ଖେଳ

ପ୍ରଶଂସକ ଚାହାନ୍ତି ପାକିସ୍ତାନରେ ଖେଳୁ ଭାରତ

ଲାହୋର,୨୩ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ୨୦୧୩ଠାରୁ କୌଣସି ଦ୍ୱିପାକ୍ଷିକ ସିରିଜ୍‌ ଖେଳାଯାଇ ନାହିଁ। ଅନ୍ତିମ ଥର ୨୦୦୮ରେ ଦୁଇ ଦେଶ ମଧ୍ୟରେ ଟେଷ୍ଟ ସିରିଜ୍‌ ଖେଳାଯାଇଥିଲା। ଦୁଇ ଏସିୟ ଦଳ ଆଇସିସି ଇଭେଣ୍ଟ କିମ୍ବା ଏସିଆ କପ୍‌ରେ ପରସ୍ପର ସହ…

ଗୋଆରେ ଖେଳାଯିବ ଆଇଏସ୍‌ଏଲ ଫାଇନାଲ

ମୁମ୍ବାଇ,୨୩ା୨(ପି.ଟି.)- ଗୋଆର ମାର୍ଗାଓଠାରେ ଚଳିତ ସିଜନରେ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ)ର ଫାଇନାଲ ଖେଳାଯିବ। ଏ ନେଇ ସ୍ପୋଟର୍‌ସ ଡେଭଲପମେଣ୍ଟ ଲିମିଟେଡ୍‌ସ ଫାଉଣ୍ଡିଂ ମୁଖ୍ୟ ନିତା ଅମ୍ବାନି ରବିବାର କହିଛନ୍ତି। ମାର୍ଚ୍ଚ ୧୪ ତାରିଖରେ ରାତି ୭.୩୦ରେ ଫଟୋର୍ଡାସ୍ଥିତ ଜଓ୍ବାହରଲାଲ ନେହରୁ…

ଓ୍ବେଷ୍ଟଇଣ୍ଡିଜକୁ ଜରିମାନା

କଲମ୍ବୋ,୨୩ା୨- ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଧିମା ବୋଲିଂ ହାର ପାଇଁ ଓ୍ବେଷ୍ଟଇଣ୍ଡିଜ ଦଳର ଖେଳାଳିଙ୍କୁ ଜରିମାନା କରାଯାଇଛି। କିରନ ପୋଲାର୍ଡଙ୍କ ନେତୃତ୍ୱାଧୀନ ଦଳ ଧାର୍ଯ୍ୟ ସମୟ ସୁଦ୍ଧା ୨ ଓଭର କମ୍‌ ବୋଲିଂ କରିଥିଲେ। ଏଥିନେଇ ଦଳର ସମସ୍ତ…

ରସେଲଙ୍କୁ ଡାକରା

କଲମ୍ବୋ,୨୩।୨- ଶ୍ରୀଲଙ୍କା ବିପକ୍ଷ ଦୁଇ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍‌ ପାଇଁ ଓ୍ବେଷ୍ଟଇଣ୍ଡିଜ ଅଲରାଉଣ୍ଡର ଆଣ୍ଡ୍ରେ ରସେଲଙ୍କୁ ଡାକରା ଦେଇଛି। ୨୦୧୯ ବିଶ୍ୱକପ୍‌ ପରଠାରୁ ସେ ଜାତୀୟ ଦଳ ଲାଗି ଖେଳି ନାହାନ୍ତି। ସେ ଏବେ ବାଂଲାଦେଶ ପ୍ରିମିୟର ଲିି୍‌ଗରେ ଖେଳୁଛନ୍ତି।…

ସଫଳ ଭାରତୀୟ ବୋଲରଙ୍କ ତାଲିକାରେ ଈଶାନ୍ତ

ଓ୍ବେଲିଂଟନ,୨୩।୨- ଏଠାରେ ଚାଲିଥିବା ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ଖେଳାଳିମାନେ ସଂଘର୍ଷ କରୁଥିବାବେଳେ ଈଶାନ୍ତ ଶର୍ମା ଫୁଲ ଫର୍ମରେ ଅଛନ୍ତି। ପ୍ରଥମ ଟେଷ୍ଟର ମାତ୍ର ୪ ଦିନ ପୂର୍ବରୁ ନ୍ୟୁଜିଲାଣ୍ଡରେ ପହଞ୍ଚତ୍ଥିବା ଈଶାନ୍ତ ମ୍ୟାଚ୍‌ର ପ୍ରଥମ ଇନିଂସରେ ୫ ଉଇକେଟ…

ନ୍ୟୁଜିଲାଣ୍ଡ ନିୟନ୍ତ୍ରଣରେ ଓ୍ବେଲିଂଟନ ଟେଷ୍ଟ

ଓ୍ବେଲିଂଟନ,୨୩।୨- ସ୍ଥାନୀୟ ବାସିନ ରିଜର୍ଭ ଗ୍ରାଉଣ୍ଡରେ ଚାଲିଥିବା ପ୍ରଥମ ଟେଷ୍ଟ ତୃତୀୟ ଦିନ ସୁଦ୍ଧା ନ୍ୟୁଜିଲାଣ୍ଡ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସରେ ଭାରତ ୧୬୫ ରନ୍‌ରେ ଅଲଆଉଟ୍‌ ହେବା ପରେ ନ୍ୟୁଜିଲାଣ୍ଡ ତା’ର ଅସମାପ୍ତ ଇନିଂସ ସ୍କୋର (୨୧୬/୫)ରୁ ବ୍ୟାଟିଂ କରି…

ରୋନାଲ୍ଡୋଙ୍କ ରେକର୍ଡ ସ୍କୋର

ଫେରାରା,୨୩।୨- କ୍ରିଷ୍ଟିଆନୋ ରୋନାଲ୍ଡୋ ପେସାଦାର ଫୁଟବଲରେ ୧୦୦୦ ମ୍ୟାଚ୍‌ ଖେଳିଛନ୍ତି। ଏହି ମ୍ୟାଚ୍‌ରେ ଗୋଲ ସ୍କୋର କରି ଏହାକୁ ସ୍ମରଣୀୟ କରି ଦେଇଛନ୍ତି। ଚଳିତ ସିରି ଏ’ ଲିଗ୍‌ରେ ଜୁଭେଣ୍ଟସ ପାଇଁ ଖେଳୁଥିବା ରୋନାଲ୍ଡୋଙ୍କ ଏହା କ୍ରମାଗତ ୧୧ତମ ଗୋଲ। ଏଥିଯୋଗୁ…

ଖେଲୋ ଇଣ୍ଡିଆ ୟୁନିଭର୍ସିଟି ଗେମ୍ସ ଉଦ୍‌ଘାଟିତ: ଭାରତ ହେବ ବିଶ୍ୱ କ୍ରୀଡ଼ାର ‘ସୁପର ପାୱାର’

କଟକ ଅଫିସ,୨୩ା୨-ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଖେଲୋ ଇଣ୍ଡିଆ ୟୁନଭର୍ସିଟି ଗେମ୍ସର ପ୍ରଥମ ସଂସ୍କରଣ ଶନିବାର ସନ୍ଧ୍ୟାରେ ମହାସମାରୋହରେ ଉଦ୍‌ଘାଟିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍‌ଫରେନି୍ଂସ ଜରିଆରେ ଏହି ମେଗା ଇଭେଣ୍ଟକୁ ଆନୁଷ୍ଠାନିକ ଉଦ୍‌ଘାଟନ କରିଛନ୍ତି। କେନ୍ଦ୍ର କ୍ରୀଡ଼ା…

କଲଡ୍ରୋନରେ ଅଗ୍ନି ସଂଯୋଗ କଲେ ଦିଲ୍ଲୀପ

କଟକ ଅଫିସ,୨୩ା୨- ଭାରତୀୟ ତୀରନ୍ଦାଜ ମୁସ୍କାନ କିରାର୍‌ଙ୍କ ଦ୍ୱାରା ଉଦ୍‌ଘାଟନୀ ଉତ୍ସବର ମଶାଲ ରିଲେ ଆରମ୍ଭ ହୋଇଥିଲା। ପରେ ଏହାକୁ ଧରିଥିଲେ ସନ୍ତରଣକାରୀ ଏସ.ପି ଲିକିଥ। ଶେଷର ଅଲିମ୍ପିଆନ ଦିଲ୍ଲୀପ ତିର୍କୀ ମଶାଲକୁ ନେଇ କଲଡ୍ରୋନରେ ରଖିଥିଲେ। ସୋନା-ରାମଙ୍କ ଖେଲେଙ୍ଗେ ସାନ୍‌…

ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡ଼ା: ରାଞ୍ଚତ୍ଠାରୁ ହାରିଲା ସମ୍ବଲପୁର

ଭୁବନେଶ୍ୱର, ୨୩।୨ (ସ୍ପୋଟର୍‌ସ ବ୍ୟୁରୋ)- ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟର ଶନିବାର ୨ୟ ଦିବସରେ ବିଭିନ୍ନ ଇଭେଣ୍ଟରେ ଖେଳ ଅନୁଷ୍ଠିତ ହୋଇଯାଇଛି। କିଟ୍‌ କ୍ୟାମ୍ପସ୍‌-୧୩ସ୍ଥିତ ହକି ଷ୍ଟାଡିୟମରେ ଖେଳାଯାଇଥିବା ମହିଳା ବିଭାଗ ହକିରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ୧-୨ ଗୋଲରେ ରାଞ୍ଚତ୍ ବିଶ୍ୱବିଦ୍ୟାଳୟଠାରୁ ପରାସ୍ତ…

ଏଫ୍‌ଆଇଏଚ୍‌ ହକି ପ୍ରୋ ଲିଗ୍‌ : ଶୁଟ୍‌ଆଉଟରେ ଅଷ୍ଟ୍ରେଲିଆକୁ ହରାଇଲା ଭାରତ

ଭୁବନେଶ୍ୱର ୨୩।୨(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଶନିବାର ଅନୁଷ୍ଠିତ ଏଫଆଇଏଚ୍‌ ହକି ପ୍ରୋ ଲିଗ୍‌ର ଏକ ତୀବ୍ର ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଭାରତ ଶୁଟ୍‌ଆଉଟ ୩-୧ ଗୋଲରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଛି। ନିର୍ଦ୍ଧାରିତ ସମୟରେ ମ୍ୟାଚ ୨-୨ ଗୋଲରେ ବରାବର ରହିଥିଲା। ଫଳରେ…

ପ୍ରଥମ ଦିନିକିଆ: ଶ୍ରୀଲଙ୍କାର ରୋମାଞ୍ଚକ ବିଜୟ

କଲମ୍ବୋ, ୨୩।୨- ସ୍ଥାନୀୟ ସିଂଘଳୀ ସ୍ପୋଟର୍‌ସ କ୍ଲବ ଗ୍ରାଉଣ୍ଡରେ ଶନିବାର ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଶ୍ରୀଲଙ୍କା ୫ଟି ବଲ୍‌ ବାକି ରଖି ୧ ଉଇକେଟରେ ରୋମାଞ୍ଚକ ଢଙ୍ଗରେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜକୁ ହରାଇଛି। ଟସ ହାରି ବ୍ୟାଟିଂ ପାଇଁ ଆମନ୍ତ୍ରଣ ପାଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?