ଖେଳ

ବାରବାଟୀ ଦିନିକିଆ: ଗ୍ୟାଲେରିରେ ବିଛାଗଲା କାର୍ପେଟ

କଟକ ଅଫିସ,୧୫।୧୨- ଆଗାମୀ ଭାରତ-ୱେଷ୍ଟଇଣ୍ଡିଜ ଏକଦିବସୀୟ ଅର୍ନ୍ତଜାତୀୟ ମ୍ୟାଚ ଲାଗି ଦର୍ଶକମାନଙ୍କ ନିମନ୍ତେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ବିଶେଷ ସୁବିଧା ସୁଯୋଗ ପ୍ରଦାନ କରିଛି। ଏହି ମ୍ୟାଚ୍‌ ଲାଗି ଗ୍ୟାଲେରି ଟିକେଟ୍‌ କିଣିଥିବା ଦର୍ଶକ ଏହାର ଫାଇଦା ପାଇବେ। ପ୍ରଥମଥର ନିମନ୍ତେ…

ଇଷ୍ଟ୍‌ ଇଣ୍ଡିଆ ଓପନ୍‌ ସ୍ନୁକର: ସେମିଫାଇନାଲରେ ସୁବ୍ରତ

ଭୁବନେଶ୍ୱର,୧୫।୧୨(ସ୍ପୋଟର୍‌ସ ବ୍ୟୁରୋ)- ପାଟଣାରେ ଚାଲିଥିବା ଇଷ୍ଟ ଇଣ୍ଡିଆ ସ୍ନୁକର ଚାମ୍ପିୟନଶିପ୍‌ରେ ଓଡ଼ିଶାର ସୁବ୍ରତ ଦାସ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ସୁବ୍ରତ ପ୍ରି- କ୍ୱାର୍ଟର ଓ କ୍ୱାର୍ଟର ଫାଇନାଲରେ ବିଜୟୀ ହୋଇ ସେମିକୁ ଉଠିଛନ୍ତି। ସେ ପ୍ରି-କ୍ୱାର୍ଟରରେ ଅଭୟ ପ୍ରକାଶଙ୍କୁ ୩-୦ରେ…

ଦିବାରାତ୍ର ଟେଷ୍ଟ: ଅଷ୍ଟ୍ରେଲିଆ ସ୍ଥିତି ଦୃଢ଼

ପର୍ଥ,୧୫।୧୨(ଏଏଫ୍‌ପି)- ସ୍ଥାନୀୟ ପର୍ଥ ଷ୍ଟାଡିୟମରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଦିବାରାତ୍ର ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ଅଷ୍ଟ୍ରେଲିଆ ତା’ର ସ୍ଥିତି ଆହୁରି ମଜଭୁତ୍‌ କରିଛି। ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୧୪୬.୨ ଓଭରରେ ୪୧୬ ରନକରି ଅଲଆଉଟ ହୋଇଥିଲା। ଜବାବରେ…

ବାଉଚର୍‌ ଦକ୍ଷିଣ ଆଫ୍ରିକା ମୁଖ୍ୟ କୋଚ୍‌

କେପ୍‌ ଟାଉନ,୧୪।୧୨ (ଏଏଫ୍‌ପି): ପୂର୍ବତନ ଉଇକେଟ୍‌କିପର ମାର୍କ ବାଉଚର୍‌ ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ମୁଖ୍ୟ କୋଚ୍‌ ନିଯୁକ୍ତ ହୋଇଛନ୍ତି। ଆଗାମୀ ୨୦୨୩ ବିଶ୍ୱକପ୍‌ ପର୍ଯ୍ୟନ୍ତ ବାଉଚର୍‌ଙ୍କୁ ଏହି ଗୁରୁ ଦାୟିତ୍ୱ ପ୍ରଦାନ କରାଯାଇଛି। କ୍ରିକେଟ୍‌ ଦକ୍ଷିଣ ଆଫ୍ରିକା (ସିଏସ୍‌ଏ)ର ଡିରେକ୍ଟର…

ମୋମୋତା ଫାଇନାଲରେ

ଶାଂଘାଇ,୧୪ା୧୨ (ଏଏଫ୍‌ପି): ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ଓ୍ବାଲର୍‌ଡ ଟୁର୍‌ ଫାଇନାଲ୍ସର ଟାଇଟଲ ମୁକାବିଲା ଜାପାନର କେଣ୍ଟୋ ମୋମୋତା ଏବଂ ଇଣ୍ଡୋନେସିଆର ଆନ୍ଥୋନୀ ସିନିସୁକା ଗିନ୍‌ଟିଙ୍ଗ୍‌ଙ୍କ ମଧ୍ୟରେ ହେବ। ବିଶ୍ୱର ନମ୍ବର ଓ୍ବାନ ଖେଳାଳି ମୋମୋତା ଶନିବାର ଗୁଆଙ୍ଗଝୋଠାରେ ଅନୁଷ୍ଠିତ ସେମିଫାଇନାଲରେ…

ନିଲାମୀ ପ୍ରକ୍ରିୟା ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ମ୍ୟାନେଜମେଣ୍ଟକୁ ଭେଟିଲେ ପଣ୍ଟିଂ

ନୂଆଦିଲ୍ଲୀ,୧୪।୧୨(ପି.ଟି.)- ଆସନ୍ତା ୧୯ ତାରିଖରେ କୋଲକାତାଠାରେ ଆଇପିଏଲର ୧୩ତମ ସଂସ୍କରଣ ପାଇଁ ଖେଳାଳିଙ୍କ ନିଲାମୀ ପ୍ରକ୍ରିୟା ଅନୁଷ୍ଠିତ ହେବ। ଏଥିପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ମୁଖ୍ୟ କୋଚ୍‌ ରିକି ପଣ୍ଟିଂ ମ୍ୟାନେଜମେଣ୍ଟ ସଦସ୍ୟଙ୍କୁ ଭେଟିଛନ୍ତି। ଗତ କିଛି ମାସ ହେଲା ଆମେ ଆଲୋଚନା…

ଶୂନ୍ୟରେ ଆଉଟ୍‌ ହେବାରେ ଆଫ୍ରିଦୀଙ୍କ ଶତକ

ଢାକା,୧୪।୧୨- ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେଇସାରିଥିବା ପାକିସ୍ତାନର ପୂର୍ବତନ ଅଧିନାୟକ ଶାହିଦ ଆଫ୍ରିଦୀ ଏବେ ବିଶ୍ୱର ବିଭିନ୍ନ ଲିଗ୍‌ରେ ଖେଳୁଛନ୍ତି। ମାତ୍ର ଏହି ଅବସରରେ ସେ ଶୂନ୍ୟରେ ଆଉଟ୍‌ ହେବରେ ଶତକ କରିଛନ୍ତି, ଯାହାକୁ ବିଶ୍ୱର କୌଣସି ଖେଳାଳି ହାସଲ କରିବାକୁ…

ମେଡିକାଲରେ ରୋଗୀଙ୍କୁ ଗିଫ୍ଟ ଦେଲେ ଲିଭରପୁଲ ଖେଳାଳି

ମେଲଉଡ,୧୪।୧୨- ଏଠାରେ ଲିଭରପୁଲ ଖେଳାଳି ଟ୍ରେନିଂ ଶେଷ କରିବା ପରେ କୋଚ୍‌ ଜୁର୍ଗେନ କୋପ ସମେତ ପ୍ରାୟ ସମସ୍ତ ଖେଳାଳି ଓ୍ବେଷ୍ଟ ଡର୍ବି ମେଡିକାଲରେ ରୋଗୀ ଓ ଷ୍ଟାଫଙ୍କୁ ଭେଟିଛନ୍ତି। ସେମାନେ ମେଡିକାଲ ୩ଟି ଓ୍ବାଡର୍‌ସ ବୁଲି ଦେଖିଥିଲେ। ସେଠାରେ ଖେଳାଳିମାନେ…

ସୋସିଆଲ ମିଡିଆରେ ପତ୍ନୀଙ୍କୁ ପଟେଇ ଥିଲେ ଧାଓ୍ବନ

କଥାରେ ଅଛି ପ୍ରେମ କେଉଁଠାରେ ବି ହୋଇପାରେ। ଏଥିରେ କିଛି ବି ନିର୍ଦ୍ଦିଷ୍ଟ ମାଧ୍ୟମ ନାହିଁ। ଭାରତୀୟ ଓପନର ଶିଖର ଧାଓ୍ବନ ଓ ତାଙ୍କ ପତ୍ନୀ ଆୟେଶା ମୁଖାର୍ଜୀଙ୍କ କ୍ଷେତ୍ରରେ ସୋସିଆଲ ମିଡିଆ ପାଲଟିଥିଲା ମାଧ୍ୟମ। ଫେସବୁକରେ ଉଭୟଙ୍କ ଏକମାତ୍ର ମ୍ୟୁଚୁଆଲ…

କ୍ଲାସିକୋ ଲାଗି ମୁତୟନ ହେବେ ୩ ହଜାର ପୋଲିସ

ବାର୍ସିଲୋନା,୧୪।୧୨(ଏଏଫ୍‌ପି)- ଆସନ୍ତା ସପ୍ତାହରେ ରିଅଲ ମାଡ୍ରିଡ୍‌ ଓ ବାର୍ସିଲୋନା ମଧ୍ୟରେ ଖେଳାଯିବାକୁ ଥିବା କ୍ଲାସିକୋ ମ୍ୟାଚ୍‌ର କାର୍ଯ୍ୟସୂଚୀରେ କୌଣସି ପରିବର୍ତ୍ତନ ହେବ ନାହିଁ। ଏଥିନେଇ ପ୍ରାୟ ୩ ହଜାର ପୋଲିସ ଅଫିସର ଓ ସୁରକ୍ଷା କର୍ମଚାରୀ ମୁତୟନ କରାଯିବ ବୋଲି ଲୋକାଲ…

ଆହତ ଭୁବନେଶ୍ୱରଙ୍କ ସ୍ଥାନରେ ଶାର୍ଦ୍ଦୁଳ

ଚେନ୍ନାଇ,୧୪।୧୨(ପି.ଟି.)-ଭାରତୀୟ ପେସର ଭୁବନେଶ୍ୱର କୁମାର ଆହତ ହୋଇ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ବଦଳରେ ଶାର୍ଦ୍ଦୁଳ ଠାକୁରଙ୍କୁ ଭାରତୀୟ ଦଳରେ ସାମିଲ କରାଯାଇଛି। ୨୯ ବର୍ଷୀୟ ଭୁବି ମୁମ୍ବାଇଠାରେ ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ବେଳେ ଆହତ ହୋଇଥିଲେ।…

୧୭ ବର୍ଷରୁ କମ୍‌ ମହିଳା ଫୁଟ୍‌ବଲ୍‌: ସ୍ବିଡେନଠାରୁ ହାରିଲା ଭାରତ

ମୁମ୍ବାଇ, ୧୪ା୧୨ (ପି.ଟି.)- ଏଠାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ୧୭ ବର୍ଷରୁ କମ୍‌ ମହିଳା ତ୍ରିରାଷ୍ଟ୍ରୀୟ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଭାରତ ଏହାର ପ୍ରଥମ ମ୍ୟାଚରେ ପରାସ୍ତ ହୋଇଛି। ସ୍ବିଡେନଠାରୁ ଦଳ ୦-୩ ଗୋଲରେ ହାରିଯାଇଛି। ଭାରତର ରକ୍ଷଣଭାଗ ଖେଳାଳିଙ୍କ ଦୁର୍ବଳତାର ସୁଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri