ଖେଳ

ଅନ୍ତିମ ଟି୨୦ ଖେଳିବେନି ଆଲେନ୍‌

ମୁମ୍ବାଇ, ୧୦।୧୨ (ପି.ଟି.)- ଓ୍ବେଷ୍ଟଇଣ୍ଡିଜ ଅଲ୍‌ରାଉଣ୍ଡର ଫାବିଆନ ଆଲେନ୍‌ ଫିଟ୍‌ ହୋଇପାରି ନ ଥିବାରୁ ଚଳିତ ଭାରତ ବିପକ୍ଷ ଟି୨୦ ସିରିଜର ବଳକା ମ୍ୟାଚ୍‌ରୁ ବାଦ୍‌ ପଡ଼ିଛନ୍ତି। ଫଳରେ ବୁଧବାର ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯିବାକୁ ଥିବା ସିରିଜର ନିର୍ଣ୍ଣାୟକ ତଥା…

ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ସ୍ବତନ୍ତ୍ର କ୍ଲବରେ ସାମିଲ ହେବେ କୋହଲି

ମୁମ୍ବାଇ, ୧୦।୧୨- ଭାରତ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଅନ୍ତିମ ତଥା ୩ୟ ଟି୨୦ ମ୍ୟାଚ୍‌ ବୁଧବାର ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯିବ। ଭାରତ ପ୍ରଥମ ଓ ଓ୍ବେଷ୍ଟଇଣ୍ଡିଜ ୨ୟ ମ୍ୟାଚ୍‌ ଜିତିଥିବାରୁ ସିରିଜ ଏବେ ୧-୧ରେ ବରାବର୍‌ ରହିଛି। ତେଣୁ…

୪୦୦ ରନ୍‌ ରେକର୍ଡ କେବଳ ଏହି ଦୁଇ ଭାରତୀୟ କ୍ରିକେଟର ଭାଙ୍ଗିପାରିବେ: ବ୍ରାଏନ୍‌ ଲାରା

ଓ୍ବେଷ୍ଟଇଣ୍ଡିଜର ପୂର୍ବତନ କିମ୍ବଦନ୍ତୀ କ୍ରିକେଟର ବ୍ରାଏନ ଲାରା ୨୦୦୩ରେ ଆଣ୍ଟିଗୁଆରେ ଟେଷ୍ଟ କ୍ରିକେଟରେ ସର୍ବାଧିକ ସ୍କୋର କରିବାର ରେକର୍ଡ ହାସଲ କରିଥିଲେ। ସେ ଇଂଲଣ୍ଡ ବିପକ୍ଷରେ ୪୦୦ରନର ପାଳି ଖେଳିଥିଲେ। ଏହି ରେକର୍ଡ ଆଜି ବି କାଏମ୍‌ ରହିଛି। ଲାରା ନିଜର…

ଟିଭି ପରଦାରେ ଡେବ୍ୟୁ କରିବେ ଧୋନୀ

କ୍ରିକେଟରେ ସଫଳ ରହିବା ପରେ ଏବେ ଟିଭି ପରଦାରେ ନଜର ଆସିବେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ଭାରତୀୟ ସେନା ଉପରେ ଆଧାରିତ ଏକ ଟିଭି ସିରିଜ୍‌ରେ ସେ ଭାଗ ନେବାର କାର୍ଯ୍ୟକ୍ରମ ରହିଛି। ଖୁବ୍‌ଶୀଘ୍ର…

ରଣଜୀ ଟ୍ରଫି: ଛତିଶଗଡ଼ ୧୩୪ରେ ଅଲଆଉଟ : ରାଜେଶଙ୍କୁ ୬ ଉଇକେଟ ସଫଳତା

କଟକ ଅଫିସ,୧୦ା୧୨- ରାୟପୁରସ୍ଥିତ ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଠାରୁ ଓଡ଼ିଶା-ଛତିଶଗଡ଼ ପ୍ରଥମ ରଣଜୀଟ୍ରଫି କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଛ। ପେସ୍‌ ବୋଲିଂ ସୁହାଉଥିବା ଏହି ଗ୍ରାଉଣ୍ଡରେ ପ୍ରଥମ ଦିବସରେ ମୋଟ୍‌ ୧୩ଟି ଉଇକେଟ ପତନ…

ସାଇନାଙ୍କୁ ଦ୍ୱିତୀୟ ଡବ୍ଲ୍ୟୁଆଇଏମ୍‌ ନର୍ମ

ଭୁବନେଶ୍ୱର, ୧୦।୧୨(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶାର ଚେସ୍‌ ଭବିଷ୍ୟତ ଭାବେ ବିବେଚିତ ହେଉଥିବା ମହିଳା ଫିଡେ ମାଷ୍ଟର ସାଇନା ସାଲୋନିକା ନିଜ ଲକ୍ଷ୍ୟ ପଥରେ ଆଉ ଏକପାଦ ଆଗକୁ ବଢ଼ିଛନ୍ତି। ସର୍ବିୟାର ପାରାସିନଠାରେ ସୋମବାର ଶେଷ ହୋଇଥିବା ଓର୍ବିସ-୩ ଟୁର୍ନାମେଣ୍ଟରେ କ୍ୟାରିୟରର ଦ୍ୱିତୀୟ…

ସାଉଥ୍‌ ଏସିଆନ୍‌ ଗେମ୍ସ: ଭାରତୀୟ ମହିଳା ଫୁଟ୍‌ବଲ ଦଳକୁ ହ୍ୟାଟ୍ରିକ ସ୍ବର୍ଣ୍ଣ

ପୋଖରା (ନେପାଳ),୧୦।୧୨ (ପି.ଟି.)- ଏଠାରେ ଚାଲିଥିବା ସାଉଥ୍‌ ଏସିଆନ୍‌ ଗେମ୍ସ (ସାଗ୍‌)ର ମହିଳା ଫୁଟ୍‌ବଲରେ ଭାରତୀୟ ଦଳ ଚାମ୍ପିୟନ ହୋଇଛି। ସୋମବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ଭାରତ ୨-୦ ଗୋଲରେ ଘରୋଇ ନେପାଳକୁ ପରାସ୍ତ କରିଥିଲା। ଏଥିସହ ସାଗ୍‌ରେ ଭାରତୀୟ ମହିଳା…

ବାରବାଟୀ ଦିନିକିଆ ଆଉ ୧୨ଦିନ

କଟକ ଅଫିସ,୧୦ା୧୨- ଭାରତ-ଓ୍ବେଷ୍ଟଇଣ୍ଡିଜ ଦିନିକିଆ କ୍ରିକେଟ ମ୍ୟାଚ ପାଇଁ ଆସନ୍ତା ୧୯ ଓ ୨୦ରେ କାଉଣ୍ଟରରେ ଟିକେଟ ବିକ୍ରି ହେବ। କାଉଣ୍ଟରରେ ବିଭିନ୍ନ ଗ୍ୟାଲେରିର ମୋଟ୍‌ ୧୦,୫୦୦ଟି ଟିକେଟ ଉପଲବ୍ଧ ରହିବ। ଏ ନେଇ ଚଳିତବର୍ଷ ୧୨ଟି କାଉଣ୍ଟର ଖୋଲାଯିବାର ବ୍ୟବସ୍ଥା…

ରାଉରକେଲା, ସୁନ୍ଦରଗଡ଼, ଢ଼େଙ୍କାନାଳ, ବରଗଡ଼ ସେମିରେ

କଟକ ଅଫିସ,୧୦ା୧୨- ଫୁଟବଲ ଆସୋସିଏଶନ ଅଫ ଓଡ଼ିଶା(ଫାଓ) ଆନୁକୂଲ୍ୟରେ ବରଗଡ଼ ଓ ଢ଼େଙ୍କାନାଳରେ ଚାଲିଥିବା ୬୦ତମ ସିନିୟର ପୁରୁଷ ଆନ୍ତଃ ଜିଲା ଫୁଟବଲ ଚାମ୍ପିୟନଶିପ ସାହାଣୀ କପ୍‌ରେ ସୋମବାର ୪ଟି ଯାକ କ୍ବାର୍ଟର ଫାଇନାଲ ମ୍ୟାଚ୍‌ ଖେଳାଯାଇଛି। ଏଥିରେ ରାଉରକେଲା, ସୁନ୍ଦରଗଡ଼,…

‘ପାଠ୍ୟକ୍ରମରେ କ୍ରୀଡ଼ାର ଆବଶ୍ୟକତା ରହିଛି’

ରାଜ୍ୟରେ ଏବେ କ୍ରୀଡ଼ାର ଗୁରୁତ୍ୱ ବହୁପରିମାଣରେ ବଢ଼ି ଯାଇଥିବାବେଳେ ଆପଣ କ୍ରୀଡ଼ା ସହିତ ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱରେ ଅଛନ୍ତି। ଦୁଇ ବିଭାଗ ମଧ୍ୟରେ କେମିତି ସମନ୍ବୟ ରକ୍ଷା କରୁଛନ୍ତି? ରାଜ୍ୟପାଇଁ ୨ଟି ଯାକ ବିଭାଗ…

ଉଥାପ୍ପାଙ୍କ ଶତକ: କେରଳ ୨୭୬/୩

ଥୁମ୍ବା (କେରଳ), ୯ା୧୨ (ପି.ଟି.)-ଏଠାରେ ସୋମବାର ଆରମ୍ଭ ହୋଇଥିବା ଦିଲ୍ଲୀ ବିପକ୍ଷ ରଣଜୀ ଟ୍ରଫି ଗ୍ରୁପ୍‌ ଏ’ ମ୍ୟାଚରେ ରବିନ ଉଥାପ୍ପା ଧୈର୍ଯ୍ୟପୂର୍ଣ୍ଣ ଶତକ ହାସଲ କରିଥିବାବେଳେ କେରଳ ପ୍ରଥମ ଦିବସ ଖେଳ ଶେଷ ସୁଦ୍ଧା ୩ ଉଇେକେଟ ବିନିମୟରେ ୨୭୬…

ରୁଷିଆକୁ ୪ ବର୍ଷ ବାସନ୍ଦ କଲା ଓ୍ବାଡା

ଲାଉସାନେ, ୯ା୧୨ (ଏପି)-ଆସନ୍ତା ବର୍ଷ ହେବାକୁଥିବା ଟୋକିଓ ଅଲିମ୍ପିକ୍ସରେ ରୁଷିଆ ପତାକା ଉଡ଼ିବ ନାହିଁ କିମ୍ବା ଏହାର ଜାତୀୟ ସଙ୍ଗୀତ ଗାନ ହେବ ନାହିଁ। କେବଳ ସେତିକି ନୁହେଁ ସୋମବାରଠାରୁ ୪ ବର୍ଷ ପର୍ଯ୍ୟନ୍ତ ଅନ୍ୟ ପ୍ରମୁଖ କ୍ରୀଡ଼ା ଇଭେଣ୍ଟରୁ ରୁଷିଆକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri