ଖେଳ

ଓ୍ବାସିମ ଜାଫରଙ୍କ ରେକର୍ଡ ୧୫୦ତମ ରଣ୍‌ଜୀ ମ୍ୟାଚ୍‌

ବିଜୟଓ୍ବାଡା,୯।୧୨- ଭେଟେରାନ ଓପନର ଓ୍ବାସିମ ଜାଫର ସୋମବାର ରଣଜୀ କ୍ୟାରିୟରର ୧୫୦ ମ୍ୟାଚ୍‌ରେ ପଦାର୍ପଣ କରିଛନ୍ତି। ଏଠାରେ ଆନ୍ଧ୍ର ପ୍ରଦେଶ ଓ ବିଦର୍ଭ ମଧ୍ୟରେ ଅନୁଷ୍ଠିତ ମ୍ୟାଚ୍‌ରେ ଜାଫର ଏହି ସମ୍ମାନଜନକ ମାଇଲଷ୍ଟୋନ ସ୍ପର୍ଶ କରିଛନ୍ତି। ଜାଫରଙ୍କ ପଛକୁ ସର୍ବାଧିକ ରଣଜୀ…

ଧୋନୀଙ୍କ ୪୦ ଫୁଟ ଉଚ୍ଚତାର ପୋଷ୍ଟର ଲଗାଇଲେ ୧୦ ହଜାର ପ୍ରଶଂସକ

ଥିରୁଭାନନ୍ତପୁରମ୍‌,୯।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ୫ ମାସ ହେବ କ୍ରିକେଟରୁ ଦୂରେଇ ଅଛନ୍ତି। କିନ୍ତୁ ଭାରତ ଖେଳୁଥିବା ପ୍ରତ୍ୟେକ ମ୍ୟାଚ୍‌ରେ ପ୍ରଶଂସକ ତାଙ୍କୁ ମିସ୍‌ କରୁଥିବାର ଦେଖାଯାଇଛି। ଷ୍ଟାଡିୟମରେ ଅନେକ ଦର୍ଶକ ପ୍ଲା-କାର୍ଡରେ ଧୋନୀ…

ରୋହିତ-କୋହଲିଙ୍କ ମଧ୍ୟରେ ୧ ରନ୍‌ର ବ୍ୟବଧାନ

ଥିରୁଭାନନ୍ତପୁରମ,୯।୧୨- ଅନ୍ତର୍ଜାତୀୟ ଟି୨୦ କ୍ରିକେଟରେ ସବୁଠୁ ଅଧିକା ରନ୍‌ କରିଥିବା ବ୍ୟାଟ୍ସମ୍ୟାନ ହେବା ପାଇଁ ଦୀର୍ଘ ଦିନ ହେଲା ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ମଧ୍ୟରେ ଜବରଦସ୍ତ ପ୍ରତିଦ୍ୱନ୍ଦ୍ୱିତା ଚାଲିଛି। ରବିବାର ଏଠାରେ ଅନୁଷ୍ଠିତ ମ୍ୟାଚ୍‌ରେ ପୁଣି ରୋହିତଙ୍କୁ ପଛରେ…

ବିବାହ ପରେ ସ୍କୁଟିରେ ଗଲେ କ୍ରିକେଟର

ବାଙ୍ଗାଲୋର,୯।୧୨- ଚଳିତ ବିବାହ ସିଜନରେ ଗୋଟିଏ ପରେ ଗୋଟିଏ କ୍ରିକେଟର ବିବାହ କରୁଛନ୍ତି। ନିକଟରେ ମନୀଷ ପାଣ୍ଡେ ଟଲିଉଡ ଅଭିନେତ୍ରୀଙ୍କୁ ବିବାହ କରିଥିଲେ। ଏବେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ତାଙ୍କ ସାଥୀ ଖେଳାଳି କ୍ରୀଷ୍ଣପା ଗୋଥମ। ତାଙ୍କ ବିବାହ ଖବରରେ…

ରଣଜୀ ଗ୍ରାଉଣ୍ଡରେ ପଶିଲା ଶାପ

ନୂଆଦିଲ୍ଲୀ,୯।୧୨- ସୋମବାରଠାରୁ ଚଳିତ ସିଜନର ରଣଜୀ ଟ୍ରଫି ଟୁର୍ନାମେଣ୍ଟ ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ହିଁ ଏକ ଚକିତ କଲା ଭଳି ଘଟଣା ସାମ୍ନାକୁ ଆସିଛି। ଗ୍ରାଉଣ୍ଡରେ ଶାପ ପଶିବା କାରଣରୁ ବିଦର୍ଭ-ଆନ୍ଧ୍ର ପ୍ରଦେଶ ମ୍ୟାଚ୍‌ ବିଳମ୍ଭରେ ଆରମ୍ଭ ହୋଇଛି। ଏ…

ସଞ୍ଜୁ ସାମସନଙ୍କୁ ଚିୟର କଲେ ଥିରୁଭାନନ୍ତପୁରମ ଦର୍ଶକ

ଥିରୁଭାନନ୍ତପୁରମ,୯।୧୨- ଏଠାରେ ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଉଇକେଟକିପର ସଞ୍ଜୁ ସାମସନଙ୍କୁ ଖେଳିବାକୁ ସୁଯୋଗ ମିଳି ନ ଥିଲା। ମାତ୍ର ଟସ୍‌ ପଡ଼ିବା ଆଗରୁ ସଞ୍ଜୁ ଗ୍ରାଉଣ୍ଡରେ ଅଭ୍ୟାସ କରୁଥିବାବେଳେ ଷ୍ଟାଡିୟମରେ ଉପସ୍ଥିତ ଦର୍ଶକ ତାଙ୍କୁ…

ମହିଳା ଆଥ୍‌ଲେଟଙ୍କ ଫିଟ୍‌ନେସରୁ ପ୍ରେରଣା ପାଇଥିଲେ କୋହଲି

ଚେନ୍ନାଇ,୯।୧୨- ଭାରତୀୟ ଅଧିନାୟକ ବିରାଟ କୋହଲି ବିଶ୍ୱ କ୍ରିକେଟର ଅନ୍ୟତମ ଫିଟ କ୍ରିକେଟର। ମାତ୍ର ଏଭଳି ଫିଟନେସ ହାସଲ କରିବାର ନିଶା ଜଣେ ମହିଳା ଆଥ୍‌ଲେଟଙ୍କ ଠାରୁ ପ୍ରେରଣା ପାଇଥିଲେ। ଏ ସମ୍ପର୍କରେ ଖୁବ କମ୍‌ ପ୍ରଶଂସକ ଜାଣିଛନ୍ତି। ଉକ୍ତ ମହିଳା…

ସର୍ବଭାରତୀୟ ରେଲଓ୍ବେ ହକିରେ ନିଶାନ ଅମ୍ପାୟର

ଭୁବନେଶ୍ୱର, ୯।୧୨(କ୍ରୀଡ଼ା ପ୍ରତିନିଧି)- ସିକନ୍ଦରାବାଦଠାରେ ଚାଲିଥିବା ସର୍ବଭାରତୀୟ ରେଲଓ୍ବେ ହକି ଟୁର୍ନାମେଣ୍ଟର ଫାଇନାଲରେ କ୍ରମାଗତ ତୃତୀୟ ଥରପାଇଁ ଅମ୍ପାୟରିଂ କରିବାକୁ ଯାଉଛନ୍ତି ଓଡ଼ିଶାର ନିଶାନଜ୍ୟୋତି ମହାନ୍ତି। ସୋମବାର ପ୍ରତିଯୋଗିତାର ଫାଇନାଲ ଆରସିଏଫ ପଞ୍ଜାବ ଓ ନୂଆଦିଲ୍ଲୀର ନର୍ଦର୍ନ ରେଲଓ୍ବେ ମଧ୍ୟରେ ଅନୁଷ୍ଠିତ…

ସର୍ବଭାରତୀୟ ଫୁଟ୍‌ବଲ: କେରଳ ଚାମ୍ପିୟନ

ନୟାଗଡ଼ ଅଫିସ,୯ା୧୨-  ୭୮୬ ୟୁଥ୍‌ କ୍ଲବ ସିଦୂରିଆ ଓ ଜିଲା ଆଥ୍‌ଲେଟିକ ଆସୋସିଏଶନର ମିଳିତ ଆନୁକୁଲ୍ୟରେ ସର୍ବଭାରତୀୟ ନୟାଗଡ଼ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ରବିବାର ଫାଇନାଲ୍‌ ମ୍ୟାଚ୍‌ ଟାଟା ଫୁଟବଲ ଏକାଡ଼େମୀ, ଜାମସେଦପୁର ଓ କେରଳ ଇଲେକ୍ଟ୍ରିସିଟି ବୋର୍ଡ଼ ମଧ୍ୟରେ ଅନୁଷ୍ଠିତ…

ତ୍ରିରାଷ୍ଟ୍ରୀୟ ଜୁନିୟର ମହିଳା ହକି: ପରାଜୟ ସତ୍ତ୍ୱେ ଭାରତ ଚାମ୍ପିୟନ

କାନବେରା,୯।୧୨(ପି.ଟି.)-  ଭାରତୀୟ ଜୁନିୟର ମହିଳା ହକି ଦଳ ଏଠାରେ ଅନୁଷ୍ଠିତ ତ୍ରିରାଷ୍ଟ୍ରୀୟ ହକି ସିରିଜ୍‌ରେ ପ୍ରଥମ ପରାଜୟ ବରଣ କରିଥିଲେ ହେଁ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ୪ର୍ଥ ମ୍ୟାଚ୍‌ରେ ଭାରତ ୧-୨ ଗୋଲରେ ଅଷ୍ଟ୍ରେଲିଆଠାରୁ ହାରିଛି। ତ୍ରିରାଷ୍ଟ୍ରୀୟରେ ଭାରତର ଏହାଥିଲା…

୧୭ ବର୍ଷରୁ କମ୍‌ ମହିଳା ଫୁଟବଲ: ୧୩ରୁ ଘରୋଇ ମାଟିରେ ଭାରତ ଖେଳିବ ତ୍ରିରାଷ୍ଟ୍ରୀୟ ଟୁର୍ନାମେଣ୍ଟ

ମୁମ୍ବାଇ, ୯।୧୨(ପି.ଟି.)- ଆସନ୍ତାବର୍ଷ ଭାରତରେ ଫିଫା ୧୭ ବର୍ଷରୁ କମ୍‌ ମହିଳା ବିଶ୍ୱକପ୍‌ ଆୟୋଜନ ହେବାର କାର୍ଯ୍ୟକ୍ରମ ଥିବା ବେଳେ ପ୍ରସ୍ତୁତି ଓ ଅଭ୍ୟାସ ସ୍ବରୂପ ଭାରତୀୟ ଦଳ ଘରୋଇ ପରିବେଶରେ ଏକ ତ୍ରିରାଷ୍ଟ୍ରୀୟ ଟୁର୍ନାମେଣ୍ଟ ଖେଳିବ। ଆସନ୍ତା ୧୩ ତାରିଖରୁ…

ଦ୍ୱିତୀୟ ଟି୨୦: ଓ୍ବେଷ୍ଟଇଣ୍ଡିଜ ୮ ଉଇକେଟରେ ବିଜୟୀ

ଥିରୁଭାନନ୍ତପୁରମ,୯।୧୨(ପି.ଟି.)- ବୋଲର ଓ ଓପନର ଲେଣ୍ଡେଲ ସିମନ୍ସଙ୍କ ଦମ୍‌ଦାର ପ୍ରଦର୍ଶନ ବଳରେ ଓ୍ବେଷ୍ଟଇଣ୍ଡିଜ ରବିବାର ଅନୁଷ୍ଠିତ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତକୁ ୯ ଟି ବଲ ବାକି ରଖି ୮ ଉଇକେଟରେ ପରାସ୍ତ କରିଛି। ସ୍ଥାନୀୟ ଗ୍ରୀନଫିଲ୍ଡ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଟସ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri