ଖେଳ

ବକ୍ସିଂ ରିଙ୍ଗ୍‌ରେ ଦୁଇ ଭାଇ ମୁହାଁମୁହିଁ

ଭୁବନେଶ୍ୱର, ୨ା୩ (କ୍ରୀଡ଼ା ପ୍ରତିନିଧି)- ରବିବାର ଶେଷ ହୋଇଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ଗୋଟିଏ ଇଭେଣ୍ଟରେ ଦୁଇ ଭାଇ କିମ୍ବା ଯମଜ ଭଉଣୀଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ଦର୍ଶକଙ୍କୁ ଖୁବ୍‌ ମନୋରଞ୍ଜର ଖୋରାକ ଯୋଗାଇଥିଲା। ଅନ୍ତିମ ଦିବସରେ ପଟିଆଲାର ଦୁଇ ଭାଇଙ୍କୁ…

ଶ୍ରୀଲଙ୍କା ୩-୦ରେ ସିରିଜ ଜିତିଲା

ପାଲିକେଲ୍‌ (ଶ୍ରୀଲଙ୍କା), ୨ା୩ (ଏପି)- ଆଞ୍ଜେଲୋ ମାଥ୍ୟୁସ୍‌ଙ୍କ ୪ ଉଇକେଟ ସଫଳତା ବଳରେ ଶ୍ରୀଲଙ୍କା ଏଠାରେ ଖେଳାଯାଇଥିବା ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜକୁ ୬ରନରେ ପରାସ୍ତ କରିଛି। ଏଥିସହିତ ଦଳ ୩ ମ୍ୟାଚବିଶିଷ୍ଟ ସିରିଜକୁ ୩-୦ରେ ଜିତିନେଇଛି। ରବିବାର…

ବାଂଲାଦେଶକୁ ସହଜ ବିଜୟ ଦେଲେ ଲିଟନ

ସିଲ୍‌ହେଟ୍‌ (ବାଂଲାଦେଶ), ୨ା୩ (ଏଏଫ୍‌ପି)- ଲିଟନ ଦାସଙ୍କ ଶତକ ସହାୟତାରେ ଜିମ୍ବାଓ୍ବେ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ବାଂଲାଦେଶ ୧୬୯ ରନରେ ସହଜ ବିଜୟ ହାସଲ କରିଛି। ସ୍ଥାନୀୟ ସି୍‌ଲହେଟ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଏହି ମ୍ୟାଚରେ…

ପ୍ରଥମ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଉଦ୍‌ଯାପିତ: ପଞ୍ଜାବ ଦଳଗତ ଚାମ୍ପିୟନ, ସାବିତ୍ରୀ ଫୁଲେ ରନର୍ସଅପ୍‌

ଭୁବନେଶ୍ୱର,୨।୩(ସ୍ପୋଟର୍‌ସ ବ୍ୟୁରୋ)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା(କେଆଇୟୁଜି)ର ପ୍ରଥମ ସଂସ୍କରଣ ମହାସମାରୋହରେ ଉଦ୍‌ଯାପିତ ହୋଇଯାଇଛି। କିଟ୍‌ ବିଶ୍ୱବିଦ୍ୟାଳୟ ଇନ୍‌ଡୋର ହଲ୍‌ରେ ରବିବାର ଆୟୋଜିତ ଏକ ସ୍ବତନ୍ତ୍ର ଉତ୍ସବରେ ଏହି ମେଗା ଇଭେଣ୍ଟର ଉଦ୍‌ଯାପନୀ ଉତ୍ସବ ଆୟୋଜିତ ହୋଇଥିଲା। ପଞ୍ଜାବ ବିଶ୍ୱବିଦ୍ୟାଳୟ ୧୭…

କରୋନା ଭାଇରସ ପ୍ରଭାବ: ରୁଦ୍ଧଦ୍ୱାରରେ ହେବ ସୁମୋ ଟୁର୍ନାମେଣ୍ଟ

ଟୋକିଓ,୧ା୩(ଏଏଫ୍‌ପି)-କରୋନା ଭାଇରସ ପାଇଁ ସତର୍କତା ମୂଳକ ପଦକ୍ଷେପ ସ୍ବରୂପ ସୁମୋ ସ୍ପ୍ରିଙ୍ଗ୍‌ ଟୁର୍ନାମେଣ୍ଟ ରୁଦ୍ଧଦ୍ୱାର ମଧ୍ୟରେ ହେବ। ଏହି ଖେଳର ପରିଚାଳନା ପରିଷଦ ରବିବାର ପ୍ରକାଶ କରିଛି। ସୁମୋ ଟୁର୍ନାମେଣ୍ଟ ମାର୍ଚ୍ଚ ୮ରୁ ୨୨ ପର୍ଯ୍ୟନ୍ତ ଓସାକାଠାରେ ଅନୁଷ୍ଠିତ ହେବ। ଏଥିରୁ…

ପୂର୍ବତନ ହକି ଖେଳାଳି ବଲ୍‌ବୀରଙ୍କ ପରଲୋକ

ନୂଆଦିଲ୍ଲୀ, ୧ା୩ (ପି.ଟି.)-ଭାରତର ପୂର୍ବତନ ହକି ଖେଳାଳି ବଲ୍‌ବୀର ସିଂ କୁଲାରଙ୍କ ଦୃଦ୍‌ଘାତରେ ପରଲୋକ ଘଟିଛି। ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ୧୯୬୮ ଅଲିମ୍ପିକ୍ସ ବ୍ରୋଞ୍ଜ ବିଜୟୀ ଦଳର ସେ ଅନ୍ୟତମ ସଦସ୍ୟ ଥିଲେ। ତାଙ୍କର ସ୍ତ୍ରୀ ଏବଂ ଗୋଟିଏ…

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌: ସେମିରେ ଦକ୍ଷିଣ ଆଫ୍ରିକା

ସିଡ୍‌ନୀ,୧ା୩(ପି.ଟି.)- ଲୌରା ଓ୍ବଲଭାର୍ଡଙ୍କ ଅପରାଜିତ ଅର୍ଦ୍ଧଶତକୀୟ ଇନିଂସ ସହାୟତାରେ ଦକ୍ଷିଣ ଆଫ୍ରିକା ୧୭ ରନ୍‌ରେ ପାକିସ୍ତାନକୁ ହରାଇ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିଛି। ରବିବାର ଖେଳାଯାଇଥିବା ଗ୍ରୁପ୍‌ ବି’ର ମ୍ୟାଚ୍‌ରେ ଲୌରା (୫୩*)ଙ୍କ ଯୋଗୁ ଦକ୍ଷିଣ ଆଫ୍ରିକା…

୨୦୦ ମି. ଦୌଡ଼ରେ ଦୂତୀଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର,୧ା୩- ଦେଶର ଦ୍ରୁତତମ ଧାବିକା ଦୂତୀ ଚାନ୍ଦ ୧୦୦ ମିଟର ଦୌଡ଼ ଭଳି ୨୦୦ ମି. ରେସରେ ମଧ୍ୟ ଶୀର୍ଷ ସଫଳତା ପାଇଛନ୍ତି। ଚଳିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ୨୪ ବର୍ଷୀୟା ଦୂତୀ ଦ୍ୱିତୀୟ ସ୍ବର୍ଣ୍ଣ ପଦକ ହାତେଇଛନ୍ତି। କିଟ୍‌…

ନାଡାଲଙ୍କୁ ମେକ୍ସିକୋ ଓପନ ଟାଇଟଲ

ଲସ ଏଞ୍ଜେଲ୍ସ,୧ା୩- ବିଶ୍ୱର ଦ୍ୱିତୀୟ ର଼୍ୟାଙ୍କଧାରୀ ରାଫାଲ ନାଡାଲ ଚଳିତ ଏଟିପି ମେକ୍ସିକୋ ଓପନ ଟାଇଟଲ ହାସଲ କରିଛନ୍ତି। ଫାଇନାଲରେ ଅଣ ସିଡ୍‌ ଟେଲର ଫ୍ରିଜଙ୍କୁ ସିଧାସଳଖ ୬-୩, ୬-୨ ସେଟ୍‌ରେ ହରାଇ ଦେଇଛନ୍ତି ନାଡାଲ। ଏହା ସ୍ପାନିଶ ଖେଳାଳିଙ୍କ ଚଳିତବର୍ଷର…

ଡିଆରଏସ୍‌ ନେବାରେ କୋହଲି ଦକ୍ଷ ନୁହନ୍ତି

ଖ୍ରୀଷ୍ଟଚର୍ଚ୍ଚ,୧।୩- ଭାରତୀୟ ଅଧିନାୟକ ବିରାଟ କୋହଲି ଏବେ ଖରାପ ଫର୍ମ ଦେଇ ଗତି କରୁଛନ୍ତି। ସେ ଗତ ୨୦ ଇନିଂସରେ ତିନି ସଂଖ୍ୟା ବିଶିଷ୍ଟ ସ୍କୋର ଛୁଇଁ ପାରି ନାହାନ୍ତି, ଯାହାକି ଟିମ ଇଣ୍ଡିଆ ପାଇଁ ଚିନ୍ତାର କାରଣ। ନ୍ୟୁଜିଲାଣ୍ଡ ବିପକ୍ଷ…

ଆଇପିଏଲ ପ୍ରଥମ ପର୍ଯ୍ୟାୟରେ ଖେଳି ନ ପାରନ୍ତି ଈଶାନ୍ତ

ଖ୍ରୀଷ୍ଟଚର୍ଚ୍ଚ,୧ା୩- ଈଶାନ୍ତ ଶର୍ମା ଏବେ ଗୋଇଠି ଜନିତ ଆହତ ସମସ୍ୟା ଦେଇ ଗତି କରୁଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ଶେଷ ହେବା ପରେ ତାଙ୍କ ଗୋଇଠିରେ ଯନ୍ତ୍ରଣା ହୋଇଥିଲା। ତାଙ୍କର ସ୍କାନ କରାଯାଇଛି। ରିପୋର୍ଟ ଆସିବା ପରେ ତାଙ୍କୁ କେତେ…

କ୍ରିକେଟରଙ୍କ ବିବାହ ଉତ୍ସବରେ ମୋବାଇଲ ଚୋରି

ବାଂଲାଦେଶ ଅଲରାଉଣ୍ଡର ସୌମ୍ୟ ସରକାର ଜୀବନରେ ନୂଆ ଇନିଂସ ଆରମ୍ଭ କରିଛନ୍ତି। ସେ ଦେବନାଥ ପୂଜାଙ୍କ ସହ ବିବାହ କରିଛନ୍ତି। ଏହି ବିବାହ ଉତ୍ସବ ଖୁଲନାଠାରେ ପାରମ୍ପରିକ ରିତିନୀତିରେ ଆୟୋଜିତ ହୋଇଥିଲା। ଏହି ଅବସରରେ ସ୍ଥାନୀୟ ଭିଆଇପି ଓ କ୍ରିକେଟ ଜଗତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?