ଖେଳ

ଖ୍ରୀଷ୍ଟଚର୍ଚ୍ଚ ଟେଷ୍ଟ: ଭଲ ସ୍ଥିତିରେ ନ୍ୟୁଜିଲାଣ୍ଡ

ଖ୍ରୀଷ୍ଟଚର୍ଚ୍ଚ,୨୯ା୨- ସ୍ଥାନୀୟ ହେଗଲେ ଓଭାଲ ଗ୍ରାଉଣ୍ଡରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଶନିବାର ଦ୍ୱିତୀୟ ଟେଷ୍ଟ ଆରମ୍ଭ ହୋଇଯାଇଛି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ପ୍ରଥମ ଇନିଂସରେ ୨୪୨ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଏକଦା ଭାରତୀୟ ଦଳ…

ଭାରତ, ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆରୁ ବାଦ୍‌ ପଡ଼ିଲେ ରବାଡା

ମେଲବୋର୍ନ,୨୯ା୨- କାଗିସୋ ରବାଡା ଆଗାମୀ ମାସରେ ଅଷ୍ଟ୍ରେଲିଆ ଓ ଭାରତ ବିପକ୍ଷ ଦିନିକିଆ ସିରିଜ୍‌ ଖେଳିପାରିବେ ନାହିଁ। ସଦ୍ୟ ସମାପ୍ତ ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ସିରିଜ୍‌ରେ ସେ ଆହତ ହୋଇଛନ୍ତି। ୨୪ ବର୍ଷୀୟ ପେସରଙ୍କ ମାଂସପେଶୀ ଟାଣି ହୋଇଯାଇଛି। ତାଙ୍କ ବଦଳ…

ଫିଟ୍‌ନେସ ପ୍ରମାଣ ଦେଲେ ହାର୍ଦ୍ଦିକ, ଭୁବି, ଧାଓ୍ବନ

ନବି ମୁମ୍ବାଇ,୨୯ା୨- ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା, ସିମର ଭୁବନେଶ୍ୱର କୁମାର, ଓପନର ଶିଖର ଧାଓ୍ବନ ଆହତ ସମସ୍ୟାରୁ ଫେରୁଛନ୍ତି। ସମସ୍ତେ ଡିଓ୍ବାଇ ପାଟିଲ ଟି୨୦ ଟୁର୍ନାମେଣ୍ଟରେ ରିଲାଏନ୍ସ ଓ୍ବାନ ପକ୍ଷରୁ ଶୁକ୍ରବାର ଖେଳିଥିଲେ। ସେମାନଙ୍କ ଫିଟ୍‌ନେସକୁ ଯାଞ୍ଚ କରିଥିଲେ ମୁଖ୍ୟ ଚୟନକର୍ତ୍ତା…

୨୪୨ ରନ୍‌ରେ ଅଲଆଉଟ୍‌ ଭାରତ

ଖୀଷ୍ଟଚର୍ଚ୍ଚ,୨୯ା୨- ଏଠାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ଶନିବାରଠାରୁ ଆରମ୍ଭ ହୋଇଯାଇଛି। ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଫଳରେ ପ୍ରଥମେ ବ୍ୟାଟିଂ କରିଥିବା ଟିମ୍‌ ଇଣ୍ଡିଆ ୬୩ ଓଭରରେ…

ରେକର୍ଡ ଭାଙ୍ଗିଲେ ହର୍ମିଲାନ

ଭୁବନେଶ୍ୱର, ୨୯।୨(କ୍ରୀଡ଼ା ପ୍ରତିନିଧି)-ପଞ୍ଜାବୀ ବିଶ୍ୱବିଦ୍ୟାଳୟର ହର୍ମିଲାନ ବେନ୍ସ ଚଳିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ମହିଳା ୧୫୦୦ ମିଟରରେ ନୂଆ ରେକର୍ଡର ଅଧିକାରିଣୀ ହୋଇଛନ୍ତି। ଶୁକ୍ରବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ରେସ୍‌ରେ ସେ ୪:୧୬.୬୮ ସେକେଣ୍ଡ ସମୟ ନେଇ ବିଶ୍ୱବିଦ୍ୟାଳୟ କ୍ରୀଡ଼ା…

ଲକ୍ଷ୍ୟ ଏସିଆନ ଜୁନିୟର

ଭୁବନେଶ୍ୱର, ୨୯।୨(କ୍ରୀଡ଼ା ପ୍ରତିନିଧି)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ୭ମ ଦିବସରେ ଓଡ଼ିଶାକୁ ୨ ସ୍ବର୍ଣ୍ଣ ଓ ୧ ରୌପ୍ୟ ଓ ୧ ବ୍ରୋଞ୍ଜ ପଦକ ମିଳିଛି। ଆଥଲେଟିକ୍ସ ଇଭେଣ୍ଟର ପ୍ରଥମ ଦିବସରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ମନୀଷା ମେରେଲ ମହିଳା ଲଙ୍ଗଜମ୍ପ…

ମନୀଷାଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୨୯।୨(କ୍ରୀଡ଼ା ପ୍ରତିନିଧି)- ଚଳିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ଆଥଲେଟିକ୍ସ ଇଭେଣ୍ଟର ପ୍ରଥମ ଦିବସରେ ଓଡ଼ିଶା ଓ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ମନୀଷା ମେରେଲ। ପ୍ରତିଯୋଗିତାର ମହିଳା ଲଙ୍ଗଜମ୍ପ ଇଭେଣ୍ଟରେ ସେ ସ୍ବର୍ଣ୍ଣ ପଦକ ଅର୍ଜନ କରି…

କିଟ୍‌ ମହିଳା ରଗ୍‌ବୀ ଦଳକୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର, ୨୯।୨(କ୍ରୀଡ଼ା ପ୍ରତିନିଧି)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ମହିଳା ରଗ୍‌ବୀରେ ଆୟୋଜକ କିଟ୍‌ ବାଜି ମାରିଛି। କିଟ୍‌ ମହିଳା ଦଳ ପ୍ରତିଯୋଗିତାର ପ୍ରଥମ ସଂସ୍କରଣରେ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ କିଟ୍‌ ୩୧-୭ ଗୋଲରେ ପାଟଳିପୁତ୍ର ବିଶ୍ୱବିଦ୍ୟାଳୟକୁ ପରାସ୍ତ…

ଦୁବାଇରେ ଏସିଆ କପ୍‌: ଭାରତ,ପାକିସ୍ତାନ ଖେଳିବେ

କୋଲକାତା, ୨୯ା୨ (ପି.ଟି.)-ପରବର୍ତ୍ତୀ ଏସିଆ କପ୍‌ କ୍ରିକେଟ ଦୁବାଇରେ ହେବ। ଏହି ମହାଦେଶୀୟ ଟୁର୍ନାମେଣ୍ଟରେ ଉଭୟ ଭାରତ ଓ ପାକିସ୍ତାନ ଅଂଶଗ୍ରହଣ କରିବାରେ କୌଣସି ଅସୁବିଧା ନାହିଁ। ଦୁବାଇରେ ଏସିଆନ କ୍ରିକେଟ କାଉନ୍‌ସିଲ ବୈଠକ ମାର୍ଚ୍ଚ ୩ରେ ହେବ। ଏଥିରେ ଯୋଗଦେବା…

ଏସିଆ ଏକାଦଶ ଟି୨୦: କାର୍ଯ୍ୟଭାର ମୂଲ୍ୟାଙ୍କନ ପରେ ଖେଳାଳିଙ୍କ ନାମ ସ୍ପଷ୍ଟ ହେବ

ଖ୍ରୀଷ୍ଟଚର୍ଚ୍ଚ,୨୯।୨(ପି.ଟି.)- ମାର୍ଚ୍ଚ ୨୧ ଓ ୨୨ ତାରିଖରେ ଢାକାରେ ଖେଳାଯିବାକୁ ଥିବା ବିଶ୍ୱ ଏକାଦଶ ବିପକ୍ଷ ଦୁଇ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜ ପାଇଁ ଏସିଆ ଏକାଦଶ ଦଳ ଘୋଷଣା ହେବ। ତେବେ ଏସିଆ ଏକାଦଶ ପାଇଁ ନାମ ଦେବା ପୂର୍ବରୁ ଭାରତୀୟ…

ଡୋପ୍‌ ଅପରାଧ: ଅଲିମ୍ପିକ ସ୍ବର୍ଣ୍ଣ ବିଜୟୀ ୮ବର୍ଷ ବାସନ୍ଦ

ଲାଉସାନେ, ୨୮ା୨ (ଏଏଫ୍‌ପି)-ଚାଇନାର ୩ଥର ଅଲିମ୍ପିକ ସୁଇମିଂ ସ୍ବର୍ଣ୍ଣ ପଦକ ବିଜୟୀ ସନ୍‌ ୟାଙ୍ଗ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ସେ ଡୋପିଂ ସାମ୍ପଲ ଦେବାକୁ ମନା କରି ଦେଇଥିବାରୁ ତାଙ୍କୁ ୮ବର୍ଷ ବାସନ୍ଦ ଦଣ୍ଡ ଭୋଗିବାକୁ ପଡ଼ିବ। କୋର୍ଟ ଅଫ୍‌ ଆର୍ବିଟ୍ରେଶନ…

କରୋନା ଭାଇରସ ପ୍ରଭାବ: ଶୁଟିଂ ବିଶ୍ୱକପ୍‌ରେ ଭାଗ ନେବ ନାହିଁ ଭାରତ

ନୂଆଦିଲ୍ଲୀ, ୨୮ା୨ (ପି.ଟି.)-କରୋନା ଭାଇରସ ସଂକ୍ରମଣର ଆଶଙ୍କା ଦର୍ଶାଇ ଆସନ୍ତା ମାସରେ ସାଇପ୍ରସରେ ହେବାକୁଥିବା ଶୁଟିଂ ବିଶ୍ୱକପ୍‌ରୁ ଭାରତ ଓହରିଯାଇଛି। ଇଣ୍ଟରନ୍ୟାଶନାଲ ଶୁଟିଂ ସ୍ପୋଟର୍‌ସ ଫେଡେରେଶନ (ଆଇଏସ୍‌ଏସ୍‌ଏଫ୍‌) ଦ୍ୱାରା ସ୍ବୀକୃତି ପ୍ରାପ୍ତ ଏହି ଶଟ୍‌ଗନ୍‌ ବିଶ୍ୱକପ୍‌ ନିକୋସିଆରେ ମାର୍ଚ୍ଚ ୪ରୁ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?