ଆଜି ଇତିହାସ ରଚିଥିଲେ ସଚିନ
ନୂଆଦିଲ୍ଲୀ,୨୪ା୨- ୨୦୧୦ ମସିହା ଫେବୃୟାରୀ ୨୪ ତାରିଖ ଅର୍ଥାତ ଆଜିର ଦିନରେ ସଚିନ ତେନ୍ଦୁଲକର ବିଶ୍ୱର ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ଦିନିକିଆ ଫର୍ମାଟରେ ଦ୍ୱିଶତକ ହାସଲ କରିଥିଲେ। ସେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଗ୍ବାଲିଅରସ୍ଥିତ କ୍ୟାପଟେନ ରୁପ ସିଂ ଷ୍ଟାଡିୟମରେ ଏହି…
ମାର୍ଚ୍ଚ ୨୧ରୁ ଆରସିବିର ଟ୍ରେନିଂ କ୍ୟାମ୍ପ
ନୂଆଦିଲ୍ଲୀ,୨୪ା୨- ଆଇପିଏଲର ୧୩ତମ ସଂସ୍କରଣ ମାର୍ଚ୍ଚ ୨୯ ତାରିଖରୁ ଆରମ୍ଭ ହେବ। ଏଥିଲାଗି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ୭ ଦିନ ପୂର୍ବରୁ ଟ୍ରେନିଂ କ୍ୟାମ୍ପ ଆରମ୍ଭ କରିବ। ଏ ନେଇ ଫ୍ରାଞ୍ଚାଇଜର ଡିରେକ୍ଟର ଅଫ୍ କ୍ରିକେଟ ମାଇକ୍ ହେସନ ସୋମବାର…
ପଡ଼ିଆକୁ ଫେରିବେ ଫିଟ୍ ହାର୍ଦ୍ଦିକ
ମୁମ୍ବାଇ,୨୪ା୨- ନ୍ୟୁଜିଲାଣ୍ଡରେ ଭାରତୀୟ ଦଳ ସଂଘର୍ଷ କରୁଥିବାବେଳେ ଏକ ଭଲ ଖବର ସାମ୍ନାକୁ ଆସିଛି। ଅସ୍ତ୍ରୋପଚାର କରାଯିବାର ୫ ମାସ ପରେ ହାର୍ଦ୍ଦିକ ପାଣ୍ଡ୍ୟା ଫିଟ୍ ହୋଇଛନ୍ତି। ଦୀର୍ଘଦିନର ବ୍ୟବଧାନ ପରେ ପାଣ୍ଡ୍ୟା ପଡ଼ିଆ ଓହ୍ଲାଇବେ। ୨୬ ବର୍ଷୀୟ ଫିଟ୍ ଅଲରାଉଣ୍ଡର…
ଭାରତର ଲଜ୍ଜାଜନକ ପରାଜୟ
ଓ୍ବେଲିଂଟନ,୨୪ା୨- ଦିନିକିଆ ସିରିଜ୍ରେ ଖାତା ଖୋଲିପାରି ନ ଥିବା ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଲଜ୍ଜାଜନକ ପରାଜୟ ବରଣ କରିଛି। ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ଭାରତକୁ ପରାସ୍ତ କରି ଦେଇଛି। ପ୍ରଥମ ଇନିଂସରେ ଭାରତୀୟ…
ପୁଣି ଭଗତଙ୍କୁ ଡବଲ ସ୍ବର୍ଣ୍ଣ
ଭୁବନେଶ୍ୱର,୨୪ା୨- ପାରା ଓଡ଼ିଆ ବ୍ୟାଡ୍ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ପୁଣି ଥରେ ରାଜ୍ୟ ପାଇଁ ଆଣିଛନ୍ତି ସଫଳତା। ପେରୁ ପାରା ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟରେ ସେ ଜିତିଛନ୍ତି ଡବଲ ସ୍ବର୍ଣ୍ଣ ପଦକ। ପୁରୁଷ ସିଙ୍ଗଲ୍ସ ବର୍ଗର ଫାଇନାଲରେ ଅନ୍ୟ ଭାରତୀୟ ଶଟଲର ନୀତିଶ…
ଜିତେନ୍ଦରଙ୍କୁ ରୌପ୍ୟ
ନୂଆଦିଲ୍ଲୀ, ୨୪ା୨ (ପି.ଟି.)- ଏସିଆନ ରେସ୍ଲିଂ ଚାମ୍ପିୟନଶିପ୍ରେ ଭାରତର ଜିତେନ୍ଦର କୁମାର ରୌପ୍ୟ ପଦକ ଲାଭ କରିଛନ୍ତି। ୭୪କେଜି ଶ୍ରେଣୀ ଫାଇନାଲରେ ସେ ଗତଥରର ଚାମ୍ପିୟନ ତଥା କାଜାଖସ୍ତାନର ଡାନିୟାର କାଇସାନୋଭଙ୍କ ନିକଟରୁ ହାରିଯାଇଛନ୍ତି। ଏଠାରେ ଫାଇନାଲରେ ପ୍ରବେଶ ଦ୍ୱାରା ଏହି…
ଇଣ୍ଡିଆନ ସୁପର ଲିଗ୍: ଡ୍ର’ରେ ଓଡ଼ିଶାର ଅଭିଯାନ ଶେଷ ମାନୁଏଲଙ୍କ ହ୍ୟାଟ୍ରିକ୍
ଭୁବନେଶ୍ୱର, ୨୪।୨(ସ୍ପୋଟର୍ସ ବ୍ୟୁରୋ)- ଚଳିତ ଇଣ୍ଡିଆନ ସୁପର ଲିଗ୍ (ଆଇଏସ୍ଏଲ)ରେ ଓଡ଼ିଶା ଏଫ୍ସି ତା’ର ଶେଷ ତଥା ୧୮ତମ ମ୍ୟାଚ୍ ଅମୀମାଂସିତ ରଖି ଅଭିଯାନ ଶେଷ କରିଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ଏହି ମ୍ୟାଚ୍ରେ ଓଡ଼ିଶା ଓ କେରଳ…
ମହିଳା ଟିମ୍ ବ୍ୟାଡ୍ମିଣ୍ଟନ ଇଭେଣ୍ଟ: ଋତୁପର୍ଣ୍ଣା-କୃତ୍ତିକା ପରାସ୍ତ
ଭୁବନେଶ୍ୱର, ୨୪।୨(କ୍ରୀଡ଼ା ପ୍ରତିନିଧି)-ଚଳିତ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ାର ମହିଳା ବ୍ୟାଡ୍ମିଣ୍ଟନ ଟିମ୍ ଇଭେଣ୍ଟରେ କିଟ୍ର ଆରମ୍ଭ ଭଲ ହୋଇନାହିଁ। କିଟ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶାର ଜଣାଶୁଣା ବ୍ୟାଡ୍ମିଣ୍ଟନ ତାରକା ଋତୁପର୍ଣ୍ଣା ପଣ୍ଡା ଓ କୃତ୍ତିକା ଭଟ୍ଟାଚାର୍ଯ୍ୟ ଯୋଡ଼ି…
ସନ୍ତରଣରେ ଜୈନ ବିଶ୍ୱବିଦ୍ୟାଳୟକୁ ୪ ସ୍ବର୍ଣ୍ଣ; ଜିଏନଡିୟୁ ଫେନ୍ସିଂରେ ଜିତିଲା ୩ ସ୍ବର୍ଣ୍ଣ
ଭୁବନେଶ୍ୱର,୨୪।୨(ସ୍ପୋଟର୍ସ ବ୍ୟୁରୋ)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ପ୍ରାରମ୍ଭିକ ସଂସ୍କରଣରେ ରବିବାର ସନ୍ତରଣରେ ବେଙ୍ଗାଲୁରୁର ଜୈନ ବିଶ୍ୱବିଦ୍ୟାଳୟ ୪ଟି ସ୍ବର୍ଣ୍ଣ ପଦକ ହାସଲ କରି ପ୍ରଥମ ସ୍ଥାନରେ ରହିଛି। ସେହିପରି ଅମୃତସରର ଗୁରୁ ନାନକ ଦେବ ବିଶ୍ୱବିଦ୍ୟାଳୟ (ଜେଏନଡିୟୁ)ଫେନ୍ସିଂରେ ୩ଟି ସ୍ବର୍ଣ୍ଣ…
ରଣଜୀ ଟ୍ରଫି କ୍ବାର୍ଟର ଫାଇନାଲ: ଓଡ଼ିଶାର ସେମିଫାଇନାଲ ଆଶା ଧୂଳିସାତ
କଟକ ଅଫିସ,୨୪ା୨- ଓଡ଼ିଶାର ରଣଜୀ ଟ୍ରଫି ସେମିଫାଇନାଲ ଖେଳିବା ଆଶା ଧୂଳିସାତ ହୋଇଛି। କ୍ବାର୍ଟର ଫାଇନାଲ ରାଉଣ୍ଡରୁ ଅଭିଯାନ ଶେଷପଥରେ ରହିଛି ଶୁଭ୍ରାଂଶୁ ସେନାପତିଙ୍କ ଦଳ। ଟାଙ୍ଗୀସ୍ଥିତ ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ବେଙ୍ଗଲ ବିପକ୍ଷ କ୍ବାର୍ଟର ଫାଇନାଲ ମ୍ୟାଚ୍ର ୪ର୍ଥ ଦିବସ…
ନାଜମୁଲ, ମୋମିନୁଲଙ୍କ ଅର୍ଦ୍ଧଶତକ
ଢାକା,୨୩ା୨(ଏଏଫ୍ପି): ଢାକାଠାରେ ଖେଳାଯାଉଥିବା ଜିମ୍ବାଓ୍ବେ ବିପକ୍ଷ ଏକମାତ୍ର କ୍ରିକେଟ ଟେଷ୍ଟ ମ୍ୟାଚରେ ନାଜମୁଲ ହୋସେନ ଏବଂ ମୋମିନୁଲ ହକ୍ଙ୍କ ଅର୍ଦ୍ଧଶତକ ସହାୟତାରେ ବାଂଲାଦେଶ ନିଜ ସ୍ଥିତିକୁ ସୁଦୃଢ କରିନେଇଛି। ନାଜମୁଲ ୧୩୯ ବଲ୍ରୁ ୭୧ ରନ କରିଥିବାବେଳେ ମୋମିନୁଲ ୭୯ ରନରେ…
ପ୍ରେଗ୍ ଚେସ୍ ଫେଷ୍ଟିଭାଲ: ଆକାଶ ଜିତିଲେ ଓପନ ଇଭେଣ୍ଟ
ପ୍ରେଗ୍,୨୩ା୨ (ପି.ଟି.)- ଭାରତର ଜି. ଆକାଶ ଏଠାରେ ଚାଲିଥିବା ପ୍ରେଗ୍ ଚେସ୍ ଫେଷ୍ଟିଭାଲର ଓପନ୍ ଇଭେଣ୍ଟ ଜିତିଛନ୍ତି। ୯ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ଆକାଶ ଅପରାଜିତ ରହିବା ସହ ୭.୫ ପଏଣ୍ଟ ଅର୍ଜନ କରିଥିଲେ। ସ୍ଲୋଭାକିଆର ଜର୍ଗସ ପେଚାକ୍ ଏବଂ…

