ସନ୍ଦେହରେ ବୋଲରଙ୍କ ନୋ ବଲ
ଢାକା,୧୩।୧୨- ଚଳିତ ବାଂଲାଦେଶ ପ୍ରିମିୟର ଲିଗ୍ (ପିବିଏଲ)ରେ ବାଂଲାଦେଶ ବୋଲରଙ୍କ ପ୍ରଦର୍ଶନ ଉପରେ ପ୍ରଶଂସକ ମ୍ୟାଚ୍ ଫିକ୍ସିଂ ହୋଇଥିବା ଅଭିଯୋଗ ଆଣିଛନ୍ତି। ଚାଟ୍ଟୋଗ୍ରାମ ଚ୍ୟାଲେଞ୍ଜର୍ସ ବିପକ୍ଷରେ ଖେଳାଯାଇଥିବା ମ୍ୟାଚ୍ରେ ସିଲହଟ ଥଣ୍ଡର୍ସ ପେସର କ୍ରିଶମାର ସାଣ୍ଟୋକିଙ୍କ ଦୁଇଟି ବଲ ଫିଲ୍ଡ ଅମ୍ପାୟର…
ଅମ୍ପାୟରଙ୍କ ଭୁଲ୍ ନିଷ୍ପତ୍ତି ପରେ ଗ୍ରାଉଣ୍ଡ ଛାଡ଼ିଲେ ନାହିଁ ୟୁସୁଫ ପଠାନ
ଭଦୋଦରା,୧୩।୧୨- କ୍ରିକେଟରେ ଅମ୍ପାୟରମାନେ ତ୍ରୁଟିପୂର୍ଣ୍ଣ ନିଷ୍ପତ୍ତି ଦେବା ଏବେ କିଛି ନୂଆ ଘଟଣା ନୁହେଁ। ମାତ୍ର ଖେଳାଳିମାନେ ଏହାକୁ ବିରୋଧକରି ଗ୍ରାଉଣ୍ଡ ଛାଡ଼ିବାକୁ ମନାକରିବା ହୁଏତ ପ୍ରଥମ ଘଟଣା ହୋଇପାରେ। ଏଭଳି ଘଟଣା ଚଳିତ ରଣଜୀ ଟ୍ରଫିରେ ମୁମ୍ବାଇ ଓ ବରୋଦା…
୨୦ ବର୍ଷୀୟ ଏହି ଭାରତୀୟ କ୍ରିକେଟରଙ୍କ ସରିଲା ନିର୍ବନ୍ଧ
ଏବେ ଚାଲିଛି ବିବାହ ଋତୁ। କ୍ରିକେଟରଙ୍କଠାରୁ ଆରମ୍ଭ କରି ବଲିଉଡ୍ ଅଭିନେତ୍ରୀ ଅଭିନେତାମାନଙ୍କୁ ମଧ୍ୟ ଏହି ସିଜିନ୍ରେ ବିବାହ କରୁଥିବାର ଦେଖାଯାଇଛି। ଏହି କ୍ରମରେ ସାମିଲ ହୋଇଛନ୍ତି କ୍ରିକେଟର ରାହୁଲ ଚହର। ସେ ଖୁବଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି।…
ମୁସ୍ତାକ ଅହମ୍ମଦ ପାକିସ୍ତାନ ସ୍ପିନ୍ ବୋଲିଂ ପରାମର୍ଶଦାତା
କରାଚୀ,୧୩।୧୨- ପାକିସ୍ତାନ ପୂର୍ବତନ ଟେଷ୍ଟ ଅଧିନାୟକ ମୁସ୍ତାକ ଅହମ୍ମଦଙ୍କୁ ଦଳର ସ୍ପିନ୍ ବୋଲିଂ ପରାମର୍ଶଦାତା ଭାବେ ନିଯୁକ୍ତ କରିଛି। ତାଙ୍କ ସହ ଏକବର୍ଷ ଲାଗି ଚୁକ୍ତି କରାଯାଇଛି। ସେ ପ୍ରଥମେ ଲାହୋରସ୍ଥିତ ଜାତୀୟ କ୍ରିକେଟ ଏକାଡେମୀରେ ଅଭିଜ୍ଞ ଲେଗ୍ ସ୍ପିନର ୟାସିର…
ସାନିଆ ମିର୍ଜାଙ୍କ ଭଉଣୀ ବିବାହରେ ଯୋଗଦେଲେନି ସୋଏବ ମଲିକ୍: ଜାଣନ୍ତୁ କାହିଁକି
ଟେନିସ ତାରକା ସାନିଆ ମିର୍ଜାଙ୍କ ଭଉଣୀ ଅନମ ମିର୍ଜା ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ ଆଝାରୁଦ୍ଦିନଙ୍କ ପୁଅ ଅସଦଙ୍କୁ ସେ ବିବାହ କରିଛନ୍ତି। ବିବାହ ପରେ ପରେ ଦୁହେଁ ନିଜ ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ…
ହାର୍ଦ୍ଦିକ ନୁହେଁ, ଉର୍ବଶୀଙ୍କ ସହ ଚାଲିଛି ଅନ୍ୟ କ୍ରିକେଟରଙ୍କ ଚକ୍କର
ଭାରତୀୟ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପରେ ବଲିଉଡ୍ ଅଭିନେତ୍ରୀ ଉର୍ବଶୀ ରୌଟେଲାଙ୍କ ଅନ୍ୟ ଜଣେ କ୍ରିକେଟରଙ୍କ ସହ ଚକ୍କର ଚାଲିଛି। ସେହି କ୍ରିକେଟର ହେଉଛନ୍ତି ଭାରତୀୟ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ। ‘ସ୍ପଟ୍ବୟଇ’ରେ ପ୍ରକାଶ ପାଇଥିବା ଏକ ରିପୋର୍ଟ ମୁତାବକ,…
ପ୍ରସ୍ତୁତି ପଥେ ବାରବାଟୀ
ଦୀର୍ଘଦିନ ପରେ ବାରବାଟୀ ଷ୍ଟାଡିୟମରେ ଆୟୋଜନ ହେବାକୁ ଯାଉଛି ଆଉ ଏକ ଅନ୍ତର୍ଜାତୀୟ ମ୍ୟାଚ୍ । ଦିନିକିଆ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ୍ରେ ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମୁହଁାମୁହିଁ ହେବେ । ଏକ ହାଇସ୍କୋରିଂ ମ୍ୟାଚ ଆଶାରେ ରହିଛନ୍ତି ଓଡ଼ିଆ…
ସ୍ପେଶାଲ ଅଲିମ୍ପିକ୍ ଭାରତ- ଓଡ଼ିଶା ଏଫ୍ସି ବୁଝାମଣା
ଭୁବନେଶ୍ୱର,୧୩।୧୨(ସ୍ପୋଟର୍ସ ବ୍ୟୁରୋ)- ତୃଣମୂଳ ସ୍ତରରେ ଫୁଟବଲର ବିକାଶ ପାଇଁ ଓଡ଼ିଶା ଏଫ୍ସି ସ୍ପେଶାଲ ଅଲିମ୍ପିକ୍ସ ଭାରତ (ଏସ୍ଓବି) ସହିତ ଏକ ବୁଝାମଣା ପତ୍ରରେ ସ୍ବାକ୍ଷର କରିଛି। ପୂର୍ବରୁ ଓଡ଼ିଶା ଏଫ୍ସି ଦିଲ୍ଲୀ ଡାଇନାମୋସ ଦଳ ଥିଲା। ସେବେଠାରୁ କ୍ଲବ ସ୍ପେଶାଲ ଅଲିମ୍ପିକ୍…
ଆସାମରେ ଫସିଛନ୍ତି ଓଡ଼ିଶା ଜୁନିୟର କ୍ରିକେଟର୍: ବିସିସିଆଇର ସହାୟତା ଲୋଡ଼ିଲା ଓସିଏ; ହୋଟେଲ ବାହାରେ ବିକ୍ଷୋଭ, ଚିନ୍ତାରେ ଅଭିଭାବକ
କଟକ ଅଫିସ,୧୩ା୧୨- ନାଗରିକତ୍ୱ ସଂଶୋଧନ ବିଲ୍(ସିଏବି)କୁ ବିରୋଧ କରି ଆସାମରେ ନିଆଁ ଜଳୁଥିବା ବେଳେ ଏଥିରେ ଫସିଛନ୍ତି ଓଡ଼ିଶାର ୧୯ ବର୍ଷରୁ କମ୍ ଜୁନିୟର ବାଳକ ଦଳର କ୍ରିକେଟ ଖେଳାଳି। ବୁଧବାର ରାତିରୁ ଗୁଆହାଟୀର ହୋଟେଲ ଭାର୍ଗବ ଗ୍ରାଣ୍ଡରେ ଖେଳାଳିମାନେ ଏକପ୍ରକାର…
ସିନ୍ଧୁ ପୁଣି ପରାସ୍ତ
ଗୁଆଙ୍ଗଝୋ, ୧୩ା୧୨ (ପି.ଟି.)- ବର୍ଷର ଶେଷ ପ୍ରତିଯୋଗିତା ବିଡବ୍ଲ୍ୟୁଏଫ୍ ଓ୍ବାର୍ଲଡ ଟୁର୍ ଫାଇନାଲରେ ଗତଥରର ଚାମ୍ପିୟନ ପି.ଭି ସିନ୍ଧୁଙ୍କ ଅଭିଯାନ ଆପାତତଃ ଶେଷ ହୋଇଯାଇଛି। ଭାରତୀୟ ଖେଳାଳି ଗୁରୁବାର ଚାଇନାର ଚେନ୍ ୟୁଫିଙ୍କଠାରୁ ୨୨-୨୦, ୧୬-୨୧, ୧୨-୨୧ରେ ହାରିଯାଇଛନ୍ତି। ଏହି ମ୍ୟାଚ…
ଗୋଥାମଙ୍କୁ ୮ ଉଇକେଟ; ତାମିଲନାଡୁକୁ ହରାଇଲା କର୍ନାଟକ
ଡିଣ୍ଡିଗୁଲ,୧୩।୧୨(ପି.ଟି.)- ଅଫ୍ ସ୍ପିନର କେ. ଗୋଥାମଙ୍କ ୮ ଉଇକେଟ ସଫଳତା ଯୋଗୁ କର୍ନାଟକ ୨୬ ରନ୍ରେ ତାମିଲନାଡୁକୁ ପରାସ୍ତ କରିଛି। ପ୍ରଥମ ଇନିଂସ୍ରେ ୨୯ ରନ୍ର ଅଗ୍ରଣୀ ହାସଲ କରିଥିବା କର୍ନାଟକ ଦ୍ୱିତୀୟ ଇନିଂସ୍ରେ ମାତ୍ର ୧୫୧ ରନ୍ରେ ଅଲଆଉଟ୍ ହୋଇଯାଇଥିଲା।…
ହାତ ମିଳାଇବାକୁ ମନା କଲେ ସ୍ନୁକର ଷ୍ଟାର ଓସୁଲିଭାନ
ଲଣ୍ଡନ,୧୩।୧୨(ଏଏଫ୍ପି)- ସ୍ନୁକର କିମ୍ବଦନ୍ତୀ ରୋନି ଓସୁଲିଭାନ ନିଜ ଜାଜ୍ୱଲ୍ୟମୟ କ୍ୟାରିୟରରେ ଏକ ନୂଆ ଅଧ୍ୟାୟ ଆରମ୍ଭ କରିଛନ୍ତି। ସ୍କଟିଶ ଓପନ ଟୁର୍ନାମେଣ୍ଟରେ ଏକ ମ୍ୟାଚ୍ ପୂର୍ବରୁ ସେ ପ୍ରତିଦ୍ୱନ୍ଦ୍ୱୀ ଖେଳାଳି ଓ ରେଫରିଙ୍କ ସହ ହାତ ମିଳାଇବାକୁ ମନା କରି ଚର୍ଚ୍ଚାର…
Archives


