ଖେଳ

ବ୍ରାଏଣ୍ଟଙ୍କ ହ୍ୟାଣ୍ଡ୍‌ପ୍ରିଣ୍ଟ୍‌, ଜର୍ସି ନିଲାମ ହେବ

ନ୍ୟୁୟର୍କ, ୨୮ା୨ (ଏପି)- କିମ୍ବଦନ୍ତୀ ବାସ୍କେଟବଲ ଖେଳାଳି କୋବେ ବ୍ରାଏଣ୍ଟଙ୍କ କେତୋଟି ପ୍ରମୁଖ ସ୍ମାରକୀ ନିଲାମ ହେବ। ତନ୍ମଧ୍ୟରେ ତାଙ୍କର ଦୁଇଟି ଲସ୍‌ ଏଞ୍ଜେଲ୍ସ ଲେକର୍ସ ୟୁନିଫର୍ମ, ଗ୍ରାଉମାନ୍ସ ଚାଇନିଜ ଥିଏଟର ହଲ୍‌ ଅଫ୍‌ ଫେମ୍‌ ଗ୍ୟାଲେରୀରେ ସ୍ଥାନ ପାଇବା ବେଳର…

ଭାଇ-ଭଉଣୀ ଶ୍ରବଣ-ସୋନୀଙ୍କ ସଫଳ ଯାତ୍ରା

ଭୁବନେଶ୍ୱର, ୨୮।୨ (ସ୍ପୋର୍ଟ୍ସ ବ୍ୟୁରୋ)- ଏଠାରେ ଚାଲିଥିବା ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ପ୍ରଥମ ସଂସ୍କରଣରେ ମୁମ୍ବାଇ ବିଶ୍ୱବିଦ୍ୟାଳୟର ଯମଜ ଭଗିନୀ ଜ୍ୟୋତି ଓ ଆରତି ପଟେଲ ସନ୍ତରଣରେ ଯେଉଁଭଳି ପ୍ରଦର୍ଶନର ଛାପ ଛାଡ଼ିଥିଲେ ସେହିଭଳି ଆଉ ଏକ ଭାଇ ଭଉଣୀ…

ଭାରତୀୟ ଫୁଟବଲ କ୍ୟାମ୍ପରେ ଶୁଭମ୍‌

ଭୁବନେଶ୍ୱର, ୨୮।୨(କ୍ରୀଡ଼ା ପ୍ରତିନିଧି)-ନିଜ ଲକ୍ଷ୍ୟ ପଥରେ କ୍ରମେ ଆଗକୁ ବଢ଼ୁଛନ୍ତି ଇଣ୍ଡିଆନ ସୁପରଲିଗ୍‌(ଆଇଏସଏଲ)ର ଓଡ଼ିଆ ତାରକା ଶୁଭମ୍‌ ଷଡ଼ଙ୍ଗୀ। ଜାତୀୟ ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିବା ପ୍ରତି ଖେଳାଳିଙ୍କ ଅଭିଳାଷ ରହିଥାଏ। ଏଥିରେ ଶୁଭମ୍‌ ମଧ୍ୟ ବ୍ୟତିକ୍ରମ ନୁହନ୍ତି। ଜାତୀୟ ଦଳ…

ମନୋଜଙ୍କୁ ସ୍ବର୍ଣ୍ଣିମ ସଫଳତା

ଭୁବନେଶ୍ୱର, ୨୮।୨(କ୍ରୀଡ଼ା ପ୍ରତିନିଧି)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାରେ ଓଡ଼ିଶା ପାଇଁ ଦ୍ୱିତୀୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରୋତ୍ତୋଳକ ମନୋଜ କୁମାର ସାହୁ। ସେ ପୁରୁଷ ୭୩ କେଜି ଭାରୋତ୍ତୋଳନ ବିଭାଗରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପାଇଁ ପ୍ରଥମ ସ୍ବର୍ଣ୍ଣ ପଦକ ଅର୍ଜନ…

ମହିଳା ଟି୨୦ ବିଶ୍ୱକପ୍‌: ବାଂଲାଦେଶ ବିପକ୍ଷରେ ଅଷ୍ଟ୍ରେଲିଆର ସହଜ ବିଜୟ

କାନବେରା, ୨୭ା୨ (ପି.ଟି.)- ଚଳିତ ଆଇସିସି ମହିଳା ଟି୨୦ ଟୁର୍ନାମେଣ୍ଟରେ ଅଷ୍ଟ୍ରେଲିଆ ୮୬ରନରେ ବାଂଲାଦେଶକୁ ହରାଇ ଦେଇଛି। ଦଳକୁ ସହଜ ବିଜୟ ଦେବାରେ ଆଲିସା ହିଲି (୮୩ ରନ) ଓ ବେଥ୍‌ ମୁନି (୮୧*) ଙ୍କର ବିଶେଷ ଭୂମିକା ରହିଛି। ପ୍ରଥମ…

ଓଡ଼ିଶା ସିନିୟର ହ୍ୟାଣ୍ଡବଲ ଦଳରେ ଆର୍ଯ୍ୟନ

ଭୁବନେଶ୍ୱର, ୨୭।୨(କ୍ରୀଡ଼ା ପ୍ରତିନିଧି)- ରାଜ୍ୟର ଉଦୀୟମାନ ହ୍ୟାଣ୍ଡବଲ ପ୍ରତିଭା ଆର୍ଯ୍ୟନ ବ୍ରାହ୍ମିନ ଜୁନିୟର ସ୍ତରରେ ଚମତ୍କାର ପ୍ରଦର୍ଶନର ପୁରସ୍କାର ପାଇଛନ୍ତି। ତାଙ୍କୁ ଓଡ଼ିଶା ସିନିୟର ହ୍ୟାଣ୍ଡବଲ ଦଳରେ ସାମିଲ କରାଯାଇଛି। ଚଳିତମାସ ୨୯ରୁ ମାର୍ଚ୍ଚ ୩ ପର୍ଯ୍ୟନ୍ତ ବିହାରରେ ହେବାକୁଥିବା ପୂର୍ବାଞ୍ଚଳ…

ମହିଳା ଟି୨୦ ବିଶ୍ୱକପ୍‌: ନ୍ୟୁଜିଲାଣ୍ଡକୁ ହରାଇ ସେମିରେ ଭାରତ

ମେଲବୋର୍ନ,୨୭ା୨(ପି.ଟି.)- ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ର ସେମିଫାଇନାଲରେ ପ୍ରବେଶ କରିଛି। ଓପନର ଶେଫାଳି ବର୍ମାଙ୍କ ବିସ୍ଫୋରକ ୪୬ ଓ ବୋଲରଙ୍କ ମାପଚୁପ ବୋଲିଂ ଯୋଗୁ ଏକ ରୋମାଞ୍ଚଭରା ମ୍ୟାଚ୍‌ରେ ଭାରତୀୟ ଦଳ ୩ ରନ୍‌ରେ…

ବଢ଼ିଲା ଟିମ୍‌ ଇଣ୍ଡିଆର ଚିନ୍ତା

ଖ୍ରିଷ୍ଟଚର୍ଚ୍ଚ,୨୭ା୨(ପି.ଟି.)- ନ୍ୟୁଜିଲାଣ୍ଡ ବିପକ୍ଷ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଶୋଚନୀୟ ପରାଜୟ ବରଣ କରିଥିବା ଭାରତୀୟ ଦଳର ଚିନ୍ତା ବଢ଼ିବାରେ ଲାଗିଛି। ଗୁରୁବାର ଟ୍ରେନିଂ ସେସନରେ ଯୁବ ଓପନର ପୃଥ୍ବୀ ଶ ଯୋଗଦେଇ ନ ଥିଲେ। ତାଙ୍କ…

ଗୁଆହାଟିରେ ଦୁଇଟି ମ୍ୟାଚ୍‌ ଖେଳିବ ରାଜସ୍ଥାନ ରୟାଲ୍ସ

ଗୁଆହାଟି,୨୭ା୨- ସ୍ଥାନୀୟ ବର୍ସାପାରା ଷ୍ଟାଡିୟମରେ ପ୍ରଥମ ଥର ପାଇଁ ଆଇପିଏଲ ମ୍ୟାଚ୍‌ ଖେଳାଯିବ। ଆଇପିଏଲ ଗଭର୍ନିଂ କାଉନ୍ସିଲ ରାଜସ୍ଥାନ ରୟାଲ୍ସ ଫ୍ରାଞ୍ଚାଇଜକୁ ୭ଟି ଘରୋଇ ମ୍ୟାଚ୍‌ ମଧ୍ୟରୁ ପ୍ରଥମ ଦୁଇଟି ମ୍ୟାଚ୍‌ ଗୁଆହାଟିଠାରେ ଆୟୋଜନ କରିବାକୁ ଅନୁମତି ଦେଇଛି। ରାଜସ୍ଥାନ ଏପ୍ରିଲ…

ଓ୍ବାର୍ନର ସନରାଇଜର୍ସ ହାଇଦ୍ରାବାଦ ଦଳର ଅଧିନାୟକ

ମୁମ୍ବାଇ,୨୭ା୨- ଆଇପିଏଲ ଫ୍ରାଞ୍ଚାଇଜ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱରେ ପରିବର୍ତ୍ତନ କରିଛି। ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲୟମସନଙ୍କୁ ହଟାଇ ଅଷ୍ଟ୍ରେଲିଆନ ଓପନର ଡେଭିଡ୍‌ ଓ୍ବାର୍ନରଙ୍କୁ ପୁଣି ଥରେ ଦଳର ଅଧିନାୟକ ଦାୟିତ୍ୱ ଦେଇଛି। ତାଙ୍କ ନେତୃତ୍ୱରେ ଦଳ ୨୦୧୬ ସଂସ୍କରଣରେ ଆଇପିଏଲ…

ଆଇପିଏଲ୍‌ ପୂର୍ବରୁ ତରଭୁଜ-ଅମୃତଭଣ୍ଡା ଚାଷ ଶିଖୁଛନ୍ତି ଧୋନୀ

ନୂଆଦିଲ୍ଲୀ,୨୭।୨: ଆଗକୁ ଆସୁଛି ଆଇପିଏଲ୍‌-୨୦୨୦। ତେବେ ଏହା ପୂର୍ବରୁ ଚେନ୍ନାଇ ସୁପର କିଙ୍ଗ୍‌ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ତରଭୁଜ ଏବଂ ଅମୃତ ଭଣ୍ଡା ଚାଷ ଶିଖିବା ଆରମ୍ଭ କରିଛନ୍ତି। ସେ ମାର୍ଚ୍ଚ ୨ରେ ନିଜ ଆଇପିଏଲ୍‌ ଦଳରେ ଯୋଗଦେବେ। ଧୋନୀ…

ଟୋକିଓ ଅଲିମ୍ପିକ ଉପରେ କରୋନା ଆତଙ୍କ: ପାଣିରେ ପଡ଼ିବ ୨୬୦୦ କୋଟି ଡଲାର !

ଟୋକିଓ,୨୭।୨: ଟୋକିଓ ଅଲିମ୍ପିକ୍‌-୨୦୨୦କୁ ଆଉ ୩ ମାସ ବାକି ରହିଛି। ଏହା ଜୁଲାଇରେ ଟୋକିଓରେ ହେବ ବୋଲି ପୂର୍ବରୁ ସମୟ ଧାର୍ଯ୍ୟ ହୋଇଛି। ତେବେ କରୋନା ଭୂତାଣୁ ସଂକ୍ରମଣ ଯୋଗୁ ଟୋକିଓ ଅଲମ୍ପିକ୍‌ ନେଇ ଆଶଙ୍କକା ଦେଖାଦେଇଛି। ଚଳିତ ଥର ଅଲିମ୍ପିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?