ଖେଳ

ଷ୍ଟୋକ୍ସ ବିବିସି ସ୍ପୋଟର୍‌ସ ପର୍ସନାଲିଟି ଅଫ୍‌ ଦ ଇୟର

ଲଣ୍ଡନ,୧୬।୧୨- ବିବିସି ସ୍ପୋଟର୍‌ସ ପର୍ସନାଲିଟି ଅଫ୍‌ ଦ ଇୟର ପୁରସ୍କାରରେ ଇଂଲଣ୍ଡ କ୍ରିକେଟ ହ୍ୟାଟ୍ରିକ କରିଛି। ବିଶ୍ୱକପ୍‌ ଚାମ୍ପିୟନ ଇଂଲଣ୍ଡକୁ ବର୍ଷର ଶ୍ରେଷ୍ଠ ଦଳ ଓ ମ୍ୟାନ୍‌ ଅଫ୍‌ ଦ ଫାଇନାଲ୍‌ ଭାବେ ବେନ୍‌ ଷ୍ଟୋକ୍ସଙ୍କୁ ବର୍ଷର ଶ୍ରେଷ୍ଠ କ୍ରୀଡ଼ା ବ୍ୟକ୍ତିତ୍ୱ…

ସେକ୍ସ ସ୍କାଣ୍ଡାଲରେ ଧରାପଡ଼ିଥିଲେ ମହାନ୍‌ ଖେଳାଳି

ଖେଳିବା ବେଳେ ବହୁ ଅନ୍‌ ଫିଲ୍ଡ ଓ ଅଫ୍‌ ଫିଲ୍ଡ ବିବାଦରେ ଛନ୍ଦିହୋଇ ରହିଥିବା ଅଷ୍ଟ୍ରେଲିଆନ ସ୍ପିନ୍‌ କିମ୍ବଦନ୍ତୀ ଶେନ୍‌ ଓ୍ବାର୍ନ ଏକଦା ସେକ୍ସ ସ୍କାଣ୍ଡାଲରେ ଧରାପଡ଼ିଥିଲେ। ୨୦୦୬ରେ ଓ୍ବେଷ୍ଟ ଲଣ୍ଡନରେ କାଉଣ୍ଟି କ୍ରିକେଟର ଅଂଶବିଶେଷ ଥିବାବେଳେ ସେ ଦୁଇ ୨୫…

ସଲମାନ କହିଲେ, କ୍ରିକେଟ ପଡିଆରେ ଏହି ଖେଳାଳି ହେଉଛନ୍ତି ଅସଲ ଦବଙ୍ଗ

ବଲିଉଡ୍‌ ଅଭିନେତା ସଲମାନ ଖାନ୍‌ ଏବେ ନିଜ ଆଗାମୀ ଫିଲ୍ମ ଦବଙ୍ଗ-୩ ପ୍ରମୋଶନ କରିବାରେ ବ୍ୟସ୍ତ ଅଛନ୍ତି। ଏହି ସମୟରେ ସେ ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚାଲିଥିବା ପ୍ରଥମ ଏକଦିବସୀୟ ମ୍ୟାଚ୍‌ର କ୍ରିକେଟ ଲାଇଭ୍‌ ଶୋ’ରେ ପହଞ୍ଚି ଫିଲ୍ମର ପ୍ରମୋଶନ…

କନ୍ଧମାଳ, ଯାଜପୁର ଚାମ୍ପିୟନ

ଭୁବନେଶ୍ୱର, ୧୬ା୧୨ (ସ୍ପୋଟର୍‌ସ ବ୍ୟୁରୋ)- ସ୍ଥାନୀୟ ସିଟି କ୍ଲବ ନୟାପଲ୍ଲୀ ଏବଂ ଓଡ଼ିଶା ଫୁଟ୍‌ଭଲି ଆସୋସିଏଶନ ଆନୁକୂଲ୍ୟରେ ମମତାଜ ଅଲୀ ଉଚ୍ଚ ବିଦ୍ୟାଳୟ ପରିସରରେ ୨ୟ ବାର୍ଷିକ ଫୁଟ୍‌ଭଲି ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ମହିଳା ବିଭାଗ ଫାଇନାଲରେ ଯାଜପୁର ୧୫-୮, ୧୫-୯ରେ…

ଇଷ୍ଟ୍‌ ଇଣ୍ଡିଆ ସ୍ନୁକର: ଫାଇନାଲରେ ସୁବ୍ରତ

ଭୁବନେଶ୍ୱର,୧୬।୧୨(କ୍ରୀଡ଼ା ପ୍ରତିନିଧି)- ପାଟଣାରେ ଚାଲିଥିବା ଇଷ୍ଟ ଇଣ୍ଡିଆ ସ୍ନୁକର ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିଛନ୍ତି ଓଡ଼ିଶାର ସୁବ୍ରତ ଦାସ। ରବିବାର ଅନୁଷ୍ଠିତ ସେମିଫାଇନାଲରେ ସେ ବିହାରର ୨ ନମ୍ବର ଖେଳାଳି ଅର୍ଜୁନ ସିଂଙ୍କୁ ୪-୦ ଫ୍ରେମ୍‌ରେ ପରାସ୍ତ କରିଛନ୍ତି। ଫାଇନାଲରେ ସେ…

ମଞ୍ଜୁଳାମଣି ରାଜ୍ୟ ଓପନ ବ୍ଲିଜ୍‌ ଚେସ୍‌: ସ୍ବୟମ୍ସ ଚାମ୍ପିୟନ

ଭୁବନେଶ୍ୱର, ୧୬।୧୨(କ୍ରୀଡ଼ା ପ୍ରତିନିଧି)- ଏସଆର ଚେସ୍‌ ସେଣ୍ଟର ଓ ଆମ ପରିବାରର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ଜାଭିୟର ଛକସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ରିସର୍ଚ୍ଚ ସେଣ୍ଟର ପରିସରରେ ରବିବାର ମଞ୍ଜୁଳାମଣି ମିଶ୍ର ରାଜ୍ୟ ଓପନ ବ୍ଲିଜ୍‌ ଚେସ୍‌ ଟୁର୍ନାମେଣ୍ଟ ଅନୁଷ୍ଠିତ…

ନାଲ୍‌କୋ ଓପନ ଟେନିସ: ଅନମ, ଅଂଶୁ ଚାମ୍ପିୟନ

ଭୁବନେଶ୍ୱର, ୧୬।୧୨(କ୍ରୀଡ଼ା ପ୍ରତିନିଧି)- ନାଲ୍‌କୋ ଓପନ ଟେନିସ ଟୁର୍ନାମେଣ୍ଟ ରବିବାର କଳିଙ୍ଗ ଷ୍ଟାଡିୟମରେ ଉଦ୍‌ଯାପିତ ହୋଇଛି। ଏହାର ମହିଳା ବିଭାଗରେ ଟପ୍‌ ସିଡ୍‌ ଅନମ ଆଲମାସ ଓ ପୁରୁଷରେ ଅଂଶୁ କୁମାର ଭୂୟଁା ଚାମ୍ପିୟନ ହୋଇଛନ୍ତି। ମହିଳା ଫାଇନାଲରେ ଅନମ ଗତଥରର…

ଜାଡେଜାଙ୍କ ବିବାଦୀୟ ରନ ଆଉଟ

ଚେନ୍ନାଇ, ୧୬ା୧୨ (ପି.ଟି.)-ରବିବାର ଏଠାରେ ଅନୁଷ୍ଠିତ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ରବୀନ୍ଦ୍ର ଜାଡେଜାଙ୍କୁ ଯେପରି ଭାବେ ଆଉଟ ଦିଆଗଲା ସେଥିରେ ଭାରତୀୟ ଅଧିନାୟକ ବିରାଟ କୋହଲୀ ଖୁବ୍‌ ଅସନ୍ତୋଷ ପ୍ରକାଶ କରିଛନ୍ତି। ୪୮ତମ ଓଭରରେ ଏହି…

ହେଟମେର, ହୋପ୍‌ଙ୍କ ଶତକ: ଓ୍ବେଷ୍ଟଇଣ୍ଡିଜର ସହଜ ବିଜୟ

ଚେନ୍ନାଇ, ୧୫।୧୨- ମ୍ୟାନ ଅଫ ଦି ମ୍ୟାଚ ଶିମରନ ହେଟମେର ଓ ଶାଇ ହୋପ୍‌ଙ୍କ ଶତକ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ରବିବାର ଅନୁଷ୍ଠିତ ଭାରତ ବିପକ୍ଷ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ସହଜ ବିଜୟ ହାସଲ କରିଛି। ଭାରତ ପକ୍ଷରୁ ଧାର୍ଯ୍ୟ ୨୮୮…

ଶିମରୋନ ହିଟ୍‌ମେୟରଙ୍କ ଶତକ: ଓ୍ବେଷ୍ଟଇଣ୍ଡିଜ୍‌ ସ୍ଥିତି ଦୃଢ

ଚେନ୍ନାଇ,୧୫।୧୨: ଭାରତ ବିପକ୍ଷ ପ୍ରଥମ ଏକଦିବସୀୟ ମ୍ୟାଚ୍‌ରେ ଶିମରୋନ ହିଟ୍‌ମେୟର ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ୍‌ ସ୍ଥିତି ଦୃଢ ରହିଛି। ୨୮୮ ରନର ବିଜୟ ଲକ୍ଷ୍ୟକୁ ପିଛା କରି ଓ୍ବେଷ୍ଟଇଣ୍ଡିଜ୍‌ ୩୩ ଓଭରରେ ୧ ଉଇକେଟ ହରାଇ ୧୭୮ ରନ୍‌ ସଂଗ୍ରହ କରିଛି। ସାଇ…

ଦିବା-ରାତ୍ର ଟେଷ୍ଟ: ଅଷ୍ଟ୍ରେଲିଆର ବୃହତ୍‌ ବିଜୟ

ପର୍ଥ, ୧୫।୧୨ (ଏଏଫ୍‌ପି)- ଭ୍ରମଣକାରୀ ନ୍ୟୁଜିଲାଣ୍ଡ ବିପକ୍ଷରେ ଏଠାରେ ଖେଳାଯାଇଥିବା ଦିବା-ରାତ୍ର ଟେଷ୍ଟ ମ୍ୟାଚ୍‌କୁ ଅଷ୍ଟ୍ରେଲିଆ ୨୯୬ ରନର ବୃହତ୍‌ ବ୍ୟବଧାନରେ ଜିତି ନେଇଛି। ଘରୋଇ ଦଳ ପକ୍ଷରୁ ଧାର୍ଯ୍ୟ ୪୬୮ ରନର ବିଶାଳ ଟାର୍ଗେଟ୍‌କୁ ପିଛା କରି ନ୍ୟୁଜିଲାଣ୍ଡ ରବିବାର…

ରାଓ୍ବଲପିଣ୍ଡି ଟେଷ୍ଟ: ଡ୍ର’ ମ୍ୟାଚ୍‌ରେ ଆବିଦ୍‌ଙ୍କ ବିରଳ କୀର୍ତ୍ତିମାନ

ରାଓ୍ବଲପିଣ୍ଡି, ୧୫।୧୨ (ଏଏଫ୍‌ପି)- ଦୀର୍ଘ ଏକ ଦଶନ୍ଧି ପରେ ପାକିସ୍ତାନ ଏହାର ଘରୋଇ ମାଟିରେ ଖେଳିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌କୁ ଡ୍ର’ରେ ଶେଷ କରିଛି। ଶ୍ରୀଲଙ୍କା ବିପକ୍ଷ ଏହି ବର୍ଷା ବାଧାପ୍ରାପ୍ତ ମ୍ୟାଚ୍‌ ରବିବାର ଅନ୍ତିମ ତଥା ୫ମ ଦିବସରେ ବିନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri