ଖେଳ

ଏମ୍‌ସିସି ବିଶ୍ୱ କ୍ରିକେଟ କମିଟିରୁ ଶକିବଙ୍କ ଇସ୍ତଫା

ଲଣ୍ଡନ,୩୦।୧୦(ପି.ଟି.)- ଦୁର୍ନୀତିରେ ଲିପ୍ତ ହେବା ଲାଗି ୩ଥର ବୁକି ଯୋଗାଯୋଗ କରିଥିଲେ ମଧ୍ୟ ରିପୋର୍ଟ ନ କରିବାରୁ ବାଂଲାଦେଶ ଦଳର ଅଧିନାୟକ ଓ ଟପ୍‌ ଅଲ୍‌ରାଉଣ୍ଡର ଶକିବ ଅଲ ହସନଙ୍କୁ ୨ ବର୍ଷ ଲାଗି ବାସନ୍ଦ କରାଯାଇଛି। କ୍ରିକେଟର ନୂଆ...

ଏଲ୍‌ଓସିରେ ଗୋଡ଼ ହରାଇଥିବା ଯବାନ ଜିତିଲେ ଟ୍ରିପଲ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୩୦।୧୦- ଭାରତୀୟ ସେନାରେ କାର୍ଯ୍ୟ କରୁଥିବାବେଳେ ଏକ ବିସ୍ଫୋରଣରେ ବାମଗୋଡ଼ ହରାଇଥିଲେ। ଏହା ତାଙ୍କୁ ଦେଇଥିଲା ନୂଆ ଜୀବନ। ଗୋଟିଏ ଗୋଡ଼ ନ ଥିବା ସତ୍ତ୍ୱେ ସେ ଗୋଟିଏ ନୁହେଁ କି ଦୁଇଟି ନୁହେଁ ଏକାଥରେ ୩ ସ୍ବର୍ଣ୍ଣ ପଦକ...

ନାମ୍ବିଆକୁ ଟି୨୦ ବିଶ୍ୱକପ୍‌ ଯୋଗ୍ୟତା

ଦୁବାଇ, ୩୦।୧୦(ଏଏଫ୍‌ପି)- ଅଷ୍ଟ୍ରେଲିଆରେ ଆଗାମୀ ବର୍ଷ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ରେ ନାମ୍ବିଆ ଭାଗନେବ। ଦୁବାଇଠାରେ ଚାଲିଥିବା ଯୋଗ୍ୟତା ପର୍ଯ୍ୟାୟର ସେମିଫାଇନାଲରେ ଦୁଇ ଦଳ ଜାଗା ପକ୍କା କରି ବିଶ୍ୱକପ୍‌ ଖେଳିବା ନିଶ୍ଚିତ କରିଛନ୍ତି। ଅଲ୍‌ରାଉଣ୍ଡର ଜେ.ଜେ. ସ୍ମିଥ୍‌ଙ୍କ ୫୯...

ଜାଣନ୍ତୁ କେଉଁ ଟିମ୍‌ କେତୋଟି ଦିବାରାତ୍ର ଟେଷ୍ଟ ମ୍ୟାଚ୍‌ ଖେଳିଛନ୍ତି

ଭାରତ ଓ ବାଂଲାଦେଶ ମଧ୍ୟରେ ନଭେମ୍ବର ୨୨ରୁ ୨୬ ତାରିଖ ପର୍ଯ୍ୟନ୍ତ କୋଲକାତାର ଇଡେନ ଗାର୍ଡେନ୍ସରେ ଦିବାରାତ୍ର ଟେଷ୍ଟ ମ୍ୟାଚ ଖେଳାଯିବ। ଦୁଇ ଟିମ କ୍ରିକେଟ ଇତିହାସରେ ପ୍ରଥମଥର ଲାଗି ପିଙ୍କ ବଲରେ ଡେ/ନାଇଟ ଟେଷ୍ଟ କ୍ରିକେଟ ଖେଳିବାକୁ ଓହ୍ଲାଇବେ।...

ଚତୁର୍ଥ ପିଢିର ପ୍ରଥମ କ୍ରିକେଟର ଭାବେ ଇତିହାସ ରଚିଲେ ମାଇକେଲ

ଅକ୍‌ଲାଣ୍ଡ,୩୦।୧୦:ନ୍ୟୁଜିଲାଣ୍ଡର ଘରୋଇ କ୍ରିକେଟ ଟୁର୍ନାମେଣ୍ଟରେ ଓ୍ବେଲିଂଣ୍ଟନ ଫାୟାରବାର୍ଡସ ଏବଂ କେଣ୍ଟରବରି ମଧ୍ୟରେ ମଙ୍ଗଳବାର ମ୍ୟାଚ୍‌ ଖେଳାଯାଇଥିଲା। ଏହି ମ୍ୟାଚରେ ଓ୍ବେଲିଂଣ୍ଟନ ଟିମ୍‌ ଏକାଦଶରେ ସାମିଲ ହୋଇଥିଲେ ମାଇକେଲ ସ୍ନେଡେନ। ୨୨ ବର୍ଷୀୟ ମାଇକେଲଙ୍କ ଏହା ପ୍ରଥମ ଫାଷ୍ଟ କ୍ଲାସ ମ୍ୟାଚ୍‌।...

୪ ସ୍ଥାନରେ ସ୍ବତନ୍ତ୍ର କ୍ରୀଡ଼ା ବିଦ୍ୟାଳୟ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ରାଜ୍ୟରେ କ୍ରୀଡ଼ା ଭିତ୍ତିଭୂମିକୁ ସୁଦୃଢ଼ କରାଯିବା ଉପରେ ସ୍ବତନ୍ତ୍ର ଗୁରୁତ୍ୱ ଦିଆଯାଉଛି। କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ରାଜ୍ୟର ୪ଟି ସ୍ଥାନରେ ସ୍ବତନ୍ତ୍ର କ୍ରୀଡ଼ା ବିଦ୍ୟାଳୟ ପ୍ରତିଷ୍ଠା କରାଯିବ। ଏହି ସ୍ଥାନରେ ପୂର୍ବରୁ ରହିଥିବା...

ଟି୨୦ ବିଶ୍ୱକପ୍‌ ପାଇଁ ନେଦରଲାଣ୍ଡ୍ସକୁ ଯୋଗ୍ୟତା

ଦୁବାଇ, ୩୦ା୧୦ (ପି.ଟି.)-ଅଷ୍ଟ୍ରେଲିଆରେ ଆସନ୍ତା ବର୍ଷ ହେବାକୁଥିବା ଟି୨୦ ବିଶ୍ୱକପ୍‌ ପାଇଁ ନେଦରଲାଣ୍ଡ୍ସ ଯୋଗ୍ୟତା ଅର୍ଜନ କରିଛି। ମଙ୍ଗଳବାର ଅନୁଷ୍ଠିତ ଏକ କ୍ୱାଲିଫାଇଙ୍ଗ ପ୍ଲେ-ଅଫ୍‌ ମ୍ୟାଚ୍‌ରେ ଏହି ଦଳ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)କୁ ୮ ଉଇକେଟରେ ହରାଇ ଦେଇଛି।...

ଜାମଶେଦପୁର ଏଫ୍‌ସିର କ୍ରମାଗତ ଦ୍ୱିତୀୟ ବିଜୟ

ଜାମସେଦପୁର,୩୦ା୧୦: ସ୍ଥାନୀୟ ଜେଆର୍‌ଡି ସ୍ପୋଟର୍‌ସ କମ୍ପ୍ଲେକ୍ସଠାରେ ମଙ୍ଗଳବାର ଚଳିତ ୬ଷ୍ଠ ହିରୋ ଇଣ୍ଡିଆନ ସୁପର ଲିଗ (ଆଇଏସ୍‌ଏଲ)ର ଦଶମ ମ୍ୟାଚରେ ନବାଗତ ହାଇଦ୍ରାବାଦ ଏଫ୍‌ସିକୁ ୩-୧ ଗୋଲରେ ହରାଇ ଜାମଶେଦପୁର ଏଫ୍‌ସି କ୍ରମାଗତ ଦ୍ୱିତୀୟ ବିଜୟ ହାସଲ କରିଛି। ପୂର୍ବ...

ଜାତୀୟ ଫୁଟବଲ ଶିବିରରେ ୩ ଓଡ଼ିଆ

କଟକ ଅଫିସ,୩୦ା୧୦- ଆସନ୍ତା ନଭେମ୍ବର ପହିଲାରୁ ଗୋଆର ମରଗାଓ ସ୍ଥିତ ଜବାହାରଲାଲ ନେହେରୁ ଷ୍ଟାଡିୟମରେ ୧୭ବର୍ଷରୁ କମ ଜାତୀୟ ବାଳିକା ଫୁଟବଲ ଦଳର ପ୍ରସ୍ତୁତି ଓ ଚୟନ ଶିବିର ଆରମ୍ଭ ହେବ। ଅଲ ଇଣ୍ଡିଆ ଫୁଟବଲ ଫେଡେରେଶନ(ଏଆଇଏଫ୍‌ଏଫ) ପକ୍ଷରୁ ୩ଜଣ...

ଏଫଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ହକି: କଳିଙ୍ଗ ଉପରେ ନଜର କେନ୍ଦ୍ରିଭୂତ

ଭୁବନେଶ୍ୱର, ୩୦।୧୦(କ୍ରୀଡ଼ା ପ୍ରତିନିଧି)-ନଭେମ୍ବର ୧ ଓ ୨ ତାରିଖରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଏଫଆଇଏଚ୍‌ ଅଲିମ୍ପିକ୍‌ କ୍ୱାଲିଫାୟର୍ସ ହକି ମ୍ୟାଚ ଅନୁଷ୍ଠିତ ହେବ। ପୁରୁଷ ବିଭାଗରେ ଭାରତ ଲୋ ର଼୍ୟାଙ୍କ୍‌ପ୍ରାପ୍ତ ରୁଷିଆକୁ ଭେଟିବାକୁ ଯାଉଥିବାବେଳେ ମହିଳା ବିଭାଗରେ ଭାରତର ପ୍ରତିଦ୍ୱନ୍ଦ୍ୱୀ...

ଇଣ୍ଡିଆନ ସୁପର ଲିଗ୍‌: ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇନ ଏଫ୍‌ସି

ଚେନ୍ନାଇ,୩୦।୧୦(ପି.ଟି.)- ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଷଷ୍ଠ ସଂସ୍କରଣରେ ଚେନ୍ନାଇନ୍‌ ଏଫ୍‌ସି ବୁଧବାର ଏଟିକେକୁ ଭେଟିବ। ସ୍ଥାନୀୟ ମାରିନା ଏରିନାରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌ରେ ଭଲ ପ୍ରଦର୍ଶନ କରି ଚେନ୍ନାଇନ୍‌ ପ୍ରଥମ ବିଜୟ ହାସଲ ଲକ୍ଷ୍ୟରେ ରହିଛି।...

ଭାରତ- ବାଂଲାଦେଶ ସିରିଜ: ଭାରତୀୟ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା

ନୂଆଦିଲ୍ଲୀ,୩୦।୧୦- ଆଗାମୀ ଭାରତ- ବାଂଲାଦେଶ ସିରିଜ ଅବସରରେ ଆତଙ୍କବାଦୀ ଆକ୍ରମଣ ସମ୍ଭାବନା ସୃଷ୍ଟି ହୋଇଛି। ଫଳରେ କଡ଼ା ସୁରକ୍ଷା ଓ ନିରାପତ୍ତା ବ୍ୟବସ୍ଥା ଗ୍ରହଣ କରିବା ଲାଗି ଦିଲ୍ଲୀ ପୋଲିସ୍‌କୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୩ ତାରିଖରେ ସ୍ଥାନୀୟ ଅରୁଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri