ଖେଳ

ବାରବାଟୀ ଦିନିକିଆ: ଆଉ ୮ ଦିନ: ପ୍ରସ୍ତୁତି ଅନୁଧ୍ୟାନ କଲେ ମନ୍ତ୍ରୀ

କଟକ ଅଫିସ,୧୪ା୧୨- ଡିସେମ୍ବର ୨୨ରେ ହେବାକୁ ଥିବା ଭାରତ-ୱେଷ୍ଟଇଣ୍ଡିଜ ବିପକ୍ଷ ଅନ୍ତର୍ଜାତୀୟ ମ୍ୟାଚ୍‌ ଏବେ ରାଜ୍ୟରେ ସବୁଠାରୁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ସମେତ ରାଜ୍ୟ ସରକାର, ଜିଲା ପ୍ରଶାସନ ମ୍ୟାଚ୍‌କୁ ସୁଚାରୂରୂପେ ଆୟୋଜନ କରିବାକୁ ଉଦ୍ୟମ ଚଳାଇଛନ୍ତି।…

ବାରବାଟୀରେ ହୋଇପାରେ ଭାରତ-ଦକ୍ଷିଣ ଆଫ୍ରିକା ଟେଷ୍ଟ

କଟକ ଅଫିସ,୧୪ା୧୨- ବାରବାଟୀ ଷ୍ଟାଡିୟମରେ ଏକ ଟେଷ୍ଟ ମ୍ୟାଚ୍‌ ଆୟୋଜନ ହେବାର ସମ୍ଭାବନା ଦୃଢ଼ୀଭୂତ ହୋଇଛି। ଆସନ୍ତା ମାର୍ଚ୍ଚରେ ଏଠାରେ ଭାରତ-ଦକ୍ଷିଣଆଫ୍ରିକା ଟେଷ୍ଟ ମ୍ୟାଚ୍‌ ଆୟୋଜନ କରିବା ନିମନ୍ତେ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପ୍ରଚେଷ୍ଟା ଆରମ୍ଭ କରିଛି। ଏ ନେଇ ଓସିଏ…

ଆଇପିଏଲ ନିଲାମୀରେ ଶୁଭ୍ରାଂଶୁ

କଟକ ଅଫିସ,୧୪ା୧୨- ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ର ଆଗାମୀ ସଂସ୍କରଣ ପାଇଁ ହେବାକୁ ଥିବା ନିଲାମ ପ୍ରକ୍ରିୟାରେ ସାମିଲ ହେବେ ଜଣେ ଓଡ଼ିଆ ପ୍ରତିଭାବାନ ଖେଳାଳି। ଏହି ଖେଳାଳି ଜଣଙ୍କ ହେଲେ ରାଜ୍ୟ ରଣ୍‌ଜୀ ଦଳର ଅଧିନାୟକ ତଥା ଡାହାଣହାତୀ ଧୂଆଁଧାର ବ୍ୟାଟ୍ସମ୍ୟାନ…

ସାହାଣୀ କପ୍‌ ଫୁଟବଲ: ସୁନ୍ଦରଗଡ଼ ଚାମ୍ପିୟନ

ବରଗଡ଼ ଅଫିସ୍‌,୧୪।୧୨ ବରଗଡ଼ ଲେଙ୍ଗୁ ମିଶ୍ର ଷ୍ଟାଡ଼ିୟମରେ ଶୁକ୍ରବାର ଆନ୍ତଃ ଜିଲା ସାହାଣୀ କପ୍‌ ଫୁଟବଲ ପ୍ରତିଯୋଗିତାର ଫାଇନାଲ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁନ୍ଦରଗଡ଼ ୨-୦ ଗୋଲରେ ରାଉରକେଲାକୁ ହରାଇ ଚାମ୍ପିୟନ ହୋଇଛି। ମ୍ୟାଚର ପ୍ରଥମାର୍ଦ୍ଧରେ ସୁନ୍ଦରଗଡ଼ର ମୁକେଶ ମିଞ୍ଜ ପ୍ରଥମ…

ପର୍ଥ ଟେଷ୍ଟ: ଦୃଢ଼ ସ୍ଥିତିରେ ଅଷ୍ଟ୍ରେଲିଆ

ପର୍ଥ, ୧୪।୧୨- ସ୍ଥାନୀୟ ପର୍ଥ କ୍ରିକେଟ ଷ୍ଟାଡିୟମରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିବାରାତ୍ର କ୍ରିକେଟ ଟେଷ୍ଟରେ ଅଷ୍ଟ୍ରେଲିଆ ମଜଭୁତ ସ୍ଥିତିରେ ରହିଛି। ମାର୍ନୁସ ଲାବୁସେନଙ୍କ ଶତକପରେ ଶେଷଭାଗ ବ୍ୟାଟ୍ସମ୍ୟାନଙ୍କ ଉପଯୋଗୀ ଅବଦାନ ବଳରେ ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୧୬ ରନ…

ଇଷ୍ଟ୍‌ ଇଣ୍ଡିଆ ଓପନ୍‌ ସ୍ନୁକର: ପ୍ରି-କ୍ୱାର୍ଟରରେ ସୁବ୍ରତ

ଭୁବନେଶ୍ୱର,୧୪।୧୨(ସ୍ପୋଟର୍‌ସ ବ୍ୟୁରୋ)- ପାଟଣାରେ ଚାଲିଥିବା ଇଷ୍ଟ ଇଣ୍ଡିଆ ସ୍ନୁକର ଚାମ୍ପିୟନଶିପ୍‌ରେ ଓଡ଼ିଶାର ସୁବ୍ରତ ଦାସ ରାଉଣ୍ଡ ଅଫ୍‌ ୧୬ ବା ପ୍ରି- କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପାଟଣାର ଆଡିକ୍‌ଶନ ସ୍ନୁକର ସେଣ୍ଟରରେ ଚାଲିଥିବା ଏହି ପ୍ରତିଯୋଗିତାରେ ସୁବ୍ରତ ୩-୦ରେ ପୂର୍ବତନ…

୨୦୨୦ରେ ଏଫ୍‌ଆଇଏଚ୍‌ ନୂଆ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ ସିଷ୍ଟମ୍‌ ଆରମ୍ଭ କରିବ

ଲଉସେନ,୧୪।୧୨(ପି.ଟି.)- ୨୦୨୦ ବର୍ଷ ପାଇଁ ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ଶୁକ୍ରବାର ନୂଆ ବିଶ୍ୱ ର଼୍ୟାଙ୍କିଙ୍ଗ୍‌ ପ୍ରଣାଳୀ ଆରମ୍ଭ କରିବ। ତେବେ ଏହି ର଼୍ୟାଙ୍କିଙ୍ଗ୍‌ ମ୍ୟାଚ୍‌ ଉପରେ ପର୍ଯ୍ୟବସିତ ହେବ। ପୂର୍ବରୁ ଟୁର୍ନାମେଣ୍ଟକୁ ଦୃଷ୍ଟିରେ ରଖି ର଼୍ୟାଙ୍କିଙ୍ଗ୍‌ ପ୍ରକାଶିତ ହେଉଥିଲା। ଏହା…

‘କୋହଲିଙ୍କ ଭଳି କଠିନ ପରିଶ୍ରମ କର’

ଚେନ୍ନାଇ,୧୩।୧୨(ପି.ଟି.): ଓ୍ବେଷ୍ଟଇଣ୍ଡିଜ ଆସିଷ୍ଟାଣ୍ଟ କୋଚ୍‌ ରୋଡି ଇଷ୍ଟ୍‌ଓ୍ବିକ୍‌ ନିଜ ଖେଳାଳିମାନଙ୍କୁ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଭଳି କଠିନ ପରଶ୍ରମ କରିବାକୁ ପରାମର୍ଶ ଦେଇଛନ୍ତି। ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବାକୁ ହେଲେ କୋହଲିଙ୍କ ପରି ଅଧ୍ୟବସାୟର ଆବଶ୍ୟକତା ରହିଛି ବୋଲି ସେ…

ନେଟ୍ସରେ ବୋଲିଂ କରିବେ ବୁମ୍‌ରା

ନୂଆଦିଲ୍ଲୀ,୧୩।୧୨(ପି.ଟି.): ଆହତ ହୋଇଥିବା ଭାରତୀୟ ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ରିହାବିଲିଟେଶନରେ ରହିଥିବା ବେଳେ ଏବେ ଦଳକୁ ପ୍ରତ୍ୟାବର୍ତ୍ତନ କରିବାକୁ ପସ୍ତୁତି ଚଳାଇଛନ୍ତି। ତେବେ ଏଥିପାଇଁ ତାଙ୍କୁ ଫିଟ୍‌ନେସର ପ୍ରମାଣ ଦେବାକୁ ହେବ। ଫଳରେ ୧୮ ତାରିଖରେ ବିଶାଖାପାଟଣାରେ ଖେଳାଯିବାକୁଥିବା ଦ୍ୱିତୀୟ…

ବିବିଏଲ ପାଇଁ ଏନ୍‌ଓସି ଦେଲା ନାହିଁ ପିସିବି

କରାଚୀ,୧୩।୧୨- ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଅଲରାଉଣ୍ଡର ଫହିମ ଅଶରଫ ଓ ପେସର ଉସମାନ ଶିନଓ୍ବାରିଙ୍କୁ ଅଷ୍ଟ୍ରେଲିଆର ବିଗ୍‌ ବାଶ ଲିଗ୍‌ (ବିବିଏଲ)ରେ ଖେଳିବାକୁ ଏନ୍‌ଓସି ଦେବାକୁ ମନା କରିଦେଇଛି। ନିକଟରେ ଉଭୟ କ୍ରିକେଟରଙ୍କ ସହ ବିବିଏଲ ଚୁକ୍ତି କରାଯାଇଥିଲା। ଚୂଡ଼ାନ୍ତ…

ବ୍ରାଭୋ ଅନ୍ତର୍ଜାତୀୟ କ୍ରିକେଟ ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ,୧୩।୧୨(ପି.ଟି.)- ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର ଡ୍ବେନ ବ୍ରାଭୋ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବା ନେଇ ଶୁକ୍ରବାର ଘୋଷଣା କରିଛନ୍ତି। ପ୍ରାୟ ଏକ ବର୍ଷ ତଳେ ଦେଶର ବୋର୍ଡ ସହ ମନାନ୍ତର ପରେ ଅବସର ଘୋଷଣା କରିଥିଲେ। ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ବୋର୍ଡ (ଡବ୍ଲ୍ୟୁଆଇସିବି) ନିଜ ନିୟମରେ…

ଆହତ ବ୍ୟାଟ୍ସମ୍ୟାନଙ୍କୁ ରନ୍‌ ଆଉଟ୍‌ କରିବାକୁ ମନାକଲେ ବୋଲର

ପର୍ଲ,୧୩।୧୨- ଚଳିତ ଏମ୍‌ଝାନ୍‌ସି ସୁପର ଲିଗ୍‌ରେ ଏପର୍ଯ୍ୟନ୍ତ ବହୁ ଆକ୍ସନ ହୋଇସାରିିଛି। ନେଲସନ ମଣ୍ଡେଲା ବେ ଜିଆଣ୍ଟସ ଓ ପର୍ଲ ରକ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ପେସର ଇସୁରୁ ଉଡାନା ପ୍ରତିପକ୍ଷ ଆହତ ବ୍ୟାଟ୍ସମ୍ୟାନଙ୍କୁ ରନ୍‌ ଆଉଟ୍‌ କରିବାକୁ ମନାକରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri