ଖେଳ

ଇଣ୍ଡିଆନ ସୁପର ଲିଗ୍‌: ଓଡ଼ିଶାର ଦ୍ୱିତୀୟ ବିଜୟ

ଭୁବନେଶ୍ୱର, ୧୨।୧୨(ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଫ୍‌ସି ତା’ର ଦ୍ୱିତୀୟ ବିଜୟ ହାସଲ କରିଛି। ବୁଧବାର ପୁଣେର ଶ୍ରୀ ଶିବ୍‌ ଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଖେଳାଯାଇଥିବା ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ ଓଡ଼ିଶା ୩-୨ ଗୋଲରେ ହାଇଦ୍ରାବାଦ ଏଫ୍‌ସିକୁ…

ଭାରତ ସିରିଜ ବିଜୟୀ

ମୁମ୍ବାଇ, ୧୧।୧୨-ରୋହିତ ଶର୍ମା, ଲୋକେଶ ରାହୁଲ ଓ ଅଧିନାୟକ ବିରାଟ କୋହଲିଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଭାରତ ବୁଧବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ କ୍ରିକେଟ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜକୁ ୬୭ ରନରେ ହରାଇ ଦେଇଛି। ଭାରତ ପକ୍ଷରୁ ଧାର୍ଯ୍ୟ ବୃହତ୍‌…

ରାଜେଶ ମହାନ୍ତିଙ୍କୁ ୧୦ ଉଇକେଟ ସଫଳତା

ଭୁବନେଶ୍ୱର,୧୧।୧୨(ସ୍ପୋଟର୍‌ସ ବ୍ୟୁରୋ)- ଏଠାରେ ଛତିଶଗଡ଼ ବିପକ୍ଷରେ ଖେଳାଯାଇଥିବା ରଣ୍‌ଜୀ ମ୍ୟାଚ୍‌କୁ ଓଡ଼ିଶା ଦଳ ଏକ ଇନିଂସ ଓ ୩ ରନ୍‌ରେ ଜିତି ନେଇଛି। ବିଜୟୀ ଦଳ ପାଇଁ ପେସର ରାଜେଶ ମହାନ୍ତି ୧୦ ଉଇକେଟ ସଫଳତା ପାଇଛନ୍ତି। ସେ ପ୍ରଥମ ଇନିଂସରେ…

ଦଶନ୍ଧି ପରେ ପାକିସ୍ତାନକୁ ଫେରିଲା ଟେଷ୍ଟ କ୍ରିକେଟ: ଶ୍ରୀଲଙ୍କା ୨୦୨/୫

ରାଓ୍ବଲପିଣ୍ଡି,୧୧।୧୨(ଏଏଫ୍‌ପି)- ପାଖାପାଖି ଏକ ଦଶନ୍ଧି ପରେ ପାକିସ୍ତାନରେ ପୁଣି ଥରେ ଟେଷ୍ଟ କ୍ରିକେଟ ଖେଳାଯାଇଛି। ସ୍ଥାନୀୟ ରାଓ୍ବଲପିଣ୍ଡି କ୍ରିକେଟ ଷ୍ଟାଡିୟମରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ବୁଧବାରଠାରୁ ପାକିସ୍ତାନ ଓ ଭ୍ରମଣକାରୀ ଶ୍ରୀଲଙ୍କା ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଛି।…

ଭାରତର ପ୍ରଥମେ ବ୍ୟାଟିଂ

ମୁମ୍ବାଇ,୧୧୧୨- ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ୩ୟ ତଥା ଅନ୍ତିମ ଟି୨୦ ମ୍ୟାଚରେ ଭାରତ ପ୍ରଥମେ ବ୍ୟାଟିଂ କରିବ। ଓ୍ବେଷ୍ଟଇଣ୍ଡିଜ ଅଧତ୍ନାୟକ କିରନ ପୋଲାର୍ଡ ଟସ୍ ଜିତି ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ଦଳରେ ଦୁଇ ପରିବର୍ତ୍ତନ…

ପୃଥ୍ବୀଙ୍କ ଦ୍ୱିଶତକ

ବଦୋଦରା,୧୧।୧୨- ଭାରତୀୟ ଦଳ ପାଇଁ ଟେଷ୍ଟ ଖେଳିସାରିଥିବା ପୃଥ୍ବୀ ଶ’ ସମ୍ପୂର୍ଣ୍ଣ ଷ୍ଟାଇଲରେ ଘରୋଇ କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏଠାରେ ବରୋଦା ବିପକ୍ଷରେ ଚାଲିଥିବା ରଣଜୀ ମ୍ୟାଚ୍‌ର ଦ୍ୱିତୀୟ ଇନିଂସରେ ପୃଥ୍ବୀ ବିସ୍ଫୋରକ ଦ୍ୱିଶତକ ହାସଲ କରିଛନ୍ତି। ମାତ୍ର ୧୭୯ ବଲ…

ଡୋପରେ ବିଫଳ ଶୁଟର ରବି, ବକ୍ସର ସୁମିତ୍‌

ପୁଣେ,୧୧।୧୨- ଟୋକିଓ ଅଲିମ୍ପିକ୍ସ ପାଇଁ ଆଉ ମାତ୍ର ୭ ମାସ ବାକି ରହିଥିବାବେଳେ ଭାରତୀୟ ଦଳର ପଦକ ଆଶାକୁ ଶକ୍ତ ଝଟ୍‌କା ଲାଗିଛି। ଶୁଟର ରବି କୁମାର ଓ ବକ୍ସର ସୁମିତ୍‌ ସାଙ୍ଗଓ୍ବାନ ଡୋପ ଟେଷ୍ଟରେ ଫେଲ ହୋଇଛନ୍ତି। ଏହା ସଭିଙ୍କୁ…

ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌: ଧାଓ୍ବନଙ୍କ ସ୍ଥାନ ନେଲେ ମୟଙ୍କ

ନୂଆଦିଲ୍ଲୀ,୧୧।୧୨(ପି.ଟି.)- ଆଗାମୀ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଲାଗି ଘୋଷିତ ଭାରତୀୟ ଦଳରେ ପରିବର୍ତ୍ତନ ହୋଇଛି। ଆହତ ସମସ୍ୟା ଦେଇ ଗତି କରୁଥିବା ଶିଖର ଧାଓ୍ବନଙ୍କ ବଦଳ ଖେଳାଳି ଭାବେ ଟେଷ୍ଟ ଓପନର ମୟଙ୍କ ଅଗ୍ରଓ୍ବାଲଙ୍କୁ ବୁଧବାର ସାମିଲ କରାଯାଇଛି। ଧାଓ୍ବନ…

ପ୍ରିକ୍ୱାର୍ଟରରେ ଲିଭରପୁଲ, ଚେଲସି

ପ୍ୟାରିସ,୧୧।୧୨- ଚଳିତ ସିଜନର ୟୁଏଫା ଚାମ୍ପିୟନ୍ସଲିଗ୍‌ର ପ୍ରି-କ୍ୱାର୍ଟର ଫାଇନାଲରେ ଲିଭରପୁଲ ଓ ଚେଲସି ସ୍ଥାନ ପକ୍କା କରିଛନ୍ତି। ଅନ୍ୟପକ୍ଷରେ ଆଜାକ୍ସ ଓ ଇଣ୍ଟର ମିଲନ ଭଳି କ୍ଲବ ଗ୍ରୁପ ପର୍ଯ୍ୟାୟରୁ ବିଦାୟ ନେଇଛନ୍ତି। ମଙ୍ଗଳବାର ରେଡ ବୁଲ ବିପକ୍ଷରେ ଅନୁଷ୍ଠିତ ମ୍ୟାଚ୍‌ରେ…

ରୋହିତ ଶର୍ମାଙ୍କୁ ଡରି ତାଙ୍କ ପାଖ ମାଡୁ ନ ଥିଲେ ଝିଅ ସମାଇରା, ଜାଣନ୍ତୁ କାହିଁକି

ମୁମ୍ବାଇ,୧୧।୧୨: ମୁମ୍ବାଇରେ ଖେଳାଯିବାକୁ ଥିବା ତୃତୀୟ ତଥା ଅନ୍ତିମ ଟି-୨୦ ମ୍ୟାଚ ପୂର୍ବରୁ ବିସିସିଆଇ ଟୁଇଟରରେ ଏକ ଭିଡିଓ ଅପଲୋଡ୍‌ କରିଛି। ଭିଡିଓରେ ରୋହିତ ଶର୍ମା ନିଶ କାଟିବା ନେଇ ବଡ ଖୁଲାସା କରିଛନ୍ତି। ଚହଲ ଟିଭିକୁ ଦେଇଥିବା ସାକ୍ଷାତକାରରେ ରୋହିତ୍‌…

ବିରୁଷ୍କାଙ୍କ ଦ୍ୱିତୀୟ ବିବାହ ବାର୍ଷିକୀ

ନୂଆଦିଲ୍ଲୀ,୧୧।୧୨- ଭାରତୀୟ ଅଧିନାୟକ ବିରାଟ କୋହଲି ଓ ଅନୁଷ୍କା ଶର୍ମା (ବିରୁଷ୍କା) ବୁଧବାର ଦ୍ୱିତୀୟ ବିବାହ ବାର୍ଷିକୀ ପାଳନ କରିଛନ୍ତି। ଏହି ଅବସରରେ ପତ୍ନୀ ଅନୁଷ୍କାଙ୍କ ଏକ ଫଟୋ ଶେୟାର କରି କୋହଲି କ୍ୟାପଶନରେ ଲେଖିଛନ୍ତି, ଆମ ଭିତରେ କେବଳ ଭଲ…

ବିମାନବନ୍ଦରରେ ଧୋନୀଙ୍କ ବ୍ୟାଗ ଅଦଳ ବଦଳ

କୋଲକାତା,୧୧।୧୨- ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବ୍ୟକ୍ତିଗତ କାରଣ ଯୋଗୁ କୋଲକାତାରେ ପହଞ୍ଚିଛନ୍ତି। ସ୍ଥାନୀୟ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚତ୍ବା ପରେ ତାଙ୍କ ଲଗେଜ ଅଦଳ ବଦଳ ହୋଇଯାଇଥିଲା। ଏ ସମ୍ପର୍କରେ ଜାଣି ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri