲ୍ସରେ ଯୋଗ ଦେଇଛନ୍ତି। ତାଙ୍କ ବଦଳରେ ବାମହାତୀ ଜଗଦୀଶ ସୁଚିଥଙ୍କୁ କିଙ୍ଗ୍ସ ଏକାଦଶ ପଞ୍ଜାବ ଦଳରେ ସାମିଲ କରିଛି। ପୂର୍ବରୁ ଦିଲ୍ଲୀ ଅଶ୍ୱିନଙ୍କ ବଦଳରେ ସୁଚିଥଙ୍କ ସହ...
Archives


