ଖେଳ

୪୪ ମ୍ୟାଚ୍‌ ପରେ ଭାଙ୍ଗିଲା ଲିଭରପୁଲର ଅପରାଜେୟ ଧାରା

ଲଣ୍ଡନ,୦୧ା୩- ଚଳିତ ସିଜନରେ କ୍ରମାଗତ ପ୍ରିମିୟର ଲିଗ୍‌ରେ ୪୪ ମ୍ୟାଚ୍‌ ପରେ ଲିଭରପୁଲର ଅପରାଜେୟ ଧାରା ଭଙ୍ଗ ହୋଇଛି। ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଓ୍ବାଟଫର୍ଡ ୩-୦ ଗୋଲରେ ୟୁରୋପିଆନ ଚାମ୍ପିୟନ ଲିଭରପୁଲକୁ ହରାଇ ଦେଇଛି। ଇସମାଇଲ ସାର ବିଜୟୀ ଦଳ ପାଇଁ…

ସୁଯୋଗ ହାତଛଡ଼ା କଲା ଭାରତ

ଖ୍ରୀଷ୍ଟଚର୍ଚ୍ଚ,୧ା୩- ଏଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ଖ୍ରୀଷ୍ଟଚର୍ଚ୍ଚ ଟେଷ୍ଟରେ ଭାରତୀୟ ଦଳ ବଡ଼ ସୁଯୋଗ ହାତଛଡ଼ା କରିଛି। ପ୍ରଥମ ଇନିଂସରେ ଅଗ୍ରଣୀ ହାସଲ କରି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ମ୍ୟାଚ୍‌କୁ ଫେରିବାକୁ ସୁଯୋଗ ପାଇଥିଲା। କିନ୍ତୁ ଦ୍ୱିତୀୟ ଇନିଂସରେ…

ଅଷ୍ଟ୍ରେଲିଆକୁ ହରାଇଲା ଦକ୍ଷିଣ ଆଫ୍ରିକା

ପାର୍ଲ (ଦକ୍ଷିଣ ଆଫ୍ରିକା), ୧ା୩ (ଏଏଫ୍‌ପି)-ସ୍ଥାନୀୟ ବୋଲାଣ୍ଡ ପାର୍କଠାରେ ଅନୁଷ୍ଠିତ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଦକ୍ଷିଣ ଆଫ୍ରିକା ୭୪ରନରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ଘରୋଇ ଦଳ ଦ୍ୱାରା ଧାର୍ଯ୍ୟ ୨୯୨ରନର ବିଜୟ ଲକ୍ଷ୍ୟକୁ ପିଛା କରି ଅଷ୍ଟ୍ରେଲିଆ ୪୫.୧…

ହରମିଲାନଙ୍କୁ ଡବଲ୍‌ ଗୋଲ୍ଡ

ଭୁବନେଶ୍ୱର,୧ା୩ (ସ୍ପୋର୍ଟ୍ସ ବ୍ୟୁରୋ)- ପଞ୍ଜାବୀ ବିଶ୍ୱବିଦ୍ୟାଳୟର ଲଙ୍ଗ ଡିଷ୍ଟାନ୍ସ ମହିଳା ରନର ହରମିଲାନ ବେନ୍ସ ଶନିବାର ଆଉ ଏକ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ସେ ୮୦୦ ମିଟର ଦୌଡ଼ରେ ୨:୦୬.୪୦ ସେକେଣ୍ଡ ସମୟ ନେଇ ପ୍ରଥମ ସ୍ଥାନ ଅଧିକାର କରିବା…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ବନିତାଙ୍କୁ ବ୍ରୋଞ୍ଜ

ଭୁବନେଶ୍ୱର, ୧ା୩ (ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ୯ମ ଦିବସରେ ଶନିବାର ବନିତା ଘଡ଼େଇ ଓଡ଼ିଶା ପାଇଁ ବ୍ରୋଞ୍ଜ ପଦକ ସଫଳତା ଆଣିଛନ୍ତି। ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ବନିତା ମହିଳା ୮୭ କିଗ୍ରା ବିଭାଗରେ…

୨୦ କିମି ରେସ୍‌ରେ ବାଜି ମାରିଲେ ଜୁନେଦ୍‌

ଭୁବନେଶ୍ୱର, ୧ା୩ (ସ୍ପୋର୍ଟ୍ସ ବ୍ୟୁରୋ)- ପୁରୁଷ ୨୦ କିମି ରେସ୍‌ରେ ମାଙ୍ଗାଲୋର ବିଶ୍ୱବିଦ୍ୟାଳୟର ଜୁନେଦ୍‌ ବାଜିମାତ୍‌ କରିନେଇଛନ୍ତି। କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ରେସ୍‌ରେ ଜୁନେଦ୍‌ ୧ ଘଣ୍ଟା ୨୯ ମିନିଟ୍‌ ୫୧.୦୦ ସେକେଣ୍ଡ ସମୟ ନେଇ ପ୍ରଥମ ସ୍ଥାନ ହାସଲ କରିବା…

ଇଣ୍ଡିଆନ୍‌ ଓପନ୍‌ ବ୍ୟାଡ୍‌ମିଣ୍ଟନ: ଚାଇନା ଖେଳାଳିଙ୍କ ସ୍ବାସ୍ଥ୍ୟ ରିପୋର୍ଟ ମାଗିଲେ ସରକାର

ନୂଆଦିଲ୍ଲୀ,୨୯ା୨(ପି.ଟି.): ଆସନ୍ତା ମାସରେ ଇଣ୍ଡିଆନ୍‌ ଓପନ୍‌ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ରାଜଧାନୀ ନୂଆଦିଲ୍ଲୀରେ ଖେଳାଯିବ। ଏଥିରେ ଭାଗ ନେବାକୁ ଥିବା ଚାଇନା ଖେଳାଳିଙ୍କ ସ୍ବାସ୍ଥ୍ୟାବସ୍ଥାର ସ୍ପଷ୍ଟ ଚିତ୍ର ଜଣାଇବା ଲାଗି ଆୟୋଜକ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ (ବାଇ)କୁ କହିଛନ୍ତି। ଟୋକିଓ ଅଲିମ୍ପିକ୍ସ…

ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା: ୧୦୦ ମିଟରରେ ଦୂତୀଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର,୨୯।୨(ସ୍ପୋଟର୍‌ସ ବ୍ୟୁରୋ): ଦେଶର ଦ୍ରୁତତମ ମହିଳା ଦୂତୀ ଚାନ୍ଦ ପୁଣିଥରେ ନିଜ ଖ୍ୟାତି ଅନୁରୂପ ପ୍ରଦର୍ଶନ କରିଛନ୍ତି। ଏଠାରେ ଚାଲିଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ସେ କିଟ୍‌ ବିଶ୍ୱବିଦ୍ୟାଳୟ ତରଫରୁ ପ୍ରତିନିଧିତ୍ୱ କରି ୧୦୦ମିଟର ଫାଇନାଲ ଦୌଡ଼ରେ ପ୍ରଥମ ସ୍ଥାନ…

ଜୟପୁରରେ ଖେଳାଯିବ ମହିଳା ଟି୨୦ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୨୯ା୨- ଗତଥର ୨୦୧୯ ସଂସ୍କରଣ ଭଳି ଆଇପିଏଲ ପ୍ଲେଅପ୍ସ ଓ ଫାଇନାଲ ବେଳେ ମହିଳା ଟି୨୦ ଚ୍ୟାଲେଞ୍ଜ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହି ଇଭେଣ୍ଟ ପାଇଁ ଜୟପୁର ସଓ୍ବାଇ ମାନସିଂ ଷ୍ଟାଡିୟମକୁ ଚୟନ କରାଯାଇଛି। ତେବେ ଚଳିତବର୍ଷ ହେବାକୁ ଥିବା ମହିଳା…

କୋହଲିଙ୍କ ବିପକ୍ଷରେ ସୌଦିଙ୍କ ପରଫେକ୍ଟ ୧୦

ଖ୍ରୀଷ୍ଟଚର୍ଚ୍ଚ,୨୯ା୨- ଚଳିତ ନ୍ୟୁଜିଲାଣ୍ଡ ଗସ୍ତରେ ବିରାଟ କୋହଲି ପୁଣି ବିଫଳ ହୋଇଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଦଳ ମାତ୍ର ୨୪୨ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। କୋହଲି ମାତ୍ର ୩ ରନ୍‌ କରିପାରିଥିଲେ ଓ ଦଳର ଏକ ଡିଆରଏସ୍‌ ମଧ୍ୟ…

ପୁଣି ବିବାଦରେ ହାର୍ଦ୍ଦିକ

ମୁମ୍ବାଇ,୨୯ା୨- ଭାରତୀୟ ଦଳର ଅଲ୍‌ରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଦୀର୍ଘ ୫ ମାସର ବ୍ୟବଧାନ ପରେ କ୍ରିକେଟ ଗ୍ରାଉଣ୍ଡକୁ ଫେରିବା ସହ ବିବାଦରେ ଘେରି ହୋଇ ଯାଇଛନ୍ତି। ଡି.ଓ୍ବାଇ. ପାଟିଲ ଷ୍ଟାଡିୟମରେ ରିଲାଏନ୍ସ ଓ୍ବାନ୍‌ ପାଇଁ ସେ ଅଲ୍‌ରାଉଣ୍ଡର ପ୍ରଦର୍ଶନ କରିଥିଲେ। ୨୫…

ମହିଳା ଟି୨୦ ବିଶ୍ୱକପ୍‌: ଲିଗ୍‌ ପର୍ଯ୍ୟାୟରେ ଭାରତ ଅପରାଜେୟ

ମେଲବୋର୍ନ,୨୯ା୨- ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ଟି୨୦ ମହିଳା ବିଶ୍ୱକପ୍‌ର ଲିଗ୍‌ ପର୍ଯ୍ୟାୟରେ ଅପରାଜେୟ ରହିଛି। ଶନିବାର ଖେଳାଯାଇଥିବା ଅନ୍ତିମ ଲିଗ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ୭ ଉଇକେଟରେ ଶ୍ରୀଲଙ୍କାକୁ ହରାଇ ଦେଇଛି। ଶ୍ରୀଲଙ୍କା ପକ୍ଷରୁ ଧାର୍ଯ୍ୟ ୧୧୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?