ଖେଳ

ମ୍ୟାଚ୍‌ ବ୍ରେକ୍‌ ସମୟରେ ସନ୍ତାନକୁ ସ୍ତନ୍ୟପାନ କରାଇଲେ ଏହି ଖେଳାଳି

ଗୁଆହାଟି,୧୧।୧୨: ମିଜୋରାମର ଜଣେ ମହିଳା ଭଲିବଲ୍‌ ଖେଳାଳିଙ୍କ ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଫଟୋରେ ସେ ୭ ମାସର ସନ୍ତାନଙ୍କୁ ସ୍ତନ୍ୟପାନ କରୁଥିବାର ଦେଖାଯାଇଛି। ଲାଲଭେଣ୍ଟଲୁଆଙ୍ଗି ଜଣେ ଭଲିଭଲ୍‌ ଖେଳାଳି। ସେ ଭଲିଭଲ ଟ୍ରେନିଂ ମ୍ୟାଚ୍‌ ଖେଳୁଥିବାବେଳେ…

ସାଉଥ୍‌ ଏସିଆନ ଗେମ୍ସ: ରେକର୍ଡ ପଦକ ଜିତିଲା ଭାରତ

କାଠମାଣ୍ଡୁ, ୧୧ା୧୨ (ପି.ଟି.)- ସାଉଥ୍‌ ଏସିଆନ ଗେମ୍ସ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଏହି ଆଞ୍ଚଳିକ ବହୁବିଧ ସ୍ପୋର୍ଟିଂ ଇଭେଣ୍ଟରେ ଭାରତ ସର୍ବାଧିକ ମୋଟ ୩୧୨ ପଦକ ଜିତି ରେକର୍ଡ ପ୍ରତିଷ୍ଠା କରିଛି। ଦେଶ କ୍ରମାଗତ ୧୩ଥର ଇଭେଣ୍ଟରେ ପ୍ରଥମ ସ୍ଥାନ ଅଧିକାର…

ରଣଜୀ ଟ୍ରଫି: ସୁଜିତଙ୍କ ଅର୍ଦ୍ଧଶତକ: ଓଡ଼ିଶାର ଇନିଂସ ଅଗ୍ରଣୀ

କଟକ ଅଫିସ,୧୧।୧୨- ରାୟପୁରସ୍ଥିତ ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଛତିଶଗଡ଼ ବିପକ୍ଷରେ ଚାଲିଥିବା ରଣ୍‌ଜୀ ଟ୍ରଫି ଏଲିଟ୍‌ ଗ୍ରୁପ-ସି’ର ଏକ ମ୍ୟାଚ୍‌ରେ ଓଡ଼ିଶା ପ୍ରଥମ ଇନିଂସ୍‌ ଅଗ୍ରଣୀ ହାସଲ କରିଛି। ଛତିଶଗଡ଼ର ପ୍ରଥମ ଇନିଂସ ୧୩୪ ରନ…

ଟାଟା ଷ୍ଟିଲ ଭୁବନେଶ୍ୱର ହାଫ୍‌ ମାରାଥନ ଜାନୁୟାରୀ ୧୨ରେ

ଭୁବନେଶ୍ୱର, ୧୧।୧୨ (ସ୍ପୋଟର୍‌ସ ବ୍ୟୁରୋ)- ଟାଟା ଷ୍ଟିଲ୍‌ ଭୁବନେଶ୍ୱର ହାଫ୍‌ ମାରାଥନ୍‌ର ୫ମ ସଂସ୍କରଣ ଜାନୁୟାରୀ ୧୨ରେ ଅନୁଷ୍ଠିତ ହେବ। ଟାଟା ଷ୍ଟିଲ୍‌ ଏବଂ ଓଡ଼ିଶା କ୍ରୀଡ଼ା ଓ ଯୁବ ସେବା ବିଭାଗର ମିଳିତ ଆନୁକୂଲ୍ୟରେ ହେବାକୁ ଥିବା ଏହି ମାରାଥନର…

ନ୍ୟାଶନାଲ ସ୍ପୋର୍ଟ୍ସ କୋଡ୍‌: ସତ୍ୟପାଠ ଦାଖଲ କରିବ କ୍ରୀଡ଼ା ମନ୍ତ୍ରଣାଳୟ

ନୂଆଦିଲ୍ଲୀ, ୧୧ା୧୨ (ପି.ଟି.)- ଦିଲ୍ଲୀ ହାଇକୋର୍ଟରେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରଣାଳୟ ତରଫରୁ ସତ୍ୟପାଠ କରାଯିବ। ଏଥିରେ ବିବାଦୀୟ ନ୍ୟାଶନାଲ ସ୍ପୋଟର୍‌ସ କୋଡ୍‌ ୨୦୧୭ର ସମୀକ୍ଷା ପାଇଁ ଏକ ପ୍ୟାନେଲର ନିଯୁକ୍ତି ଉପରେ କୋର୍ଟଙ୍କ ରହିତାଦେଶକୁ ପ୍ରତ୍ୟାହାର ପାଇଁ ନିବେଦନ କରାଯିବ। ବିଭାଗୀୟ…

ଆଇ-ଲିଗ୍‌:ଇଷ୍ଟବେଙ୍ଗଲର ପ୍ରଥମ ବିଜୟ

ଇମ୍ଫାଲ, ୧୧ା୧୨ (ପି.ଟି.)-ଚଳିତ ଆଇ-ଲିଗ୍‌ ସିଜନରେ ଇଷ୍ଟ ବେଙ୍ଗଲ ଏାହର ପ୍ରଥମ ବିଜୟ ହାସଲ କରିଛି। ସ୍ଥାନୀୟ ଖୁମାନ ଲାମ୍ପାକ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ନେରୋକା ବିପକ୍ଷ ମ୍ୟାଚରେ ଦଳ ୪-୧ ଗୋଲରେ ବିଜୟ ହାସଲ କରି ଘରୋଇ ଦର୍ଶକଙ୍କୁ ହତାଶ…

ବାରବାଟୀ ଦିନିକିଆ: ମୁଖ୍ୟମନ୍ତ୍ରୀ କିଣିଲେ ଗ୍ୟାଲେରି ନଂ-୧ ଟିକେଟ୍‌

କଟକ ଅଫିସ,୧୧।୧୨- ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବାରବାଟୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ଦିନିକିଆ ମ୍ୟାଚ୍‌ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମ ଅଫଲାଇନ୍‌ ଟିକେଟ୍‌ କିଣିଛନ୍ତି। ଅଫ୍‌ଲାଇନ୍‌ ଟିକେଟ୍‌ ଉନ୍ମୋଚନ କରାଯିବା ଅବସରରେ ଓସିଏ ସଭାପତି ପଙ୍କଜଲୋଚନ ମହାନ୍ତି ମଙ୍ଗଳବାର…

ଲାଞ୍ଚ ନେବା କଥା ସ୍ବୀକାର କଲେ ଜାମ୍‌ସେଦ

ଲଣ୍ଡନ,୧୧।୧୨(ଏଏଫ୍‌ପି)- ପାକିସ୍ତାନ ପୂର୍ବତନ ଓପନିଂ ବ୍ୟାଟ୍ସମ୍ୟାନ ନାସିର ଜାମସେଦ ଫିକ୍ସିଂ କରିବା ପାଇଁ ଷଡଯନ୍ତ୍ରରେ ସାମିଲ ହୋଇଥିବା ସ୍ବିକାର କରିଛନ୍ତି। ସେ ଏଥିପାଇଁ ଲାଞ୍ଚ ମଧ୍ୟ ନେଇଛନ୍ତି ବୋଲି ସୋମବାର ମାନିଛନ୍ତି। ପାକିସ୍ତାନ ସୁପର ଲିଗ୍‌ (ପିଏସ୍‌ଏଲ୍‌)ର ଏକ ଟି୨୦ ମ୍ୟାଚ୍‌ରେ…

ତୃତୀୟ ଟି୨୦: ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ମୁମ୍ବାଇ,୧୧।୧୨(ପି.ଟି.)- ନିର୍ଣ୍ଣାୟକ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ବୁଧବାର ମୁହାଁମୁହିଁ ହେବେ। ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯିବାକୁ ଥିବା ସିରିଜର ଏହି ଅନ୍ତିମ ମ୍ୟାଚ୍‌ ଜିତି ଉଭୟ ଦଳ ସିରିଜ ହାତେଇବାକୁ ଚେଷ୍ଟା କରିବେ। ୩ ମ୍ୟାଚ୍‌…

ବିଶ୍ୱର ୧୦ ସବୁଠୁ ଅଳସୁଆ କ୍ରିକେଟର

ବିଶ୍ୱରେ ଏମିତି କିଛି କ୍ରିକେଟର ଅଛନ୍ତି, ଯେଉଁମାନେ ପଡିଆରେ ଅଳସୁଆ ସ୍ବଭାବର ଥାନ୍ତି। ବ୍ୟାଟିଂ ହେଉ କି ବୋଲିଂ ଏହି କ୍ରିକେଟରମାନେ ଭଲ ପ୍ରଦର୍ଶନ କରୁଥିଲେ ମଧ୍ୟ ସେମାନେ ଫିଲ୍ଡିଂରେ ଦୁର୍ବଳ ଥାନ୍ତି। ଆସନ୍ତୁ ଜାଣିବା ସେମିତି କିଛି କ୍ରିକେଟରଙ୍କ ସମ୍ପର୍କରେ……

ନିରପେକ୍ଷ ଭେନ୍ୟୁରେ ମ୍ୟାଚ ଆୟୋଜନ କରିବନି ପାକିସ୍ତାନ

ରାଓ୍ବଲପିଣ୍ଡି, ୧୦ା୧୨ (ଏଏପି)- ପାକିସ୍ତାନ ଏହାର ଅନ୍ତର୍ଜାତୀୟ ମ୍ୟାଚଗୁଡ଼ିକର ଆୟୋଜନ ଏଣିକି ନିରପେକ୍ଷ ଭେନ୍ୟୁରେ କରିବ ନାହିଁ। ଅନ୍ୟ ଦଳଗୁଡ଼ିକ କାହିଁକି ପାକିସ୍ତାନରେ ଖେଳିବେ ନାହିଁ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଚେୟାରମ୍ୟାନ ଏହେସାନ ମନି ପ୍ରଶ୍ନ କରିଛନ୍ତି। ଦଶନ୍ଧି…

ଇଣ୍ଡିଆନ ଓମେନ୍ସ ଲିଗ୍‌: ଅଂଶଗ୍ରହଣ ପାଇଁ ୧୦୦ରୁ ଊର୍ଦ୍ଧ୍ୱ କ୍ଲବ ଆଗ୍ରହୀ

ନୂଆଦିଲ୍ଲୀ, ୧୦ା୧୨ (ପି.ଟି.)- ଇଣ୍ଡିଆନ ଓମେନ୍ସ ଲିଗ୍‌ରେ ଅଂଶଗ୍ରହଣ ଲାଗି ୧୦୦ରୁ ଊର୍ଦ୍ଧ୍ୱ କ୍ଲବ ଆଗ୍ରହ ପ୍ରକାଶ କରିଛନ୍ତି। ସର୍ବଭାରତୀୟ ଫୁଟବଲ ସଂଘ (ଏଆଇଏଫଏଫ୍‌)ର କାର୍ଯ୍ୟନିର୍ବାହୀ କମିଟି ଏ ବିଷୟରେ ସୂଚନା ଦେଇଛି। ମଙ୍ଗଳବାର ଏଠାରେ ଏଆଇଏଫ୍‌ଏଫ୍‌ର କାର୍ଯ୍ୟନିର୍ବାହୀ କମିଟି ବୈଠକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri